ସୁପର ସଣ୍ଡେରେ ସୁପର ମୁକାବିଲା । ବହୁ ପ୍ରତୀକ୍ଷାର ଅନ୍ତ ପରେ ଆଉ ମାତ୍ର କିଛି ଘଣ୍ଟାରେ ଆରମ୍ଭ ହେବାକୁ ଯାଉଛି ଭାରତ-ପାକିସ୍ତାନ ମହାଟକ୍କର । ଟିଟ୍ୱେଣ୍ଟି ବିଶ୍ୱକପରେ ନ୍ୟୁୟର୍କରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ହେବ ଟକ୍କର ।
ରାଜ୍ୟରେ ଗରମ ଗୁଳୁଗୁଳିରୁ ତ୍ରାହି ମିଳୁନି । ଆସନ୍ତା ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ରାଜ୍ୟରେ ବିଜେପିର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ ସାମିଲ ହେବେ କେଉଁ କେଉଁ ବିଧାୟକ ? ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସସ୍ପେନ୍ସ ଲାଗି ରହିଥିବା ବେଳେ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ନେତାଙ୍କ ବାୟୋଡାଟା ଯାଞ୍ଚ ଆରମ୍ଭ ହୋଇଛି ।
ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ । ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ଶ୍ରୀମନ୍ଦିର ଚାରି ପାଖ ଲାଇଟ୍ ଖୋଲାଯିବା ପଛରେ ରହିଛି ଷଡ଼ଯନ୍ତ୍ର । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଲାଇଟ୍ କାଢ଼ି ନେଇ ଅନ୍ଧାର କରାଯିବା ଚିନ୍ତାଜନକ ବିଷୟ ବୋଲି କହିଛି ବିଜେପି ।
ରାଜ୍ୟରେ ନୂଆ ସରକାର ଆସିବା ପୂର୍ବରୁ କାହିଁକି ଶ୍ରୀମନ୍ଦିର ପରିସରରେ ଲାଗିଥିବା ଆଲୋକୀକରଣ ବ୍ୟବସ୍ଥାକୁ ହଠାତ୍ ବନ୍ଦ କରିଦିଆଗଲା? କିଏ ଏବଂ କାହା ନିର୍ଦ୍ଦେଶରେ ଖୋଲି ଦିଆଗଲା ଲାଇଟ୍ ସବୁକୁ ?
ସର୍ବସମ୍ମତିକ୍ରମେ ଏନଡିଏର ନେତା ନିର୍ବାଚିତ ହେବା ପରେ ରାଷ୍ଟ୍ରପତିଙ୍କୁ ଭେଟି ପାଇଁ ସରକାର ଗଠନ କରିବାକୁ ଦାବି ଉପସ୍ଥାପନ କରଛନ୍ତି ମୋଦି । ତା’ସହ ଆସନ୍ତା ୯ ତାରିଖ ସଂଧ୍ୟା ୭ଟା ୧୫ରେ ଶପଥ ପାଇଁ ରାଷ୍ଟ୍ରପତି ତାଙ୍କୁ ଆମନ୍ତ୍ରଣ ଜଣାଇଥିବା ମୋଦି କହିଛନ୍ତି ।
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା । ଆଗାମୀ ୩ ଦିନ ଯାଏ ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା । ଗରମ ସହ ଗୁଳୁଗୁଳିରେ ବି ସନ୍ତୁଳି ହେବେ ରାଜ୍ୟବାସୀ ।
ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ଲାଲବାହିନୀ ଉପରେ ପୁଣି ହମଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୫ ଜଣ ନକ୍ସଲ । ଘଟଣା ଘଟିଛି, ଛତିଶଗଡ଼ ଦନ୍ତେୱାଡ଼ା-ନାରାୟଣପୁର ସୀମାନ୍ତରେ ।
ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ଶନିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୩.୫୫ ଗତେ ୩ୟା ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ...
କିଏ ହେବେ ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଦିଲ୍ଲୀ ବୈଠକ ଉପରେ ସାରା ଓଡିଶାର ନଜର । ଏନେଇ ଦିଲ୍ଲୀରେ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିବ। ଏହା ସହ ମୁଖ୍ୟମନ୍ତ୍ରୀ ଚୟନ ପାଇଁ କେନ୍ଦ୍ର ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିବ ଦଳ ।
ଯାଜପୁର ବଡ଼ଚଣା ଥାନା କଡେଇଛକରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ । ଏକ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେବା ଫଳରେ ବସର କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି ।
ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର, ହେଲେ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଏବେ ବି ସସପେନ୍ସ । ରେସରେ ଆଗରେ କିଏ । ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବସିବାକୁ ଥିବା ବେଳେ ଅପେକ୍ଷା ପର୍ଯ୍ୟବେକ୍ଷକଙ୍କୁ ।
ନାଁ ଆମେ ହାରିଥିଲୁ ନା ହାରିବୁ, ଏନଡିଏ ଥିଲା ଓ ରହିବ । ଆଜି ନୂଆଦିଲ୍ଲୀର ସମ୍ବିଧାନ ସଦନରେ ଅନୁଷ୍ଠିତ ଏନଡିଏର ସଂସଦୀୟ ଦଳ ବୈଠକରେ ଏନଡିଏର ନେତା ନିର୍ବାଚିତ ହେବା ପରେ ଏଭଳି କହିଛନ୍ତି ମୋଦି ।
ନିର୍ବାଚନ କମିଶନଙ୍କ ୱେବ୍ସାଇଟ୍ରେ ପୂରା ଓଡ଼ିଶାର ମାନଚିତ୍ର ଗେରୁଆ, ବାଇଗଣୀ ଏବଂ ଆକାଶୀ ରଙ୍ଗରେ ଭରପୂର । ହେଲେ ମାତ୍ର ଗୋଟିଏ ସ୍ଥାନରେ ଉଡୁଛି ଲାଲ ପତାକା ।
ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ କାଣ୍ଟେ କି ଟକ୍କର । ସଭିଙ୍କ ହୋସ୍ ଉଡ଼ାଇଲା ନିର୍ବାଚନ ଫଳ । ହାରୁ ହାରୁ ଜିତିଗଲା ବିଜେଡି, ଜିତୁ ଜିତୁ ହାରିଗଲା ବିଜେପି । ସଜ ସଜ ସରିଛି ୨୦୨୪ ସାଧାରଣ ନିର୍ବାଚନ ।
ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍ । ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଏଡିଜେ-୧ ।
ଏନ୍ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ଓଡ଼ିଶାରେ ନିର୍ବାଚନ ଫଳାଫଳକୁ ନେଇ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ । ଦେଶର ବିକାଶରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ ବୋଲି କହିଛନ୍ତି ମୋଦି ।
ଏନ୍ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ସର୍ବସମ୍ମତି କ୍ରମେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି । ଏଥିପାଇଁ କୃତଜ୍ଞ ବୋଲି କହିଲେ ମୋଦି । ଏନ୍ଡିଏ ଆଜି ୨୨ ରାଜ୍ୟରେ ସରକାର କରିବାର ମୌକା ପାଇଛି ।
ଝିଅକୁ ହେଲାଣି ଆସି ଏକ ବର୍ଷ । କିନ୍ତୁ ପାଇନାହିଁ ବାପାର ସ୍ନେହ । ଆଜି ବି ଝୁରିଛନ୍ତି ମାଆ ଓ ଝିଅ । ଭୁଲ ଚିକିତ୍ସା ପାଇଁ ଚାଲିଗଲା ବାପାଙ୍କ ଜୀବନ । କିନ୍ତୁ ତଥାପି ମାନୁନି ମନ । ମନେ ପଡ଼ୁଛି ସେହି ଦିନର କାହାଣୀ...