• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

Gajapati ADM
ଏମିତି ବି ଆସେ ମୃତ୍ୟୁ: ଭଗବାନଙ୍କ ନାଁ ନେଇ ଗୀତ ଗାଉ ଗାଉ ଟଳି ପଡ଼ିଲେ ADM...

ଷ୍ଟେଜରେ ଗୀତ ଗାଉଗାଉ ଟଳି ପଡ଼ିଲେ ADM। ଗଜପତି ପାରଳାଖେମୁଣ୍ଡିରୁ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା।

Union Budget 2024
କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ଖୁସି ଖବର; ଶେଷ ଦରମାର ୫୦ ପ୍ରତିଶତ ମିଳିବ ପେନ୍‌ସନ୍‌ !

NPS ଅନୁସାରେ କେନ୍ଦ୍ର ସରକାରଙ୍କ ଅଧୀନରେ କାମ କରୁଥିବା କର୍ମଚାରୀଙ୍କୁ ସେମାନଙ୍କ ଶେଷ ଦରମାର ୫୦ ପ୍ରତିଶତ ଅର୍ଥ ପେନସନ ଆକାରରେ ମିଳିବ। 

Hera Panchami ritual
ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ; ଗୁଣ୍ଡିଚା ମନ୍ଦିର ଯିବେ ଅଭିମାନିନୀ ମା’ ମହାଲକ୍ଷ୍ମୀ...

ନବଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର ।  କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ ।

Panchang
Panchang Today 11th July 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ ଓ ଅଶୁଭ ସମୟ...

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ...

Security Forces
Video: ପାଣି ମୁନ୍ଦେ ପାଇଁ ଜଙ୍ଗଲରେ ଯବାନଙ୍କ କୁଛ୍ର ସାଧନା; ତାଜୁବ କଲା ସଂଘର୍ଷର ଚିତ୍ର...

ତାଜୁବ କଲା ଛତିଶଗଡ଼ ଆବୁଝମାଡ଼ ଜଙ୍ଗଲରେ ମାଓ ବିରୋଧୀ ଅପରେସନରେ ସାମିଲ ସୁରକ୍ଷାକର୍ମୀଙ୍କ ସଂଘର୍ଷର ଚିତ୍ର। ଝିପି ଝିପି ବର୍ଷାରେ ପଲିଥିନ୍ ଘେରେଇ ସଂଗ୍ରହ କରୁଛନ୍ତି ପିଇବା ପାଣି ।

Padmakesarpur Village Abandoned
ସୁଧ ଦେଇ ନପାରିବାରୁ ମିଳୁଛି ଶାସ୍ତି; କେବେ ଶାନ୍ତ ପଡ଼ିବ ପଦ୍ମକେଶରପୁର ଗାଁ ?

ଅଶାନ୍ତ ଭୁବନେଶ୍ବରର ପଦ୍ମକେଶରୀପୁର ଗାଁ। ସୁଧ ଦେଇ ନପାରିବାରୁ ମିଳୁଛି ଶାସ୍ତି । ଜୁଲମ, ମାଡ଼ଗାଳି ଓ ଭଙ୍ଗାରୁଜା ସାଙ୍ଗକୁ ମରଣାନ୍ତକ ଆକ୍ରମଣ ପର୍ଯ୍ୟନ୍ତ ସଜ୍ଜା ।

 Adapa Mandap Bije Mishap
ଆହତ ପ୍ରତିଟି ଭକ୍ତପ୍ରାଣ, ମୁଣ୍ଡ ନୂଆଁଇ ଦେଲା ଆଡ଼ପ ପହଣ୍ଡି ବିଭ୍ରାଟ; ତଦନ୍ତ କରିବ ୩ ଜଣିଆ କମିଟି...

ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁରଙ୍କୁ ପକେଇଦେଲେ ? ଆହତ ପ୍ରତିଟି ଭକ୍ତପ୍ରାଣ, ଏଭଳି ଅକ୍ଷମଣୀୟ ସ୍ଥିତି ପାଇଁ ନଇଁ ଯାଇଛି ପ୍ରତି ଓଡ଼ିଆଙ୍କ ମଥା। ଖୋଦ୍ ଗଜପତି ମହାରାଜା ବି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଥିଲା ବେଳେ ଅଘଟଣର ଯାଞ୍ଚ ପାଇଁ ୩ ଜଣିଆ କମିଟି...

Lord Jagannath's Servitor
‘କିଛି ମାନୁ ନାହାନ୍ତି ଯୁବ ସେବାୟତ, ମୋବାଇଲ୍ ଧରି ଫଟୋ ଉଠାଇବାରେ ମସଗୁଲ୍’

ପହଣ୍ଡି ବେଳେ ଚାରରେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର। ଏହାକୁ ନେଇ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର କଣ କହିଛନ୍ତି... ଜାଣନ୍ତୁ...

Puri Rath Yatra
ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର; କ’ଣ କହିଲେ କେଉଁ ସେବାୟତ...ଜାଣନ୍ତୁ...

ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର। ଏନେଇ କ’ଣ କହୁଛନ୍ତି କେଉଁ ସେବାୟତ, ଆସନ୍ତୁ ଜାଣିବା... 

Ratna Bhandar of Jagannath temple
ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ୱତନ୍ତ୍ର ବୈଠକ ଶେଷ; ୧୪ରେ ଖୋଲିବ ରତ୍ନଭଣ୍ଡାର !

୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଲା ଶ୍ରୀମନ୍ଦିର ପରିଚାଳନା କମିଟି । ହାଇଲେବୁଲ କମିଟି ଦେଇଥିବା ପ୍ରସ୍ତାବକୁ ପରିଚାଳନା କମିଟିର ମଂଜୁରୀ ।

wage hike
ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ବଢ଼ିଲା ଶ୍ରମିକଙ୍କ ମଜୁରୀ, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି...

ରାଜ୍ୟ କ୍ୟାବିନେଟର ବୈଠକ ଶେଷ । ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି । ପିଏମ୍ କିଷାନରେ ଅନ୍ତର୍ଭୁକ୍ତ ହେବେ ଆଉ ୫ରୁ ୬ ଲକ୍ଷ ଚାଷୀ।

 IRS Officer
ଚର୍ଚ୍ଚାରେ IRS ଅଧିକାରୀ; ଅଫିସିଆଲ୍‌ ରେକର୍ଡରେ ନାମ ଓ ଲିଙ୍ଗ ପରିବର୍ତ୍ତନ କରିବାକୁ ମିଳିଲା ଅନୁମତି

ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ବର୍ତ୍ତମାନ  ଇତିହାସ ସୃଷ୍ଟି କରିବାକୁ ଯାଉଛି । ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଜଣେ ରାଜସ୍ୱ ସେବା ଅଧିକାରୀଙ୍କୁ (IRS) ଲିଙ୍ଗ ପରିବର୍ତ୍ତନ ପାଇଁ ଅନୁମତି ମିଳିଛି । 

Ratha Yatra 2024
ରଥରୁ ଓହ୍ଲାଇ ଗୁଣ୍ଡିଚା ମନ୍ଦିର ଗଲେ ମହାପ୍ରଭୁ; କାଲିଠୁ ମିଳିବ ଆଡ଼ପ ଅବଢ଼ା...

ଜନ୍ମବେଦୀକୁ ବିଜେ କଲେ ଚତୁର୍ଦ୍ଧାମୂରତୀ । ସନ୍ଧ୍ୟାଧୂପ ପରେ ଗୋଟି ପହଣ୍ଡିରେ ଗଲେ ଭାଇ-ଭଉଣୀ । ଆସନ୍ତାକାଲିଠୁ ଶ୍ରଦ୍ଧାଳୁଙ୍କୁ ମିଳିବ ଆଡ଼ପ ଅବଢ଼ା ।

 PM Modi wears Odia scarf in Russia
ଋଷରେ ଶୁଭିଲା ଜୟ ଜଗନ୍ନାଥ ଧ୍ବନୀ; ମସ୍କୋରେ ମୋଦି ବଖାଣିଲେ ଘୋଷଯାତ୍ରାର ଗାଥା...

ସାତ ଦରିଆପାରି ଋଷରେ ଶୁଭିଲା ଜୟ ଜଗନ୍ନାଥ ଧ୍ବନ, ତା ବି ମୋଦିଙ୍କ ମୁହଁରୁ। ମସ୍କୋରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ ବେଳେ ପ୍ରଧାନମନ୍ତ୍ରୀ ମୋଦି ନେଇଛନ୍ତି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ନାଁ। 

MSME Minister
ଓଟିଭିର ଇଫେକ୍ଟ: ଆକ୍ସନ ମୋଡରେ ସରକାର; କାହିଁକି ଅଣଦେଖା ଓଡ଼ିଆ ଉଦ୍ୟୋଗୀ ? 

ଓ-ହବରେ ଓଡ଼ିଆ ଉଦ୍ୟୋଗୀଙ୍କୁ ଅଣଦେଖା ଅଭିଯୋଗ ଘଟଣା । ଓଟିଭିରେ ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ରାଜ୍ୟ ସରକାର । ୧୧ଟି ପ୍ରଶ୍ନ ତାଲିକା ଧରି ଓ-ହବ ପ୍ରତିଷ୍ଠାନରେ ମନ୍ତ୍ରୀଙ୍କ ଖୋଳତାଡ଼ ।

vegetable price rise
ପରିବା ହାଟରେ ମହଙ୍ଗା ଛାଟ; ଯାହାକୁ ଛୁଇଁଲେ ୮୦ରୁ ୧୦୦ ଟଙ୍କା...

ସବୁଠି ତାଉ ଖାଉଛି ପରିବା ଦର। ୭୦, ୮୦ ଟଙ୍କା ତଳକୁ ଯେପରି ପରିବା ବଜାରରେ ମିଳୁ ହିଁ ନାହିଁ। ଏମିତି କି ରୋଷେଇ ଘରରଅତି ଆବଶ୍ୟକ ସାମଗ୍ରୀ ଆଳୁ, ପିଆଜ ଓ ଟମାଟୋ ଦର ଅଧିକାଂଶ ସ୍ଥାନରେ ୪୦ ପାର କରିଛି। 

Mohan Majhi
ଭୁବନେଶ୍ବରରେ ମହିଳାଙ୍କ ହାଇଡ୍ରାମା; CMଙ୍କ କାରକେଡ୍ ଆଗକୁ ପଶି ଆସିଲେ; ଅଟକି ରହିଲା ଗାଡ଼ି...

ହଠାତ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ପଶି ଆସିଲେ ମହିଳା। ମହିଳାଙ୍କ ହାଇଡ୍ରାମା ପାଇଁ କିଛି ସମୟ ଅଟକି ରହିଲା କାର୍‌କେଡ୍‌ । ମହିଳାଜଣକୁ ପୋଲିସ ଉଠାଇ ନେଲା ପରେ କାର୍‌କେଡ୍‌ ଗଲା ।

Puri Ratna Bhandar
ବଡ଼ ଦେଉଳ ଛାଡ଼ି ଘୋଷଯାତ୍ରାରେ ଶ୍ରୀଜିଉ; କେବେ ଖୋଲିବ ରତ୍ନଭଣ୍ଡାର ?

ଏବେ ସମସ୍ତଙ୍କ ମୁହଁରେ ଗୋଟିଏ କଥା, କେଉଁ ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? ଏହାରି ଭିତରେ ଆସନ୍ତାକାଲି ବସିବାକୁ ଯାଉଥିବା ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଧାର୍ଯ୍ୟ ହୋଇପାରେ ତାରିଖ। 

ratha Yatra 2024
ରଥଟଣା ବେଳେ କାହିଁକି ସୃଷ୍ଟି ହେଲା ବିଶୃଙ୍ଖଳା ? ସାମ୍ନାକୁ ଆସିଲା ବ୍ୟବସ୍ଥାବଳିକୁ ଧଜିଆ ଉଡ଼ାଇବାର ଚିତ୍ର...

ମକଡ୍ରିଲ୍ ସତ୍ତ୍ବେ ରଥଯାତ୍ରା ବେଳେ କାଲି କାହିଁକି ସୃଷ୍ଟି ହେଲା ଠେଲାପେଲା ସ୍ଥିତି ? ସାମ୍ନାକୁ ଆସିଲା ରଥ ବ୍ୟବସ୍ଥାବଳିକୁ ଧଜିଆ ଉଡ଼ାଇବାର ଚିତ୍ର। କୁହାଯାଉଛି ଅନୁମୋଦିତ ସଂଖ୍ୟାଠୁ ରଥରେ ଅଧିକ ସଂଖ୍ୟାରେ ସେବକ ଚଢ଼ିବା ଯୋଗୁଁ ଯାବତୀୟ ସମସ୍ୟା ସୃଷ୍ଟି ହେଲା।

Zika Virus Alert
ଜିକା ଭାଇରସ୍‌କୁ ନେଇ ଆଲର୍ଟ; ସଂକ୍ରମଣ ହେଲେ କେତେ ବିପଜ୍ଜନକ ଶରୀର ପାଇଁ ? ଜାଣନ୍ତୁ...

ଜିକା ଭାଇରସ୍ ସଂକ୍ରମଣକୁ ନେଇ ବଢିଲା ଚିନ୍ତା । ବଢୁଥିବା ସଂକ୍ରମଣକୁ ନେଇ ଏବେ ରାଜ୍ୟଗୁଡିକୁ ସତର୍କ କରିଛନ୍ତି କେନ୍ଦ୍ର ସରକାର । ତେବେ ଜିକା ଭାଇରସ୍‌ କଣ ? ଜାଣନ୍ତୁ...

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।