• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

Sujit kumar Swain

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରର ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।

less

Posts by Sujit kumar Swain

Ayushman Bharat
‘ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

ବିଜେପି ସରକାର ଶପଥ ନେବା ପରେ ଆୟୁଷ୍ମାନ ଯୋଜନାକୁ ଲାଗୁ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

Narendra Modi
୮ରେ ଶପଥ ନେବେ ମୋଦି; କ’ଣ ରହିଛି ଏହି ସଂଖ୍ୟା ପଛର କାରଣ ? 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଜୁନ୍ ୮ ତାରିଖ ସନ୍ଧ୍ୟାରେ ହୋଇପାରେ । ତେବେ ଏବେ ସବୁଠାରୁ ବଡ଼ ପ୍ରଶ୍ନ ଉଠୁଛି ଜୁନ୍‌ ୮ ତାରିଖରେ କାହିଁକି ଶପଥ ନେବେ ମୋଦି ? ୮ ତାରିଖ ପଛରେ କଣ ରହିଛି ରହସ୍ୟ ? 

Shambhavi Choudhary
ଦେଶର ସର୍ବ କନିଷ୍ଠ ସାଂସଦ ହେଲେ ଶମ୍ଭାଭୀ; ଦେଢ ଲକ୍ଷରୁ ଅଧିକ ଭୋଟରେ ଜିତିଲେ...

ଲୋକସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହୋଇଯାଇଛି । ଏହାରି ଭିତରେ ଗୋଟିଏ ନାଁକୁ ନେଇ ଏବେ ସବୁଠି ଚର୍ଚ୍ଚା, ଆଉ ସେହି ନାଁ ହେଉଛି ଶମ୍ଭାଭୀ ଚୌଧୁରୀ। 

T20 World Cup 2024
ଟି-ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୪: ଆଜିଠୁ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ...

ଆଜିଠୁ ଟି-ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୪ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ। ଆୟର୍ଲାଣ୍ଡ ବିପକ୍ଷରେ ରହିଛି ପ୍ରଥମ ମ୍ୟାଚ୍। 

Election
Exit Poll 2024: ଦେଶରେ କିଏ ଗଢ଼ିବ ସରକାର?

ଦେଶରେ ସମସ୍ତ ୭ଟି ପର୍ଯ୍ୟାୟ ଏବଂ ରାଜ୍ୟରେ ସମସ୍ତ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ଶେଷ ହୋଇଥିବା ବେଳେ ଆସିବାରେ ଲାଗିଛି ଏକଜିଟ୍ ପୋଲ୍। 

Weather
ହିଟ୍ ୱେଭ୍ ଓ ଗୁଳୁଗୁଳିକୁ ନେଇ ସତର୍କ କାରଇଲେ ଏସଆରସି...

ଜଳୁଛି, ଜାଳୁଛି ଏଥରର ଖରା। ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ। ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି।

BJP worker
ବିଜେପି କର୍ମୀଙ୍କ ବାପାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା 

ପାଟକୁରାରେ ଜଣେ ବିଜେପି କର୍ମୀଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବିଜେପିର ପଂଚାୟତ ସଭାପତିଙ୍କ ବାପାଙ୍କୁ ବିଜେଡି କର୍ମୀ ଗାଡ଼ି ଧକ୍କା କରି ମାରିଥିବା ନେଇ ସେ ଅଭିଯୋଗ କରିଛନ୍ତି।

Bahanaga Train Accident
ଛାତିଥରା ବାହାନଗା ରେଳ ଟ୍ରାଜେଡିକୁ ବର୍ଷେ 

ଚାହୁଁ ଚାହୁଁ ବାହାନଗା ସିରିଜ୍ ଟ୍ରେନ୍ ଟ୍ରାଜେଡିକୁ ବର୍ଷେ ପୁରିଛି ।ଗତବର୍ଷ ଠିକ୍ ଆଜିର ଦିନରେ ବାହାନଗାରେ ଘଟିଥିଲା ଭୟଙ୍କର ଟ୍ରିପିଲ ଟ୍ରେନ୍ ଦୃର୍ଘଟଣା। ସେହିଦିନର ଶୁକ୍ରବାର ସାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୃର୍ଘଟଣା ସାରା ବିଶ୍ୱରେ ଚହଳ ପକାଇଥିଲା।

Panchang Today
Panchang Today 2nd June 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ...

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୨ ରବିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Odisha Election
ଶେଷ ପର୍ଯ୍ୟାୟରେ ବି ସାଂଘାତିକ ଭୋଟ୍ ହିଂସା

୨୪ ନିର୍ବାଚନର ଅନ୍ତିମ ଚରଣ ମତଦାନବେଳେ ଆଜି କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ ଭଦ୍ରକ ଆଦି ସ୍ଥାନରୁ ଆସିଛି ମାଳ ମାଳ ହିଂସାର ଖବର। ସବୁକୁ ବଳି ଯାଇଛି କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର।

Odisha Election
ମତଦାନ ବାଧାପ୍ରାପ୍ତ ଅସନ୍ତୋଷ ଝାଡ଼ିଲେ ଭୋଟର

ରାଜ୍ୟରେ ଶେଷ ପାଳି ଭୋଟିଂ ବେଳେ ବି ଅବ୍ୟବସ୍ଥାର ମାଳ ମାଳ ଅଭିଯୋଗ। ଅଧିକାଂଶ ଅଭିଯୋଗ, ଇଭିଏମର ଅଚଳାବସ୍ଥା। ମତଦାନ ବାଧାପ୍ରାପ୍ତ ହେବାରୁ ଅସନ୍ତୋଷ ଝାଡ଼ିଥିଲେ ମତଦାତା। ତେବେ ଗତଥର ଅପେକ୍ଷା ଏଥର କମ୍ ସଂଖ୍ୟକ ତ୍ରୁଟି ହୋଇଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

General Election 2024
ଗଣତନ୍ତ୍ରର ମହାପର୍ବ ପାଇଁ ସୀମାହୀନ ଉତ୍ସାହ

ରାଜ୍ୟରେ ସରିଲା ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ। ଇଭିଏମରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ। କେନ୍ଦ୍ରାପଡା, ଗତସିଂହପୁର, ବାଲେଶ୍ବର, ଯାଜପୁର, ଭଦ୍ରକ ଓ ମୟୂରଭଂଜରେ ବେଶ୍ ଉତ୍ସାହର ସହ ଭୋଟ୍ ଦେଇଛନ୍ତି ଜନତା।

exit poll 2024
ସର୍ଭେ କହୁଛି ଲୋକସଭାରେ NDAକୁ ବହୁମତ...

ଭୋଟିଂ ଶେଷ ହେବା ମାତ୍ରେ ବିଭିନ୍ନ ନ୍ୟୁଜ ଏଜେନ୍ସି ପକ୍ଷରୁ କରାଯାଇଥିବା ବୁଥ ବାହୁଡ଼ା ମତ ବା ଏକଜିଟ ପୋଲ ରେଜଲ୍ଟ ସାମ୍ନାକୁ ଆସିଛି। ଅଧିକାଂଶ ଏକଜିଟ ପୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିହାସ ରଚିବାକୁ ଯାଉଥିବା ଆକଳନ କରିଛନ୍ତି। ଏହାର ଅର୍ଥ ବିଜେପି ନେତୃତ୍ୱାଧୀନ ଏନଡିଏ ହ୍ୟାଟ୍ରିକ...

 Prashant Jagadev
ଇଭିଏମ୍ ଭଙ୍ଗାରୁଜା ଘଟଣା: ଖାରଜ୍‌ ହେଲା ଜଗଦ୍ଦେବଙ୍କ ଜାମିନ୍

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨  ।

YouTuber Sanju Techy
ଚଳନ୍ତା କାର୍‌ରେ ସୁଇମିଂ ପୁଲ୍ କରି ଫସିଲେ ୟୁଟ୍ୟୁବର୍ ! ଏବେ ଭୋଗିବେ ଦଣ୍ତ...

ଚଳନ୍ତା କାର୍‌ରେ ସୁଇମିଂ ପୁଲ୍ । କଥାଟା ଟିକେ ଅଜବ ଲାଗୁଥିଲେ ବି ସତ । ଏମିତି କରିଛନ୍ତି କେରଳର ଜଣେ ୟୁଟ୍ୟୁବର୍ ସଞ୍ଜୁ ଟେକ୍କି । 

PM Modi meditates
ଧ୍ୟାନମୁଦ୍ରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ଦେଖନ୍ତୁ ଭିଡ଼ିଓ...

ତାମିଲନାଡ଼ୁ କନ୍ୟାକୁମାରୀର ପ୍ରସିଦ୍ଧ ବିବେକାନନ୍ଦ ରକ୍ ଧ୍ୟାନ ମଣ୍ଡପମ୍‌ରେ ଧ୍ୟାନରେ ବସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

BJD leader Khageshwar Lenka
କୁଆଡ଼େ ଗଲେ ବିଜେଡି ନେତା ଖଗେଶ୍ୱର ? ୧୬ ଘଣ୍ଟା ଧରି ମିଳୁନି ପତ୍ତା...

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ବିଜେଡି ନେତା ଖଗେଶ୍ୱର ଲେଙ୍କାଙ୍କ ୧୬ ଘଣ୍ଟା ଧରି ମିଳୁନି ପତ୍ତା। ଖଗେଶ୍ୱର ଲେଙ୍କାଙ୍କ ଘର ବାହାରେ ଜଗିଛି ସ୍କ୍ବାଡ୍ । 

Prajwal Revanna
ଜର୍ମାନୀରୁ ଫେରିଲେ ପ୍ରଜ୍ଜ୍ୱଳ ରେଭାନ୍ନା; ଅଧରାତିରେ ଗିରଫ କଲା SIT ଟିମ୍‌ 

ପ୍ରାୟ ୩୫ ଦିନର ଛକାପଞ୍ଝା ପରେ ବନ୍ଧା ହେଲେ ନିଲମ୍ବିତ ଜେଡିଏସ୍‌ ନେତା ପ୍ରଜ୍ଜ୍ୱଳ ରେଭାନ୍ନା । ଗତକାଲି ରାତିରେ ପ୍ରଜ୍ଜ୍ୱଳ ରେଭାନ୍ନା ଜର୍ମାନୀରୁ ବେଙ୍ଗାଲୁରୁ ଫେରିଥିବା ବେଳେ SIT ଟିମ୍‌ ତାଙ୍କୁ ତୁରନ୍ତ ଗିରଫ କରିଛି ।

heat Wave
ଜାଳୁଛି, ଜଳାଉଛି...ରାଜ୍ୟରେ କଲବଲ କରୁଛି ତାତି 

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା। ବିଶେଷ ଭାବେ ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହେଉଛି। ଗତକାଲି୪୭ ଡିଗ୍ରୀ ଛୁଇଁଥିଲା ଝାରସୁଗୁଡ଼ାର ପାରଦ। 

General Election 2024
ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ; ବୁଥ ମୁହାଁ ପୋଲିଂ ପାର୍ଟି...

ଆସନ୍ତାକାଲି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ।  ରାଜ୍ୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ହେବ ଭୋଟ । ଭୋଟିଂ ଗ୍ରହଣ ପାଇଁ ବୁଥ ମୁହାଁ ପୋଲିଂ ପାର୍ଟି  । 

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର କରିବା ପରେ ସାମ୍ୱାଦିକତା କ୍ଷେତ୍ରରେ ୪ ବର୍ଷରୁ ଊର୍ଦ୍ଧ୍ବ ଅଭିଜ୍ଞତା ରହିଛି । ବିଭିନ୍ନ ମିଡିଆରେ କାମ କରିବା ପରେ ଏବେ ଓଟିଭି ସହିତ ଯୋଡ଼ି ହୋଇଛି । ସମସ୍ତ ପ୍ରକାର ଖବର ଲେଖିବାରେ ବିଶେଷ ରୁଚି ରହିଛି।