ଟି-ଟ୍ବେଣ୍ଟି ବିଶ୍ବକପରେ ଆଜି ଭାରତ-କାନାଡା ମ୍ୟାଚ୍ । ଫ୍ଲୋରିଡାରେ ଭାରତୀୟ ସମୟ ରାତି ୮ଟାରେ ମ୍ୟାଚ ଆରମ୍ଭ । ଲିଗ୍ ପର୍ଯ୍ୟାୟରେ କ୍ଲିନ୍ ସୁଇପ୍ ଭାରତର ଲକ୍ଷ୍ୟ...
କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍ ସାହିତ୍ୟ, ଯୁବ ପୁରସ୍କାର ଘୋଷିତ । ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ପାଇବେ ବାଲ୍ ପୁରସ୍କାର । କଥାକାର ସଞ୍ଜୟ ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ।
ଆଇଆଇଟି ଖଡଗପୁର ଛାତ୍ର ଫୈଜନ ଅହମ୍ମଦ ମୃତ୍ୟୁ ମାମଲା ନୂଆ ମୋଡ଼ ନେଇଛି । ଫୈଜନ ଆତ୍ମହତ୍ୟା କରିନାହାନ୍ତି। ତାଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ ହୋଇଛି।
କୋରାପୁଟରେ ମାଟି ଅତଡ଼ା ଧସିବାରୁ ୨ ମହିଳା ମୃତ । କୋଲାବ ଡ୍ୟାମ୍ ମଙ୍ଗଳା ମନ୍ଦିର ନିକଟରେ ଧସିଲା ମାଟି ଅତଡ଼ା ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ପୋଲିସ ଅଧିକାରୀ । ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ । ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଶୁଣିବାକୁ ଦେଲେ ପରାମର୍ଶ ।
ସାରା ଦେଶରୁ ୭୨ ଜଣ ନେତା ମୋଦି ୩.୦ ସରକାରରେ ମନ୍ତ୍ରୀ ଭାବରେ ସ୍ଥାନ ପାଇଥିବାବେଳେ ଏଥିରୁ ୯୯ ପ୍ରତିଶତ ହେଉଛନ୍ତି କୋଟିପତି । ଏମାନଙ୍କ ମଧ୍ୟରୁ ୫ ଜଣ ୧୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ।
ସୁଆଣ୍ଡୋରେ ପହଞ୍ଚିବା ପରେ ଲୋକଙ୍କ ସହ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ । ଲୋକଙ୍କ ଭଲମନ୍ଦ ବୁଝିବା ସହ ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଲେ ।
୧୫୬୩ ପରୀକ୍ଷାର୍ଥୀଙ୍କ ସ୍କୋର କାର୍ଡ ରଦ୍ଦ କଲେ ସୁପ୍ରିମକୋର୍ଟ । ପୁଣି ହେବ NEET ପରୀକ୍ଷା । ଗ୍ରେସ୍ ମାର୍କ ପାଇଥିବା ପରୀକ୍ଷାର୍ଥୀ ପୁଣି ଦେବେ ପରୀକ୍ଷା ।
କୁଏତରେ ଭୟାବହ ଅଗ୍ନିକାଣ୍ଡରେ ୫୦ରୁ ଅଧିକ ମୃତ । ମୃତକଙ୍କ ମଧ୍ୟରେ ଅଛନ୍ତି ୪୦ ଭାରତୀୟ । ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଓଡ଼ିଶାରେ ଆରମ୍ଭ ହେଲା ବିଜେପି ଶାସନ। ଏବେ ପାଳି, ଶପଥ ନେଇଥିବା ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନର । ସବୁଠି ଚର୍ଚ୍ଚା ଯେ, କାହାକୁ ମିଳିବ କେଉଁ ବିଭାଗ ?
ଆମେରିକାକୁ ୭ ୱିକେଟ୍ରେ ହରାଇଲା ଭାରତ । ଚଳିତ ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି । ତା’ ସହିତ ସୁପର-୮ରେ ସ୍ଥାନ ସୁରକ୍ଷିତ କରି ନେଇଛି।
ଯାହାକୁ ଏ ଆଖି ଦେଖିବାକୁ ଚାହୁଁଥିଲା, ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆସି ପହଞ୍ଚିଛି। ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର ।
ତୃତୀୟ ପାଳିରେ ମୋଦି ସରକାର ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇଛି । 4 ଗୁରୁତ୍ବପୂର୍ଣ୍ଣ ବିଭାଗରେ କୌଣସି ପରିବର୍ତ୍ତନ କରାଯାଇନାହିଁ । କିନ୍ତୁ ଆପଣ କେନ୍ଦ୍ରମନ୍ତ୍ରୀମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଜାଣିଛନ୍ତି କି ? ତେବେ ଚାଲନ୍ତୁ ଜାଣିବା କିଛି ପ୍ରମୁଖ କେନ୍ଦ୍ରମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା।
ସ୍ବର୍ଣ୍ଣିମ ଅଧ୍ୟାୟ ଲେଖିଲା କେନ୍ଦୁଝର ଜିଲ୍ଲାର ରାଇକଳା । ମୁଖ୍ୟମନ୍ତ୍ରୀ ସାଜି ସାଢ଼େ ୪ କୋଟି ଓଡ଼ିଆଙ୍କ ଭାଗ୍ୟ ବିଧାତା ମୋହନ । ଗୁରୁଜୀରୁ ସିଏମ୍ ଭଳି ଗୁରୁଦାୟିତ୍ବ ଯାଏଁ ମୋହନଙ୍କ ସଂଘର୍ଷମୟ ଯାତ୍ରା ।
କାହା ଆଖିର ଲୁହ ପଢ଼ିଲେ...କାହା ମନର କୋହ ଶୁଣିଲେ । କେଉଁଠି ଛୋଟ ପିଲାଙ୍କୁ କୋଳେଇ ନେଲେ...କେଉଁଠି ବସ୍ତିରେ ପଶି ଲୋକଙ୍କ ଦୁଃଖ ବୁଝିଲେ। ଲୋକଙ୍କ ସାଥିରେ, ଲୋକଙ୍କ ଗହଣରେ ନୂଆ ସିଏମ୍ ।
ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି । ରଣପୁର ବିଧାନସଭା ଆସନରୁ ହୋଇଛନ୍ତି ନିର୍ବାଚିତ । ମେଣ୍ଟ ସରକାରରେ ଥିଲେ ସମବାୟ ମନ୍ତ୍ରୀ ।
ଅଗ୍ନିକାଣ୍ତରେ ଜଳିଗଲା କୋଠା । ଦକ୍ଷିଣ କୁଏତର ଏକ କୋଠାରେ ଅଗ୍ନିକାଣ୍ଡରେ ୪ ଜଣ ଭାରତୀୟଙ୍କ ସମେତ ୪୧ ଜଣଙ୍କର ମୃତ୍ୟୁ ଘଟିଛି ।
ବିମାନ ଦୁର୍ଘଟଣାରେ ମାଲାଓ୍ବିର ଉପରାଷ୍ଟ୍ରପତି ସୌଲସ ଚିଲିମାଙ୍କ ମୃତ୍ୟୁ । ତାଙ୍କ ସହ ବିମାନରେ ଥିବା ଆଉ ୯ ଜଣ ମୃତ୍ୟୁବରଣ କରିଛନ୍ତି ।
ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର । ମୋହନ ଚରଣ ମାଝୀ ହେଲେ ନୂଆ ମୁଖ୍ୟମନ୍ତ୍ରୀ ।
ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକ । କିଏ ହେବେ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ହେବ ନିଷ୍ପତ୍ତି...