ଆୟୋଜିତ ହୋଇଥିଲା ‘ଟାଇମ୍ପାସ୍ ବହିବର୍ଷା’ର ଦ୍ୱିତୀୟ ସଂସ୍କରଣ। ଲୋକାର୍ପିତ ହେଲା ୨୪ଟି ପୁସ୍ତକ ।
ଜୟନାରାୟଣ ମିଶ୍ରଙ୍କ ତଡ଼ାଖିଆ ଉପାଖ୍ୟାନ ପରେ ବଢ଼ିଲା ବୟାନବାଜି । ଏହି ମୌକାରେ ବିଜେଡି କହିଛି, କେଉଁଠି ଗୋଷ୍ଠୀ କନ୍ଦଳ ତୀବ୍ର ତାହା ଜଣା ପଡିଲାଣି । ଏବେ ସେଠି ନିଆଁ ଲାଗିସାରିଲାଣି । କିନ୍ତୁ ବିଜେପିର ଯୁକ୍ତି ଜୟ ନାରାୟଣଙ୍କ କଥାକୁ କଦର୍ଥ କରୁଛି ବିଜେଡି।
ପୁରୀ ବ୍ଲୁ ଫ୍ଲାଗ ବିଚରେ ନେଭି ଡେ ପାଳନ ପାଇଁ ମଝିରେ ଆଉ ଦୁଇ ଦିନ । ଆସନ୍ତା ୪ ତାରିଖରେ ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଆଖି ଝଲସା ସମରକଳା ପ୍ରଦର୍ଶନ କରିବେ ନୌସେନା ଯବାନ । ଏଥିପାଇଁ ଆଜି ହୋଇଛି ଫୁଲଡ୍ରେସ୍ ରିହର୍ସାଲ ।
ପୁଅ ଟଙ୍କା ଦେଲାନି ବୋଲି ବୋହୂକୁ ତ ବାପ ଜାଳି ମାରିଦେଲା, ପୁଅକୁ ବି ଠେଲିଦେଲା ନିଆଁର ଆଁକୁ । କଟକ ଗୋଡ଼ିସାହି ଅଂଚଳରେ ନିଜ ପୁଅ-ବୋହୂକୁ ବାପାର ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ ଘଟଣାରେ ଚାଲିଗଲା ବୋହୂ ସସ୍ମିତାଙ୍କ ଜୀବନ । ପୁଅ ମୃତ୍ୟୁ ସହ ଲଢ଼େଇ...
ଟ୍ରାଫିକ୍ ନିୟମ ଉଲ୍ଂଘନ ଅଭିଯୋଗରେ ଇ-ଚାଲାଣ କଟିଥିବା ଗାଡ଼ି ମାଲିକଙ୍କୁ ମିଳିପାରେ ଆଶ୍ୱସ୍ତି ।
ବର୍ବର...ବିଭତ୍ସ...ମଞ୍ଚ ଉପରେ କଳା ନାଁରେ କଳଙ୍କ ବୋଳି ଦେଲେ କଳାକାର। ଜୀବନ୍ତ ଅଭିନୟର ନିଶା ଏମିତି ଚଢ଼ିଛି ଯେ ମଣିଷତ୍ବର ସବୁ ସୀମା ଯେମିତି ଟପିଯାଇଛନ୍ତି କଳାକାର।
ପୁରୀ ବେଳାଭୂମିରେ ଭାରତୀୟ ନୌସେନାର କଭର୍ଟ ଅପରେସନ୍। ବନ୍ଧକକୁ ମୁକ୍ତ କରିବାକୁ ନେଭିର ଦୁର୍ଦ୍ଦଷ ମାର୍କସ୍ କମାଣ୍ଡୋ ଦେଖାଉଛନ୍ତି ପରାକ୍ରମ।
ଅବତରଣ ସମୟରେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଇଣ୍ଡିଗୋ ବିମାନ । ଏମିତି ଘଟଣା ଘଟିଛି ଚେନ୍ନାଇ ଏୟାରପୋର୍ଟରେ । ଯାହାର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି ।
ବିସିସିଆଇର ପୂର୍ବତନ ସମ୍ପାଦକ ଜୟ ଶାହ ଆଜି ବିଧିବଦ୍ଧ ଭାବେ କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଆଇସିସିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଭିତରେ ନବୀନ, ବାହାରେ ମୋଦି । ପ୍ରଧାନମନ୍ତ୍ରୀଙ୍କ ୨୪ମିନିଟର ଭାଷଣ, ସାମ୍ନାରେ ହଜାର ହଜାର ଜନତା, କର୍ମୀ ଓ ନେତା। ତା ପୁଣି ନବୀନ ନିବାସରୁ ହାତେ ଦୂରରେ। ଗତକାଲି ନବୀନ ନିବାସ ସମ୍ମୁଖରେ ହୋଇଥିବା ମୋଦିଙ୍କ ଜନସଭାକୁ ନେଇ ଏବେ ସବୁଠି ଚର୍ଚ୍ଚା ।
ଭୁବନେଶ୍ବରରେ ଚାଲିଥିବା ପୋଲିସ୍ ମହାନିର୍ଦ୍ଦେଶକଙ୍କ ମହାମେଳିର ଦ୍ବିତୀୟ ଦିନରେ ସୁରକ୍ଷା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ମାନସ ମନ୍ଥନ। ଖୋଦ୍ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଶାହ ଓ NSA ଅଜିତ ଡୋଭାଲଙ୍କ ଉପସ୍ଥିତିରେ ପ୍ରେଜେଣ୍ଟେସନ୍ ଦେଇଛନ୍ତି ବିଭିନ୍ନ ୱାର୍କିଂ ଗ୍ରୁପ୍। ତଟ ସୁରକ୍ଷାରୁ ନେଇ ସାଇବର୍ ସିକ୍ୟୁରିଟି, ମାଓବାଦରୁ ଆତଙ୍କବାଦ...
ବଜାରରେ ପୁଣି ଆଳୁ ଅମୂଲ ମୂଲ । ଗୋଦାମରେ ବି ଆଉ ଷ୍ଟକ୍ ନାହିଁ । ମାତ୍ର ୩ ମାସ ନଯାଉଣୁ ପୁଣି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ବାହାରିଛି ପୁରୁଣା ରୋଗ । ଓଡ଼ିଶାକୁ ଆଳୁ ଗାଡ଼ି ପ୍ରବେଶ ଉପରେ ଲଗାଇଛନ୍ତି କଟକଣା ।
ପୂରା କାଜୁଆଲ୍ ଆଉ ଜଲି ମୁଡ୍ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏମିତି ଢଙ୍ଗରେ ବିଧାୟକ, ମନ୍ତ୍ରୀ ଏବଂ ସାଂସଦମାନଙ୍କ ଗତ ସଂଧ୍ୟାରେ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାୟ ୨ ଘଣ୍ଟା ଆଲୋଚନାରେ ନିଜ ରାଜନୈତିକ ଜୀବନଯାତ୍ରା ବିଷୟରେ କହିଲେ, ରୋଚକ ଘଟଣା କ୍ରମ...
ପୁରୀରେ ନୌସେନା ଦିବସ ପାଳନ କାଉଣ୍ଟଡାଉନ୍ । ଏଥିପାଇଁ ଜୋରସୋରରେ ଚାଲିଛି ଅଭ୍ୟାସ । ନୌସେନାର ଫାଇଟର ଜେଟ୍ ଓ ହେଲିକପ୍ଟର ରଣକୌଶଳ ଦେଖାଉଥିବା ବେଳେ ପହଞ୍ଚିଲାଣି ଓ୍ବାର ସିପ୍ । ପର୍ଯ୍ୟଟନର ସହରରେ ଏବେ ଯୁଦ୍ଧର ଭ୍ରମ। ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା କରିବାକୁ କେତେ ସଜାଗ...
ସମୁଦ୍ରର ବକ୍ଷକୁ ଚିରି ଆଗେଇ ଆସୁଛି ନୌସେନାର ଯୁଦ୍ଧ ଜାହାଜ। ଗୋଟିଏ କି ଦୁଇଟି ନୁହେଁ ୨୫ଟି ବିଶାଳ ଜାହାଜ। କୂଳକୁ ଶୁଭିଲାଣି ଯୁଦ୍ଧପୋତର ଗର୍ଜନ।
ଜାତୀୟ ସୁରକ୍ଷାରୁ ସାଇବର ଅପରାଧ, ମାଓ ସମସ୍ୟାରୁ ନାର୍କୋଟିକ୍ସ । ପ୍ରତିଟି ଚାଲେଂଜର ମୁକାବିଲା ନେଇ ଡିଜିପି ସମ୍ମିଳନୀ ଦ୍ବିତୀୟ ଦିନରେ ବିଚାର ବିମର୍ଷ, ପିଏମ୍ ମୋଦିଙ୍କ ଉପସ୍ଥିତିରେ ମାନସ ମନ୍ଥନ, ତେଣେ ଓଡ଼ିଆ ସାମ୍ବାଦିକଙ୍କୁ ଆତଙ୍କୀ ପନ୍ନୁ ଧମକର ତନାଘନା...
ଦୁଇ ଦିନରେ ହଠାତ୍ ଅତି ଦରକାରୀ ପରିବା ଆଳୁ କିଲୋ ପିଛା ୧୦ ଟଙ୍କା ଉଚ୍ଚା ହେଲାଣିଖୁଚୁରା ବଜାରରେ କେଉଁଠି ୪୦ ତ କେଉଁଠି ୪୫ରେ ବିକ୍ରି ହେଲାଣି ।
ଭୁବନେଶ୍ବରରେ ଆରମ୍ଭ ହୋଇଛି ପୋଲିସ୍ ଡିଜି ସମ୍ମିଳନୀ । ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏହି ସର୍ବଭାରତୀୟ ସମ୍ମିଳନୀର ଉଦ୍ଘାଟନ କରିଛନ୍ତି । ପ୍ରଥମଥର ପାଇଁ ରାଜ୍ୟରେ ଆୟୋଜିତ ଏ ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀରେ ତିନିଦିନ ଧରି ଦେଶ ସୁରକ୍ଷା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ମାନସମନ୍ଥନ ଚାଲିବ...
କେନ୍ଦ୍ରରେ ମୋଦି, ଓଡ଼ିଶାରେ ବିଜେପି । ୨୪ ନିର୍ବାଚନରେ ଡବଲ ଇଞ୍ଜିନ୍ ସରକାର ଆସିବା ପରେ ଆଜି ପ୍ରଥମ ଥର ପାଇଁ ରାଜ୍ୟ ବିଜେପି ଅଫିସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳୀୟ ପଦାଧିକାରୀଙ୍କୁ ନେଇ ଚାଲିଛି ରୁଦ୍ଧଦ୍ବାର ପାଠଶାଳା ।...
ରାଜଧାନୀରେ ୫ ଏକରର ସରକାରୀ ଲିଜ୍ ଜାଗାରେ ମୁଣ୍ଡ ଟେକୁଥିବା ବିଶାଳ ଆପାର୍ଟମେଣ୍ଟ ଅର୍ବାନ ମାଜେଷ୍ଟିକକୁ ବଡ଼ ଝଟକା । ବେଆଇନ ଭାବେ ଲିଜ୍ ଜମିର କିସମ ପରିବର୍ତ୍ତନ କରାଯାଇଥିବା ଦର୍ଶାଇ ନିର୍ମାଣ କାମ ବନ୍ଦ ରଖିବାକୁ କଡ଼ା ନିର୍ଦ୍ଦେଶ ଦେଇଛି BMC ।