• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Health Issue
ଖତ ଖାଉଛି ମହାପ୍ରୟାଣ ଗାଡ଼ି, ମୃତଦେହ ନେବାକୁ ହନ୍ତସନ୍ତ ସଂପର୍କୀୟ

ଗରିବ ରୋଗୀଙ୍କ ପାଇଁ ସରକାରଙ୍କ କାହିଁରେ କେତେ ଯୋଜନା । ମେଡିକାଲରୁ ମୃତଦେହ ନେବା ପାଇଁ ରାଜ୍ୟ ସରକାର ମହାପ୍ରୟାଣ ଯୋଜନା ଆରମ୍ଭ କରିଥିଲେ । ହେଲେ କଟକ ସହରରେ ଏହି ଯୋଜନା ଏବେ କୋମା ଅବସ୍ଥାରେ ।

Food Delivery Report
ଭାରତୀୟଙ୍କ ପ୍ରଥମ ପସନ୍ଦ ବିରିୟାନୀ, ପଛରେ ପିଜ୍ଜା ବର୍ଗର

ଭାରତୀୟମାନେ ଖାଦ୍ୟ ପ୍ରେମୀ । ଚଟପଟା ଓ ମସାଲାଦାର ଖାଦ୍ୟ ଭାରତୀୟମାନଙ୍କର ବେଶି ପସନ୍ଦ । ଯୁଗ ସହ ତାଳ ଦେଇ ବର୍ତ୍ତମାନ ଅନଲାଇନରେ ମଧ୍ୟ ଖାଦ୍ୟ ଡେଲିଭରୀ ହେଲାଣି ।

Weather Update
ପ୍ରବଳ ଥଣ୍ତାରେ ଅସ୍ତବ୍ୟସ୍ତ ଜନତା, ପଶୁଙ୍କ ପାଇଁ ନନ୍ଦନକାନନରେ ପ୍ରସ୍ତୁତି

ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ । ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ମଧ୍ୟ...

Lalit jha
ଲଳିତ ଝା କିଏ, କୌଣସି ଆତଙ୍କବାଦୀ ସଙ୍ଗଠନର ହାତ ଅଛି କି !

ସଂସଦ ଭବନ ଭିତରେ ପଶି ଏମିତି ଆତଙ୍କ ସୃଷ୍ଟି କରିବା ପାଇଁ ପ୍ରାୟ ଅଠର ମାସ ତଳୁ ଯୋଜନା କରିଥିଲା ଲଲିତ । ତେବେ କିଏ ଏହି ଲଳିତ ଝା .. ତା ବିରୋଧରେ UAPA ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ, ସେ ହିଁ ୨୦୦୧ ପାର୍ଲାମେଣ୍ଟ...

Today Panchang
Panchang Today 15th Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୧.୪୪ ଗତେ ସିଂହ ରାଶିର ଘାତବାର-...

Rajasthan CM
ଭଜନଲାଲ ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ଦୀୟା ଓ ପ୍ରେମଚାନ୍ଦ ଉପମୁଖ୍ୟମନ୍ତ୍ରୀ

ଆଜିଠୁ ରାଜସ୍ଥାନରେ ଆରମ୍ଭ ହେବ ଭଜନ ରାଜ୍ । ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମା ଆଜି ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ସେହିପରି ଉପମୁଖ୍ୟମନ୍ତ୍ରୀ ପାଇଁ ମଧ୍ୟ ରାଜସ୍ଥାନରେ ଲାଗୁ ହୋଇଛି ମଧ୍ୟପ୍ରଦେଶ ଫର୍ମୁଲା । ଅର୍ଥାତ୍ ଦୁଇ ଜଣ ହେବେ ଉପମୁଖ୍ୟମନ୍ତ୍ରୀ ।

Disturbance in Medical
ଓମସା ପକ୍ଷରୁ ଆନ୍ଦୋଳନ ଜାରି, ଜିଦରେ ଅଟଳ କାର୍ଯ୍ୟରତ ଡାକ୍ତର

କେନ୍ଦ୍ରାପଡ଼ା ଜିଲ୍ଲାରେ ଜଟିଳ ହେବାରେ ଲାଗିଛି ଡାକ୍ତର ବନାମ ପୋଲିସ ବିବାଦ । ଓମସା ପକ୍ଷରୁ ୩ ଦିନ ହେଲା ପୋଲିସକୁ ଅସହଯୋଗ କରିବା ସହ କଳା ବ୍ୟାଜ୍ ପରିଧାନ କରି ଡ୍ୟୁଟି କରୁଛନ୍ତି । ଅଭିଯୁକ୍ତ ମାନଙ୍କ ଇଞ୍ଜୁରୀ ରିପୋର୍ଟ ଦେବାକୁ ପୋଲିସକୁ ସିଧା ମନା କରି...

Smriti Irani on Menstruation
'ଏହା ସ୍ୱାଭାବିକ ପ୍ରକ୍ରିୟା, ଏନେଇ ଛୁଟିର ଆବଶ୍ୟକତା ନାହିଁ'

ମାସିକ ଋତୁସ୍ରାବ ପାଇଁ ଛୁଟିର ଆବଶ୍ୟକତା ନାହିଁ । ଏହା ପାଇଁ କୌଣସି ଦରମା ସହ ଛୁଟିର ଆବଶ୍ୟକତା ନାହିଁ । ଏହା ଜୀବନର ଏକ ସ୍ୱାଭାବିକ ପ୍ରକ୍ରିୟା । ଏପରି ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ।

Man Tears Windpipe
ଅଟକାଇଲେ ଛିଙ୍କ, ପରିଣାମ ହେଲା ଭୟଙ୍କର

ବ୍ୟକ୍ତି ଜଣକ ନିଜର କାର ଚଳାଇବା ସମୟରେ ପ୍ରଥମେ ଜର ଅନୁଭବ କରିଥିଲେ । ପରେ ପରେ ଛିଙ୍କ ଲାଗିଥିଲା । ତେବେ ସେ ଛିଙ୍କ ହେବାକୁ ନଦେଇ, ନାକକୁ ଚାପି ପାଟି ବନ୍ଦ କରିଦେଲେ । ଛିଙ୍କର ପ୍ରବଳ ପ୍ରେସରକୁ ସମ୍ଭାଳି ପାରିନଥିଲା ତାଙ୍କର ଶ୍ୱାସନଳୀ ।

Man Taking Buffalo For A Ride
ଆକାଶ ଛୁଆଁ ପେଟ୍ରୋଲ, ମଇଁଷିରେ ବସି ଯିବା ଆସିବା କରୁଛନ୍ତି ଯୁବକ

ବିଶ୍ୱ ବଜାରରେ ତୈଳ ଦର କମିବା ସତ୍ତ୍ବେ କମୁନି ପେଟ୍ରୋଲ । ବିଗତ କିଛି ଦିନ ହେବ ପେଟ୍ରୋଲ ଦର ସ୍ଥିର ଥିବା ସତ୍ତ୍ବେ ୧୦୦ ଉପରେ ରହିଛି । ଏହାକୁ ନେଇ ଇଷ୍ଟାଗ୍ରାମରେ ଭାଇରାଲ ହେଉଛି ଭିଡ଼ିଓ ।

Parliament
ସଂସଦରେ ପ୍ରବଳ ହୋହଲ୍ଲା...ଟିଏମସି ସାଂସଦ ଡେରିକ୍ ଓବ୍ରେନ୍ ଅଧିବେଶନ ଶେଷ ପର୍ଯ୍ୟନ୍ତ ନିଲମ୍ବିତ

ଉଭୟ ଲୋକସଭା ଓ ରାଜ୍ୟସଭାରେ ଆଜି ବିରୋଧୀଙ୍କ ପ୍ରବଳ ହୋହାଲ୍ଲା, ହଟ୍ଟଗୋଳ । ଗୃହର ମଧ୍ୟଭାଗକୁ ଆସି ହୋହଲ୍ଲା କରିବାରୁ ଟିଏମସି ରାଜ୍ୟସଭା ସାଂସଦ ଡେରିକ୍ ଓବ୍ରେନ୍ ନିଲମ୍ବିତ ହୋଇଛନ୍ତି । ତାଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ । ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ...

1.04 carat diamond studded bat
କୋହଲିଙ୍କ ପାଇଁ ହୀରା ଖଚିତ ବ୍ୟାଟ, ମୂଲ୍ୟ ୧୦ ଲକ୍ଷ ଟଙ୍କା

୧.୦୪ କ୍ୟାରେଟ୍ ହୀରାରେ ଖଚିତ ବ୍ୟାଟ୍ । ଏହାର ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା । ସୁରଟ ବ୍ୟବସାୟୀ ତଥା କୋହଲିଙ୍କ ପ୍ରଶଂସକ ଉତ୍ପଲ ମିସ୍ତ୍ରୀ ଏହି ବ୍ୟାଟଟି ତିଆରି କରାଇଛନ୍ତି । ରିପୋର୍ଟ ଅନୁଯାୟୀ, ବ୍ୟାଟରେ ଲାଗିଥିବା ହୀରାଗୁଡ଼ିକ ପ୍ରାକୃତିକ ।

 Black magic suspicion
ଅନ୍ଧ ବିଶ୍ୱାସର କରୁଣ ପରିଣତି; ବୃଦ୍ଧ, ପତ୍ନୀ, ନାତୁଣୀଙ୍କୁ ହତ୍ୟା କଲେ ପରିବାର ଲୋକେ

ମନ୍ତ୍ର ଭଗବାନଙ୍କ ପ୍ରତି ଆରାଧନା ହୋଇଥିବା ବେଳେ, ତନ୍ତ୍ର ସାଧାରଣତଃ ତାମସିକ ହୋଇଥାଏ । ବିଜ୍ଞାନ ଯେତେ ଉନ୍ନତି କଲେ ମଧ୍ୟ ଏହି ଅନ୍ଧ ବିଶ୍ବାସରୁ ବାହାରି ପାରୁନି ଆଧୁନିକ ମଣିଷ । ଆଜି ବି ତନ୍ତ୍ରର ପ୍ରଭାବ ସମାଜ ଉପରେ ଦେଖିବାକୁ ମିଳେ । ଆଉ ଏହାର...

IT Raid
୫ଦିନର ଗଣନା ପରେ ସରିଲା ଟଙ୍କା, ଅନ୍ୟପଟେ ଧୀରଜଙ୍କୁ ନେଇ ହଇଚଇ

ମୋଟ ଟଙ୍କା ୩୪୮ କୋଟି । କେବଳ ବଲାଙ୍ଗିରରୁ ମିଳିଛି ୩୦୫ କୋଟି । ଟିଟିଲାଗଡ଼ରୁ ୧୧ କୋଟି ଓ ସମ୍ବଲପୁରରୁ ୩୭ କୋଟି ୫୦ ଲକ୍ଷ । ବଲାଙ୍ଗିର ସୁଦପଡ଼ାରେ ଥିବା ମଦ ଭାଟିରୁ ମିଳିଥିଲା ଆଲମିରା ଭର୍ତ୍ତି ଟଙ୍କା ।

Rourkela Medical
ନାହିଁ ନାହିଁରେ ଚାଲିଛି ରାଉରକେଲା ସରକାରୀ ମେଡିକାଲ, ରୋଗୀ ହନ୍ତସନ୍ତ

ରାଜ୍ୟର ଦ୍ୱିତୀୟ ସ୍ମାର୍ଟସିଟି ତଥା ମିନି ଇଣ୍ଡିଆର ସ୍ବାସ୍ଥ୍ୟବସ୍ଥା କେମିତି ଅଛି? ଏଠାକାର ଲୋକେ ଠିକ ଭାବେ ସ୍ବାସ୍ଥ୍ୟସେବା ପାଉଛନ୍ତି ତ ?

Panchanga
Panchang Today 11th Dec 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି-  ୧୩ ଶୀ ପ୍ରାତଃ ୦୭.୧୦ ଗତେ ୧୪ ଶୀ ଘାତଚନ୍ଦ୍ର-  ନାସ୍ତି

IT Raid
IT ରେଡକୁ ନେଇ ତେଜିଲା ରାଜନୀତି, ଆଜି ବିଜେପିର ପ୍ରତିବାଦ କାର୍ଯ୍ୟକ୍ରମ

ବଲାଙ୍ଗିର ସୁଦପଡ଼ା ମଦ ବ୍ୟବସାୟୀଙ୍କଠୁ ଜବତ ନୋଟର ପରିମାଣ ୩ ଶହ କୋଟିରେ ପହଞ୍ଚିଲା । ପ୍ରାୟ ୨୫ଟି ମେସିନରେ ୫୦ କର୍ମଚାରୀଙ୍କ ଦ୍ବାରା ଜାରି ରହିଥିଲା ଗଣତି । ୫ ଦିନର ଲଗାତାର ଗଣତି ପରେ ଏହା ୩ ଶହ ୫ କୋଟି ଟଙ୍କା ବୋଲି ସୂଚନା...

IT Raid
୨୦୦ କୋଟି କାହାର? ଏତେ ଟଙ୍କା ଗଚ୍ଛିତ ରଖିବାର କାରଣ କ’ଣ ?

୪ ଦିନ ଧରି ଜାରି ରହିଛି ଆୟକର ବିଭାଗର ନନଷ୍ଟପ୍ ରେଡ୍ । ସମ୍ବଲପୁରରୁ ରାଉରକେଲା, ବଲାଙ୍ଗିରରୁ ସୁନ୍ଦରଗଡ଼ ପଶ୍ଚିମ ଓଡ଼ିଶାରେ ଗୋଟିଏ ପରେ ଗୋଟିଏ ଠିକଣାରେ ଚାଲିଛି ଯାଞ୍ଚ, ଚଢ଼ାଉ ।

Weather Update
ଆକାଶରୁ ହଟିଲା ବାଦଲ, ରାଜ୍ୟରେ ବଢିଲା ଶୀତ

ତଳକୁ ଖସିଛି ରାତି ବେଳର ତାପମାତ୍ରା । ଦିନେ ୨ ଦିନ ଭିତରେ ୩ରୁ ୫ ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Crop Damage
ପାଣିରେ ବତୁରି ଯାଇଛି ବର୍ଷକର ଫସଲ, ଉଜୁଡ଼ା କ୍ଷେତକୁ ଦେଖି ମୁଣ୍ଡରେ ହାତ ଦେଇଛି ଚାଷୀ

ଅଦିନିଆ ବର୍ଷା ପରେ ଚାଷୀ ମୁଣ୍ଡରେ ଚଡକ । ବର୍ଷା ପାଣି ମାଡ଼ରେ କେଉଁଠି ଧାନ ଗଜା ହୋଇଗଲାଣି ତ କେଉଁଠି ଅମଳ ଅପେକ୍ଷାରେ ଥିବା କପା ଚାଷ ବି ଉଜୁଡ଼ି ଯାଇଛି । ଋଣ କରି ଚାଷ କରିଥିବା ଚାଷୀ ଏବେ କଣ କରିବ ସେ ନେଇ...

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।