• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

Justice Reform
କାଲିଠୁ ହଟିବ ବ୍ରିଟିଶ ଅମଳର ଫୌଜଦାରୀ ଆଇନ; ଲାଗୁ ହେବ ୩ ନୂଆ ଆଇନ  

କାଲିଠୁ ଇତିହାସ ପାଲଟିବ IPC, CrPC ଓ ଏଭିଡେନ୍ସ ଆକ୍ଟ । ବ୍ରିଟିଶ ଅମଳର ଫୌଜଦାରୀ ଆଇନ ହଟି, ଲାଗୁ ହେବ ୩ ନୂଆ ଆଇନ । 

ICC Mens T20 World Cup 2024
ଇତିହାସ ରଚିଲା ଟିମ୍‌ ଇଣ୍ଡିଆ; ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ

ଦୂର ହେଲା ଆଇସିସି ଟ୍ରଫି ଜିତିବା ଆଶା । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରି ଟାଇଟଲ୍‌ ହାତେଇଲା ଟିମ୍‌ ଇଣ୍ଡିଆ ।

 Chief Secretary Manoj Ahuja
କିଭଳି ରହିବ ଓଡିଆ-ଅଣଓଡିଆ ଅଧିକାରୀଙ୍କ ଭିତରେ ବାଲାନ୍ସ ?

ଆସନ୍ତା ସୋମବାରରୁ ଓଡିଶା ପ୍ରଶାସନର ମଙ୍ଗ ଧରିବାକୁ ଯାଉଛନ୍ତି ମନୋଜ ଆହୁଜା । ନୂଆ ସରକାରରେ ନୂଆ ମୁଖ୍ୟ ଶାସନ ସଚିବଙ୍କ ଆଗରେ ରହିଛି ଭରପୂର ଆହ୍ବାନ ।

Balle Balle Dhaba
ବଲ୍ଲେ ବଲ୍ଲେ ଢାବାର ଫିଟୁଛି ଗୁମର

କ୍ଷମତାର ଛତ୍ରଛାୟାରେ ଯାଜପୁର ନେଉଳପୁର ଧର୍ମଶାଳା ଭବନ ପରିସରରେ ଥିବା ବଲ୍ଲେ ବଲ୍ଲେ ଢାବାର ଫିଟୁଛି ଗୁମର ।କିଏ କହୁଛନ୍ତି, ଏଇଠି ଚାଲିଥିଲା ରଙ୍ଗଶାଳା ତ ଆଉ କିଏ କହୁଛନ୍ତି ଜମୁଥିଲା ମଦମାଂସର ଆସର । 

India vs South Africa
କାହାର ହେବ ଜିତ୍ ? 

ଅପରାଜେୟ ବାଦଶାହା ବନିବ ଟିମ୍ ଇଣ୍ଡିଆ ନା ପ୍ରଥମ ଆଇସିସି ଟ୍ରଫି ସହ ଇତିହାସ ରଚିବ ଦକ୍ଷିଣ ଆଫ୍ରିକା ? ଟ୍ବେଣ୍ଟି ବିଶ୍ବକପ୍ ଗ୍ରାଣ୍ଡ ଫିନାଲେରେ କାହାର ହେବ ଜିତ୍ ? 

land scam allegations
ମାରିକ୍ ନାଗେଶ୍ବର ଗୋହି ଖୋଳାଖୋଳି

ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ସରକାରୀ ଜମି ହଡପ୍ ଘଟଣାରେ ୪ ଆଇପିଏସଙ୍କ ସଂପୃକ୍ତି ଗୁମର ଖୋଲିବା ପରେ ସୃଷ୍ଟି ହୋଇଛି ହଇଚଇ । ଏମିତିକି ଜମି ହାତେଇଥିବା ଜଣେ ପୂର୍ବତନ ଡିଜିପି ଓ ସିବିଆଇର ଜଣେ ପୂର୍ବତନ ନିର୍ଦ୍ଦେଶକଙ୍କ ମଧ୍ୟରେ ଦୋଷ ଲଦାଲଦି ସାଙ୍ଗକୁ ଡକ୍ୟୁମେଣ୍ଟ ୱାର ବି...

Apartment Registration
୨ ବର୍ଷ ଧରି ଆପାର୍ଟମେଣ୍ଟ୍ ପଞ୍ଜିକରଣ ପ୍ରତିବନ୍ଧକର ହେଲା ଅନ୍ତ

ହଟିଲା ୨ ବର୍ଷର ପ୍ରତିବନ୍ଧକ । ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ନିୟମ ଆସିବାର ୪ ମାସ ପରେ ଆରମ୍ଭ ହୋଇଛି ଆପାର୍ଟମେଣ୍ଟ ପଞ୍ଜୀକରଣ । ଦେଶରେ ପ୍ରଥମ ରାଜ୍ୟଭାବେ ଆପାର୍ଟମେଣ୍ଟ ଜମିର ବି ମାଲିକ ବନିଲେ ବାସଗୃହ କ୍ରେତା ।

land scam allegations
ପାତ୍ରପଡ଼ା ଜମି ହଡପରେ ୪ ଆଇପିଏସ୍; ୨୫୦ କୋଟି ମୂଲ୍ୟର ସରକାରୀ ଜମି ଚଞ୍ଚକତା

ପାତ୍ରପଡ଼ା ଜମି ହଡପ୍ ଘଟଣାରେ ୪ ଆଇପିଏସ୍‌ଙ୍କ ସଂପୃକ୍ତିକୁ ନେଇ ହଇଚଇ । ଗଣମାଧ୍ୟମରେ ନାଗେଶ୍ବର ରାଓ-ସଞ୍ଜିବ ମାରିକ ଦୋଷ ଲଦାଲଦି, ଗୋହି ଖାଳାଖୋଳି ।

 Chief Secretary Manoj Ahuja
ଓଡ଼ିଶା ପ୍ରଶାସନ କେମିତି ପାଇବ ନୂଆ ପରିଚୟ ? କେମିତି ସୁଧୁରିବ ବ୍ୟୁରୋକ୍ରେସିର ଭାବମୂର୍ତ୍ତି ?

ସୋମବାରରୁ ଓଡିଶା ପ୍ରଶାସନର ମଙ୍ଗ ଧରିବାକୁ ଯାଉଥିବା ମନୋଜ ଆହୁଜାଙ୍କ ଆଗରେ ଭରପୂର ଚାଲେଞ୍ଜ । କେମିତି ସୁଧୁରିବ ବ୍ୟୁରୋକ୍ରେସିର ଭାବମୂର୍ତ୍ତି ? କିଭଳି ରହିବ ଓଡିଆ-ଅଣଓଡିଆ ଅଧିକାରୀଙ୍କ ଭିତରେ ବାଲାନ୍ସ ?

Tribal Community
ଆଦିବାସୀ ସେବକ କରୁଛନ୍ତି ଠାକୁରଙ୍କ ଅଣସର ନୀତି; ଶାବର ଶ୍ରୀକ୍ଷେତ୍ରରେ ଭିନ୍ନ ଏକ ପରମ୍ପରା...

ପବିତ୍ର ସ୍ନାନପୂର୍ଣ୍ଣିମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଅସୁସ୍ଥ ହୋଇ ପଡିଛନ୍ତି ଚତୁର୍ଦ୍ଧା ମୂର୍ତ୍ତୀ। ଶାବର ଶ୍ରୀକ୍ଷେତ୍ରର ପରମ୍ପରା ଅନୁଯାୟୀ ଆଦିବାସୀ ସେବକଠାକୁର ମାନଙ୍କର ଉପଚାର ଆରମ୍ଭ କରିଛନ୍ତି।

Dowry
ସ୍ତ୍ରୀ ହେବ ତ ଏମିତି ! ଯୌତୁକ ଲୋଭୀ ସ୍ୱାମୀକୁ ଦେଲେ ପାନେ...

ଯୌତୁକ ଲୋଭୀ ରାକ୍ଷସଙ୍କୁ ଉଚିତ ଜବାବ ଦେଇଛନ୍ତି ବୌଦ୍ଧ ବାଉଁଶୁଣୀ ଥାନା ଅନ୍ତର୍ଗତ ସିଦ୍ଧପୁର ଗ୍ରାମର ଲିଜା ମେହେର। 

Amarnath Yatra
ଜୁନ୍ ୨୯ରୁ ଆରମ୍ଭ ହେବ ଅମରନାଥ ଯାତ୍ରା; ଜାଣନ୍ତୁ ଯାତ୍ରା ସମୟରେ କ’ଣ କରିବେ ଓ କ’ଣ କରିବେନି...

ଅମରନାଥ ଯାତ୍ରା ଜୁନ୍ ୨୯ରୁ ଆରମ୍ଭ ହେବ । ଏହି ଯାତ୍ରା ଅଗଷ୍ଟ ୧୯ ପର୍ଯ୍ୟନ୍ତ ଚାଲିବ । ତେବେ ୫୨ ଦିନ ଧରି ଶ୍ରଦ୍ଧାଳୁ, ଭକ୍ତ ଓ ତୀର୍ଥଯାତ୍ରୀଙ୍କୁ ଅମରନାଥ ଯାତ୍ରାର ସୁଯୋଗ ମିଳିବ। 

Vending Zones
ଅବହେଳିତ ଅବସ୍ଥାରେ ଭେଣ୍ଡିଂ ଜୋନ୍; କେବେ ଖୋଲିବ ଦୋକାନ ତାଲା, ଉଠିଲା ପ୍ରଶ୍ନ 

ସହରକୁ ଟ୍ରାଫିକ୍ ମୁକ୍ତ ଓ ସୁନ୍ଦର କରିବା ପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ପ୍ରୟାସରେ ସତେ ଯେପରି କଳଙ୍କି ଲାଗି ଯାଇଛି। କାରଣ ଅବହେଳିତ ଅବସ୍ଥାରେ ଭେଣ୍ଡିଂ ଜୋନ୍ ।

Physically Assaulting Woman
ଥାନା ଆଗରେ ମହିଳାଙ୍କୁ ଘୋଷାଡ଼ି ନେବା ଘଟଣା; ୩ ପୋଲିସ କର୍ମଚାରୀଙ୍କୁ ବଦଳି 

ଜଳଜଳ ହୋଇ ଦିଶିଲା ବର୍ଦ୍ଦି ପଛରେ ଲୁଚିଥିବା ବର୍ବର ଚେହେରା: ଚାନ୍ଦବାଲି ଥାନା ଆଗରେ ମହିଳାଙ୍କୁ ଘୋଷାଡ଼ି ନେଲେ ପୁରୁଷ ପୋଲିସ । ବିବସ୍ତ୍ର ହେବା ପରେ ବି ଛାଡ଼ିଲେନି । 

South Africa
କୌଣସି ବିଶ୍ବକପରେ ପ୍ରଥମ ଥର ଫାଇନାଲରେ ଦ. ଆଫ୍ରିକା; ଆଫଗାନିସ୍ତାନକୁ ହରାଇ ରଚିଲା ଇତିହାସ

ଆଫଗାନିସ୍ତାନକୁ ୯ ୱିକେଟରେ ହରାଇ ଟି ଟ୍ବେଣ୍ଟି ବିଶ୍ବକପ ଫାଇନାଲ ଗଲା ଦ. ଆଫ୍ରିକା ଟିମ୍‌ । ୫୭ ରନ୍‌ର ସହଜ ଟାର୍ଗେଟକୁ ୮.୫ ଓଭରରେ ହାସଲ କରି ନେଇଛି ।

Ayodhya Ram Mandir
‘ରାମ ମନ୍ଦିର ଗର୍ଭଗୃହରେ ଟୋପାଏ ବି ପାଣି ପଡ଼ିନି’

ଅଯୋଧ୍ୟା ରାମ ମନ୍ଦିରରେ ପାଣି ଲିକ୍  ଖବର ପରେ ସ୍ପଷ୍ଟୀକରଣ । ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ‘ଏକ୍ସ’ରେ ସ୍ପଷ୍ଟୀକରଣ ।

Delhi CM Arvind Kejriwal
ଦିଲ୍ଲୀ ମଦ ଦୁର୍ନୀତି ମାମଲା; କେଜ୍ରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା CBI

ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ସିବିଆଇ । ରିମାଣ୍ଡ ଅନୁମତି ଦେଲେ ରାଉଜ୍ ଆଭେନ୍ୟୁ କୋର୍ଟ । ଆଜି ତିହାର ଜେଲରେ ପଚରାଉଚରା କରିବ ସିବିଆଇ ଟିମ୍ ।

Heavy rain
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୪ ଦିନ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା । ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଲା ପାଣିପାଗ ବିଭାଗ ।

BJP leader LK Advani
ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ;  ଦିଲ୍ଲୀ ଏମ୍ସରେ ଭର୍ତ୍ତି

ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀ ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେପଟେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । 

Rath Yatra Chariots Damaged
‘ରକ୍ଷଣାବେକ୍ଷଣ ଅଭାବରୁ ଉଈ ଖାଇଗଲା ତିନି ରଥର ସଖୀ’ 

କେତେକ ସଖୀ ମୂର୍ତ୍ତିଙ୍କର ନାକ ଓ ହାତ ଉଈ ଖାଇଯାଇଛନ୍ତି ଓ ଆଉ କେତେକ ପାର୍ଶ୍ବମୂର୍ତ୍ତିଙ୍କର ନାକ ଚେପା ହୋଇଯାଇଛି। ଏନେଇ ଉଦବେଗ ପ୍ରକାଶ କଲେ ରୂପକାର ସେବକ। 

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।