• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର� ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

restore communication
ବିଭିନ୍ନ ଇଲାକାରେ ଟଳିପଡ଼ିଥିଲା ଗଛଲତା; ରାତି ସାରା ହଟାଇଲା ଅଗ୍ନିଶମ ଟିମ୍

ବିଭିନ୍ନ ଇଲାକାରେ ଟଳିପଡ଼ିଥିଲା ଗଛଲତା। ଅବରୋଧ ରହିଥିଲା ରାସ୍ତାଘାଟ। ସବୁଠି ତୁରନ୍ତ ପହଞ୍ଚି ରାତି ତମାମ ଗଛଲତାକୁ କାଟି ରାସ୍ତା ଅବରୋଧ ହଟାଇଛି ଅଗ୍ନିଶମ ଟିମ୍। 

Flood Risks
Cyclone Dana:ବହିଲା ଅଣଚାଷ ପବନ; ୧୬ ଜିଲ୍ଲାକୁ ଘାରିଲା ଫ୍ଲାସଫ୍ଲଡ୍ ଆଶଙ୍କା

ପାଣିପାଗ ବିଭାଗର କହିବା କଥା, ଲ୍ୟାଣ୍ଡଫଲ୍ ପରେ ବର୍ଷା ପରିମାଣ ଅଧିକ ରହିବ। ପ୍ରବଳ ବର୍ଷା ହେଲେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। 

Flight operations
ଆଜି ସକାଳ ୮ଟାରୁ ଭୁବନେଶ୍ବରରେ ସ୍ବାଭାବିକ ହେବ ବିମାନସେବା

ଆଜି ସକାଳ ୮ଟାରୁ ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହେବ ।  ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି ।

Cyclone Dana
Cyclone Dana: ଲ୍ୟାଣ୍ଡଫଲ୍ କଲା, ତାଉ ଦେଖାଇଲା; ଟଳିପଡ଼ିଲା ଗଛଲତା, ଭାଙ୍ଗିଲା ଚାଳ ଛପର ଘର

Cyclone Dana: ମଧ୍ୟରାତ୍ରରୁ ତାଣ୍ଡବ ରଚିଥିବା ବାତ୍ୟା ଦାନା ବହୁ ଅଞ୍ଚଳରେ ନିଜର ତାଉ ଦେଖାଇଛି। ଏବେ ଶେଷ ପର୍ଯ୍ୟାୟରେ ରହିଛି ଭୀଷଣ ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।

 Cyclone Dana
ଭୀଷଣ ବାତ୍ୟା ‘ଦାନା’: ରାତି ୩ରୁ ଭୋର୍ ଭିତରେ ଆରମ୍ଭ ହୋଇପାରେ ଲ୍ୟାଣ୍ଡଫଲ୍ !

ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି ଏହି ସାମୁଦ୍ରିକ ଝଡ଼ । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି । 

PM Modi Interacts with Odisha CM
Cyclone Dana: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ PM; ଫୋନ ଯୋଗେ ବତ୍ୟା ଅପଡେଟ୍ ନେଲେ ମୋଦି

ମୋଦି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। 

Justice Sanjiv Khanna
ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ CJI; ନିଯୁକ୍ତ କଲେ ରାଷ୍ଟ୍ରପତି 

ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Cyclone Dana
ଅଣଚାଶ ପବନ ସାଙ୍ଗକୁ ନିର୍ଘାତ ବର୍ଷା ଧରି ଆସୁଛି ‘ଦାନା’; ଅଧାରୁ ଅଧିକ ଓଡ଼ିଶାକୁ ପ୍ରବଳ ବର୍ଷା ୱାର୍ଣ୍ଣିଂ

ବାତ୍ୟା ସ୍ଥଳଭାଗ ଅତିକ୍ରମ କଲା ପରେ ଏହା କ୍ରମଶଃ ଦୁର୍ବଳ ହୋଇ ଡିପ୍-ଡିପ୍ରେସନ ଓ ଲଘୁଚାପରେ ପରିଣତ ହୋଇ ଅଧାରୁ ଅଧିକ ଓଡ଼ିଶାକୁ ଗ୍ରାସିବ। 

Cyclone Dana
Cyclone Dana: ‘୧୧ ଜିଲ୍ଲାର ୨୧୩୧ ଗାଁ ପ୍ରଭାବିତ ହେବ, ଏଯାବତ ସାଢ଼େ ୩ ଲକ୍ଷ ଲୋକ ସ୍ଥାନାନ୍ତର ହେଲେଣି’

ଆଜି ଲୋକସେବା ଭବନରେ SRC, ରାଜସ୍ବମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପଦର୍କ୍ଷେପ ଉପରେ ସମୀକ୍ଷା କରିଛନ୍ତି ସିଏମ୍ ।

LPG cylinders
Cyclone Dana: ମାଡ଼ି ଆସୁଛି ବାତ୍ୟା ‘ଦାନା’; ରାଜନଗରରେ ଗ୍ୟାସ୍ ସିଲିଣ୍ଡର୍ ସଙ୍କଟ

Cyclone Dana: କେନ୍ଦ୍ରାପଡ଼ା ରାଜନଗରରେ ଦେଖାଦେଇଛି ଗ୍ୟାସ୍ ସିଲିଣ୍ଡର୍ ସଙ୍କଟ l ଲୋକଙ୍କ ଭିତରେ ସିଲିଣ୍ଡର୍ ନେଇ ଘରେ ରଖିବାକୁ ଲାଗିଛି ଯେମିତି ପ୍ରତିଯୋଗିତା ।

BMC helpline numbers
Cyclone Dana: ବାତ୍ୟା ‘ଦାନା’ ନେଇ ବିଏମସିର ପ୍ରସ୍ତୁତି; ଜାରି ହେଲା ହେଲପ୍ ଲାଇନ୍ ନମ୍ବର

୬୭ କର୍ପୋରେଟରଙ୍କୁ ନେଇ ମେୟରଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ବାତ୍ୟା ମୁକାବିଲା ପାଇଁ ରାଜଧାନୀରେ ୮୦ରୁ ଉର୍ଦ୍ଧ୍ବ ଆଶ୍ରୟସ୍ଥଳୀ କରାଯାଇଥିବା ମେୟର କହିଛନ୍ତି ।

PM Modi meets Chinese President
ବ୍ରିକ୍ସ ସମ୍ମିଳନୀ: ଦୀର୍ଘ ୫ ବର୍ଷ ପରେ ମୋଦି-ଜିନ୍ ପିଙ୍ଗ ଭେଟ 

ଚୀନ୍ ରାଷ୍ଟ୍ରପତି ସି-ଜିନ ପିଙ୍ଗଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୀର୍ଘ ୫ ବର୍ଷ ପରେ ଉଭୟ ଶୀର୍ଷ ନେତାଙ୍କ ସାକ୍ଷାତ ହୋଇଛି ।

Subhadra Yojana
‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି

 ସୁଭଦ୍ରା ଯୋଜନାରେ ହେଲା ସଂଶୋଧନ । ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି । 

Migratory Birds Flying Over Puri Srimandir
ଚକିତ ପର୍ଯ୍ୟଟକ; ରାତିରେ ଶ୍ରୀମନ୍ଦିର ଉପରେ ଉଡ଼ିଲେ ଶହ ଶହ ପକ୍ଷୀ...

ସମୁଦ୍ରରେ ବାତ୍ୟା ସୃଷ୍ଟି ହେବାରୁ ପାଗ ପରିବର୍ତ୍ତନ ଯୋଗୁ ବିଦେଶୀ ପକ୍ଷୀ ଦିଗ ପରିବର୍ତ୍ତନ କରି ଶ୍ରୀମନ୍ଦିର ଉପରେ ଉଡ଼ୁଥିବା ଅନୁମାନ କରାଯାଉଛି । 

Durga Puja Celebrated
Special Story: ଇଂଲଣ୍ଡରେ ଓଡ଼ିଆ ସଂସ୍କୃତିର ଝଲକ୍; ଧୂମଧାମରେ ପାଳନ ହେଲା ନବରାତ୍ରୀ...

ଶାରଦୀୟ ଦୁର୍ଗାପୂଜାରେ ମା’ଙ୍କ ଆବାହନ ପରେ ଉତ୍ସବମୁଖର ହୋଇ ଉଠିଥିଲା ଇଂଲଣ୍ଡର ବାଥ୍ ସହରରେ ଥିବା ଜଗନ୍ନାଥ ମନ୍ଦିର । 

Bamboo Farming Generating Significant Income
Special Story: ଦୃଢ଼ ଇଚ୍ଛା ଶକ୍ତି ଆଗରେ ହାର ମାନିଛି ବୃଦ୍ଧାବସ୍ଥା; ବୟସ ୮୦, ରୋଜଗାର ଲକ୍ଷ ଲକ୍ଷ...

ଯେଉଁ ବୟସରେ ଘରେ ବସି ନାତି ନାତୁଣୀ ମାନଙ୍କ ସହ ସମୟ ବିତାଇବା କଥା ସେଇ ବୟସରେ ବାଉଁଶ ଚାଷ କରି ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ମନିନ୍ଦ୍ର ମୋହନ ପାଣି । 

Cyclone Dana emergency helpline
ମାଡ଼ି ଆସୁଛି ‘ଦାନ’; ଜରୁରୀକାଳୀନ ହେଲ୍ପଲାଇନ୍‌ ଓ କଣ୍ଟ୍ରୋଲ ରୁମ୍‌ ନମ୍ବର ଜାରି କଲେ ରାଜ୍ୟ ସରକାର...

ଓଡ଼ିଶା ଉପକୂଳ ମୁହାଁ ବାତ୍ୟା ଦାନା । ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି । ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ହେଲ୍ପଲାଇନ ଓ କଣ୍ଟ୍ରୋଲ ରୁମ ନମ୍ବର ଜାରି କରିଛନ୍ତି । 

Heavy Rainfall
ବାତ୍ୟାକୁ ନେଇ ବଡ଼ ସୂଚନା; ଆଜି ସନ୍ଧ୍ୟାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ ।

cyclone
ବାତ୍ୟା ‘ଦାନା’କୁ ନେଇ ବଡ଼ ଖବର; ଭିତରକନିକା-ଧାମରା ଭିତରେ କରିବ ଲ୍ୟାଣ୍ଡଫଲ୍‌ !

ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍‌ କରିପାରେ ବାତ୍ୟା  । ଲ୍ୟାଣ୍ଡଫଲ୍‌ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା । 

PM Modi To Visit Odisha
ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି; ସହିଦ ମାଧୋସିଂ ହାତଖର୍ଚ୍ଚ ବୃତ୍ତି ଯୋଜନାର କରିବେ ଶୁଭାରମ୍ଭ 

ଜନଜାତି ଗୌରବ ଦିବସର ଉଦଘାଟନୀ ସମାରୋହରେ ଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ରାଉରକେଲା ଆସିବେ । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।