ଫ୍ୟାନ୍ଙ୍କ ମୃତ୍ୟୁ ପାଇଁ ଅଳ୍ପକେ ଜେଲ୍ ଯିବାରୁ ବର୍ତ୍ତିଗଲେ ଅଭିନେତା ଅଲ୍ଲୁ ଅର୍ଜୁନ। ତଳକୋର୍ଟଙ୍କ ୧୪ ଦିନିଆ ବିଚାର ବିଭାଗୀୟ ହାଜତ ନିର୍ଦ୍ଦେଶ ପରେ ଆଶ୍ବାସନା ଆଣିଲା ତେଲେଙ୍ଗାନା ହାଇକୋର୍ଟଙ୍କ ଜାମିନ୍ ଆଦେଶ।
ଠିକ୍ ୬ ମାସ ତଳେ, ଜୁନ୍ 12 ତାରିଖରେ ମୋହନ ମାଝୀଙ୍କ ନେତୃତ୍ୱରେ ବିଜେପି ଏକାକୀ ଗଢିଥିଲା ସରକାର। ଆଉ ଏଇ ୬ ମାସରେ ଅନେକ ପ୍ରତିଶ୍ରୁତି ପୂରଣ କରିଛି ମୋହନ ସରକାର। ଆଉ କିଛି ଏବେ ବି ପ୍ରତିଶ୍ରୁତି ହୋଇ ରହିଛି।
ବ୍ୟାଡମିଣ୍ଟନ କର୍କ ଆକୃତିର ବିରାଟ ଷ୍ଟାଡିୟମ୍। ବିଶ୍ବସ୍ତରୀୟ ଟ୍ରେନିଂ ଏକାଡେମୀ 'ଦ ସଟଲ'। ରାତିରେ ଉଡନ୍ତା କର୍କ ଭଳି ଲାଗୁଥିବା ହାଇ ପରଫରମାନ୍ସ ସେଣ୍ଟରରେ ଏବେ ଲାଗିବ ଅନ୍ତର୍ଜାତୀୟ ସ୍ତରର ଖେଳାଳିଙ୍କ ଗହଳି।
ଆନନ୍ଦ ବଜାରରେ ଅମୂଲ ମୂଲ ହେଲାଣି ଅବଢ଼ା ଦର। ସ୍ଥିତି ଏମିତି ଯେ ଜଗାଦର୍ଶନ ପରେ ଶାନ୍ତିରେ ଟିକେ ପ୍ରସାଦ ସେବନ ପାଇଁ ବି ସାଧାରଣ ଭକ୍ତଟିକୁ ଭାବିବାକୁ ପଡୁଛି।
ଗର୍ଭରେ ଖେଳୁଥିଲା ୭ ମାସର ରକ୍ତ ମାଂସର ପିଣ୍ଡୁଳାଟିଏ। ୨ ମାସ ପରେ ପାଦ ଥାପିଥାନ୍ତା ନବଜାତ। କିନ୍ତୁ, ଦୁର୍ଭାଗ୍ୟର ରେଖା ଟାଣିଦେଲା ଦଇବ। ଯେଉଁ ମା’ର ଗର୍ଭକୁ ଘର ଭାବି ବଢୁଥିଲା ସନ୍ତକଟିଏ, ସେହି ଗର୍ଭରେ ହିଁ ରକ୍ତରଂଜିତ ହୋଇ ପ୍ରାଣ ହରାଇଲା।
ଠକେଇର ଶିକାର ହେଲେ ଡାକ୍ତର ଶ୍ରୀମାଧବ ସେଠୀ । ଡାକ୍ତରଙ୍କୁ ୭୫ ହଜାର ଟଙ୍କାର ଚୂନ ଲଗାଇଲେ ସାଇବର ଫ୍ରଡ।
ଇପିଏଫଓ ହିତାଧିକାରୀଙ୍କ ପାଇଁ ଆସିଲା ବଡ ଖବର । ଏଣିକି ସହଜରେ ଉଠାଇ ପାରିବେ ଟଙ୍କା। ସରଳ ହେବ ବ୍ୟବସ୍ଥା। ଏଥି ପାଇଁ ଶ୍ରମ ମନ୍ତ୍ରଣାଳୟ କରୁଛି ବଡ଼ ଯୋଜନା।
କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି। ଖୁବ୍ ଶୀଘ୍ର ସଂସଦରେ ଉପସ୍ଥାପିତ ହେବ ଏହି ବହୁ ପ୍ରତିକ୍ଷିତ ଓ ଚର୍ଚ୍ଚିତ ବିଲ୍।
Self Doubt In Children:ଆପଣଙ୍କ ପିଲାର ଆତ୍ମବିଶ୍ୱାସ ବଢାଇବାକୁ ଚାହୁଁଛନ୍ତି କି ? ଆତ୍ମବିଶ୍ୱାସର ଅଭାବ ଯେକୌଣସି ବ୍ୟକ୍ତିଙ୍କୁ ଆଗକୁ ବଢିବାରେ ବାଧା ଆଣିପାରେ। ଏହା ଅଧିକାଂଶ ପିଲାଙ୍କ ମଧ୍ୟରେ ପରିଲକ୍ଷିତ ହୁଏ। ତେବେ ଆସନ୍ତୁ ଜାଣିବା କିପରି ପିଲାଙ୍କ ମଧ୍ୟରେ ବଢାଇବେ ଆତ୍ମବିଶ୍ୱାସ…
ପୁଣି ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ତାତ୍ସଲ୍ୟ । କହିଲେ-ବିଜେପି ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡ଼ି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯୋଉଦିନ ଚାହିଁବ ବିଜେଡ଼ିକୁ ଖଣ୍ଡ ଖଣ୍ଡ କରିଦେବ ।
ମନ ଇଚ୍ଛା ପେଟେ ପିଇବା ପରେ ଆରମ୍ଭ କଲା ହଙ୍ଗାମା । ନିଜ ବୁଲେଟର ଚାବି ନ ପାଇବାରୁ ନିଶାରେ ମଦ ବୋତଲ ଧରି ପିଟାପିଟି କଲା ।
ସରକାର ଆମର ଯାହା ପାରିବୁ ତା’ କରିବୁ । ବିନା ଦୋଷରେ ଗିରଫ କର । କୋର୍ଟକୁ ଘୋଷାଡ଼ି ଘୋଷାଡ଼ି ତା’କୁ ବଦନାମ କର । ଆଉ ଆମ ବିରୋଧରେ ଯିଏ ଛିଡ଼ା ହେବ ତାକୁ ଭଲରେ ବଞ୍ଚିବାକୁ ଦିଅନି । ଏକଥା ଆମେ କହୁନୁ ଏକଥା ଗୁଡ଼ିକ...
କୋଟିପତି ଭିକାରି । ସମ୍ପତ୍ତି ସାଢେ ୭ କୋଟି ଟଙ୍କା ! ମାସକୁ ରୋଜଗାର ୬୦ ହଜାରରୁ ୭୫ ହଜାର । ଏ ଭିକାରି କେବଳ ଆମ ଦେଶର ଧନୀ ନୁହେଁ, ପୂରା ବିଶ୍ୱରେ ସେ ହେଉଛି ସବୁଠୁ ବଡ଼ ଧନୀ ଭିକାରୀ ।
ଜବାବ ଦେବେ କି ନବୀନ ? ମହିଳାଙ୍କ ପାଇଁ କାହିଁକି କାନ୍ଦୁଛନ୍ତି କୁମ୍ଭୀର କାନ୍ଦଣା ? କାହିଁକି ନବୀନଙ୍କ ଛାତି ଫାଟି ପଡ଼ୁଛି ? ରାଜରାସ୍ତାରେ ହଜାର ହଜାର ମହିଳାଙ୍କୁ କାହିଁକି ବସାଇଛନ୍ତି ?
ଆମେ ତଦନ୍ତ କରୁଥିବା ଅଧିକାଂଶ ମାମଲାରେ ସଂପୃକ୍ତ ଯୁବପିଢ଼ି। ସେମାନଙ୍କ ଭିତରୁ ଅଧିକାଂଶ ଅନଲାଇନ୍ ଗେମ୍ ଖେଳି ଲକ୍ଷ ଲକ୍ଷ ଟଙ୍କା ହାରି ଯାଉଛନ୍ତି । ତା’ ପରେ ପାଳଟିଯାଉଛନ୍ତି ଅପରାଧୀ । ଏମିତି କହିଛନ୍ତି ଉତ୍ତରାଂଚଳ ଆଇ.ଜି ହିମାଂଶୁ ଲାଲ।
ଆମେ ତଦନ୍ତ କରୁଥିବା ଅଧିକାଂଶ ମାମଲାରେ ସଂପୃକ୍ତ ଯୁବପିଢ଼ି। ସେମାନଙ୍କ ଭିତରୁ ଅଧିକାଂଶ ଅନଲାଇନ୍ ଗେମ୍ ଖେଳି ଲକ୍ଷ ଲକ୍ଷ ଟଙ୍କା ହାରି ଯାଉଛନ୍ତି । ତା’ ପରେ ପାଲଟିଯାଉଛନ୍ତି ଅପରାଧୀ । ଏମିତି କହିଛନ୍ତି ଉତ୍ତରାଂଚଳ ଆଇ.ଜି ହିମାଂଶୁ ଲାଲ।
କାହିଁକି ନବୀନଙ୍କ ଛାତି ଫାଟି ପଡ଼ୁଛି ? ରାଜରାସ୍ତାରେ ହଜାର ହଜାର ମହିଳାଙ୍କୁ କାହିଁକି ବସାଇଛନ୍ତି ? ରାଜ୍ୟରେ ୨୪ ବର୍ଷର ସରକାରୀ ଶାସନ କରିବା ପରେ ଗଣମାଧ୍ୟମ ଆଗରେ ନବୀନଙ୍କ ବିବୃତି ପରେ ବିଜେପି ରଖିଛି କଡ଼ା ଆଭିମୁଖ୍ୟ ।
ରାଜରାସ୍ତାରେ ଗର୍ଜୁଛନ୍ତି ହଜାର ହଜାର ମହିଳା । ୯ ମାସ ହେଲା ମହିଳା ମାନେ ଦରମା ପାଇ ନାହାନ୍ତି । କୁହାଯାଉଛି କେନ୍ଦ୍ର ସରକାରଙ୍କ ସହ ରାଜ୍ୟସରକାରଙ୍କର ଏଗ୍ରିମେଣ୍ଟ ଶେଷ ହୋଇଛି ।
ଭୁବନେଶ୍ବରରେ ଚାଲିବ ଡବଲ୍ ଡେକର୍ ବସ୍ ! ଡବଲ୍ ଡେକର୍ ଇ-ବସ୍ ପାଇଁ ଟେଣ୍ଡର ଆହ୍ବାନ କଲା CRUT ।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଶାନା କରିବା ସହ ମହିଳା କର୍ମୀଙ୍କ ଦରମା ବନ୍ଦ କରିବାକୁ ସରକାର ଷଡ଼ଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି। ତେବେ ଏହାର ଜବାବ ଦେଇଛି ବିଜେପି।