କିଏ ଚୋରା ମଦ କାରବାର କରୁଛି ତ ଆଉ କିଏ ଗଞ୍ଜେଇ ମାଫିଆଙ୍କ ସୁରକ୍ଷା କବଚ ପାଲଟିଛି। କାହା ନାଁରେ ଏକାଧିକ ମଦ କାଉଣ୍ଟର ତ ଆଉ କିଏ ଜବତ ହୋଇଥିବା କୁଇଣ୍ଟାଲ କୁଇଣ୍ଟାଲ ଗଞ୍ଜେଇ ନେଇ ବିକ୍ରି କରି ଦେଉଛି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି । ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ଅଭିଯୋଗ ହୋଇଛି ।
ସମ୍ବଲପୁର, ବ୍ରହ୍ମପୁର ଏବଂ ବାଲେଶ୍ୱରରେ ନୂଆ ଡାଏରୀ ପ୍ଲାଣ୍ଟ ଖୋଲିବ ଓମଫେଡ଼। ଖୁବଶୀଘ୍ର ମାର୍କେଟକୁ ଆସିବ ଓମ୍ଫେଡ ପାଣି ଓ ଚକୋଲେଟ ।
ପୋଷା କୁକୁର ଓ ବାଘ ମଧ୍ୟରେ ଲଢେଇ । ହାର୍ ମାନିଲା ବାଘ, ଜିତିଲା କୁକୁର । ଏଭଳି ଦୃଶ୍ୟ ସମସ୍ତଙ୍କୁ ଚକିତ କରିଛି । ଭୟଙ୍କର ଲଢେଇର ପୁରା ଘଟଣା ସିସିଟିଭିରେ ହେଲା କଏଦ ।
କୁନି ପିଲାର ପାଦ ତଳେ ତୁଳସୀ । ସୋସିଆଲ୍ ମିଡିଆରେ ଭାଇରାଲ୍ ଫଟୋକୁ ନେଇ ଚର୍ଚ୍ଚା । ଥାନାରେ ଫେରାଦ ହେଲେ ସମାଜସେବୀ ମହାସଂଘ ।
ଜନଜାତି ଗୌରବ ଦିବସରେ ରାଷ୍ଟ୍ରପତିଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି । କହିଲେ-ଏନ୍ଡିଏର ସୌଭାଗ୍ୟ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରିବାର ସୌଭାଗ୍ୟ ମିଳିଲା ।
ଲକ୍ଷେ କି ଦୁଇ ଲକ୍ଷ ନୁହେଁ ଏକାଥରେ ମିଳିଲା ୫୦ ଳକ୍ଷ ଟଙ୍କା । ପାଖାପାଖି ୧୧ଟି ଟଙ୍କା ବଣ୍ତଲ ମିଳିଛି ।
ଯୋଜନା ଚାଲିଛି, ହେଉଛି ମେଳା ମହୋତ୍ସବ । ଚାଷୀ ପାଖରେ କିନ୍ତୁ ପହଞ୍ଚୁନି ସହାୟତା ! ମିଲେଟ ମିଶନକୁ ନେଇ ଚାଷୀ ଆଣିଛନ୍ତି ଏଭଳି ସାଂଘାତିକ ଅଭିଯୋଗ।
ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କଲେ ଦିଲ୍ଲୀ ସରକାର । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଅନଲାଇନ୍ରେ ହେବ କ୍ଲାସ୍ । ଦିଲ୍ଲୀରେ ଦୃଶ୍ୟମାନ ଦୂରତା ବି ହ୍ରାସ ହୋଇଛି ।
୯ କିଲୋମିଟର କେନାଲ ପାର୍ଶ୍ବ ରାସ୍ତାକୁ ଯୋଡ଼ିବା ପାଇଁ ନିର୍ମାଣ ହୋଇଛି ୧୨ଟି ସେତୁ । ଯାଜପୁର ମୁକେଇପୁର ଠାରୁ ମାଳହାଟ ଯାଏ ରାସ୍ତାରେ ଗଲେ ଦେଖିବାକୁ ମିଳିବ ଏହି ମାଳମାଳ ସେତୁ ।
ଆଜି କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶାର ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ସମୁଦ୍ରରୁ ନଦୀ, ପୁଷ୍କରିଣୀଠୁ ଆରମ୍ଭ କରି ସବୁ ଜଳାଶୟରେ ଆ-କା-ମା-ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର ଗାଇ ଡଙ୍ଗା ଭସାଉଛନ୍ତି।
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
କାର୍ତ୍ତିକ ପୂର୍ଣ୍ଣିମା ଆସିଲେ ଡଙ୍ଗା କଥା ମନେପଡେ । ଆସନ୍ତକାଲି ଓଡ଼ିଆ ବଣିକମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାଳନ ହେବ ପବିତ୍ର ଡଙ୍ଗା ଭସା ଉତ୍ସବ ।
ଫେବ୍ରୁଆରୀ ୨୧ରୁ ହେବ ମାଟ୍ରିକ ପରୀକ୍ଷା । ଫେବ୍ରୁଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ୨୧ରେ MILO, ୨୪ରେ SLE ପରୀକ୍ଷା ଅନୁଷ୍ଠିତ ହେବ ।
ଆପଣଙ୍କୁ ଅଜଣା ନମ୍ବରରୁ କଲ୍ ଆସୁଛି କି ? ସମ୍ପର୍କୀୟଙ୍କ ପରିଚୟ ଦେଇ ପଇସା ମାଗୁଛନ୍ତି କି ? ତେବେ ହୋଇ ଯାଆନ୍ତୁ ସାବଧାନ ! କାରଣ ସାଇବର ଠକେଇର ହୋଇପାରନ୍ତି ଶିକାର ।
ହଇରାଣ କରୁଥିବା ତତ୍ତ୍ବଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏଭଳି କଡ଼ା ବୟାନ ଦେଇଛନ୍ତି । ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ ।
ମହେନ୍ଦ୍ର ସିଂହ ଧୋନି, ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପାଇଁ ମୋ ପୁଅର କ୍ୟାରିୟର ପ୍ରାୟ ଏକ ଦଶନ୍ଧି ପାଇଁ ନଷ୍ଟ ହୋଇଗଲା । ଏମିତି ବିସ୍ପୋରକ ବୟାନ ଦେଇଛନ୍ତି କ୍ରିକେଟର ସଞ୍ଜୁ ସାମ୍ସନଙ୍କ ବାପା ସାମ୍ସନ ବିଶ୍ୱନାଥ ।
ଭୋଗରାଇରେ ଘଟିଲା ଚକିତ କଲା ଭଳି ଘଟଣା । ଘର ବାହାରେ ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳ କୁକୁର ।
ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତା କଲେ ଜେଲ୍ ଓ ଜରିମାନା ହେବ ବୋଲି କ୍ୟାବିନେଟ୍ ନିଷ୍ପତ୍ତି ହୋଇଛି ।