ସିଏଏ ବା ନାଗରିକତା ସଂଶୋଧନ ଆଇନ୍ ନେଇ ବିଜ୍ଞପ୍ତି ଜାରି । ସିଟିଜେନ୍ସିପ୍ ଆମେଣ୍ଡମେଣ୍ଟ ଆକ୍ଟ ନେଇ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର ।
ବିଜେପି ଓ ବିଜେଡିକୁ କଂଗ୍ରେସର ଟାର୍ଗେଟ । କିଛି ଦିନ ତଳେ ବିଜେଡି ଓ ବିଜେପିର ବାହାଘର କରାଇଥିବା କଂଗ୍ରେସ ଆଜି ଉଭୟଙ୍କଠାରୁ ଜନ୍ମ ନେଇଥିବା ଦୁର୍ନୀତି ରୂପକ ଦଶ ଶିଶୁଙ୍କର ଅନ୍ନ ପ୍ରାସନ୍ନ କରିଛି । ସେପଟେ ବିଜେପି ଓ ବିଜେଡି କିନ୍ତୁ କଂଗ୍ରେସର ଏଭଳି ପ୍ରତିବାଦକୁ...
ଦିଲ୍ଲୀରେ କେନ୍ଦ୍ରୀଭୂତ ଓଡିଶା ରାଜନୀତି । ଖୁବ୍ ଶୀଘ୍ର ଆସିପାରେ ସ୍ପଷ୍ଟ ଚିତ୍ର । ଦୂର ହୋଇପାରେ ବିଜେଡି-ବିଜେଡି ମେଣ୍ଟ ଦ୍ୱନ୍ଦ୍ୱ । ଦୁଇ ଦିନ ଅନ୍ତରାଳେ ବିଜେପିର ରାଜ୍ୟ ନେତୃତ୍ୱଙ୍କୁ ଗତକାଲି ଦିଲ୍ଲୀ ଡାକରା ପରେ କୁହାଯାଉଛି, କିଛି ଶୀର୍ଷସ୍ତରର କେନ୍ଦ୍ରୀୟ ନେତାଙ୍କ ଘରେ ଆଜି ମାନସ...
ସାତ୍ଵିକ-ଚିରାଗଙ୍କୁ ବଡ଼ ସଫଳତା । ଚାଇନିଜ୍ ତାଇପେ ଯୋଡ଼ିଙ୍କୁ ହରାଇ ଦ୍ୱିତୀୟ ଥର ଫ୍ରେଞ୍ଚ ଓପନ୍ ଜିତିଲେ ସାତ୍ଵିକ-ଚିରାଗ ।
ଚନ୍ଦ୍ରଯାନ-୪ରେ ଯିବ ୨ଟି ରକେଟ୍ । ଗୋଟିଏ ମିଶନ ପାଇଁ ୨ଟି ପର୍ଯ୍ୟାୟରେ ପଠାଯିବ ୨ଟି ଭିନ୍ନ ଭିନ୍ନ ରକେଟ୍ ।
କେବେ ହଟିବ ପରଦା ? କେବେ ଆସିବ ସ୍ପଷ୍ଟ ଚିତ୍ର ? ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ସଭାର ପରଦିନଠାରୁ ଅର୍ଥାତ ଗତ ୬ ତାରିଖଠାରୁ ବିଜେଡି-ବିଜେପି ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ।
ଆପଣ ଅନେକ ପ୍ରତିଭାବାନ ଚିତ୍ରଶିଳ୍ପୀ ଦେଖିଥିବେ, ଯିଏ ହାତରେ ଚିତାକର୍ଷକ ଚିତ୍ର ଆାଙ୍କିପାରନ୍ତି । ଯାହାକୁ ଦେଖିବେ ତାର ଛବିକୁ ଅବିକଳ ଉତାରି ଦିଅନ୍ତି କାନଭାସରେ । ହେଲେ କାହାକୁ ପାଦରେ ଚିତ୍ର ଆଙ୍କିବାର କେବେ ଦେଖିଛନ୍ତି, ତାହା ପୁଣି ଏକାସଙ୍ଗେ ଦୁଇ ଦୁଇଟି ଅଲଗା ଅଲଗା ଚିତ୍ର...
୨୪ ମହାସମରକୁ ଆଉ କିଛି ଦିନ ବାକି। ୪ଶହ ପାର୍ ଲକ୍ଷ୍ୟରେ NDA ବିଭିନ୍ନ ରାଜ୍ୟରେ ସାଥୀ-ଯୋଦ୍ଧାଙ୍କୁ ଶିବିରରେ ସାମିଲ କରୁଥିବା ବେଳେ, ଇଣ୍ଡି ମେଣ୍ଟର କ୍ୟାମ୍ପ୍ ଭୁଶୁଡ଼ିବା ସ୍ଥିତିକୁ ଆସିଲାଣି।
ନିର୍ବାଚନକୁ ଆଖିରେ ରଖି, ମାଳ ମାଳ ଯୋଜନା ଉପରେ ଲାଗୁଛି କ୍ୟାବିନେଟ୍ ମୋହର। ତାସତ୍ତ୍ବେ ରାଜ୍ୟ ସରକାରଙ୍କ ଉପରେ ସନ୍ତୁଷ୍ଟ ହେଉନାହାନ୍ତି ଶିକ୍ଷା ଓ ଅନ୍ୟାନ୍ୟ ବିଭାଗର କର୍ମଚାରୀ। ଏବେ ବି ରାଜଧାନୀ ରାଜରାସ୍ତାରେ ଖରା-କାକରରେ ଚାଲିଛି ଆନ୍ଦୋଳନ।
IDBI ଠକେଇ ମାମଲାରେ ଆଉ ୨ ଜଣଙ୍କୁ ଗିରଫ କଲା EOW । ପିପିଲି ଦାଣ୍ଡମୁକୁନ୍ଦପୁର ବ୍ରାଞ୍ଚର ପୂର୍ବତନ ମ୍ୟାନେଜର ସମେତ ୨ ଗିରଫ ।
ଆପଣ ଅନେକ ପ୍ରତିଭାବାନ ଚିତ୍ରଶିଳ୍ପୀ ଦେଖିଥିବେ, ଯିଏ ହାତରେ ଚିତାକର୍ଷକ ଚିତ୍ର ଆାଙ୍କିପାରନ୍ତି । ହେଲେ କାହାକୁ ପାଦରେ ଚିତ୍ର ଆଙ୍କିବାର କେବେ ଦେଖିଛନ୍ତି ?
କୁନୋ ଜାତୀୟ ଉଦ୍ୟାନରୁ ପୁଣି ଆସିଲା ଖୁସି ଖବର । ଜନ୍ମ ହେଲେ ଆଉ ୫ ଚିତା ଶାବକ ।
ଆପଣ କେବେ ଉଡୁଥିବା ଗାଈକୁ ଦେଖୁଛନ୍ତି କି ? ଏପରି ଘଟଣା ଘଟିବା ସାଧାରଣ କଥା ନୁହେଁ । କିନ୍ତୁ ନିକଟରେ ସ୍ଵିଜରଲ୍ୟାଣ୍ଡରେ ଏହିପରି ଘଟଣା ଘଟିଛି ।
ଦିଲ୍ଲୀରେ ଆଲୋଚନା କରି ଫେରିଲେ ବିଜେଡିର ୨ ନେତା । ଭିକେ ପାଣ୍ଡିଆନ୍ ଓ ପ୍ରଣବ ପ୍ରକାଶ ଦାସ ଦିଲ୍ଲୀରୁ ଫେରିଲେ ।
ବଲାଙ୍ଗିରରେ ଗଞ୍ଜେଇ ଭର୍ତ୍ତି ଗାଡ଼ି ଦୁର୍ଘଟଣା ଗ୍ରସ୍ତ । ଗଞ୍ଜେଇ ଭର୍ତ୍ତି ବୋଲେରୋ ଗାଡି ନେଇ ଚମ୍ପଟ ମାରୁଥିବା ବେଳେ ବାଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ଦିନେ ସ୍ୱପ୍ନ ଦେଖୁଥିଲେ, ଏବେ ସତ ହେଲା । ୧୩ ବର୍ଷର କୁନି ପିଲା ହେଲା ପୋଲିସ ଅଧିକାରୀ । କୁନି ପିଲାର ଇଚ୍ଛାକୁ ପୂରଣ କଲେ ବେଙ୍ଗାଲୁରୁ ସିଟିର ପୋଲିସ ଅଧିକାରୀ ।
ବିମାନ ଉଠୁ ଉଠୁ ଗଳି ପଡ଼ିଲା ବିମାନର ଚକା । ଜରୁରୀକାଳୀନ ଅବତରଣ କଲା ବିମାନ । ଯାହାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
ପାରିବାରିକ କଳହ ନେଲା ମୁଣ୍ଡ । ବିବାହର ଦିନକ ପୂର୍ବରୁ ପୁଅକୁ ହତ୍ୟା କଲା ବାପା । ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଦିଲ୍ଲୀରୁ ।
ବଡ଼ଦାଣ୍ଡରେ ବଡ଼ଧରଣର ବ୍ୟାରିକେଡ୍ ଦୁର୍ନୀତି ଅଭିଯୋଗ । ଶ୍ରୀମନ୍ଦିରକୁ ଜଗାଦର୍ଶନରେ ଆସୁଥିବା ଭକ୍ତଙ୍କ ପାଇଁ ନିର୍ମିତ ଅସ୍ଥାୟୀ ବ୍ୟାରିକେଡରେ ଅପ୍ରତ୍ୟାଶିତ ଭାବେ ଟଙ୍କା ଖର୍ଚ୍ଚ ହୋଇଥିବା RTI ସୂତ୍ରରୁ ତଥ୍ୟ ମିଳିଛି ।
କୁହାଯାଏ, ଜେଜେବାପା-ଜେଜେମାଆ ନିଜ ପୁଅଝିଅଠୁ ବି ନାତିନାତୁଣୀଙ୍କୁ ବେଶି ଭଲପାଆନ୍ତି । ସେମାନେ ସାଜନ୍ତି ଜୀବନ ସାୟାହ୍ନର ସାହାରା । ଏହି ମମତା ବେଳେବେଳେ ଏମିତି ମୋଡ଼ ନିଏ ଯେ, ସେଠୁ ଜନ୍ମନିଏ କିଛି ବିରଳ କାହାଣୀ ।