କାଲିଠୁ ପଞ୍ଚୁକ । ହେଲେ ଆଜିଠୁ ଭିଡ଼ରେ ଉଛୁଳିଲାଣି ଶ୍ରୀମନ୍ଦିର । ସିଂହଦ୍ବାର ଆଗରେ ଢେର ସମୟ ବ୍ୟାରିକେଡରେ ଅପେକ୍ଷା ପରେ ଜଗା ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ ।
ଝାଡ଼ଖଣ୍ଡରେ ବଦଳିବ ସତ୍ତା । ହେବ ନୂତନ ସୂର୍ଯ୍ୟୋଦୟ । ଆଉ ୧୨ ଦିନ ପରେ ଝାଡ଼ଖଣ୍ଡର ଦୁର୍ନୀତିଯୁକ୍ତ ସରକାରକୁ କରିବା ଟାଟା ଟାଟା...ପଡ଼ୋଶୀ ଝାଡ଼ଖଣ୍ଡ ମାଟିରେ ସତ୍ତା ବଦଳାଇବାକୁ ଏଭଳି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ବିଜେଡିର ବରିଷ୍ଠ ନେତା ଅତନୁଙ୍କ ଅଜବ ଅଙ୍କ ! ମହାକାଳପଡ଼ା ସଭାରେ ଗତକାଲି ଦେଇଥିବା ଭାଷଣରେ କହିଛନ୍ତି ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ।
ବିଜେଡିର ବରିଷ୍ଠ ନେତା ଅତନୁଙ୍କ ଅଜବ ଅଙ୍କ ! ମହାକାଳପଡ଼ା ସଭାରେ ଗତକାଲି ଦେଇଥିବା ଭାଷଣରେ କହିଛନ୍ତି ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ।
କାଲିଠୁ ପଞ୍ଚୁକ । ହେଲେ ଆଜିଠୁ ଭିଡ଼ରେ ଉଛୁଳିଲାଣି ଶ୍ରୀମନ୍ଦିର । ସିଂହଦ୍ବାର ଆଗରେ ଢେର ସମୟ ବ୍ୟାରିକେଡରେ ଅପେକ୍ଷା ପରେ ଜଗା ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ ।
ଝାଡ଼ଖଣ୍ଡରେ ବଦଳିବ ସତ୍ତା । ହେବ ନୂତନ ସୂର୍ଯ୍ୟୋଦୟ । ଆଉ ୧୨ ଦିନ ପରେ ଝାଡ଼ଖଣ୍ଡର ଦୁର୍ନୀତିଯୁକ୍ତ ସରକାରକୁ କରିବା ଟାଟା ଟାଟା...ବାଏ ବାଏ.... ପଡ଼ୋଶୀ ଝାଡ଼ଖଣ୍ଡ ମାଟିରେ ସତ୍ତା ବଦଳାଇବାକୁ ଏଭଳି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଛଳନା କଲା ଇସ୍କନ। ରଥଯାତ୍ରାରୁ ଓହରିବାର ପ୍ରତିଶ୍ରୁତି ପରେ ବି ଆମେରିକାର ହ୍ୟୁଷ୍ଟନରେ ଗଡ଼ାଇଲା ନନ୍ଦିଘୋଷ ସଦୃଶ ରଥ। ଯାହାକୁ ନେଇ ରାଜ୍ୟରେ ଭୀଷଣ ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଗନ୍ନାଥପ୍ରେମୀ ଓ ସେବାୟତ ଇସ୍କନର ଏଭଳି ଛଳନାର ତୀବ୍ର ନିନ୍ଦା କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ପ୍ରେମ ନାଁରେ ଧର୍ମ ପରିବର୍ତ୍ତନ ବା ଲଭ୍ ଜିହାଦ୍ ଉଦ୍ୟମ ମାମଲାର ଯେତିକି ଖୋଳତାଡ଼ ହେଉଛି, ଅଭିଯୁକ୍ତର କାର୍ଯ୍ୟକଳାପ ଓ ଗତିବିଧିକୁ ନେଇ ବଢୁଛି ନାନା ଆଶଙ୍କା। ଆତଙ୍କୀ ସଂଗଠନଠୁ ସାଇବର୍ ଅପରାଧ ଯାଏଁ, ଅଭିଯୁକ୍ତ ମହମ୍ମଦ ସମୀର ମନସୁରର ସଂପୃକ୍ତିକୁ ଏଡ଼ାଇ ପାରୁନି କମିଶନରେଟ୍ ପୋଲିସ।
ମାର୍ଗଶିର ମାସ ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ ଭୋଗ। ମାଣ୍ଡିଆ ପ୍ରସାଦ ଅର୍ପଣ କରି ସମସ୍ତଙ୍କୁ ପରଷିବା ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ମାଣ୍ଡିଆ ଦିବସ ଅବସରରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ...
୧୭ ବର୍ଷ ତଳେ ସାତକୋଶିଆରେ ଥିଲେ ୧୫ ମହାବଳ। ଘୋଷଣା ହୋଇଥିଲା ବ୍ୟାଘ୍ର ଅଭୟାରଣ୍ୟ। ହେଲେ ଧୀରେ ଧୀରେ ବାଘଶୂନ୍ୟ ହୋଇଥିଲା ସାତକୋଶିଆ। ୨୦୧୮ରେ ମଧ୍ୟପ୍ରଦେଶରୁ ମହାବଳ ମହାବୀର ଓ ବାଘୁଣୀ ସୁନ୍ଦରୀକୁ ଆଣି ଅଭୟାରଣ୍ୟରେ ବାଘବଂଶ ବୃଦ୍ଧି ଯୋଜନା ବି ଫେଲ୍ ମାରିଲା। ଏବେ ସେହି ତ୍ରୁଟି...
ହଠାତ୍ ବଦଳିଲେ ଖାଦ୍ୟ ଯୋଗାଣ ସଚିବ। ହେଲେ କାହିଁକି? କନ୍ଧମାଳ ଆମ୍ବ ଟାକୁଆ ମୃତ୍ୟୁ ଏହା ପଛର କାରଣ କି? ବିଜେଡିର ସିଧାସଳଖ ଅଭିଯୋଗ ହେଲା ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ସୁରକ୍ଷା ଦେବାକୁ ସଚିବଙ୍କୁ ବଦଳା ଯାଇଛି। ଜବାବରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ତାଙ୍କ ସମୟରେ ଅଫିସର...
ପୁଣି ଥରେ ଖାଇବା ଥାଳିର ବୈଭବ ବଢ଼ାଇବ ବିସ୍ମୃତ ଖାଦ୍ୟ। ପାଟିକୁ ସୁଆଦ ଦେବ, ଶରୀରକୁ ସୁସ୍ଥ ରଖିବ ମିଲେଟ୍ ବା 'ପୁଷ୍ଟିଶସ୍ୟ'।
୨୦୧୮ରେ ମଧ୍ୟପ୍ରଦେଶରୁ ମହାବଳ ମହାବୀର ଓ ବାଘୁଣୀ ସୁନ୍ଦରୀକୁ ଆଣି ଅଭୟାରଣ୍ୟରେ ବାଘବଂଶ ବୃଦ୍ଧି ଯୋଜନା ବି ଫେଲ୍ ମାରିଲା। ଏବେ ସେହି ତ୍ରୁଟି ସୁଧାରି ଟାଇଗର୍ ରିକଭରି ପ୍ଲାନ ଜରିଆରେ ବ୍ୟାଘ୍ର ଅଭୟାରଣ୍ୟ ପୂର୍ବ ଗୌରବ ଫେରାଇ ଆଣିବାକୁ ଯୋଜନା କରୁଛି ବନ ବିଭାଗ।
ଲଭ୍ ଜିହାଦ୍ ଭଳି ଜଘନ୍ୟ କାଣ୍ଡର ଅଭିଯୁକ୍ତ ମହମ୍ମଦ୍ ସମୀର୍ ମନସୁରର ରହିଛି କି ଆତଙ୍କୀ ଲିଙ୍କ୍ ? ଜାମ୍ମ-କାଶ୍ମୀରରୁ ଜଗତସିଂହପୁର ଭାୟା ବିହାର । ଚଳାଇ ଆସୁଥିଲା କି ସାଇବର୍ ଅପରାଧର ନେଟୱର୍କ ?
ନୟାଗଡ଼ ଡେଇଁଲେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଆହୁରି ଆକର୍ଷଣୀୟ ହେବ ରେଳ ଯାତ୍ରା। କାରଣ ଦଶପଲ୍ଲାରୁ ବୌଦ୍ଧ ପର୍ଯ୍ୟନ୍ତ ୭ଟି ଟନେଲ ଦେଇ ଯିବ ଟ୍ରେନ।
ଗାଁ ଦାଣ୍ଡରେ ଲୋଟିଲା ମହିଳାଙ୍କ ସମ୍ମାନ, ଇଜ୍ଜତ। କଙ୍ଗାରୁ କୋର୍ଟ ବସାଇ କରାଗଲା ଆକ୍ରମଣ ଓ ଅପଦସ୍ଥ। ହେଲେ କାହା ଇସାରାରେ, କାହା ଇଙ୍ଗିତରେ ?
ବିଷାକ୍ତ ଆମ୍ବ ଟାକୁଆ ଖାଇବା କାରଣରୁ ପରିବାର ଲୋକଙ୍କ ମୃତ୍ୟୁ ହୋଇଛି । କନ୍ଧମାଳ ଦାରିଙ୍ଗବାଡ଼ି ମାଣ୍ଡିପଙ୍କାରେ ମୃତକଙ୍କ ପରିବାର ଲୋକେ ଏନେଇ ସ୍ବୀକାର କରିଛନ୍ତି ।
ଶକ୍ତି ବିଭାଗ ସଚିବ ପଦରୁ ହଟିଲେ ହେମନ୍ତ ଶର୍ମା । ପ୍ରମୁଖ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ମିଳିଲା ଅତିରିକ୍ତ ଦାୟିତ୍ବ ।
ରେମୁଣାର ୧୧ ନଂ ୱାର୍ଡ କାଉନସିଲରଙ୍କ ଘରୁ ଶିଶୁପୁତ୍ର ଉଦ୍ଧାର । କାଉନସିଲରଙ୍କ ଝିଅ ୪ ମାସର ଶିଶୁକୁ ଲୁଚାଇ ରଖିବା ଅଭିଯୋଗ ହୋଇଥିଲା ।