ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ ।
ଗତ ସରକାରରେ କୋଠା ବାଡ଼ି ଏତେ ନିମ୍ନମାନର ନିର୍ମାଣ ହେଉଥିଲା କି କେଉଁଠୁ ଚୂନ ଖସି ଯାଉଥିଲା ତ୍ ପୁଣି କେଉଁଠି ଗୋଟିଏ ବର୍ଷାରେ ରାସ୍ତା ଧୋଇ ହୋଇ ଯାଉଥିଲା।
ଖୁବ୍ ଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା।
ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ । ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ବ ଆମ୍ବୁଲାନ୍ସ କର୍ମଚାରୀ ।
ସରକାରୀ ମେଡିକାଲ୍ରେ ପ୍ରସବ କରାଇବାକୁ ନର୍ସ ୫ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ। ଅନୁଗୁଳ ପାଲଲହଡ଼ା ଉପଖଣ୍ଡ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଆସିଛି ଏହି ଅଭିଯୋଗ।
ଜେନେରେଟରରୁ ଚାର୍ଜିଂ ହେଉଛି ପୁଳା ପୁଳା ଫୋନ୍ । ଫୋନ୍ ଗୋଟିଏ ଘଣ୍ଟା ଚାର୍ଜ କଲେ ଦେବାକୁ ପଡ଼ୁଛି ୨୦ ଟଙ୍କା ।
ବାତ୍ୟା ଦାନା ପ୍ରଭାବରେ ଉପର ମୁଣ୍ଡରୁ ପାଣି ଆସିବା ପରେ କାଂଶବାଂଶ ନଈ ଫୁଲିବା କାରଣରୁ ବରଣ୍ଡୁଆ ଏବଂ ସୁଦର୍ଶନପୁର ପଞ୍ଚାୟତର ଶତାଧିକ ହେକ୍ଟର ଚାଷ ଜମିରେ ପାଣି ମାଡି ରହିଥିବା ବନ୍ୟା ଜଳ ଏବେ ଗାଁ ଭିତରକୁ ପ୍ରବେଶ ହେଉଛି।
କମଳାପଦର ଗାଁରେ ହୁତୁହୁତୁ ହୋଇ ଜଳିଗଲା ଘର । ୩ ପରିବାରର ୧୦ ବଖରା ଘର ନିଆଁରେ ଭସ୍ମୀଭୂତ ହୋଇଯାଇଛି ।
ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟ SNCUରେ ସାଂଘାତିକ ତ୍ରୁଟି ଅଭିଯୋଗ । ଗୁରୁତର ନବଜାତ ଶିଶୁପୁତ୍ର ବଦଳରେ ନବଜାତ ଝିଅକୁ ରେଫର ।
ଜେଲ୍ ଭିତରେ ୱାର୍ଡରଙ୍କୁ କିଛି କଏଦୀ ପିଟିଥିବା ଅଭିଯୋଗ । ବାଜିଲା ଏମର୍ଜେନ୍ସି ସାଇରନ୍, ଜେଲ୍ରେ ଲକ୍ଷ୍ମୀସାଗର ପୋଲିସ ।
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାତ୍ୟା ଲ୍ୟାଣ୍ଡଫଲ୍ ପରେ ପାଣିପାଗ ବିଭାଗ ୩ ଜିଲ୍ଲାକୁ ରେଡ୍ ୱାର୍ଣିଂ ଜାରି କରାଯାଇଛି ।
ବାତ୍ୟା ପାଇଁ ଧାମରା ବନ୍ଦରରେ ଫସିଲା ୨ ଟ୍ରଲର । ଫସିଥିବା ଟ୍ରଲର ଦୁଇଟି ପଶ୍ଚିମବଙ୍ଗର ସୂଚନା ।
ଦିନ ୧ଟା ସୁଦ୍ଧା ଗଛ ପଡିଥିବା ସମସ୍ତ ରାସ୍ତାରୁ ଅବରୋଧ ହଟିବ ଏବଂ ସଂଧ୍ୟା ସୁଦ୍ଧା ସବୁ ଅଞ୍ଚଳକୁ ବିଜୁଳି ଯୋଗାଣ ସ୍ବାଭାବିକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଆତଙ୍କବାଦୀମାନେ ସେନା ଗାଡ଼ି ଉପରେ କରିଥିବା ହମଲାରେ ୨ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସୁରକ୍ଷାକର୍ମୀଙ୍କ ଜନିଷ ନେବା ଆଣିବା କରୁଥିବା ୨ ଜଣ ପୋର୍ଟର ମଧ୍ୟ ଆତଙ୍କୀଙ୍କ ଗୁଳିରେ ପ୍ରାଣ ହରାଇଛନ୍ତି।
ବିଭିନ୍ନ ଇଲାକାରେ ଟଳିପଡ଼ିଥିଲା ଗଛଲତା। ଅବରୋଧ ରହିଥିଲା ରାସ୍ତାଘାଟ। ସବୁଠି ତୁରନ୍ତ ପହଞ୍ଚି ରାତି ତମାମ ଗଛଲତାକୁ କାଟି ରାସ୍ତା ଅବରୋଧ ହଟାଇଛି ଅଗ୍ନିଶମ ଟିମ୍।
ପାଣିପାଗ ବିଭାଗର କହିବା କଥା, ଲ୍ୟାଣ୍ଡଫଲ୍ ପରେ ବର୍ଷା ପରିମାଣ ଅଧିକ ରହିବ। ପ୍ରବଳ ବର୍ଷା ହେଲେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ।
ଆଜି ସକାଳ ୮ଟାରୁ ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହେବ । ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି ।
Cyclone Dana: ମଧ୍ୟରାତ୍ରରୁ ତାଣ୍ଡବ ରଚିଥିବା ବାତ୍ୟା ଦାନା ବହୁ ଅଞ୍ଚଳରେ ନିଜର ତାଉ ଦେଖାଇଛି। ଏବେ ଶେଷ ପର୍ଯ୍ୟାୟରେ ରହିଛି ଭୀଷଣ ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।
ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି ଏହି ସାମୁଦ୍ରିକ ଝଡ଼ । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି ।
ମୋଦି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ।