ପ୍ରାୟ ଦେଢ ବର୍ଷ ପରେ ଆଜି କ୍ରିକେଟ୍ ମଇଦାନକୁ ଓହ୍ଲାଇଛନ୍ତି ୱିକେଟ୍କିପର ବ୍ୟାଟର ରିଷଭ ପନ୍ତ। ଦିଲ୍ଲୀ କ୍ୟାପିଟାଲସର ଅଧିନାୟକ ଦାୟିତ୍ବ ତୁଲାଉଛନ୍ତି ପନ୍ତ। ଆଜି ଆଇପିଏଲର ପ୍ରଥମ ମ୍ୟାଚ ପଞ୍ଜାବ ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ବେଳେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରିଥିଲା । ତେବେ ଦିଲ୍ଲୀ...
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍କା । ଗିରଫଦାରି ଓ ରିମାଣ୍ଡ ଅର୍ଡରକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନର ତତ୍କାଳ ଶୁଣାଣିକୁ ଅଗ୍ରାହ୍ୟ କରିଛନ୍ତି ଦିଲ୍ଲୀ ହାଇକୋର୍ଟ ।
ମେଣ୍ଟ ଦ୍ୱନ୍ଦ୍ୱ ହଟିବା କ୍ଷଣି ଲଢ଼େଇ ପାଇଁ କ୍ଷେତ୍ର ପ୍ରସ୍ତୁତ । ଦୁଇ ଦଳ ବିଜେପି-ବିଜେଡିରେ ଜୋର୍ ଧରିଲା ଯୋଦ୍ଧା ବଛା କସରତ୍। ଏକାକୀ ଲଢ଼ିବା ଘୋଷଣାର ୨୪ ଘଣ୍ଟା ନ ପୂରୁଣୁ ଆଜି ପୁଣି ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ମୁଖିଆ ମନମୋହନ ସାମଲ ଓ ସଂଗଠନ...
ସମ୍ବଲପୁରର ହୀରାକୁଦ ସହରରେ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଆକ୍ରାନ୍ତ ହୋଇଛନ୍ତି ପ୍ରାୟ ୧୩୦ ଜଣ। ଏବେବି ବହୁ ଆକ୍ରାନ୍ତ ହୀରାକୁଦ ଓ ବୁର୍ଲା ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଜନସ୍ବାସ୍ଥ୍ୟ ବିଭାଗ ବା PHD ଯୋଗାଉଥିବା ପାଣି ଦୂଷିତ ହେବା ଦ୍ବାରା...
ରାଜଧାନୀରେ ସୁନ୍ଦରୀ ବିକୁଛନ୍ତି ସ୍ଲୋ ପଏଜନ୍ । ଧଳା ଜହରର କାୟା ମେଲାଇଛନ୍ତି କର୍ପୋରେଟ୍ ଲେଡି। ଯଦୁପୁର ଭଡ଼ାଘରୁ ୨ ଉଚ୍ଚଶିକ୍ଷିତା ଯୁବତୀଙ୍କୁ ଧରିଲା ପୋଲିସ। ୨୬ ଲକ୍ଷର ବ୍ରାଉନସୁଗାର ଜବତ। କିଙ୍ଗପିନକୁ ଧରିବା ପାଇଁ ମିଶନ୍ ଜାରି ।
କଟକରେ କାନି ଖାଉଛି ବିଜେଡି ଗୁଡ଼ି। ଜଣକ ପରେ ଜଣେ କଟକିଆ ନେତା ଛାଡୁଛନ୍ତି ଶଙ୍ଖ ଶିବିର। କିଏ ହେବେ ଦଳ ଚେହେରା ଟେନସନରେ ବିଜେଡି। କଟକରେ ଦୁର୍ଗ ଭୁଶୁଡୁଥିବା କହି ବିଜେପି ଓ କଂଗ୍ରେସର ଟାର୍ଗେଟ୍। ପ୍ରଦର୍ଶନରେ ପଡ଼ିବନି ପ୍ରଭାବ କହିଲା ବିଜେଡି
ଅକାଳରେ ଆରପାରିକୁ ଚାଲିଗଲେ ବାପାମାଆ । ହେଲେ ଦିବଂଗତ ବାପା ଚାକିରି କାଳରେ କରିଥିବା ଋଣ ପାଇଁ, ଏବେ କୋର୍ଟରେ ହାଜର ହେଲେ ୨ ନାବାଳକ ପୁଅ ।
ସମ୍ବଲପୁରର ହୀରାକୁଦ ସହରରେ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଆକ୍ରାନ୍ତ ହୋଇଛନ୍ତି ପ୍ରାୟ ୧୩୦ ଜଣ।
ପ୍ରାୟ ଦେଢ ବର୍ଷ ପରେ ଆଜି କ୍ରିକେଟ୍ ମଇଦାନକୁ ଓହ୍ଲାଇଛନ୍ତି ୱିକେଟ୍କିପର ବ୍ୟାଟର ରିଷଭ ପନ୍ତ। ଦିଲ୍ଲୀ କ୍ୟାପିଟାଲସର ଅଧିନାୟକ ଦାୟିତ୍ବ ତୁଲାଉଛନ୍ତି ପନ୍ତ।
ରାସ୍ତା କଡ଼ରେ ପାନୀୟଜଳ ପ୍ରକଳ୍ପ। କେଉଁଠି ଟ୍ୟାପ ଭାଙ୍ଗି ଯାଇଛି ତ କେଉଁଠି ଟ୍ୟାପରେ ପାଣି ଆସୁନି। ଜରାଜୀର୍ଣ୍ଣ ଅବସ୍ଥାରେ ଅଚଳ ଥଣ୍ଡା ପାନୀୟଜଳ ପ୍ରକଳ୍ପ ।
ଆସନ୍ତା ସାଧାରଣ ନିର୍ବାଚନ ଲାଗି ଦିଲ୍ଲୀ ବିଜେପିର ରଣନୀତି । ଦିଲ୍ଲୀର ସମସ୍ତ ୭ ଲୋକସଭା ଆସନ ପ୍ରାର୍ଥୀଙ୍କ ସହ ଆଲୋଚନା ଆଲୋଚନା କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହିଁ ମଦ ନୀତି ଦୁର୍ନୀତିର କିଙ୍ଗପିନ । ଆଜି କୋର୍ଟରେ ହାଜର ପରେ ଇଡି ପକ୍ଷରୁ ଏହି ଦଲିଲ ଦିଆଯାଇଛି ।
ଆଜିଠୁ କିନ୍ତୁ ନୀରବି ଗଲା ସେହି ଶାଣିତ ସ୍ବର...ଆଉ ଶୁଣିବାକୁ ମିଳିବନି ସେହି ଦାମ୍ଭିକ ଦାମ ବାଣୀ । ୮୩ ବର୍ଷ ବୟସରେ ଆଜି ସମସ୍ତଙ୍କୁ ଶୋକ ସାଗରରେ ଭସାଇ ପରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତ ।
ହାତୀର ଅନେକ ଭିଡ଼ିଓ ଆପଣ ଦେଖିଥିବେ । ଅନେକ ଭିଡିଓ ଭାଇରାଲ୍ ମଧ୍ୟ ହୁଏ । କିନ୍ତୁ ଏହି ଭିଡ଼ିଓ ଦେଖିଲା ଆଶ୍ଚର୍ଯ୍ୟ ହୋଇଯିବେ ।
ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଜାଣନ୍ତୁ କେମିତି କଟିଲା କେଜ୍ରିୱାଲଙ୍କ ପ୍ରଥମ ରାତି...
ଭାରତୀୟ ନିର୍ବାଚନ କମିଶନଙ୍କୁ ସବିଶେଷ ତଥ୍ୟ ପ୍ରଦାନ କଲା SBI । କିଏ କେଉଁ ରାଜନୈତିକ ଦଳକୁ କେତେ ଟଙ୍କା ଦେଇଛି ସେ ସମସ୍ତ ତଥ୍ୟ ଦେଲା ଷ୍ଟେଟବ୍ୟାଙ୍କ ।
କେଜ୍ରିୱାଲଙ୍କ ଗିରଫ ନେଇ ବଡ଼ ବୟାନ ଦେଇଛନ୍ତି ସମାଜସେବୀ ଆନ୍ନା ହାଜାରେ । ଆନ୍ନା ହାଜାରେ କହିଛନ୍ତି ଯେ, ସେ ମୋ କଥା ଶୁଣି ନ ଥିବାରୁ ମୁଁ ଦୁଃଖିତ ।
ଝାରପଡା ଜେଲରେ ପୋଲିସର ରେଡ ଆଉ ତା ଭିତରୁ ଗଞ୍ଜେଇ ମିଳିବା ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛନ୍ତି ଜେଲ ଡିଜି ।
ପୁଣି ଥରେ ଅଶାନ୍ତ ହୋଇଉଠିଛି ସିଲ୍କ ସିଟି ବ୍ରହ୍ମପୁର। ସହରରେ ନିୟମିତ ଲୁଟ୍ , ବୋମାମାଡ଼, ବିଚ୍ ରାସ୍ତାରେ ଖଣ୍ଡା ଧରି ଆତଙ୍କରାଜ ଭଳି ଘଟଣା ଘଟୁଛି।
ଋଣଭାରରେ ବୁଡ଼ିଛନ୍ତି ରାଜ୍ୟର ଅନେକ ବିଧାୟକ। ଯିଏ ଯେତିକି ଧନୀ, ସେତିକି ଋଣୀ। ଶୁଣିବାକୁ କିଛିଟା ଅଡ଼ୁଆ ଲାଗୁଥାଇପାରେ । ହେଲେ ସାଧାରଣ ନିର୍ବାଚନ ପୂର୍ବରୁ ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ- ADR ଏଡିଆର୍ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ ସାମ୍ନାକୁ ଆସିଛି ଏଭଳି ତଥ୍ୟ ।