• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର� ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

DSP Demoted To Constable
ପୋଲିସ ବାବୁଙ୍କ ପରକୀୟା ପ୍ରୀତି ପଡ଼ିଲା ମହଙ୍ଗା; ଡିଏସ୍‌ପିରୁ ହେଲେ କନଷ୍ଟେବଳ

ଉତ୍ତର ପ୍ରଦେଶର ଉନ୍ନାଓରେ ଜଣେ ପୋଲିସ ଅଧିକାରୀଙ୍କୁ ପରକୀୟାପ୍ରିତି ମହଙ୍ଗା ପଡ଼ିଛି । ଅଧିକାରୀଙ୍କ ପରକୀୟାପ୍ରିତି ଧରାପଡ଼ିବା ପରେ ଡେପୁଟି ଏସ୍‌ପି ରାଙ୍କରୁ ସିଧାସଳଖ ସେ କନଷ୍ଟେବଳକୁ ଖସି ଆସିଛନ୍ତି। 

T20 World Cup
ଆଜି ଭାରତ-ଅଷ୍ଟ୍ରେଲିଆ ଟକ୍କର୍; ବର୍ଷା ସାଜିପାରେ ବାଧକ

ଆଜି ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଟି-୨୦ ବିଶ୍ବକପ୍ ସୁପର ଏଇଟ୍ ପର୍ଯ୍ୟାୟରେ ଆଜି ଗୁରୁତ୍ବପୂର୍ଣ୍ଣ ମ୍ୟାଚ୍ । ରାତି ୮ଟାରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ ।

 Commodity Prices
ପରିବା ଦର ବୃଦ୍ଧି: ‘ଆଳୁ, ପିଆଜ ଯୋଗାଇବ ନାଫେଡ’

ଆଳୁ, ପିଆଜ ଦର ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରତିକ୍ରିୟା । କହିଲେ, ନାଶିକରେ ପିଆଜ ଦର ବଢ଼ିଥିବାରୁ ଏଭଳି ସ୍ଥିତି ଉପୁଜିଛି । ଆସାମ ଓ ପଶ୍ଚିମବଙ୍ଗରେ ଆଳୁ ଦର ବଢ଼ିବାରୁ ରାଜ୍ୟରେ ଦେଖିବାକୁ ମିଳିଛି ପ୍ରଭାବ ।

PM Modi Takes Oath
ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ଶପଥ ପାଠ କରାଇଲେ କାମଚଳା ବାଚସ୍ପତି 

ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Hajj 2024 death toll
ତତଲା ହାୱାକୁ ସମ୍ଭାଳି ପାରୁନି ମଣିଷ: ଆଖିବୁଜିଲେ ୧୩୦୦ ହଜ୍ ଯାତ୍ରୀ

ସାଉଦ ଆରବସ୍ଥିତ ମକ୍କାରେ ଅସହ୍ୟ ଗରମ ଯୋଗୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଚାଲିଛି। ବର୍ତ୍ତମାନ ସୁଦ୍ଧା ଏଠାରେ ଅତିକମ୍‌ରେ ୧୩୦୦ ହଜ୍ ଯାତ୍ରୀଙ୍କ ଜୀବନ ଗଲାଣି । 

pro-tem Speaker
ଶପଥ ନେଲେ କାମଚଳା ବାଚସ୍ପତି ଭର୍ତ୍ତୃହରି; ଶପଥ ପାଠ କରାଇଲେ ରାଷ୍ଟ୍ରପତି

କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। 

KISS
KISSକୁ ବଡ଼ ଝଟକା 

ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା ଭୁବନେଶ୍ବରସ୍ଥିତ କିସ୍ କୁ ଜଙ୍ଗଲ ଜମି ଆବଂଟନ ମାମଲାରେ ବଡ଼ ଟ୍ବିଷ୍ଟ୍। ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାକୁ ସ୍ଥଗିତ ରଖିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ଆଦିବାସୀ...

Will BJD Disintegrate ?
ନବୀନଙ୍କୁ ଘାରିଛି କି ବିଜେଡି ଭାଙ୍ଗିଯିବା ଭୟ ? 

୨୪\' ନିର୍ବାଚନରେ ପରାଜୟ ପରେ ନବୀନ, ତାଙ୍କ ଅନ୍ଦାଜ ଆଉ ନବୀନ ନିବାସରେ ଆସିଛି ଢେର୍  ପରିବର୍ତ୍ତନ। ନବୀନଙ୍କ ଦୁଇଟି କଥାକୁ ନେଇ ଏବେ ଚର୍ଚ୍ଚା। ପ୍ରଥମଟି କର୍ମୀଙ୍କୁ ଏକଜୁଟ୍ ରହିବାକୁ ଆହ୍ୱାନ। ଆଉ ଅନ୍ୟଟି ନିର୍ବାଚନ ପରାଜୟର ସମୀକ୍ଷା ନକରି ନିତି ନବୀନ ନିବାସକୁ ନେତାଙ୍କୁ ଡାକି...

Naxals were printing fake currency notes
ଜଙ୍ଗଲରେ ମାଓବାଦୀ ଛାପୁଛନ୍ତି ଜାଲ୍ ନୋଟ୍

ଭୁଶୁଡ଼ି ପଡ଼ୁଛି ଲାଲଗଡ଼, ଉଜୁଡ଼ି ଯାଉଛି ମାଓ ଶିବିର । ଯବାନଙ୍କ ଲଗାତାର ଏନକାଉଣ୍ଟର ଆଗରେ ଧରାଶାୟୀ ମାଓବାଦୀଙ୍କ ଆର୍ଥିକ ମେରୁଦଣ୍ଡ । ଆଉ ଶେଷରେ ନକଲି ନୋଟକୁ ଅସ୍ତ୍ର କରି ନୂଆ ଚାଲ୍ ଖେଳୁଛି ଲାଲବାହିନୀ।

 SJTA Chief
କେବେ ନିଯୁକ୍ତ ହେବେ ଶ୍ରୀମନ୍ଦିର ପାଇଁ ସ୍ଥାୟୀ ମୁଖ୍ୟ ପ୍ରଶାସକ ?

ଶ୍ରୀମନ୍ଦିର ପାଇଁ କେବେ ନିଯୁକ୍ତ ହେବେ ସ୍ଥାୟୀ ମୁଖ୍ୟ ପ୍ରଶାସକ? ମହାପ୍ରଭୁଙ୍କ ନୀତିରେ ବାରମ୍ବାର ବିଭ୍ରାଟ, ଆଗକୁ ପୁଣି ରଥଯାତ୍ରା। ତାସହିତ ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ବି ଏଯାଏଁ କୌଣସି ନିଷ୍ପତ୍ତି ହୋଇନି। 

 Water Crisis in Odisha
ଆଷାଢରେ ମାଟି ଫାଟି କରିଛି ଆଁ

ଚଳିତବର୍ଷ ଏଯାଏଁ ସ୍ବାଭାବିକ ବର୍ଷା ତୁଳନାରେ ୩୯ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି। ଫଳରେ ଶୁଖିଲା ପଡିଛି ଜଳଭଣ୍ଡାର। ଆଉ ଏହାର ସିଧାସଳଖ ପ୍ରଭାବ ପଡିଛି ପିଇବା ପାଣି, ଜଳସେଚନ ଓ ବିଦ୍ୟୁତ୍ ଉତ୍ପାଦନ ଉପରେ। 

 CM Majhi targets BJD
'କିଛି ଅଣ ଓଡ଼ିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି'

ପୂର୍ବ ବିଜେଡି ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା।

 Water Crisis in Odisha
ନିଅଣ୍ଟିଆ ବର୍ଷା: ଆଷାଢରେ ମାଟି ଫାଟି କରିଛି ଆଁ, ଶୁଖିଲା ପଡିଛି ଜଳଭଣ୍ଡାର

ଚଳିତବର୍ଷ ଏଯାଏଁ ସ୍ବାଭାବିକ ବର୍ଷା ତୁଳନାରେ ୩୯ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି। ଫଳରେ ଶୁଖିଲା ପଡିଛି ଜଳଭଣ୍ଡାର। 

 SJTA Chief
ସୁପ୍ରିମକୋର୍ଟଙ୍କ ଆଦେଶକୁ ହେୟଜ୍ଞାନ ! କେବେ ନିଯୁକ୍ତ ହେବେ ଶ୍ରୀମନ୍ଦିର ପାଇଁ ସ୍ଥାୟୀ ମୁଖ୍ୟ ପ୍ରଶାସକ ?

ସ୍ନାନ ଯାତ୍ରା ସରିଛି, ଆଗକୁ ଆସୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ତାସହିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ମଧ୍ୟ ଝୁଲି ରହିଛି। ଏଭଳି ସମୟରେ ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନଥିବାରୁ ପ୍ରକାଶ ପାଇଛି ଉଦବେଗ। 

Naxals were printing fake currency notes
ଜଙ୍ଗଲରେ ମାଓବାଦୀ ଛାପୁଛନ୍ତି ଜାଲ୍ ନୋଟ୍; ନୂଆ ରଣନୀତି ପଛରେ କିଏ ? 

ଭୁଶୁଡ଼ି ପଡ଼ୁଛି ଲାଲଗଡ଼, ଉଜୁଡ଼ି ଯାଉଛି ମାଓ ଶିବିର । ଯବାନଙ୍କ ଲଗାତାର ଏନକାଉଣ୍ଟର ଆଗରେ ଧରାଶାୟୀ ମାଓବାଦୀଙ୍କ ଆର୍ଥିକ ମେରୁଦଣ୍ଡ । ଆଉ ଶେଷରେ ନକଲି ନୋଟକୁ ଅସ୍ତ୍ର କରି ନୂଆ ଚାଲ୍ ଖେଳୁଛି ଲାଲବାହିନୀ।

Odisha Chief Secretary
କିଏ ହେବେ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ?

ଆସନ୍ତା ଜୁନ୍ ୩୦ରେ ସରୁଛି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ବର୍ଦ୍ଧିତ କାର୍ଯ୍ୟକାଳ। ଏପରି ସ୍ଥଳେ କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

Snana Purnima 2024
ହାତୀବେଶରେ ଦର୍ଶନ ଦେଉଛନ୍ତି ମହାବାହୁ

ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି ମହାବାହୁ। ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଆଜି ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମରେ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ।

Paddy
ମଣ୍ଡିରେ ଅସହ୍ୟ କଟନି ଛଟନି ନାଁରେ ଚାଷୀଙ୍କୁ ଶୋଷଣ

ମଣ୍ଡିରେ ଅସହ୍ୟ କଟନି ଛଟନି ନାଁରେ ଚାଷୀଙ୍କୁ ଶୋଷଣ । କେଉଁଠି ବସ୍ତା ପ୍ରତି ୨ରୁ ୩ କିଲୋ କାଟ୍, ତ କେଉଁଠି ଉଠୁନି ଧାନ । ମିଲର୍ସ ଓ ଯୋଗାଣ ଅଧିକାରୀଙ୍କ ମଧ୍ୟରେ ସଲାସୁତରା ଅଭିଯୋଗ ।

Double blow for BJD
ବିଜେଡିରେ ତେଜୁଛି ଗୋଷ୍ଠୀ ବିବାଦ

ସାଧାରଣ ନିର୍ବାଚନରେ ବିଜେଡି ପରାଜୟ ପରେ ଦଳରେ ତୀବ୍ର ହେଉଛି ଗୋଷ୍ଠୀ କନ୍ଦଳ। ଆଗରୁ ଭିତରେ ଭିତରେ ହେଉଥିଲା ଏବେ ଖୋଲାଖୋଲି। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ କମିଟି ନିର୍ବାଚନରେ ସାମ୍ନାକୁ ଆସିଛି ଦଳ ଭିତରେ ବିବାଦ।

Anti-paper leak law
ଆଣ୍ଟି ପେପର ଲିକ୍ ଆଇନ ଲାଗୁ କଲେ କେନ୍ଦ୍ର ସରକାର

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ରୋକିବାକୁ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ କଠୋର ଦଣ୍ଡ ବ୍ୟବସ୍ଥା ସହ ଲାଗୁ ହେଲା 'ଆଣ୍ଟି ପେପର୍ ଲିକ୍' ଆଇନ ରହିଛି ୧୦ ବର୍ଷ ଯାଏଁ ଜେଲ୍ ଓ କୋଟିଏ ଟଙ୍କା ଜରିମାନା ଭଳି ପ୍ରାବଧାନ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।