ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି।
ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି।
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଦେଇଥିବା ରିପୋର୍ଟକୁ ମଂଜୁର କରିଛି କେନ୍ଦ୍ର କ୍ୟାବିନେଟ ।
ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଲେ ପ୍ରଭାତୀ ।
ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍ ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଲେ ମନମୋହନ ।
ତୁଟି ଗଲା କି ସବୁ ବିବାଦ ? ସବୁ ଘଟଣାର ହୋଇଗଲା କି ଅନ୍ତ ? ବିରାଟ କୋହଲି ଓ ଗୌତମ ଗମ୍ଭୀରଙ୍କୁ ନେଇ ଏବେ ଏମିତି ଚର୍ଚ୍ଚା କରୁଛନ୍ତି ଫ୍ୟାନ୍ । ଚର୍ଚ୍ଚା କରିବାର କାରଣ ବି ରହିଛି ।
ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓଡ଼ିଶା ଆସିବା ସୌଭାଗ୍ୟ ମିଳିଲା । ଯେଉଁ ପ୍ରତିଶ୍ରୁତି ମୁଁ ଦେଇଥିଲି, ତାହା ପୂରଣ ହେଉଛି ।
ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଲେ ପ୍ରଧାନମନ୍ତ୍ରୀ । ପରେ ପରେ ଗାଡ଼କଣରେ ଖିରୀ ଖାଇଲେ ମୋଦି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା । ଆପ୍ ବିଧାୟକ ଦଳ ବୈଠକରେ ଆତିଶିଙ୍କ ନାଁକୁ ମୋହର ଲାଗିଛି ।
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।
ପ୍ରବଳ ବର୍ଷା ପରେ ଫୁଲିବାରେ ଲାଗିଛି ବୈତରଣୀ। ବୈତରଣୀ ନଦୀର ଆଖୁଆପଦା ଆନିକଟଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ।
ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ।
ଆନ୍ଦୋଳନରତ ଜୁନିୟର ଡାକ୍ତରଙ୍କ ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଆଲୋଚନା ଅସମାପ୍ତ ରହିଛି। ପୁଣି ଥରେ କଥାବାର୍ତ୍ତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କରିଛନ୍ତି।
ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା।
ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।
ହିତାଧିକାରୀଙ୍କ ମୋବାଇଲକୁ ଫେକ୍ ଲିଙ୍କ୍ ଆସୁଛି। ତେଣୁ ଏଭଳି ଲିଙ୍କରେ କ୍ଲିକ୍ ନକରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରୁ ଜବତ ହେଲା ନକଲି ମଦ । ଅସଲି ବୋତଲରେ ନକଲି ମଦ ପୂରାଇ ବିକ୍ରି କରାଯାଉଥିଲା ।
ଚାଣକ୍ୟ କୁହନ୍ତି, ଛାତ୍ରଛାତ୍ରୀ ନିଜର ଭୁଲ ପାଇଁ ସଫଳତାକୁ ଅସଫଳତାରେ ବଦଳାଇ ଦେଇଥାଏ । ତେବେ ଜାଣନ୍ତୁ କେମିତି ପାଇବେ ସଫଳତା...