ଲୋକସଭା ପ୍ରାର୍ଥୀ ମାରିଲେ ଚାପୁଡ଼ା । ତେଲେଙ୍ଗାନାର ନିଜାମାବାଦ ଲୋକସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଜୀବନ ରେଡ୍ଡୀ ଜଣେ କୃଷକ ମହିଳାଙ୍କୁ ଚାପୁଡ଼ା ମାରିଥିବା ଜଣାପଡିଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିରେ ବୈଦେଶିକ ନୀତିରେ ବଡ଼ ସଂସ୍କାର ଆସିବ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ଏଡିଟର୍ସ ମିଟରେ ଏକଥା କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀଙ୍କ ଭିତରୁ ୧୯ ପ୍ରତିଶତଙ୍କ ନାଁରେ ରହିଛି ଅପରାଧିକା ମାମଲା । ଅର୍ଥାତ ୭ ପ୍ରାର୍ଥୀଙ୍କ ନାଁରେ ବିଭିନ୍ନ ଅପରାଧ ମାମଲା ରହିଛି ।
ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ଦୁଇଦିନ ପରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା କମିବା ସଂଭାବନା ରହିଛି । ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଯୋଗୁଁ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।...
ଗତ କିଛିଦିନ ଧରି ରାହୁଲ ଗାନ୍ଧି ଓ ପ୍ରଧାନମନ୍ତ୍ର ନରେନ୍ଦ୍ର ମୋଦିଙ୍କ ମଧ୍ୟରେ କଥା କଟାକଟି ଲାଗି ରହିଛି । ଉଭୟେ ପରସ୍ପରକୁ ଆକ୍ଷେପ କରିବାକୁ ପଠାଉ ନାହାନ୍ତି । ଗତକାଲି ଏକ ନିର୍ବାଚନ ସଭାରେ ରାହୁଲଙ୍କର ରାୟବରେଲିରୁ ନିର୍ବାଚନ ଲଢ଼ିବାକୁ ନେଇ ମଇଦାନରୁ ପଳାୟନ ନକରିବାକୁ କହିଥିଲେ...
ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମରେ ଦୀର୍ଘ ୨୪ ବର୍ଷରେ ଯାହା ହୋଇପାରିଲା ନାହିଁ, ତାହା କରି ଦେଖାଇଛନ୍ତି ଜଣେ ଦାଦନ ଶ୍ରମିକ । ଦାଦନ ଖଟି ନିଜ ଗାଁକୁ ଯୋଗାଇଛନ୍ତି ପିଇବା ପାଣି ।
ମହାଲଢ଼େଇ ପୂର୍ବରୁ ମୈଦାନକୁ ଓହ୍ଲାଇଲେ ମହାଯୋଦ୍ଧା । ଗୋଟିଏ ଦିନରେ ଦେଖିବାକୁ ମିଳିଲା ରାଜ୍ୟର ପୁଳା ପୁଳା ହେଭିୱେଟଙ୍କ ପାୱାର ଶୋ' । ମୁଖ୍ୟମନ୍ତ୍ରୀ ନବୀନଙ୍କଠୁ ଆରମ୍ଭ କରି ବିଜେପିର ଅନେକ ବରିଷ୍ଠ ନେତା ଆଜି ଭରିଛନ୍ତି ନାମାଙ୍କନ । ଏଇଠୁ ବାଜିଛି ଯୁଦ୍ଧାରମ୍ଭର ବିଗୁଲ୍ ।
ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ । ଜଳୁଛି ଓଡ଼ିଶା । ଖରା ଆରମ୍ଭରୁ ହିଁ ଅସ୍ତବ୍ୟସ୍ତ କରୁଛି ଗରମ ଏବଂ ଗୁଳୁଗୁଳି । ସେପଟେ ପାଣିପାଗ ବିଭାଗ କହୁଛି, ୨୦୧୬ ମସିହା ପରେ ଚଳିତବର୍ଷ ଏପ୍ରିଲ ମାସରେ ଲଗାତାର ସର୍ବାଧିକ ୧୬ ଦିନ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଛି ।
ପୁଅ, ଭାଇ, ସ୍ୱାମୀର ପରିଚୟରୁ ଉପରକୁ ଉଠି ସେ ପିତାର ସମ୍ମାନ ଲାଭ କରେ । ନିଜ ଜୀବନର ଚରମ ସୁଖ ସେ ସନ୍ତାନ ଜନ୍ମ ପରେ ପ୍ରାପ୍ତ କରେ । କିନ୍ତୁ ସେହି ପିତା ଯେତେବେଳେ ନିଜ ସନ୍ତାନ ପାଇଁ କାଳ ପାଲଟେ, ସେତେବେଳେ ସ୍ୱଂୟ ଭଗବାନ...
ଇସ୍ରାଏଲ ବିରୋଧରେ ସାରା ଆମେରିକାରେ ତେଜୁଛି ଅସନ୍ତୋଷ । ବିଭିନ୍ନ ୟୁନିଭର୍ସିଟିରେ ଜୋରଦାର ଆନ୍ଦୋଳନ କରୁଛନ୍ତି ଛାତ୍ରଛାତ୍ରୀ । ହଜାର ହଜାର ଛାତ୍ରଛାତ୍ରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୩ ଶହରୁ ଅଧିକ ଗିରଫ ହେଲେଣି ।
ରାଏବରେଲୀ ଓ ଆମେଥିରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ ? ରାହୁଲ ଓ ପ୍ରିୟଙ୍କା ଲଢ଼ିବେ କି ? ସସପେନ୍ସ ଉପରୁ ଆଜି ହଟିପାରେ ପରଦା ।
ପ୍ରତିଯୋଗିତାମୂଳକ ବଜାରରେ, ଲୋକମାନେ କ୍ରମାଗତ ଭାବରେ ଭିଡ଼ରୁ ଅଲଗା ହେବା ପାଇଁ ନୂଆ ନୂଆ ଉପାୟ ଖୋଜୁଛନ୍ତି । ବିଭିନ୍ନ ପ୍ରକାର କୌଶଳ ଆପଣେଇ ଭିଡ଼ରୁ ଅଲଗା ହେବାକୁ ଚେଷ୍ଟା କରୁଛନ୍ତି । ଚାକିରି କ୍ଷେତ୍ରରେ ମଧ୍ୟ ଏପରି କାର୍ଯ୍ୟ କମ୍ପାନୀମାନଙ୍କର ମନ କିଣିପାରୁଛି ।
ନିର୍ବାଚନ ଋତୁରେ ଜାରି ରହିଛି ରାଜନୈତିକ ଉଷ୍ମତା । ଏହା ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ରାଜକୁମାର ରାହୁଲ ଗାନ୍ଧିଙ୍କ ମଧ୍ୟରେ କଥା କଟାକଟି ଚରମ ସୀମାରେ ପହଞ୍ଚିଛି । ଏ ସବୁ ମଧ୍ୟରେ ନିଆଁରେ ଘିଅ ଢାଳିବା ସଦୃଶ କାର୍ଯ୍ୟ କରିଛନ୍ତି ପାକିସ୍ତାନର ପୂର୍ବତନ...
ଆଦିବାସୀ ସଂପ୍ରଦାୟର ହୋଇଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବକୁ ନିମନ୍ତ୍ରଣ କରାଯାଇନଥିଲା ।
ଓଡ଼ିଶାରେ ହେବାକୁ ଥିବା ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସର ପ୍ରାର୍ଥୀ ମାନେ ପଟୁଆରରେ ଆସି ନାମାଙ୍କନ ଦାଖଲ କରୁଛନ୍ତି ।
କିଛି ଗୁରୁତ୍ୱପୂର୍ଣ୍ଣ ବ୍ୟାଙ୍କ କାମ ରହିଛି କି? ତେବେ ତୁରନ୍ତ ସେଗୁଡ଼ିକ ଶେଷ କରିବାକୁ ଚେଷ୍ଟା କରନ୍ତୁ । କାରଣ ମେ ମାସରେ ୧୪ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ ଓ ଆପଣମାନେ ହୋଇପାରନ୍ତି ହଇରାଣ ।
ସାନ ବାବୁ ଓ ବଡ ବାବୁ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାର ଓ ବିଜେଡି ଉପରେ ପ୍ରବଲ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ନା ନନେଇ ସାନବାବୁ କହି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ଅପରାଜିତା ।
ଦିଲ୍ଲୀ NCR ର ଏକାଧିକ ସ୍କୁଲକୁ ଆସିଲା ଧମକପୂର୍ଣ୍ଣ ଇମେଲ୍ । ସ୍କୁଲରେ ବୋମା ଥିବା ନେଇ ଇମେଲ ଆସିବା ପରେ ବିଭିନ୍ନ ସ୍କୁଲରେ ଆତଙ୍କ ଖେଳି ଯାଇଛି ।
ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ ।
କୋଟାରେ ପୁଣି ଆଉ ଏକ ଛାତ୍ରଙ୍କ ଆତ୍ମହତ୍ୟା । ପରୀକ୍ଷାରେ ବିଫଳତା ପରେ ଝୁଲି ପଡ଼ିଲେ ଛାତ୍ରଜଣକ । ମେଡିକାଲ ପାଇଁ ଆୟୋଜିତ NEET ପ୍ରବେଶିକା ପରୀକ୍ଷା ପାଇଁ ସେ ପ୍ରସ୍ତୁତି କରୁଥିଲେ ।