କଟକ ସାଲେପୁର ଥାନା ରାଇସୁଙ୍ଗୁଡ଼ାରେ ବଡ଼ ଅଘଟଣ । ଯାତ୍ରା ପାର୍ଟିର ଉଚ୍ଚ ଲୁହା ଏଣ୍ଟ୍ରି ଗେଟ୍ ଭୁଶୁଡ଼ି ପଡ଼ିବାରୁ ଏଥିରେ ଚାପି ହୋଇ ୩୦ରୁ ଅଧିକ ଦର୍ଶକ ଆହତ ହୋଇଛନ୍ତି ।
ସମ୍ବିଧାନ ଉପରେ ସଂସଦରେ ବିତର୍କ ଭାଷଣରେ ଗାନ୍ଧି ପରିବାର ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଚଣ୍ଡ ହମଲା । ସାମ୍ବିଧାନିକ ମୂଲ୍ୟବୋଧକୁ ବାରମ୍ବାର ଆଘାତ ପାଇଁ ନେହରୁ, ଇନ୍ଦିରା ଓ ରାଜୀବଙ୍କଠୁ ନେଇ ରାହୁଲଙ୍କୁ ବି ନିଜ ଅଭିଭାଷଣରେ ନିଶାନା କରିଛନ୍ତି ମୋଦି ।
ଡିସେମ୍ବର ୪ରେ, ରାତି ପ୍ରାୟ ୯ଟା ୩୦ରେ ଅଲ୍ଲୁ ଅର୍ଜୁନ, ରଶ୍ମିକା ମନ୍ଦନା ଏବଂ ସଙ୍ଗୀତ ନିର୍ଦ୍ଦେଶକ ଦେବୀ ଶ୍ରୀ ପ୍ରସାଦଙ୍କ ସହ ଥିଏଟରର ପ୍ରିମିୟର୍ ସୋ ପାଇଁ ପହଞ୍ଚିଥିଲେ ।
ମହିଳା ଜଣକ କବାଟ ଖୋଲିବାରୁ ତାଙ୍କ ବେକରୁ ସୁନା ଚେନ ଓ ମଙ୍ଗଳସୂତ୍ର ଛିଡ଼ାଇ ନେଇଥିଲେ ବୋଲି ଅଭିଯୋଗ ହୋଇଛି । ଏତିକି ବେଳେ ମହିଳା ଜଣକ ପାଟି କରିବାରୁ ତାଙ୍କୁ ଗୁଳି କରି ଦୁର୍ବୃତ୍ତ ଫେରାର ହୋଇଥିବା ଅଭିଯୋଗ ରହିଛି ।
ସବୁ ସଦସ୍ୟ ମତ ରଖି ସାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ବିତର୍କରେ ଭାଗ ନେବେ । ସେହିପରି ୧୬ ଓ ୧୭ତାରିଖରେ ରାଜ୍ୟସଭାରେ ଅନୁଷ୍ଠିତ ହେବ ବିତର୍କ ।
ଅଧିକାଂଶ ସହରରେ ପାରଦ ୧୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ଆସନ୍ତା ୨ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ରହିବ କୁହୁଡ଼ିର ପ୍ରଭାବ ।
ଗତକାଲି ରାତି ପ୍ରାୟ ୮ଟାରୁ ୯ଟା ଭିତରେ ତ୍ରିଚି ରୋଡରେ ଥିବା ସିଟି ହସ୍ପିଟାଲରେ ହଠାତ୍ ନିଆଁ ଲାଗିଥିଲା । ତଳ ମହଲା ରିସେପ୍ସନ ଏରିଆରେ ସର୍ଟ ସର୍କିଟରୁ ନିଆଁ ଉପର ମହଲାକୁ ବ୍ୟାପିଥିଲା ।
ଆନ୍ତଃ ରାଜ୍ୟ ଧାନ ଚୋରା ଚାଲାଣ ହେଉଥିବା ସନ୍ଦେହ କରି ଯୋଗାଣ ବିଭାଗକୁ ଖବର ଦେଇଥିଲେ । ଯୋଗାଣ ବିଭାଗ ଅଧିକାରୀ, ଧନକଉଡ଼ା ବ୍ଲକ ଯୋଗାଣ ନିରୀକ୍ଷକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି ।
ଆଜି ଉତ୍ତରପ୍ରଦେଶ ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ ।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଦେହୁଡି ଆନନ୍ଦପୁର ପଞ୍ଚାୟତ ମାଲନାପୁର ନିକଟ ବୈତରଣୀ ନଦୀ ଗର୍ଭରୁ ଉଦ୍ଧାର ହୋଇଛି ଏ ପ୍ରକାର ଆଶ୍ଚର୍ଯ୍ୟକର ପଥର ।
ଶ୍ରୀମନ୍ଦିରରେ ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କ ପାଇଁ ହେବ ୬ ଲାଇନ ବିଶିଷ୍ଟ ରାମ୍ପ ବ୍ୟବସ୍ଥା । ଏହାଦ୍ୱାରା ଏହି ବର୍ଗର ଭକ୍ତ ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।
ବିଜେପି ସରକାରରେ ୫ ମାସ ଓ ବିଜେଡି ସରକାରରେ ସେମାନଙ୍କୁ ମିଳିନି ୩ ମାସର ପ୍ରାପ୍ୟ । ତେଣୁ ପୂର୍ବ ସରକାରର ଚୁକ୍ତିନାମା ଓ ମହିଳାମାନଙ୍କୁ ଦରମା ନଦେବାକୁ ନେଇ ଏବେ ବିଜେପି ସରକାର ପୂର୍ବ ସରକାରଙ୍କୁ ଟାର୍ଗେଟ୍ କରୁଥିବାବେଳେ, ବିରୋଧୀ ବିଜେଡି ମଧ୍ୟ ମହିଳାଙ୍କୁ ଶୀଘ୍ର ଦରମା...
ଯଦିଓ ବିଳମ୍ବ ହେଲାଣି ତଥାପି ଧୀରେଧୀରେ ବଢୁଛି ଶୀତ । ରାଜ୍ୟରେ ଶୁଖିଲା ପାଗ ସହ ତାପମାତ୍ରା କମିଛି ।
ମଝି ରାତିରେ ସୋସିଆଲ୍ ମିଡିଆ ଡାଉନ୍ । ହ୍ୱାଟ୍ସ୍ ଆପ୍, ଫେସବୁକ୍, ଇନଷ୍ଟାଗ୍ରାମ୍ ଗତକାଲି ରାତି ୧୧ଟା ପରଠୁ କିଛି ଘଣ୍ଟା ପାଇଁ କାମ କରିନଥିଲା ।
୨ ଜଣ ଦୁର୍ବୃତ୍ତ ଏହି ଗୁଳିକାଣ୍ଡ କରିଥିବା ପରିବାର ଲୋକେ ଦେଖିଛନ୍ତି । ତେବେ ଏହି ଘଟଣାରେ କେତେଜଣ ସଂପୃକ୍ତ ଅଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।
ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ!
ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ!
ବେଙ୍ଗଳୁରୁରେ ଅତୁଲଙ୍କ ପତ୍ନୀଙ୍କ ସମେତ ୪ ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା । ଏଭିତରେ ମହିଳାଙ୍କ ଦ୍ୱାରା ଆଇନର ଦୁରୁପଯୋଗ ବଢ଼ିଚାଲିଥିବା ନେଇ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ ।
ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ, ସିଭିଲ ପୋଲିସଙ୍କୁ ବି ଦାୟିତ୍ୱ ଦିଆଯିବ । ଏମାନଙ୍କ କାର୍ଯ୍ୟକାଳ କେତେ ରହିବ ତାହା ପୋଲିସ ଡିଜି ନିର୍ଦ୍ଧାରଣ କରିବେ ବୋଲି ଜଣାପଡ଼ିଛି । ପ୍ରଥମେ ଡେପୁଟେସନରେ ଆସିଥିବା ପୋଲିସ କର୍ମୀଙ୍କ କାର୍ଯ୍ୟ ସମୟ ୩ ବର୍ଷ ରହିବ ।
ଗତକାଲି ଆସିକା ଚିନିକଳର ପୁନରୁଦ୍ଧାର ପାଇଁ ଟାସ୍କଫୋର୍ସ ଗଠନ ହେବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଟାକ୍ସଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ଓ ଜଳ ସମ୍ପଦ ଅଧିକାରୀ ସଦସ୍ୟ ରହିବେ ।