ଚିନ୍ତା ବଢ଼ାଇଛି ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ । ପିପିଲି ଓ ସତ୍ୟବାଦୀରେ ମରାଗଲାଣି ୨୬ ହଜାରରୁ ଅଧିକ କୁକୁଡ଼ା । ମଣିଷଙ୍କୁ ସଂକ୍ରମଣରୁ ଦୂରେଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗର ଆଡଭାଇଜରି ।
ମାଲକାନଗିରି ବିଜେଡି ଜିଲ୍ଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ୨ ଜଣଙ୍କ ନାଁରେ ଏତଲା ।
ଆସିଲା ‘ସୁଭଦ୍ରା ଯୋଜନା’ ଗାଇଡ୍ଲାଇନ୍ । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ 'ସୁଭଦ୍ରା' ଗାଇଡ୍ଲାଇନ୍ ଜାରି ହେଲା । ଜାଣନ୍ତୁ କେମିତି ଓ କେଉଁଠି କରିବେ ଆବେଦନ...
ଭୁବନେଶ୍ୱରରେ କଣ୍ଟେନରରୁ ୫୦ କେଜି ସୁନା, ୨ କ୍ୱିଣ୍ଟାଲ ରୁପା ଜବତ କଲା ସିଟି-ଜିଏସ୍ଟି ସ୍କ୍ୱାଡ୍ । ଏୟାରପୋର୍ଟ ପାଖରୁ ଯାଞ୍ଚ କରି ଧରିଛି ସିଟି-ଜିଏସ୍ଟି ସ୍କ୍ୱାଡ୍ ।
ତେବେ ଏହି ଅଭିଯୋଗକୁ ଖଣ୍ଡନ କରି ତାଙ୍କୁ ବଦନାମ କରିବାକୁ ଏହା ଏକ ଷଡଯନ୍ତ୍ର ବୋଲି କହିଛନ୍ତି ବିଧାୟକ ସରୋଜ ପାଢ଼ୀ।
ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟ ପରିସରରେ ଅଘଟଣ । ଅଗ୍ନିଶମ କନଷ୍ଟେବଲଙ୍କ ଉପରକୁ ଗରମ ପାଣି ଫିଙ୍ଗିଲେ ହାବିଲଦାର ।
ଭୁବନେଶ୍ବର ଉପକଣ୍ଠ ବାଳକାଟୀରେ ବିଜେପିର ଦୁଇ ଗୋଷ୍ଠୀ ମୁହାଁମୁହିଁ । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମ ଶୁଣିବା ଲାଗି ଦଳ ପକ୍ଷରୁ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା ।
ଦିଦିଙ୍କ ରାଜ୍ୟରେ ପୁଣି ମହିଳାଙ୍କୁ ଦୁର୍ବ୍ୟବହାର ! ବିଳମ୍ବିତ ରାତିରେ ଅଭିନେତ୍ରୀଙ୍କ କାର୍ ଅଟକାଇଲେ, ଡୋର୍ ଖୋଲିବାକୁ କହିଲେ ।
ଆସନ୍ତା ଏପ୍ରିଲରୁ ଲାଗୁ ହେବ ନୂଆ ପେନସନ୍ ଯୋଜନା- ୟୁନିଫାଏଡ୍ ପେନସନ୍ ସ୍କିମ୍ ବା UPS। ତେବେ ୨୦୦୪ରୁ ଲାଗୁ ହୋଇଥିବା ନ୍ୟାସନାଲ୍ ପେନସନ୍ ସିଷ୍ଟମ ତୁଳନାରେ ଏହା କେତେ ଫାଇଦାଜନକ ?
ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ବାର୍ଡ ଫ୍ଲୁ ପଜିଟିଭ୍ ଚିହ୍ନଟ ପରେ ଆଲର୍ଟରେ ପ୍ରାଣୀ ସଂପଦ ବିଭାଗ। ସଂକ୍ରମଣ ରୋକିବାକୁ ଆରମ୍ଭ ହେଲା କୁକୁଡ଼ା ମରା ଅଭିଯାନ। କାଲି ସଂଧ୍ୟାରୁ ଆଜି ପର୍ଯ୍ୟନ୍ତ ପିପିଲି ଆବଲପୁର ଗାଁରୁ ପ୍ରାୟ 5 ହଜାର କୁକୁଡ଼ା ମରାଯାଇଥିଲା ବେଳେ ପୁରା ଅଞ୍ଚଳରୁ...
ଜେଲ୍ ସୁରକ୍ଷାର ଚାରି କାନ୍ଥ ଭିତରେ ରହି ପାର୍ବଣ ପୂର୍ବରୁ ଅପରାଧ ଭିଆଇବାକୁ ଗୋଟି ଚଳାଇଲେଣି କି ଅପରାଧୀ ? ଜେଲ୍ ଭିତରୁ ନିଶା ସାମ୍ରାଜ୍ୟର ନେଟୱର୍କ ଗଢ଼ିବାକୁ ବିଚାରାଧୀନ ବନ୍ଦୀ ତିଆରି କରୁଛନ୍ତି କି ବ୍ଲୁ ପ୍ରିଣ୍ଟ୍? ଗୋଟିଏ କି ଯୋଡ଼ିଏ ନୁହଁ, ଦୁର୍ଦ୍ଦାନ୍ତ କ୍ରିମିନାଲ୍ ରହୁଥିବା...
ଆସନ୍ତା ଆର୍ଥିକ ବର୍ଷରୁ କେନ୍ଦ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ୟୁନିଫାଏଡ୍ ପେନସନ ସ୍କିମ୍- UPS। ଯେଉଁଥିରେ 25 ବର୍ଷର ଚାକିରିଆ ଅବସର ପରେ ମୂଳ ଦରମାର ଅଧା ପେନସନ ଆକାରରେ ପାଇବେ। ତେବେ 2004ରୁ ଲାଗୁ ହୋଇଥିବା ନ୍ୟାସନାଲ୍ ପେନସନ୍ ସିଷ୍ଟମ ତୁଳନାରେ ଏହା କେତେ ଫାଇଦାଜନକ?...
କୋଲକାତାରେ ଅଭୟା କାଣ୍ଡକୁ ନେଇ ଜୋରଦାର ପ୍ରତିବାଦ ଭିତରେ, ଉଗ୍ର ରୂପ ନେଲାଣି ମମତା ସରକାର ବିରୋଧୀ ସ୍ବର। ବଢିଲାଣି ଦିଦିଙ୍କ ଉପରେ ଇସ୍ତଫା ଚାପ। ନାରଦା-ସାରଦା ସ୍କାମ ଠାରୁ ବି ବର୍ତ୍ତମାନ ବଡ଼ ହରଡଘଣାରେ ପଡିଛନ୍ତି ଦିଦି। ସାମ୍ନାରେ ରାଜନୈତିକ କ୍ୟାରିଅରର ସବୁଠୁ ବଡ଼ ଚ୍ୟାଲେଞ୍ଜ। ପ୍ରଶ୍ନ...
ଲୋକଙ୍କ ଆସ୍ଥା ହରାଇବା ପରେ ଏବେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ବି ଆସ୍ଥା ହରାଉଛି ବିଜେଡି। ବିଜେଡି ଛାଡି ବିଜେପିକୁ ଯାଉଥିବା ନେତାଙ୍କ ସଂଖ୍ୟା ଧିରେ ଧିରେ ବଢ଼ିବାରେ ଲାଗିଛି। ଗୁରୁତ୍ବପୂର୍ଣ୍ଣ କଥା ହେଉଛି, ସେଥିରୁ ବାଦ୍ ପଡ଼ିଲାନି ଖୋଦ୍ ବିଜେଡି ସୁପ୍ରିମୋ ନବନୀଙ୍କ ଗଡ଼ ହିଞ୍ଜିଳି।
ଆସନ୍ତା ଏପ୍ରିଲରୁ ଲାଗୁ ହେବ ନୂଆ ପେନସନ୍ ଯୋଜନା- ୟୁନିଫାଏଡ୍ ପେନସନ୍ ସ୍କିମ୍ ବା UPS। ଯେଉଁଥିରେ ଉପକୃତ ହେବେ ଦେଶର ୨୩ ଲକ୍ଷ କେନ୍ଦ୍ରୀୟ ସରକାରୀ କର୍ମଚାରୀ। ଯଦି ରାଜ୍ୟଗୁଡ଼ିକ ଏହାକୁ ଲାଗୁ କରନ୍ତି ତାହେଲେ ହିତାଧିକାରୀଙ୍କ ସଂଖ୍ୟା ୯୦ ଲକ୍ଷକୁ ବଢ଼ିଯିବ।
ବିଚାରାଧିନ ବନ୍ଦୀ ବନିଥିବା ଅପରାଧୀଙ୍କ ସହ ହାତ ମିଳାଇଛନ୍ତି କି ଜେଲ୍ କର୍ମଚାରୀ ? ଫୁଙ୍ଗୁଳା ସୁରକ୍ଷା ବଳୟ ତିଆରି କରି ପାର୍ବଣ ପୂର୍ବରୁ ଖୋଲିଦେଉଛନ୍ତି କି ଅପରାଧ ଭିଆଇବାର ବାଟ ?
ବଢ଼ିଲା ବାର୍ଡ ଫ୍ଲୁ ଭୟ । ସଂକ୍ରମଣ ରୋକିବାକୁ ଚାଲିଲା କଲିଂ । ବାର୍ଡ ଫ୍ଲୁ ପଜିଟିଭ୍ ଚିହ୍ନଟ ପିପିଲି ଆବଲପୁର ଗାଁରେ କୁକୁଡ଼ା ମରା ଅଭିଯାନ ହୋଇଛି ।
ଦୁଇ IPS ଅଧିକାରୀ ଡିଏସ୍ କୁଟ୍ଟେ ଏବଂ ଆଶିଷ ସିଂ ବିରୋଧରେ ଗୃହ ବିଭାଗର ଚାର୍ଜଫ୍ରେମରୁ ଆସିଛି ସାଙ୍ଘାତିକ ଅଭିଯୋଗ । କେମିତି ତୃତୀୟ ମହଲାରୁ ଜିଲ୍ଲାପାଳ ଓ ଏସପିଙ୍କୁ ଫୋନ କରି ନିର୍ବାଚନକୁ ପ୍ରଭାବିତ କରୁଥିଲେ କୁଟ୍ଟେ, ଏମିତି କି ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫୋନ...
ରାଜ୍ୟ କଂଗ୍ରେସ ମୂରବି ଶୂନ୍ୟ ହେବାର ଦେଢ଼ ମାସ ବିତିଲା, ତଥାପି ମଙ୍ଗୁଆଳ ଖୋଜା ସରୁନି । ଏଆଇସିସି ଗଢ଼ିଥିବା ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ହେଲା, କିନ୍ତୁ କାହା ନାଁରେ ମୋହର ବାଜିଲାନି । ଏବେ କହିଲେଣି ଜିଲ୍ଲାସ୍ତରର ନେତାଙ୍କଠୁ ମତାମତ ଆଣି ନାଁ ସ୍ଥିର ହେବ...
ସୁଭଦ୍ରା ଯୋଜନାକୁ ନେଇ ଜୋର୍ ଧରିଲା ରାଜନୀତି । ଗତକାଲି ବିଧାନସଭାରେ ଏହି ଯୋଜନାର ରୂପରେଖକୁ ନେଇ ପ୍ରାଥମିକ ଚିତ୍ର ସାମ୍ନାକୁ ଆସୁଆସୁ ଏହାକୁ ଧୂଆଁବାଣ କହି ସମାଲୋଚନା କରିଛନ୍ତି ବିରୋଧୀ । ଏଣେ ସ୍ୱଚ୍ଛଳ ବର୍ଗରେ କେଉଁମାନେ ଅନ୍ତର୍ଭୁକ୍ତ, ସ୍ୱାମୀ କିମ୍ବା ବାପା ଆୟକର ଦେଉଥିଲେ ସଂପୃକ୍ତ...