• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Pradeep Panigrahi
ଶାସକ ଦଳକୁ ପ୍ରଦୀପଙ୍କ ଟାର୍ଗେଟ, କହିଲେ ନାରଙ୍ଗୀରେ ରଙ୍ଗାୟିତ ହେବ ପୁରା ଓଡ଼ିଶା

ବିଜେଡିକୁ ଟାର୍ଗେଟ୍ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗୋପାଳପୁର କାର୍ଯ୍ୟକ୍ରମରେ ‘ଜୟ ଶ୍ରୀରାମ’ ନାରାକୁ ନେଇ ଶାସକ ଦଳକୁ କଟାକ୍ଷ କରିଛନ୍ତି । ପିଲା ଜୟ ଶ୍ରୀରାମ ନାରା ଦେବାରୁ ବିଡିଓ ଗାଳି ଖାଇଲେ ବୋଲି କହିଛନ୍ତି ପ୍ରଦୀପ ।

poonam pandey
ଛାଡ଼ି ଚାଲିଗଲେ ପୁନମ ପାଣ୍ତେ, ମାତ୍ର ୩୨ ବର୍ଷ ବୟସରେ ମୃତ୍ୟୁ

ମଡେଲ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ଦେହାନ୍ତ । ମୃତ୍ୟୁ ବେଳକୁ ତାଙ୍କୁ ୩୨ ବର୍ଷ ବୟସ ହୋଇଥିଲା । ସେ ସର୍ଭିକାଲ କ୍ୟାନସରରେ ପୀଡିତ ଥିଲେ ।

Champai Soren
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ, ରାଜ୍ୟପାଳ କରାଇଲେ ଶପଥପାଠ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେଲେ ଚମ୍ପଇ ସୋରେନ୍ । ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକୃଷ୍ଣ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

Garlic Price Up
ରସୁଣ ଏବେ ଅମୂଲମୂଲ, ରୋଷେଇ ଘରୁ ଗାଏବ...ଦରବୃଦ୍ଧି ପାଇଁ ଖାଉଟି ଫେରାଉଛି ମୁହଁ

ଗ୍ରାହକଙ୍କୁ କନ୍ଦାଉଛି ରସୁଣ । ସବୁ ରୋଷେଇରେ ଛୁଙ୍କ ଦେଉଥିବା ରସୁଣ କେଜି ଏବେ ୪୦୦ ଟଙ୍କା । ଶହେ ଗ୍ରାମ୍ କିଣିଲେ ୫୦ ଟଙ୍କା ନେଉଛନ୍ତି ବ୍ୟବସାୟୀ ।

Hemant Soren
ସୋରେନଙ୍କୁ ସୁପ୍ରିମ ଝଟକା, ମାମଲାର ଶୁଣାଣି କରିବେନି ସର୍ବୋଚ୍ଚ ଅଦାଲତ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟ ଝଟକା । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଗିରଫ ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ ହେମନ୍ତ ।

Governor
ସାହେବ ହେବ ତ ଏମିତି...ଯିଏ ଶୁଣୁଛି ବାଃ ବାଃ କରୁଛି

୨ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏବଂ ସାହେବଙ୍କ ନିବିଡ଼ ଓ ନିଆରା ସଂପର୍କର ଭିନ୍ନ ଏକ କାହାଣୀ । ଗୋଟିଏ କାହାଣୀ ହେଉଛି, ରାଜ୍ୟ ପୋଲିସ ମୁଖ୍ୟାଳୟର, ଅନ୍ୟଟି ରାଜଭବନର ।

Tax
ଟିକସରେ ହାତ ମାରିଲେନି ସୀତାରମଣ, ତଥାପି କରଦାତାଙ୍କ ପାଇଁ ବଡ଼ ରିହାତି

ଅନ୍ତରୀଣ ବଜେଟରେ ଅପରିବର୍ତ୍ତିତ ରହିଲା ଟିକସ ହାର । ଆଗାମୀ ଆର୍ଥିକ ବର୍ଷ ପାଇଁ ବ୍ୟକ୍ତିଗତ କରଦାତାଙ୍କୁ କୌଣସି ରିହାତି ଦେଇନି ନିର୍ମଳାଙ୍କ ବଜେଟ୍ ।

Budget
ମୋଦି ସରକାରଙ୍କ ନିର୍ବାଚନୀ ବଜେଟ୍, ଭିତ୍ତିଭୂମି ବିକାଶ ଉପରେ କେନ୍ଦ୍ରର ଜୋର୍

ମୁଣ୍ଡ ଉପରେ ସାଧାରଣ ନିର୍ବାଚନ । ଏଇ ବେଳାରେ ବିକଶିତ ଭାରତର ଲକ୍ଷ୍ୟ ନେଇ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ । ଯେଉଁଥିରେ ଗରିବ, ମହିଳା, ଯୁବକ ଓ ଅନ୍ନଦାତା ବା ଚାଷୀକୁ ପ୍ରାଧାନ୍ୟ ଦେଇ ଆୟବ୍ୟୟ ଅଟକଳ କରିଛନ୍ତି ।

Police DG
ଚାକିରିର ଶେଷଦିନରେ ମିଳିଲା ଏମିତି ସମ୍ମାନ...ଖୁସିରେ ଗଦ୍ ଗଦ୍ ହୋଇ କାନ୍ଦି ପକାଇଲେ ଝାଡ଼ୁଦାର୍

କଟକ ବିଡ଼ାନାସୀ ପୋଲିସ ହସ୍ପିଟାଲର ଝାଡୁଦାର ଧନୀ ନାୟକଙ୍କୁ ନେଇ ଏବେ ଚର୍ଚ୍ଚା । ଧନୀ ନାୟକ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ।

Railway budget
ରେଳ ବଜେଟରେ ଓଡ଼ିଶା ପାଇଁ ଦଶ ହଜାର କୋଟି, ପ୍ରେସମିଟରେ ସୂଚନା ଦେଲେ ରେଳମନ୍ତ୍ରୀ

ଓଡ଼ିଶାକୁ ରେଳ ବଜେଟରେ ମିଳିଛି ୧୦ ହଜାର ୫୩୬ କୋଟି ଟଙ୍କାର ଅନୁଦାନ । ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ।

Hemant Soren
ହେମନ୍ତଙ୍କ ଖେଳ ଖତମ୍ ! କାଲି ଗିରଫ ଆଜି ଗଲେ ଜେଲ୍

ଜେଲ୍ ଗଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ । ଦିନକ ପାଇଁ ହେମନ୍ତଙ୍କୁ ବିଚାର ବିଭାଗୀୟ ହାଜତ ପଠାଯାଇଛି । ଅନ୍ୟପଟେ ହେମନ୍ତଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଛି ଇଡି । ଆସନ୍ତାକାଲି ଇଡିର ରିମାଣ୍ଡ ଆବେଦନ ନେଇ ଶୁଣାଣି ହେବ ।

Nokia Mobile
ବଦଳିଲା ନୋକିଆ ୱେବସାଇଟର ନାଁ...ନୂଆ ରୂପରେ ଆସିବ ଆଗାମୀ ଫୋନ

ନୋକିଆର ୱେବ ସାଇଟ ଓ ସୋସିଆଲ ମିଡିଆ ଆକାଉଣ୍ଟର ନାମ ପରିବର୍ତ୍ତନ ହୋଇଯାଇଛି । ନୋକିଆର ସୋସିଆଲ ମିଡ଼ିଆ ଆକାଉଣ୍ଟ ଓ ୱେବସାଇଟର ନାଁ ବଦଳାଇ ହ୍ୟୁମାନ ମୋବାଇଲ ଡିଭାଇସ ରଖିଛି ।

Murder
ଦଳିତଙ୍କୁ ପ୍ରେମ କରିବାରୁ ଗଲା ଜୀବନ...ଭାଇ କାଟିଲା ଭଉଣୀର ବେକ

ଦିନେ ରକ୍ଷା କରିବାକୁ ଦେଇଥିଲା ଶପଥ, ଯେଉଁ ହାତରେ ରାକ୍ଷୀ ବାନ୍ଧିଥିଲା ଭଉଣୀ... ସେହି ହାତରେ ମାରିଦେଲା ଭାଇ । ରକ୍ଷାର କବଚ ସାଜିବା ଜାଗାରେ ପାଲଟିଲା ହତ୍ୟାକାରୀ ।

Whatsapp
Whatsapp Feature: ହ୍ୱାଟସଆପରେ ଆସିଲା ନୂଆ ଫୋଲ୍ଡର...ଏଇଠି ରହିବ ସିକ୍ରେଟ ଚାଟ୍

ହ୍ୱାଟସଆପରେ ଆସିଲା ନୂଆ ଫିଚର । ଏଥର ଚାଟକୁ କରିପାରିବେ ଲକ୍ । ଉପଭୋକ୍ତାଙ୍କ ଅଭିଜ୍ଞତାକୁ ସୁରକ୍ଷିତ ରଖିବା ସହ ନିରାପଦ କରିବା ପାଇଁ ଏପରି ଏକ ଫିଚର ଆଣିବାକୁ ଯାଉଛି ହ୍ୱାଟସ୍ ଆପ୍ ।

Budget 2024
ବଜେଟ ୨୦୨୪: ଗବେଷଣା ପାଇଁ 'ଜୟ ଅନୁସନ୍ଧାନ'...୫୦ ବର୍ଷ ଯାଏଁ ବିନା ସୁଧରେ ଋଣ

୫୦ ବର୍ଷିଆ ସୁଧ ରହିତ ଯୋଜନାରେ ଦିଆଯିବ ଋଣ । ଗବେଷଣା ପାଇଁ ଜୟ ଅନୁସନ୍ଧାନ ଯୋଜନା ଆରମ୍ଭ କରାଯାଇଛି । ଜୟ ଅନୁସନ୍ଧାନ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଦିଆଯିବ ।

Make Up
ବୋହୂର ମେକ୍‌ଅପ ନେଇ ଯାଉଥିଲା ଶାଶୁ...ଜାଣିବା ପରେ ଛାଡ଼ପତ୍ର ମାଗିଲା ପତ୍ନୀ

ଲୁଚି ଲୁଚି ଶାଶୁ ବ୍ୟବହାର କରୁଥିଲେ ମେକଅପ ସାମଗ୍ରୀ । ଏହା ଜାଣିବା ପରେ ସ୍ୱାମୀଙ୍କଠାରୁ ଛାଡ଼ପତ୍ର ମାଗିଲେ ପତ୍ନୀ । ଏପରି ଏକ ଆଶ୍ଚର୍ଯ୍ୟକର ଘଟଣା ଘଟି ଯାଇଛି ଆଗ୍ରାରେ ।

Virat Kohli
ଅସୁସ୍ଥ ନାହାନ୍ତି କୋହଲିଙ୍କ ମାଆ...ଇନଷ୍ଟାଗ୍ରାମ ପୋଷ୍ଟରେ ଖବରକୁ କଲେ ଖଣ୍ତନ

ବିରାଟ କୋହଲିଙ୍କ ମାଆ ଅସୁସ୍ଥ! ଏ କଥା ଆମେ କହୁନୁ... ଗତ କିଛିଦିନ ହେବ ଏମିତି ଏକ ଗୁଜବ ଶୁଣିବାକୁ ମିଳୁଛି । ଏହାକୁ ନେଇ ସ୍ପଷ୍ଟୀକରଣ ଜାରି କରିଛନ୍ତି ବିରାଟଙ୍କ ବଡ଼ଭାଇ ବିକାଶ କୋହଲି ।

Hemant Soren
ହେମନ୍ତଙ୍କୁ ବାଜିବ ଇଡିର ଛାଟ! ରାଞ୍ଚି ସ୍ଥିତ ବାସଭବନରେ ପହଞ୍ଚିଲା ଟିମ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ । ହେମନ୍ତ ସୋରେନଙ୍କ ରାଞ୍ଚି ଘରେ ଇଡି ଟିମ୍ ପହଞ୍ଚି ତାଙ୍କୁ ପଚରାଉଚରା କରୁଛି ।

Imran Khan
ଉପହାର ନେବା ପଡ଼ିଲା ମହଙ୍ଗା...ଇମ୍ରାନ ଓ ପତ୍ନୀଙ୍କୁ ସଜା ଶୁଣାଇଲେ କୋର୍ଟ

ଗତକାଲି ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ ଦଣ୍ତାଦେଶ ମିଳିଥିବା ବେଳେ ଆଜି ଇମ୍ରାନଙ୍କ ପତ୍ନୀଙ୍କୁ ୧୪ ବର୍ଷ ଜେଲ ଦଣ୍ତାଦେଶ ମିଳିଛି । ଗତକାଲି ଇମ୍ରାନଙ୍କୁ ବିବାଦୀୟ ସାଇଫର୍ ଅର୍ଥାତ ଗୁପ୍ତ ଦସ୍ତାବିଜ ଲିକ ମାମଲାରେ ଜେଲ ଦଣ୍ତ ମିଳିଥିଲା ।

Budget Session
ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ...ନୂଆ ଭାରତ, ଶ୍ରେଷ୍ଠ ଭାରତ ପାଇଁ ଦେଲେ ଆହ୍ୱାନ

ଚଳିତ ବର୍ଷ ପ୍ରଥମ ଥର ପାଇଁ ନୂଆ ସଂସଦରେ ନିଜର ଅଭିଭାଷଣ ରଖିଛନ୍ତି ମହାମହିମ ରାଷ୍ଟ୍ରପତି । ବହୁ ଲୋକଙ୍କ ଧୈର୍ଯ୍ୟ, ପ୍ରତୀକ୍ଷା, ତପସ୍ୟାର ଅବସାନ ଘଟିଛି । ରାମ ମନ୍ଦିର ଆକାଂକ୍ଷା ପୂରଣ ହୋଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।