ଦିନରେ ସାମ୍ବାଦିକ ହୋଇ ଖବର ବାଣ୍ଟୁଥିଲେ, ରାତିରେ ଆତଙ୍କବାଦୀ ହୋଇ ଜୀବନ ନେଉଥିଲେ । ପେଶାରେ ଥିଲେ ସାମ୍ୱାଦିକ । ନିଶା କିନ୍ତୁ ଥିଲା ମଣିଷ ମାରିବା ।
ଜଗନଙ୍କ ନାମରେ ହତ୍ୟା ଅଭିଯୋଗ । ଏପରି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଚନ୍ଦ୍ରବାବୁ ନାଇଡୁଙ୍କ ପୁଅ ତଥା ତେଲୁଗୁ ଦେଶମ ବା ଟିଡିପିର ସାଧାରଣ ସମ୍ପାଦକ ନାରା ଲୋକେଶ ।
ସ୍ୱିଡେନରେ ଅବସ୍ଥାପିତ ଓଡ଼ିଆ ପ୍ରଫେସର ଅଶୋକ ସ୍ୱାଇଁଙ୍କ ପ୍ରବାସୀ ଭାରତୀୟ କାର୍ଡ ରେଜିଷ୍ଟ୍ରସନ୍ ରଦ୍ଦ ହୋଇଛି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟକୁ ଅବଗତ କରାଯାଇଛି ।
କଳାହାଣ୍ଡି ଗୋଲାମୁଣ୍ଡା ବ୍ଲକ ଡୋକରିପଡ଼ା ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ସଂଧ୍ୟା ବେଳେ ଏକ ଭ୍ୟାନରେ ପ୍ରାୟ ୫୦ରୁ ଅଧିକ ଶ୍ରମିକ ଚାଷ ଜମିରୁ କାମ ସାରି ଘରକୁ ଫେରୁଥିଲେ ।
ଭାରତର ବଡ କୂଟନୈତିକ ବିଜୟ । ୧୮ ମାସ ଧରି କାତାର ଜେଲରେ ରହିଥିବା ୮ଜଣ ପୂର୍ବତନ ନୌସେନା ଅଧିକାରୀ ମୁକ୍ତ ହୋଇଛନ୍ତି ।
ଆଜି ବସିବ ବିଜେପି ରାଜ୍ୟ ପଦାଧିକାରୀ ବୈଠକ । ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ବସିବ ବୈଠକ ।
ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ । ଭୁବନେଶ୍ୱରରେ ୯୫ ବର୍ଷ ବୟସରେ ପରଲୋକ ।
ଗାଁ କମିଟିର ଅନ୍ଧା ଶାସନ । ଜମିରୁ ବେଦଖଲ ନିର୍ଦ୍ଦେଶ ନମାନିବାରୁ ସାମାଜିକ ବାସନ୍ଦର ଶିକାର 12 ପରିବାର । ନବରଙ୍ଗପୁର ରାଇଘର ଥାନା ଅନ୍ତର୍ଗତ ହାତୀବେନା DNK ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା ।
ଚାଲିଗଲେ ରାଣୀ ମା’… ଝୁରୁଛନ୍ତି ବତକ ... ଝୁରୁଛନ୍ତି ପୋଷା କୁକୁର... ଆଖିରୁ ବହି ଚାଲିଛି ଧାର ଧାର ଲୁହ । ପାଟିକୁ ରୁଚୁନି ଦୁଧ ଭାତ କି ମନ ବି ବୁଝୁନି ।
କାହା ପାଟିରେ ମନ୍ଦାର ଫୁଲ ତ କାହା ପାଟିରେ ଦୁବଘାସ । ପାଟି ବନ୍ଦ କରି ପଣତ କାନିରେ ଦୁଆରରୁ ଦୁଆର ମୁହଁ ନ ଫିଟାଇ ଚାଲିଛି ଭିକ୍ଷା ଗ୍ରହଣ ।
ଗୋଟିଏ ମିନିଟରେ ପ୍ରସ୍ତୁତ ହେଉଛି ଶହଶହ ରୁଟି । ଅତି ସହଜରେ ଅଟା ମଧ୍ୟ ହୋଇଯାଉଛି ଗୋଳାଇ ।
ସଜେଇ ହୋଇଛି ଅଗ୍ନି, ବ୍ରହ୍ମୋସ୍, ଆକାଶ ଭଳି ଇତିହାସ ରଚିଥିବା ମିସାଇଲ । ବିକଶିତ ଭାରତର ସ୍ୱପ୍ନ ପୂରଣ ପାଇଁ ପରମାଣୁ ଏବଂ ପଦାର୍ଥ ବିଜ୍ଞାନ ସଂପର୍କରେ ଚାଲିଛି ଆଲୋଚନା ।
ସୌର ମକର ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୧୧ତାରିଖ ରବିବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି- ୨ୟା ରାତ୍ରି ୦୯.୦ ଗତେ ୩ୟା ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି...
ଆଦିବାସୀଙ୍କ ଭୂ-ସଂପତ୍ତି ହାତେଇବାକୁ ବଡ଼ ଚକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କାମ କରୁଛି ଏକ ବଡ଼ ରାକେଟ୍ । ଖତିଆନ ଠାରୁ ପଟ୍ଟା ପର୍ଯ୍ୟନ୍ତ ରାତି ଅଧିଆ ସବୁ କିଛି ବଦଳି ଯାଉଛି ।
ରାଜଧାନୀରେ ପୁଣି ମାତିଲେ ମଣ୍ଡପ ଚୋର । ବିବାହ ଉତ୍ସବରେ ବରଯାତ୍ରୀ ବେଶରେ ଆସି ୯ ଲକ୍ଷରୁ ଅଧିକ ଟଙ୍କା ଓ ଅଳଙ୍କାର ଚୋରି କରିଛନ୍ତି ବଡେ ମିଆଁ-ଛୋଟେ ମିଆଁ ଗ୍ୟାଙ୍ଗ ।
ସେ ଥିଲେ ରାଜ୍ ପରିବାରର ଦାୟାଦ । ହେଲେ ରାଜନୀତିରେ ରହି ବି କେବେ ରଖି ନଥିଲେ ପଦ ଆଉ କ୍ଷମତାର ମୋହ । ଖଲ୍ଲିକୋଟର ରାଣୀ ଭାବେ ସମ୍ମାନ ଆଉ ସ୍ୱାଭିମାନର ଟେକ ରଖିଥିଲେ ବର୍ଷିୟାନ ରାଜନେତ୍ରୀ ଭି. ସୁଜ୍ଞାନ କୁମାରୀ ଦେଓ ।
ବଜେଟ ଅଧିବେଶନର ଶେଷ ଦିନରେ ଲୋକସଭାରେ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି । ମୋଦି କହିଛନ୍ତି, ୫ ବର୍ଷରେ ଦେଶ ହିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
ସଂସଦରେ ଚାଲିଛି ଅଯୋଧ୍ୟା ରାମ ମନ୍ଦିର ଉପରେ ଆଲୋଚନା । ଆଜି ଲୋକସଭାରେ ବଜେଟ ଅଧିବେଶନର ଶେଷ ଦିନରେ ରାମ ମନ୍ଦିର ନିର୍ମାଣ ଓ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉପରେ ଆଲୋଚନା ଚାଲିଛି । ଆଲୋଚନା ଶେଷରେ ଧନ୍ୟବାଦ ପ୍ରସ୍ତାବ ବେଳେ ଗୃହରେ ମନ୍ତବ୍ୟ ରଖିବେ ପ୍ରଧାନମନ୍ତ୍ରୀ...
ରାଜଧାନୀରେ ବାହାଘର ମଣ୍ଡପରେ ମାତିଲେ ଲୁଟେରା । ବାହାଘର ଭୋଜିରେ ଗହଳିର ସୁଯୋଗ ନେଇ ଲୁଟି ନେଇଗଲେ ଗିଫ୍ଟ ଆଇଟମ ସହ ଟଙ୍କା ଖାମ୍ ।
ଇମ୍ରାନ ଖାନ୍ଙ୍କୁ ମିଳିଲା ଜାମିନ । ପାକ୍ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ୯ଟି ମାମଲାରେ ଜାମିନ ପ୍ରଦାନ କରାଯାଇଛି । ପୂର୍ବତନ ବୈଦେଶିକ ମନ୍ତ୍ରୀ କୁରେସୀଙ୍କୁ ମଧ୍ୟ ୧୩ଟି ମାମଲାରେ ଜାମିନ ପ୍ରଦାନ ।