ବାବୁଙ୍କ ଗେଟ୍ ଖୋଲେ ରିମୋଟ୍ ଚିପିଲେ । ବାବୁଙ୍କ ଲକର୍ ଫିଟେ ପାସୱାର୍ଡ ଦେଲେ । ବାଥରୁମରେ ବାବୁ ଗାଧାନ୍ତି ମିନେରାଲ୍ ୱାଟରରେ । ମନ୍ଦିର ଚୂଳ ସହ ନେତ ଦିଶେ ବାବୁଙ୍କ ଦୁଆର ଖୋଲିଲେ।
ଆଗାମୀ ୩ ବର୍ଷ ମଧ୍ୟରେ ଗଡ଼ିବ ମେଟ୍ରୋ ଟ୍ରେନ୍। ୨୦୨୭ ସରୁ ସରୁ ସରିଯିବ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ।
୪ ବର୍ଷ ପରେ ପୁଣି ରାଷ୍ଟ୍ରପତି ବନିବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ଡେମୋକ୍ରାଟ୍ ପ୍ରାର୍ଥୀ କମଳା ହାରିସଙ୍କୁ ହରାଇ ବୃହତ୍ ବିଜୟ ହାସଲ କରିଛନ୍ତି ରିପବ୍ଲିକାନ୍ ଡୋନାଲ୍ଡ ଟ୍ରମ୍ପ।
ତେବେ ଆରୋପ ଉପରେ ଜବାବ ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଜୁଲାଇ, ଅଗଷ୍ଟ ଓ ସେପ୍ଟେମ୍ବର ମାସର ଚାଉଳ ଆଗୁଆ ଦିଆଯାଇଛି । ତେଣୁ ଚାଉଳ ବିନା ସେମାମେ ଆମ୍ବ ଟାକୁଆ ଖାଇବା ଅଭିଯୋଗ ଭୁଲ ।
ଭିଜିଲାନ୍ସ ଜାଲରେ ପଡ଼ିଥିବା କୁବେର ଇଡକୋ ମ୍ୟାନେଜର ବିଜୟ କୁମାର ଉଦୟମ ସିଂଙ୍କ ଅଚଳାଚଳ ସମ୍ପତ୍ତି । ଆଜି ଏକକାଳୀନ ୬ଟି ସ୍ଥାନରେ ଚଢାଉ କରିବା ପରେ ଭିଜିଲାନ୍ସ ଜବତ ସମ୍ପତ୍ତି ସମ୍ପର୍କରେ ତଥ୍ୟ ରଖିଛି ।
ପ୍ରତି 'ମୋ ବସ୍ 'ର ସ୍ପିଡ୍ ୪୦ରୁ କମ୍ ରହିବ। ବେପରୁଆ ଗାଡ଼ି ଚାଳନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅମ୍ବାନୀ ପରିବାରର ସାନ ପୁଅ ଅନନ୍ତ ଅମ୍ବାନୀ। କିଏ କରିଥିଲେ ବିବାହ ? ତାଙ୍କ ପାଉଣା କେତେ ? ଜାଣନ୍ତୁ...
କମଳା ହ୍ୟାରିସଙ୍କୁ ହରାଇ ଜିତିଲେ ଡୋନାଲ୍ଡ ଟ୍ରମ୍ପ। ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବନ୍ଧୁ ସମ୍ବୋଧନ କରି ‘ଏକ୍ସ’ରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।
ଏଣିକି ଲାଇଟ୍ ମୋଟର ଭେହିକିଲ ଲାଇସେନ୍ସ ବା ହାଲୁକା ଯାନ ପାଇଁ ଲାଇସେନ୍ ପାଇଥିବା ଗାଡ଼ି ଚାଳକ ଭାରୀ ଯାନ ବି ଚଳାଇପାରିବେ। ଏଥିପାଇଁ ଆଉ ଅଲଗା ଅଥରାଇଜେସନର ଆବଶ୍ୟକତା ନାହିଁ।
ଉତ୍ତର ପ୍ରଦେଶର ଆଗ୍ରାରେ ଭାରତୀୟ ବାୟୁସେନାର ମିଗ-୨୯ ଯୁଦ୍ଧ ବିମାନ କ୍ରାସ୍ । ଦୁର୍ଘଟଣା ପରେ ବିମାନଟି ସଂପୂର୍ଣ୍ଣ ଭାବେ ଜଳି ଯାଇଛି ।
୧୦ ବର୍ଷ ବୟସର ବାଘକୁ ପିଟିପିଟି ଅତ୍ୟନ୍ତ ଭୟଙ୍କର ଭାବରେ ମାରି ଦେଲେ ଗାଁ ଲୋକ । ଗତ ଶନିବାର ଦିନ ସେହି ଗାଁର ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କୁ ଝୁଣି ମାରି ଦେଇଥିଲା ବାଘ ।
ବିରଳ ଦୃଶ୍ୟ । ସ୍ବାସ୍ଥ୍ୟ ସେବାର କରୁଣ ପରିସ୍ଥିତି । ୟୁଟ୍ୟୁବ ଦେଖି ଚାଲିଛି ରୋଗୀଙ୍କ ଚିକିତ୍ସା । ସେ ପୁଣି ଡାକ୍ତର ନୁହଁନ୍ତି ଲ୍ୟାବ ଆଟେଣ୍ତାଣ୍ଟ ।
ଉତ୍ତରାଖଣ୍ଡର ଅଲମୋଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କୁପି ଅଞ୍ଚଳରେ ଏକ ଖାଇକୁ ଯାତ୍ରୀ ବାହୀ ବସ୍ ଖସି ପଡ଼ିବାରୁ ୩୬ ଜଣଙ୍କ ମୃତ୍ୟୁ ।
ଆଜି ସୋମବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦିନ ୧୧ଟା ୧୫ ସୁଦ୍ଧା ବିଏସଇ ସୂଚକାଙ୍କରେ ୧୪୩୩ ଦଶମିକ ୬୧ ପଏଣ୍ଟ ହ୍ରାସ ପାଇ ୭୮ ହଜାର ୨୯୦ରେ ପହଞ୍ଚିଥିଲା।
PCC ଚୟନ କମିଟି ମୁଖ୍ୟ ଚରଣ ଦାସ ମହନ୍ତ ଏବଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ କଂଗ୍ରେସ ଷ୍ଟିୟରିଂ କମିଟିର ସମସ୍ଥ ୨୧ ସଦସ୍ୟଙ୍କ ସହ ୧୪ ଜଣ ବିଧାୟକଙ୍କୁ ନେଇ ଏହି ବୈଠକ ବସିବ ।
ବ୍ରାମ୍ପଟନ ଓ ସରେରେ ହିନ୍ଦୁ ସଭା ମନ୍ଦିର ଉପରେ ହମଲା କରିଛନ୍ତି ଖଲିସ୍ତାନ ସମର୍ଥକ । ବହୁ ସଂଖ୍ୟାରେ ଖଲିସ୍ତାନୀ ସମର୍ଥକ ମାନେ ପହଞ୍ଚି ହିନ୍ଦୁ ମନ୍ଦିର ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ ।
୨୦୦ ଫୁଟ୍ ଖାଇକୁ ଖସିଲା ବସ୍ । ଚାଲିଗଲା ୩୬ରୁ ଅଧିକ ଲୋକଙ୍କ ଜୀବନ, ଅନେକ ଆହତ । ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଇଛି । ଉତ୍ତରାଖଣ୍ଡର ଅଲ୍ମୋଡାର ମାର୍ଚୁଲାରେ ଘଟିଛି ଏଭଳି ମର୍ମନ୍ତୁଦ ଘଟଣା।
ଆଜି ଭଦ୍ରକ ସ୍ଥିତ ସଂସ୍କୃତି ଭବନଠାରେ ପୂର୍ବାହ୍ନ ୧୦ ଘଟିକାରେ କ୍ରାନ୍ତିକାରୀ କବି ବସନ୍ତ ମୁଦୁଲିଙ୍କ ୩୭ତମ ସ୍ମୃତି ସମାରୋହ ଅନୁଷ୍ଠିତ ହୋଇଯାଇଛି।
ପୁଣି ଚର୍ଚ୍ଚାରେ ମୁନା ଖାଁଙ୍କ ବୟାନ। ୫ ବର୍ଷ ନୁହେଁ ତାପୂର୍ବରୁ ଶାସନ କ୍ଷମତାକୁ ଫେରିପାରେ ବିଜେଡି । ଏହାକୁ କାଉଣ୍ଟର କରି ବିଜେପି କହିଛି ବିଜେଡି ଆୟୁ ସରି ଆସୁଛି। ସେପେଟ ଉଭୟ ଦଳଙ୍କ ବୟାନ ବାଜିରେ ଛୁଙ୍କ ମାରି କଂଗ୍ରେସ କହିଛି ଆମ ଆଡ଼କୁ ଅଧିକ...
ଫିଟିବ କି ମହାନଦୀ ବିବାଦ ସମାଧାନର ବାଟ ? କେନ୍ଦ୍ର ଏବଂ ଉଭୟ ଓଡ଼ିଶା ଓ ଛତିଶଗଡ଼ରେ ବିଜେପି ସରକାର ଆସିବା ପରେ ଆଶା ବଢିଥିଲା। ଆଉ ଆଜି ମୁଖ୍ୟମନ୍ତ୍ରୀଙ୍କ ବୟାନ ଏହି ଆଶାକୁ ଆହୁରି ବଢ଼ାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଦୁଇ...