ରେରା ବିଜ୍ଞପ୍ତିରେ ସଂଶୋଧନ। ଏଣିକି ୭୦ ପ୍ରତିଶତ ରେରା ସ୍ବୀକୃତିପ୍ରାପ୍ତ ବ୍ୟାଙ୍କଖାତାରେ ରହିପାରିବ ପ୍ରକଳ୍ପ ଖର୍ଚ୍ଚର ସର୍ବାଧିକ ୧ ପ୍ରତିଶତ ଅର୍ଥ।
ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ। IMD ଡିଜି ଆଜି ଏ ସଂପର୍କରେ ସୂଚନା ଦେଇ କହିଛନ୍ତି ୨୪ ଓ ୨୫ ତାରିଖ ବେଶୀ ଗୁରୁତ୍ବପୂର୍ଣ୍ଣ।
ଓଡ଼ିଶା ଓ ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସନ୍ତା ୨୪ରେ ବାତ୍ୟା ପହଞ୍ଚିବା ନେଇ ଆକଳନ ପରେ ବାଲେଶ୍ବର ଜିଲ୍ଲାରେ ପଶିଛି ଛନକା। ତେବେ ଜିଲ୍ଲା ପ୍ରଶାସନ ଆରମ୍ଭ କରିଦେଇଛି ପ୍ରସ୍ତୁତି।
ଖାଲଖମା ଭରା ଅଧପନ୍ତରିଆ ଜାତୀୟ ରାଜପଥ। କୋରାପୁଟ ଜିଲ୍ଲାର ଜୟପୁର ଘାଟିରୁ ଶୁଙ୍କି ଘାଟି ୨୬ ନମ୍ବର ଜାତୀୟ ରାଜପଥରେ ବାରମ୍ବାର LPG ଗ୍ୟାସ୍ ଟ୍ୟାଙ୍କର ଓଲଟୁଥିବା ବେଳେ, ଲୋକଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ।
ଡ୍ୟୁଟିରେ ଅବହେଳା କଲେ ଆଉ ତ୍ରାହି ନାହିଁ। ୧୫ ଦିନରେ କାର୍ଯ୍ୟାନୁଷ୍ଠାନ। ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛି ରାଜସ୍ୱ ବିଭାଗ।
ପରିସ୍ଥିତି ଯାହା ହେଉ, ଯେମିତି ବି ଥାଉ ଯଦି ଜଣେ ଉଦ୍ୟମ ଆଉ ଅଧ୍ୟବସାୟ କରି ଲକ୍ଷ୍ୟ ଦିଗରେ ଆଗେଇ ଯାଏ, ତେବେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ଅଟକାଇ ପାରେନି ଦୁନିଆର କୌଣସି ବାଧା ବିଘ୍ନ।
ରେରା ବିଜ୍ଞପ୍ତିରେ ସଂଶୋଧନ। ଏଣିକି ୭୦ ପ୍ରତିଶତ ରେରା ସ୍ବୀକୃତିପ୍ରାପ୍ତ ବ୍ୟାଙ୍କଖାତାରେ ରହିପାରିବ ପ୍ରକଳ୍ପ ଖର୍ଚ୍ଚର ସର୍ବାଧିକ ୧ ପ୍ରତିଶତ ଅର୍ଥ।
ନାନା ଶଙ୍କା ଆଉ ନାନା ଚର୍ଚ୍ଚା ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗର ଉପରେ ଭାସମାନ ମେଘ ଖଣ୍ଡ ବଢ଼ାଇଲାଣି ଆଶଙ୍କା। କାରଣ ଏଠାକାର ବାୟୁମଣ୍ଡଳର ଉପରି ଭାଗରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି ଘୁର୍ଣ୍ଣିବଳୟ।
ଆମ ଓଡ଼ିଶା ନବୀନ ଓଡ଼ିଶାର ଭବିଷ୍ୟତ ନେଇ ନୂଆ ସରକାର ଆରମ୍ଭ ହେବା ପରଠୁ ଲାଗିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ।
ପିଏମ୍ ବେଞ୍ଜାମିନ୍ ନେତନ୍ୟାହୁଙ୍କ କେସରିୟାରେ ଥିବା ଘର ପାଖରେ ଖସିଲା ମାନବବିହୀନ ଡ୍ରୋନ୍। ଏୟାର ଡିଫେନ୍ସ ସିଷ୍ଟମକୁ ଭେଦି ପ୍ରଧାନମନ୍ତ୍ରୀଙ୍କ ବାସଭବନର କିଛି ଦୂରରେ ଡ୍ରୋନ୍ ଖସିଛି।
ଜୋର ଜବରଦସ୍ତ ନାବାଳିକାକୁ ଅନୈତିକ କାର୍ଯ୍ୟ କରିବା ପାଇଁ କରାଯାଉଥିଲା କି ବାଧ୍ୟ ? ରାଜଧାନୀର ଏକ ସ୍ପାରୁ ଏଭଳି ଅଭିଯୋଗ ପରେ ପୋଲିସର ରେଡ୍, ଆଉ ତାପରେ ସାମ୍ନାକୁ ଆସିଲା ସ୍ପାର ସତ।
ପ୍ରକାଶ ପାଇଲା ୨୦୨୨ର ଓଏଏସ୍ ରେଜଲ୍ଟ । ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ ହୋଇଛନ୍ତି କୃତକାର୍ଯ୍ୟ ।
ଓଡ଼ିଶାରେ ବିଜେପିର ସଭ୍ୟ ସଂଗ୍ରହ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସୂଚନା । ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ‘ଏକ୍ସ’ରେ ସୂଚନାକୁ ନେଇ ରିଟ୍ବିଟ୍ ।
ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ। ପଂଚାୟତ ପ୍ରତିନିଧିଙ୍କୁ ଦିଆଯିବ କ୍ଷମତା, ଲୋକଙ୍କ ପ୍ରସ୍ତାବ ଅନୁସାରେ ହେବ ଗାଁ ଆଉ ପଂଚାୟତର ବିକାଶ। ଖାଲି ଏତିକି ନୁହେଁ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି କହିଛନ୍ତି ପଞ୍ଚାୟିତରାଜ ମନ୍ତ୍ରୀ।
୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ବିଧାୟକ ସାରଦା ନାୟକଙ୍କ ଅଭିଯୋଗ ଉପରେ କଡ଼ା କାଉଣ୍ଟର କରିଛନ୍ତି ବିଜେପି ବିଧାୟକ ତଥା ମନ୍ତ୍ରୀ ରବି ନାଏକ। ସେ କହିଛନ୍ତି, ବିଜେଡି ଆଉ ବେଶୀ ଦିନ ରହିବ ନାହିଁ। ସେ ଦଳ ଭାଙ୍ଗିଯିବ।
ପାରାସେଲର ଵାପିନା ନାୟକ ଦୃଷ୍ଟିବାଧିତ ହୋଇ ବି ପର୍ବତ ଆରୋହଣ ଏବଂ ପାରାଚ୍ୟୁଟରେ ଉଡିବା ଭଳି କାମ କରି ଏବେ ସେ ଏକ ଇତିହାସ ସୃଷ୍ଟି କରିପାରିଛନ୍ତି ।
ପାଦ ନାହିଁ ଚାଲିବାକୁ ଶକ୍ତି ବି ନାହିଁ । କିନ୍ତୁ କାଳିଆର ଡ଼ୋରୀ ଏମିତି ଟାଣି ଆଣିଛି ଯେ, ସବୁ ଅକ୍ଷମତାକୁ ଭୁଲିଯାଇ ଦୌଡ଼ି ଆସିଛନ୍ତି ଚକା ଆଖିରେ ଟିକିଏ ଚର୍ମ ଚକ୍ଷୁକୁ ମିଶାଇବାକୁ ।
ପଡ଼ିଆରେ ହେଉ କିମ୍ବା ବାହାରେ ସବୁବେଳେ ଚର୍ଚ୍ଚାର କେନ୍ଦବିନ୍ଦୁ ପାଲଟିଥାନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା । ପୁଣି ଏବେ ଚର୍ଚ୍ଚାକୁ ଆସିଛନ୍ତି ରୋହିତ ଶର୍ମା ।
ଟ୍ରୁଡୋଙ୍କ ଯୋଗୁ ଭାରତ-କାନାଡ଼ା କୁଟନୈତିକ ସଂପର୍କ ଖରାପ ହେଉଛି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।