କେମିତି ଅଛି ରତ୍ନଭଣ୍ଡାର ? କେଉଁ ଅବସ୍ଥାରେ ଅଛି ଭିତର ଓ ବାହାର ଭଣ୍ଡାର ଘର ସ୍ଥିତି ? କେବେଠୁ ହେବ ମରାମତି ?
୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ତାଲା ଭାଙ୍ଗି ଭିତରଭଣ୍ଡାରକୁ ପଶିଲେ ହାଇଲେବଲ୍ କମିଟି । ଷ୍ଟ୍ରଙ୍ଗରୁମକୁ ବାହାର ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର । ରଥଯାତ୍ରା ପରେ ହେବ ଭିତର ଭଣ୍ଡାର ଅଳଙ୍କାର ସିଫ୍ଟିଂ ।
ଖୋଲିବ କି ରାଜରାଜେଶ୍ବରଙ୍କ ରତ୍ନଭଣ୍ଡାରର ଅଭେଦ୍ୟ ରହସ୍ୟ ? ୫ ଦଶନ୍ଧି ପରେ ଉଦ୍ଧାର ହେବ କି ମଉଡ଼ମଣିଙ୍କ ମହଣ ମହଣ ଅଳଙ୍କାର ? ଭିତର ଭଣ୍ଡାରରେ ଥିବ କି ସୁନା-ରୂପା, ହୀରା-ନୀଳା, ମୋତି-ମାଣିକ୍ୟ ଭରା ସିନ୍ଦୁକ ?
ବିଜେପି ସରକାର ଗଠନ ପରେ ପରେ ବିଭିନ୍ନ ବୋର୍ଡ ଆଉ ନିଗମ ପାଇଁ ଆରମ୍ଭ ହୋଇଗଲାଣି ଲବି। ଦଳ ବି କାହାକୁ ପୁରସ୍କୃତ କରିବ ତାକୁ ନେଇ ବି ଅଙ୍କ କଷୁଛନ୍ତି ରାଜ୍ୟ ନେତୃତ୍ୱ ।
୪୬ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ତାଲା ଭାଙ୍ଗି ଭିତରଭଣ୍ଡାରକୁ ପଶିଲେ ହାଇଲେବଲ୍ କମିଟି । ଷ୍ଟ୍ରଙ୍ଗରୁମକୁ ବାହାର ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର । ରଥଯାତ୍ରା ପରେ ହେବ ଭିତର ଭଣ୍ଡାର ଅଳଙ୍କାର ସିଫ୍ଟିଂ ।
ଘରୋଇ ନର୍ସିଂହୋମ୍ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା; ଅଗ୍ନିନିର୍ବାପକ ବ୍ୟବସ୍ଥା ଥାଇ କାହିଁକି ବ୍ୟବହାର ହୋଇପାରିଲା ନାହିଁ ? ରୋଗୀଙ୍କ ଜୀବନ ବିପଦରେ ପକାଇବାକୁ ଦାୟୀ କିଏ ?
ଅନେକ ଜାଗାରେ ବିଜେଡି ହିଁ ବିଜେଡିକୁ ହରାଇବାକୁ ଲାଗିଥିଲା । ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ କିଛି ଏଭଳି ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନୃସିଂହ ସାହୁ।
SCO ସୁରେଶ ମଲ୍ଲିକଙ୍କ ମୃତ୍ୟୁକୁ ନେଇ ଆସିଛି ସାଂଘାତିକ ଅଭିଯୋଗ। ପରିବାର ଲୋକେ ଏହାକୁ ଆତ୍ମହତ୍ୟା ନୁହେଁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି।
ଆକ୍ସନ ମୋଡ଼ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ । ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଲେ ।
ବିଜେପି ସାଂସଦ କଙ୍ଗନା ରଣାୱତଙ୍କ ଅଜବ ନିୟମ । ତାଙ୍କୁ ଭେଟିବାକୁ ହେଲେ ଆଧାର କାର୍ଡ଼ ନେଇ ଆସିବାକୁ ପଡ଼ିବ ବୋଲି କହିଛନ୍ତି କଙ୍ଗନା । ଯାହା ସସସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।
ଅରବିନ୍ଦ କେଜ୍ରିୱାଲଙ୍କୁ ମିଲିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ ।
ନୂଆ ସରକାରକୁ ଦେଖୁ ଦେଖୁ ମାସେ ପୂରି ଗଲାଣି । ଅନେକ ଆଶା ଆକାଂକ୍ଷା ଭିତରେ ଏଇ ମାସକ ଭିତରେ ଅନେକ ବଡ଼ ଉପଲବ୍ଧି ହାସଲ କରିଛି ମୋହନଙ୍କ ସରକାର ।
୫ ଦିନ ପରେ ଆଜି ସକାଳେ ଖଣି ପାଣିରେ ଭାସୁଥିବା ଅବସ୍ଥାରେ ଓମ୍ ପ୍ରକାଶଙ୍କ ମୃତଦେହ ଉଦ୍ଧାର ହୋଇଛି। ସୋମବାର ରିଲ୍ସ କରିବା ବେଳେ ପାଣିରେ ଖସିପଡ଼ିଥିଲେ ଯୁବକ।
ଗତକାଲି ସୁଦ୍ଧା ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଯାଏଁ ମୋଟ ୩୫ ହଜାର ୪୭୦ ଟେଷ୍ଟିଂ ହୋଇଛି।
ନବଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର । କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ ।
୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ କଲେ ଆଇନ ମନ୍ତ୍ରୀ । ରତ୍ନଭଣ୍ଡାର ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି । ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବା ପରେ ଯାଞ୍ଚ କରାଯିବ ।
ଷ୍ଟେଜରେ ଗୀତ ଗାଉଗାଉ ଟଳି ପଡ଼ିଲେ ADM। ଗଜପତି ପାରଳାଖେମୁଣ୍ଡିରୁ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଶିଷ୍ଟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲଙ୍କ ସହ ରାଷ୍ଟ୍ରପତି ଭବନରେ ଖେଳୁଥିବା ଦେଖିବାକୁ ମିଳିଛି। ହାତରେ ରାକେଟ୍ ଧରି ସାଇନାଙ୍କ ସହ ବେଶ୍ କିଛି ସମୟ ପେଷାଦାର ଖେଳାଳି ଭଳି ଖେଳିଥିଲେ ରାଷ୍ଟ୍ରପତି।
ଆଜି ପଶ୍ଚିମ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖରେ ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ। ସେପଟେ ଚାଷୀଙ୍କୁ ଘାରିଛି ବର୍ଷା ଚିନ୍ତା...
ରାଜ୍ୟର ନୂଆ ସରକାରରେ ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ଇଡକୋର ଚେୟାରମ୍ୟାନ୍ ପଦବୀରୁ ହଟିଛନ୍ତି ହେମନ୍ତ ଶର୍ମା । ହେମନ୍ତଙ୍କ ସ୍ଥାନରେ ନିକୁଞ୍ଜ ବିହାରୀ ଧଳ ଇଡକୋର ନୂଆ ଚେୟାରମ୍ୟାନ୍ ଅତିରିକ୍ତ ଦାୟିତ୍ବ ମିଳିଛି।