• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Washington DC
ବିଦେଶରେ ରାମଧୁନ..କାର ସଜାଇ ଲେଖିଲେ ରାମ

ପାଖେଇ ଆସିଲା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଦିବ୍ୟ ମୁହୂର୍ତ୍ତ । ଆସନ୍ତାକାଲି ୫ଶହ ବର୍ଷ ଅପେକ୍ଷାର ହେବ ଅନ୍ତ ।

Weather
ହେବ ପ୍ରବଳ କୁହୁଡ଼ି.. ପାଣିପାଗ ବିଭାଗ ଦେଲା ୱାର୍ଣ୍ଣିଂ

ଘଣ୍ଟାରେ ଆସି ବାଜିଲାଣି ୧୧ । ତଥାପି ଏଯାଏଁ କମିନି କୁହୁଡ଼ି । ରାଜଧାନୀ ଆକାଶକୁ ଘୋଡ଼ାଇ ରଖିଛି ଘନ କୁହୁଡ଼ିର ଆସ୍ତରଣ ।

CEO
ଜମିଥିଲା ନାଚଗୀତ..କମ୍ପୁଥିଲା ପରିବେଶ..ଘଟିଲା ଏମିତି ଘଟଣା..ଚୁପ ହୋଇଗଲେ ୭୦୦ ଜନତା

ସେଲିବ୍ରେଟ କରୁଥିଲେ ସିଲଭର ଜୁବୁଲି । କିନ୍ତୁ ଛକି ରହିଥିଲା ମୃତ୍ୟୁ । ନିଜ କମ୍ପାନୀର ସିଲିଭର ଜୁବୁଲି ସେଲିବ୍ରେଟ କରୁ କରୁ ମାଡ଼ି ଆସିଲା ମୃତ୍ୟୁ ଆଉ ଚାଲିଗଲା ଜୀବନ । ଏପରି ଏକ ଦୁଃଖଦ ଘଟଣା ଘଟିଛି ହାଇଦ୍ରାବାଦରେ ।

Ayodhya
ଓଡ଼ିଶାରେ ଅଛି ଗୋଟିଏ ଗାଁ..ପ୍ରଭୁ ଆସିଥିବାରୁ ନାଁ ଅଯୋଧ୍ୟା

ଆସନ୍ତାକାଲି ଶ୍ରୀରାମଙ୍କ ପ୍ରାଣପ୍ରତିଷ୍ଠା । ରାମମୟ ହେଲାଣି ଅଯୋଧ୍ୟା । ଶ୍ରଦ୍ଧାଳୁ, ସନ୍ୟାସୀ ସମସ୍ତଙ୍କ ସୁଅ ଛୁଟିଛି ଅଯୋଧ୍ୟାକୁ । ଏପଟେ ଓଡ଼ିଶାର ଅଯୋଧ୍ୟାରେ ବି ଉତ୍ସାହ କିଛି କମ ନୁହେଁ । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକରେ ରହିଛି ଏହି ଅଯୋଧ୍ୟା ଗାଁ ।

Sudhakar Basanta
ପାର୍କିଂ ଟ୍ରକକୁ ଧକ୍କା ଦେଲା କାର, ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ଗୁରୁତର

କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ୱାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି ।

Ram Mandir
ଆସିଲେଣି ଅତିଥି..ସଜେଇ ହେଲାଣି ଅଯୋଧ୍ୟା..ହେବ ପାଞ୍ଚଶହ ବର୍ଷ ଅପେକ୍ଷାର ଅନ୍ତ

ପାଖେଇ ଆସିଲା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଦିବ୍ୟ ମୁହୂର୍ତ୍ତ । ଆସନ୍ତାକାଲି ୫ଶହ ବର୍ଷ ଅପେକ୍ଷାର ହେବ ଅନ୍ତ । ଅଯୋଧ୍ୟା ଶ୍ରୀରାମ ମନ୍ଦିର ପରିସରରେ ହଜାରେ ଆଠ ଯଜ୍ଞ କୁଣ୍ଡରେ ଚାଲିଛି ବେଦ ଓ ପାରାୟଣ ପାଠ ।

Ram Lalla
ନୀଳମଣିଙ୍କ ତୂଳୀରେ ରାମ ମନ୍ଦିର, ଆଙ୍କିଲେ ପ୍ରତିଷ୍ଠା ସମୟର ଦିବ୍ୟ ମୁହୂର୍ତ୍ତ

ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ଉତ୍ସବମୁଖର ହୋଇ ଉଠିଛି ସାରା ଦେଶ । ପୁରୀ ସତ୍ୟବାଦୀ ବ୍ଲକ ମଠ ସାହି ଅଞ୍ଚଳର ପଟ୍ଟଚିତ୍ର କାରିଗର ନୀଳମଣି ଜେନାଙ୍କ ତୁଳି ମୁନରେ ଶୋଭା ପାଇଛି ରାମଲାଲାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ମୂହୁର୍ତ୍ତ ।

IT Raid
କୋଇଲା ବ୍ୟବସାୟୀ: ଫାଙ୍କୁଥିଲେ ଟିକସ, ଏବେ ଘାଣ୍ଟୁଛି ଆଇଟି

ସୁନ୍ଦରଗଡ଼ର ପ୍ରତିଷ୍ଠିତ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆୟକର ବିଭାଗର ରେଡ୍ । ଘନଶ୍ୟାମ ଡାଲମିଆଙ୍କ ପୁଅଙ୍କୁ ନେଇ IT ବିଭାଗର ପଚରାଉଚରା । ଘନଶ୍ୟାମଙ୍କ ପୁଅ ଅଭିଷେକ ଡାଲମିଆଙ୍କୁ ନେଇ ପଚରାଉଚରା କରାଯାଉଛି ।

Ram Mandir
୧୧ ଶହ ଟନ ଫୁଲରେ ସଜେଇ ହେଉଛି ଅଯୋଧ୍ୟା, ଉପହାରରେ ମିଳିଛି ବିଶାଳକାୟ ତାଲା

ଆସୁଛନ୍ତି ପ୍ରଭୁ ଶ୍ରୀରାମ । ପ୍ରାୟ ୫ ଶହ ବର୍ଷ ପରେ ନିଜ ଆସ୍ଥାନରେ ବିରାଜିବେ ରାମଲାଲା । ସୋମବାର ହେବ ପ୍ରାଣ ପ୍ରତିଷ୍ଠା । ମଝିରେ ରହିଲା ଆଉ ମାତ୍ର ଗୋଟିଏ ଦିନ । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ଭାବପ୍ରବଣ ଭକ୍ତଙ୍କ ଉତ୍ସାହ କାହିଁରେ କଣ...

Mukesh Ambani
Ayodhya Ram Mandir: ମୁକେଶଙ୍କ ବଡ଼ ଘୋଷଣା...ଏହି ଦିନ ବନ୍ଦ ରହିବ ରିଲାଏନ୍ସର ସବୁ ଅଫିସ୍

ଜାନୁଆରୀ ୨୨ ରେ ଛୁଟି ରହିବ ରିଲାଏନ୍ସ ଇଣ୍ତଷ୍ଟ୍ରୀ । ପୁରା ଭାରତରେ ଥିବା ରିଲାଏନ୍ସର ସମସ୍ତ ଶାଖା ଆସନ୍ତା ୨୨ ରେ ପ୍ରାଣ ପ୍ରତିଷ୍ଠା ଅବସରରେ ଛୁଟି ରହିବ । ଏନେଇ ଘୋଷଣା କରିଛନ୍ତି ମୁକେଶ ଅମ୍ୱାନୀ ।

Ram Lalla
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ କେମିତି ହେଲା ଫଟୋ ଭାଇରାଲ, ଅସନ୍ତୋଷ ଝାଡ଼ିଲେ ମୁଖ୍ୟ ପୁରୋହିତ

ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଫଟୋ କେମିତି ଅନଲାଇନରେ ଆସିଲା .. ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଖେଳି ଯାଇଛି । ଅନ୍ୟପଟେ ଫଟୋ ଭାଇରାଲ ପରେ ଅସନ୍ତୋଷ ଝାଡ଼ିଛନ୍ତି ମୁଖ୍ୟ ପୂଜକ ।

Ram Prasad
ଭକ୍ତର ଭାବାବେଗକୁ ଆଘାତ...ରାମମନ୍ଦିର ପ୍ରସାଦ ନାଁରେ ଅନଲାଇନରେ ମିଳୁଛି ପେଡ଼ା

ଆମାଜନରେ ରାମ ମନ୍ଦିରର ପ୍ରସାଦ ନାଁରେ ମିଳୁଛି ମିଠା । ଏପରି ଅଭିଯୋଗ ଆସିବା ପରେ ଇ-କମର୍ସ କମ୍ପାନୀ ଏହି ପ୍ରସାଦ ବିକ୍ରି ଉପରେ କଟକଣା ଲଗାଇଛି ।

Dolphin census
ଚିଲିକାରେ ଚାଲିଛି ଡଲଫିନ ଗଣନା, ୧୮ଟି ଟିମ୍ ସାମିଲ

ଆଜି ଚିଲିକାରେ ହେଉଛି ଡଲଫିନ ଗଣନା । ସକାଳ ୬ଟାରେ ଗଣତି ଆରମ୍ଭ ହୋଇଥିବା ବେଳେ, ୧୮ଟି ଟିମ୍ ଏଥିରେ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୮ରୁ ୧୦ ଜଣ ସଦସ୍ୟ ରହିଛନ୍ତି ।

Junior Teacher
ହାଇକୋର୍ଟଙ୍କ ବଡ଼ ରାୟ, କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ଉପରେ ସାମୟିକ ରୋକ୍

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି । ନିଯୁକ୍ତି ଉପରେ ଲାଗିଲା ଅଙ୍କୁଶ । ପୂର୍ବରୁ ଧାର୍ଯ୍ୟ ୨୦ ଓ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ କରାଯାଇ ପାରିବ ।

ATM Loot
ମିନିଟରେ ସଫା ହୋଇ ଯାଉଛି ATM, ଟେର୍ ପାଉନି ପୋଲିସ

ଆନ୍ତରାଜ୍ୟ ଲୁଟେରାଙ୍କ ଟାର୍ଗେଟରେ ବାଲେଶ୍ୱର । ଗୋଟିଏ ବର୍ଷ ଭିତରେ ୪ଟି ଏଟିଏମ ଲୁଟ କରି ପୋଲିସକୁ ଦେଇଛନ୍ତି ଖୋଲା ଚାଲେଞ୍ଜ ।

Pollution
ପ୍ରଦୂଷଣରେ ରହି ହେଉନି, ପ୍ରଶାସନ କହୁଛି ସବୁ ଠିକ

ଷ୍ଟିଲ ସିଟି ରାଉରକେଲାରେ ଚିନ୍ତା ବଢାଇଛି ପ୍ରଦୂଷଣ । ଶତାଧିକ ଛୋଟବଡ କଳକାରଖାନାରୁ ନିର୍ଗତ ଧୂଆଁ ଏବେ ବାୟୁମଣ୍ଡଳରେ ଭରିଦେଇଛି ବିଷ । ରାସ୍ତାଘାଟ ସବୁଠି ଧୂଳିଧୂଆଁ ଅସ୍ତବ୍ୟସ୍ତ କରୁଥିବା ବେଳେ, ପ୍ରଦୂଷଣ ବିଭାଗର ନିଦ ଭାଙ୍ଗୁନଥିବା ଅଭିଯୋଗ ହୋଇଛି ।

Arpana Rath
ମହାପ୍ରଭୁଙ୍କ ସେବାରେ ଲାଗିବ ତ ଅର୍ପଣ ଚାଉଳ ? ନା ଆଉ କୁଆଡ଼େ..

ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ହେଲେ ତୁଟିନି ଗୁଆ ଚାଉଳ ବିବାଦ । ଅର୍ପଣ ରଥରେ ସଂଗୃହୀତ ଗୁଆ ଓ ଚାଉଳ ଏଯାଏଁ କାଳିଆ ପାଖରେ ପହଞ୍ଚି ନାହିଁ ।

Sri Ram Mandir
ମୁଖରେ ସୁଦର୍ଶନ ହସ, ହାତରେ ଧନୁର୍ବାଣ .. ଏମିତି ଦିଶୁଥିଲେ ପ୍ରଭୁ ଶ୍ରୀରାମ

ନୀଳକମଳ ଓ କଳାମେଘ ଭଳି ଶ୍ୟାମସୁନ୍ଦର ଶରୀରରେ ପ୍ରକାଶିତ ହେଉଥିଲା କୋଟି କୋଟି କାମଦେବଙ୍କ ଶୋଭା । ନାଲି ନାଲି ପାଦରେ ନଖ ଗୁଡ଼ିକର ଜ୍ୟୋତି ଏଭଳି ଲାଗୁଥିଲା, ଯେପରି ନାଲି ପଦ୍ମର ପତ୍ରରେ ସ୍ଥିର ହୋଇଯାଇଛି ମୋତି ।

Free Delivery
ରାମ ମନ୍ଦିର ଉଦଘାଟନ ସମାରୋହ ସ୍ପେଶାଲ ଅଫର୍: ଏତେ ଦିନ ଯାଏଁ ଫ୍ରି ଡେଲିଭରୀ ସୁବିଧା

କର୍ଣ୍ଣାଟକର ବିଜୟପୁର ଜିଲ୍ଲାରେ ଥିବା ଏକ ଘରୋଇ ହସ୍ପିଟାଲ ପ୍ରାଣ ପ୍ରତିଷ୍ଠା ସମାରୋହରେ ଜାନୁଆରୀ ୧୮ ରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ମାଗଣାରେ ପ୍ରସବ କରିବାକୁ ଘୋଷଣା କରିଛି ।

Mid Air Horror
ମଝି ଆକାଶରେ ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭିଡ଼ିଓ...

ଆକାଶରେ ଉଡ଼ୁଛି ବିମାନ । କିନ୍ତୁ ହଠାତ ଲାଗିଗଲା ନିଆଁ । ବିମାନରେ ମଝି ଆକାଶରେ ଥିବା ବେଳେ ହିଁ ଲାଗିଲା ନିଆଁ । ଏନେଇ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।