ଦୀପାବଳି ପୂର୍ବରୁ ନୂଆ ରାସନ କାର୍ଡ ଆବେଦନକାରୀଙ୍କ ପାଇଁ ଆସିଲା ଖୁସି ଖବର। ନଭେମ୍ବର ମାସରେ ଯୋଗ୍ୟ ନୂଆ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ ।
ଟିକେଟ କଟାର ଗୁମର ଖୋଲିବା ସହ ପରାଜୟର ବି ପୋଲ୍ ଖୋଲିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। କହିଛନ୍ତି ଯଦି ଟିକେଟ ନବୀନ ବାଣ୍ଟିଥାନ୍ତେ ତାହାଲେ ବିଜେଡି ହାରି ନଥାନ୍ତା।
ଆଲୋକର ପର୍ବ ଦୀପାବଳି ପାଇଁ ପ୍ରଦୂଷଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଆସିଛି । ସଂଧ୍ୟା ୭ରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି । ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା ବି ହୋଇଛି ।
ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଆଲୋକର ପର୍ବ ଦୀପାବଳି ଅବସରରେ ସଜେଇ ହେଲାଣି ରାମ ଜନ୍ମଭୂମି ଅଯୋଧ୍ୟା। ଏଥର ଅଯୋଧ୍ୟାର ଦୀପାବଳି ଆହୁରି ସ୍ବତନ୍ତ୍ର ହେବାକୁ ଯାଉଛି।
ନୂଆ ରାସନ୍ କାର୍ଡ ପାଇଁ ଆବେଦନ କରିଥିବା ୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦିଆଯିବ।
ଦକ୍ଷିଣ କୋରିଆର ଇସ୍ପାତ କଂପାନୀ ‘ପୋସ୍କୋ’ ଓଡ଼ିଶା ଫେରିବା ଚର୍ଚ୍ଚା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶିଳ୍ପମନ୍ତ୍ରୀ ସଂପଦ ସ୍ୱାଇଁ। JSW ହେଉ କି ପୋସ୍କୋ, ଅବା JSW-ପୋସ୍କୋ ଜଏଣ୍ଟ ଭେଞ୍ଚର୍ ଯେକୌଣସି ଅନ୍ତଃରାଷ୍ଟ୍ରୀୟ କମ୍ପାନୀ, ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆମେ ସମସ୍ତଙ୍କୁ ସ୍ବାଗତ କରିବୁ।
ପତ୍ନୀହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା। ତଳକୋର୍ଟଙ୍କ ଆଜୀବନ ଦଣ୍ଡାଦେଶ କାଏମ୍ ରଖିଲେ ହାଇକୋର୍ଟ।
ଅପସାରଣ ହେଲେ ଡେରାବିଶ ସିଡିପିଓ ସ୍ନେହଲତା ସାହୁ । ନିରପେକ୍ଷ ତଦନ୍ତ ପାଇଁ ବ୍ଲକ ଅଫିସ୍ରୁ କରାଗଲା ଅପସାରଣ ।
ସ୍ପେନ ରାଷ୍ଟ୍ରପତିଙ୍କ ସହ ତାଙ୍କ ପତ୍ନୀ ତିନିଦିନିଆ ଭାରତ ଗସ୍ତରେ ଅଛନ୍ତି । ଏହି ସମୟରେ ସେ ମୁମ୍ବାଇରେ ଦିପାବଳୀ ଉତ୍ସବ ପାଳନ କରୁଥିବା ଦେଖିବାକୁ ମିଳିଛି ।
ଜାତୀୟ ରାଜପଥରେ ଭୟଙ୍କର ରାସ୍ତା ଜାମ୍ । ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୫୨୦ରେ ଏମିତି ଚିତ୍ର ଦେଖିବାକୁ ମିଳିଛି ।
ବିଜେଡି ଛାଡ଼ି ସେ ଆଜି ବିଧିବଦ୍ଧ ଭାବେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନଠାରେ ବିଜେପିରେ ମିଶିଛନ୍ତି ।
ଏମିତି ଗାଁ ଯେଉଁଠି ୨୦ ବର୍ଷ ପରେ ଜନ୍ମ ହୋଇଛି ଜଣେ ପିଲା । କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ ।
ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।
ସେ ଦିନ ବି ଥିଲା ୨୯ ଅକ୍ଟୋବର । ଆଉ ଆଜି ବି ସେହି ତାରିଖ । ହେଲେ ଏହାରି ଭିତରେ ବିତିଯାଇଛି ୨୫ ବର୍ଷ । ଗତ ୨୫ ବର୍ଷରେ ଅନେକ କିଛି ବଦଳିଯାଇଛି ।
କାରଣ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇକୁ ମାରିଲେ ମିଳିବ ୧,୧୧,୧୧,୧୧୧ ଟଙ୍କା । ଏଭଳି ପୁଣି ଥରେ ଘୋଷଣା କରିଛି କରଣୀ ସେନା ।
ଶିଳ୍ପାଙ୍କ ସହ ଫଟୋରେ ନଜର ଆସିଥିବା ମନ୍ଦିର ସୁପରଭାଇଜର ରାଜିକିଶୋର ମହାପାତ୍ରଙ୍କୁ ଜାରି ହୋଇଛି କାରଣ ଦର୍ଶାଅ ନୋଟିସ୍ । ନୋଟିସ୍ ହୋଇଥିବା କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ।
ଗର୍ଭ ଯନ୍ତ୍ରଣାରେ ଛଟପଟ କିରାଣୀଙ୍କୁ ଡାକ୍ତରଖନା ଛାଡ଼ିଲେନି ସିଡିପିଓ । ଚାଲିଗଲା ମହିଳା କିରାଣୀଙ୍କ ଗର୍ଭରେ ଥିବା ନିଷ୍ପାପ ଶିଶୁର ଜୀବନ ।
ନଭେମ୍ବରରେ ଆଉ ଏକ ବାତ୍ୟା ଆସିବା ନେଇ IMD କିମ୍ବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । କିନ୍ତୁ ଖଡ଼ିରତ୍ନ ପଞ୍ଜିକାରେ ଏହାକୁ ନେଇ ସୂଚନା ରହିଛି ।
ଗୁଜରାଟ ଭଦୋଦରାରେ C-295 ଯୁଦ୍ଧ ବିମାନ ନିର୍ମାଣ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।