ଆସନ୍ତା ୯ ତାରିଖରେ ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ ୮ ତାରିଖରେ ନୁହେଁ ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବ।
ପାହାଡ଼ ତଳେ କଟୁଥିଲା ଜୀବନ । ଗରିବୀକୁ ଖାତିର ନଥିଲା, ଭଲକୁ ବି ଅପେକ୍ଷା ନଥିଲା । ତଥାପି ଖୁସିଥିଲା । ହେଲେ ସମୟ ଏବେ ସୁମିତ୍ରାଙ୍କୁ କନ୍ଦାଇ ଦେଇଛି ।
ବିଜେପିର ବିପୁଳ ବିଜୟ ପରେ ବିଜେଡିକୁ ଟାର୍ଗେଟ୍ କରୁଛନ୍ତି ବିଜେପି ନେତା । ଆଜି ବିଭିନ୍ନ ପ୍ରସଙ୍ଗ ଉଠାଇ ସିଧା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଛନ୍ତି ବିଜୟୀ ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ ।
ବିଜେଡିର ଭୁଲ ରଣନୀତି ଓ ମୋଦି ହାୱା ସବୁକିଛି ଓଲଟପାଲଟ କରିଦେଲା । ଇତିହାସ ରଚିବାକୁ ଆଉ ହାତରେ ଥିଲା ୭୪ ଦିନ ବାକି । ହେଲେ ଓଡ଼ିଶାରେ ଧରାଶାୟୀ ହୋଇଗଲା ବିଜେଡି ସରକାର ।
୫ ମାର୍ଚ୍ଚ ୨୦୦୦ରୁ ଆରମ୍ଭ, ୨୪ ଜୁନ୍ ୨୦୨୪ରେ ଶେଷ । ମୁଖ୍ୟମନ୍ତ୍ରୀ ଭାବେ ୨୪ ବର୍ଷର ନିରଙ୍କୁଶ ଯାତ୍ରାର ଅନ୍ତ । ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ନବୀନଙ୍କ ଇସ୍ତଫା ।
ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର। ଫିଟିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର ରହସ୍ୟ। ରାଜ୍ୟରେ ବିଜେଡି ସରକାରର ପତ୍ତନ ଆଉ ବିଜେପି ସରକାରର ଅଭୁତ୍ଥାନ ପରେ ଶ୍ରୀଜଗନ୍ନାଥ ଭକ୍ତଙ୍କ ମନରେ ସଂଚାର ହୋଇଛି ଏମିତି ଆଶା।
ବିଜେପି ସରକାର ଶପଥ ନେବା ପରେ ଆୟୁଷ୍ମାନ ଯୋଜନାକୁ ଲାଗୁ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଜୁନ୍ ୮ ତାରିଖ ସନ୍ଧ୍ୟାରେ ହୋଇପାରେ । ତେବେ ଏବେ ସବୁଠାରୁ ବଡ଼ ପ୍ରଶ୍ନ ଉଠୁଛି ଜୁନ୍ ୮ ତାରିଖରେ କାହିଁକି ଶପଥ ନେବେ ମୋଦି ? ୮ ତାରିଖ ପଛରେ କଣ ରହିଛି ରହସ୍ୟ ?
ଲୋକସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଯାଇଛି । ଏହାରି ଭିତରେ ଗୋଟିଏ ନାଁକୁ ନେଇ ଏବେ ସବୁଠି ଚର୍ଚ୍ଚା, ଆଉ ସେହି ନାଁ ହେଉଛି ଶମ୍ଭାଭୀ ଚୌଧୁରୀ।
ଆଜିଠୁ ଟି-ଟ୍ବେଣ୍ଟି ବିଶ୍ବକପ୍ ୨୦୨୪ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ। ଆୟର୍ଲାଣ୍ଡ ବିପକ୍ଷରେ ରହିଛି ପ୍ରଥମ ମ୍ୟାଚ୍।
ଦେଶରେ ସମସ୍ତ ୭ଟି ପର୍ଯ୍ୟାୟ ଏବଂ ରାଜ୍ୟରେ ସମସ୍ତ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ଶେଷ ହୋଇଥିବା ବେଳେ ଆସିବାରେ ଲାଗିଛି ଏକଜିଟ୍ ପୋଲ୍।
ଜଳୁଛି, ଜାଳୁଛି ଏଥରର ଖରା। ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ। ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି।
ପାଟକୁରାରେ ଜଣେ ବିଜେପି କର୍ମୀଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବିଜେପିର ପଂଚାୟତ ସଭାପତିଙ୍କ ବାପାଙ୍କୁ ବିଜେଡି କର୍ମୀ ଗାଡ଼ି ଧକ୍କା କରି ମାରିଥିବା ନେଇ ସେ ଅଭିଯୋଗ କରିଛନ୍ତି।
ଚାହୁଁ ଚାହୁଁ ବାହାନଗା ସିରିଜ୍ ଟ୍ରେନ୍ ଟ୍ରାଜେଡିକୁ ବର୍ଷେ ପୁରିଛି ।ଗତବର୍ଷ ଠିକ୍ ଆଜିର ଦିନରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରିପିଲ ଟ୍ରେନ୍ ଦୃର୍ଘଟଣା। ସେହିଦିନର ଶୁକ୍ରବାର ସାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୃର୍ଘଟଣା ସାରା ବିଶ୍ୱରେ ଚହଳ ପକାଇଥିଲା।
ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
୨୪ ନିର୍ବାଚନର ଅନ୍ତିମ ଚରଣ ମତଦାନବେଳେ ଆଜି କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ ଭଦ୍ରକ ଆଦି ସ୍ଥାନରୁ ଆସିଛି ମାଳ ମାଳ ହିଂସାର ଖବର। ସବୁକୁ ବଳି ଯାଇଛି କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର।
ରାଜ୍ୟରେ ଶେଷ ପାଳି ଭୋଟିଂ ବେଳେ ବି ଅବ୍ୟବସ୍ଥାର ମାଳ ମାଳ ଅଭିଯୋଗ। ଅଧିକାଂଶ ଅଭିଯୋଗ, ଇଭିଏମର ଅଚଳାବସ୍ଥା। ମତଦାନ ବାଧାପ୍ରାପ୍ତ ହେବାରୁ ଅସନ୍ତୋଷ ଝାଡ଼ିଥିଲେ ମତଦାତା। ତେବେ ଗତଥର ଅପେକ୍ଷା ଏଥର କମ୍ ସଂଖ୍ୟକ ତ୍ରୁଟି ହୋଇଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।
ରାଜ୍ୟରେ ସରିଲା ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ। ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ। କେନ୍ଦ୍ରାପଡା, ଗତସିଂହପୁର, ବାଲେଶ୍ବର, ଯାଜପୁର, ଭଦ୍ରକ ଓ ମୟୂରଭଂଜରେ ବେଶ୍ ଉତ୍ସାହର ସହ ଭୋଟ୍ ଦେଇଛନ୍ତି ଜନତା।
ଭୋଟିଂ ଶେଷ ହେବା ମାତ୍ରେ ବିଭିନ୍ନ ନ୍ୟୁଜ ଏଜେନ୍ସି ପକ୍ଷରୁ କରାଯାଇଥିବା ବୁଥ ବାହୁଡ଼ା ମତ ବା ଏକଜିଟ ପୋଲ ରେଜଲ୍ଟ ସାମ୍ନାକୁ ଆସିଛି। ଅଧିକାଂଶ ଏକଜିଟ ପୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିହାସ ରଚିବାକୁ ଯାଉଥିବା ଆକଳନ କରିଛନ୍ତି। ଏହାର ଅର୍ଥ ବିଜେପି ନେତୃତ୍ୱାଧୀନ ଏନଡିଏ ହ୍ୟାଟ୍ରିକ...
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ ।