ବଢୁଛି ମୁଣ୍ଡ ଓ ବେକ କର୍କଟ ରୋଗୀଙ୍କ ସଂଖ୍ୟା । ଯାହା ଦେଶର ମୋଟ କର୍କଟ ରୋଗୀଙ୍କ ସଂଖ୍ୟାର ପ୍ରାୟ ୨୬ ପ୍ରତିଶତ ବୋଲି ଅଧ୍ୟୟନରୁ ଜଣାପଡିଛି ।
ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୯ ଜଣ ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି।
ମ୍ୟାଚରେ ପ୍ରଥମେ ଟସ ଜିତି ଘରୋଇ ଦଳ ବୋଲିଂ ନିଷ୍ପତ୍ତି ନେଇଥିଲା। ପ୍ରଥମ ବ୍ୟାଟିଂ କରି ଭାରତ ନିର୍ଧାରିତ ୨୦ ଓଭରରେ ୨୧୩ ରନ ସଂଗ୍ରହ କରିଥିଲା।
ରାଜେନ୍ଦ୍ରନଗର ସ୍ଥିତ ରାଓ ଆଇଏଏସ୍ କୋଟିଂ ଏକାଡେମୀର ବେସମେଣ୍ଟରେ ପାଣି ପଶି ୩ ଛାତ୍ରଙ୍କ ମୃତ୍ୟୁ ପରେ ଏବେ କାରଣ ଖୋଜୁଛି ପୋଲିସ ।
ସକାଳ ୯ଟାରେ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ କରାଯିବ । ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡ ଛତିଶଗଡ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଫଳରେ ଡ୍ୟାମକୁ ଜଳ ପ୍ରବେଶ ଯୋଗୁ ବଢ଼ିଛି ଜଳସ୍ତର।
ଓଡ଼ିଶା-ପଶ୍ଚିମବଙ୍ଗ ସୀମା ଲକ୍ଷ୍ମଣନାଥ ଟୋଲ୍ ଗେଟ୍ରେ ଅଟକି ରହିଛି ଶତାଧିକ ଟ୍ରକ୍। ଧର୍ମଘଟ ଯୋଗୁଁ ଏସବୁକୁ ଓଡ଼ିଶାକୁ ଯିବାକୁ ଦିଆଯାଉନି। ପଶ୍ଚିମବଙ୍ଗ ପଟେ ହିଁ ପଡ଼ୋଶୀ ରାଜ୍ୟ ପୋଲିସ୍ ଅଟକାଇଛି।
ବେଳାଭୂମି ବାଲି ଉପରେ ପ୍ଲଟିଂ ହୋଇଥିବା ଜାଗାକୁ ଚିହ୍ନଟ ପାଇଁ ପୋତା ହୋଇଛି ଶହ ଶହ ହଳଦିଆ ଖୁଣ୍ଟି। ଏଭଳି ବେଆଇନ୍ କାର୍ଯ୍ୟକଳାପ ଦେଖିବାକୁ ମିଳିଛି ପୁରୀ ବେଳାମାର୍ଗ ଷ୍ଟର୍ଲିନ୍ ଛକ ନିକଟରେ।
ସବୁ ଆତଙ୍କୀ ଷଡ଼ଯନ୍ତ୍ରରେ ଫେଲ୍ ପାକିସ୍ତାନ, ତଥାପି ନିଜ ଇତିହାସ ଦେଖି କିଛି ବି ଶିଖିପାରିଲାନି। ଆଜି କିଛି ଏଭଳି ଭାବେ ପାକିସ୍ତାନକୁ କଡ଼ା ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
୪ ଫୁଟ୍ ୨ ଇଞ୍ଚ ଉଚ୍ଚତା ବିଶିଷ୍ଟ ଦିଶା ପାଣ୍ଡ୍ୟା ଯେତେବେଳେ ପାଠପଢା ସାରି ଚାକିରି ଖୋଜିବାକୁ ବାହାରିଲେ । ସେତେବେଳେ ତାଙ୍କ ଉଚ୍ଚତା ପାଇଁ ୧୭ ଥର ଇଣ୍ଟର୍ଭ୍ୟୁରେ ରିଜେକ୍ଟ ହୋଇଥିଲେ । କିନ୍ତୁ ଏବେ ବ ଣ୍ଟୁଛନ୍ତି ଚାକିରି...
ଦେଶମାତୃକାର ସୁରକ୍ଷା ପାଇଁ ଜୀବନକୁ ବାଜିରେ ଲଗାଇ ଶତ୍ରୁର ସାମ୍ନା କରିଥିଲେ ସେମାନେ। ଆଜି କାର୍ଗିଲ ବିଜୟ ଦିବସରେ ସେହି ସହିଦ ବୀର ପୁଅ ମାନଙ୍କୁ ନେଇ ଗର୍ବ କରୁଛି ସେମାନଙ୍କ ଜନ୍ମମାଟି।
ରାଙ୍କିଙ୍ଗ ରାଉଣ୍ଡରେ ମହିଳା ତୀରନ୍ଦାଜ କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଦୀପିକା କୁମାରୀ, ଅଙ୍କିତା ଭକତ ଏବଂ ଭଜନ କୌରଙ୍କୁ ନେଇ ଗଠିତ ମହିଳା ଟିମ୍କୁ ଏହି ସଫଳତା ମିଳିଛି।
ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି। ଆଜି ବର୍ଷା ନେଇ କେବଳ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମହାସମାରୋହରେ ଅନୁଷ୍ଠିତ ହେବ ପ୍ୟାରିସ ଅଲିମ୍ପିକ୍ସର ଉଦଘାଟନୀ ସମାରୋହ। ଏହା ପୂର୍ବରୁ ଅଲିମ୍ପିକ୍ସ ରିଙ୍ଗ୍ ଏବଂ ଚିକମିକ୍ ଆଲୋକରେ ଝଲସିଛି ପ୍ୟାରିସର ବିଶ୍ବପ୍ରସିଦ୍ଧ ଆଇଫିଲ୍ ଟାୱାର୍।
ମାତ୍ର ୧୬ ଟଙ୍କା ଦରରେ ବିକ୍ରି ହେଉଥିଲା ସସ୍ ବୋତଲ । ସେଥିରେ ମିଶୁଥିଲା ବେଞ୍ଜୋଇକ୍ ଏସିଡ୍ ଭଳି କ୍ଷତିକାରକ କେମିକାଲ୍।
ଆଜି ଭାରତ ପାଇଁ ଏକ ସ୍ମରଣୀୟ ତଥା ଐତିହାସିକ ଦିନ। ୨୫ ବର୍ଷ ତଳେ ଯୁଦ୍ଧଭୂମିରେ ଶତ୍ରୁକୁ ଧୂଳି ଚଟାଇ, ଅସୀମ ଶୌର୍ଯ୍ୟ ଓ ପରାକ୍ରମର ପରିଚୟ ଦେଇଥିଲା ଭାରତୀୟ ସେନା।
ବଢିଲା ଭତ୍ତା । ସାମାଜିକ ସୁରକ୍ଷା ଭତ୍ତା ବଢାଇଲେ ସରକାର । ସାମାଜିକ ସୁରକ୍ଷା ଭତ୍ତା ହେବ ୩ ହଜାର ୫ଶହ ଟଙ୍କା ।
ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ହୋଇଛି ‘ଯଶୋଦା’ । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ।
ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଧର୍ମଘଟ ଯୋଗୁ ଏବେ ଓଡ଼ିଶା ବଜାରରେ ଆଳୁ ଅମୂଲମୂଲ । ୪ ଦିନ ହେଲା ଓଡ଼ିଶା ବଜାରକୁ ଆସୁନି ଆଳୁ ।
ଦିଲ୍ଲୀ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଇଥିଲେ ରାଷ୍ଟ୍ରପତି।