ଘାଟିରେ ଓଲଟି ପଡ଼ିଲା ଯାତ୍ରା ପାର୍ଟି ଟ୍ରକ । ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ଦୁର୍ଘଟଣା ।
ଆଜି ସକାଳେ ଅଯୋଧ୍ୟାକୁ ହନୁମାନ ଆସିଥିଲେ । ଏପରି ଘଟଣା ଘଟିଛି ଯାହା ବିଶ୍ୱାସକୁ ବଢ଼ାଇ ଦେଇଛି । ଅଯୋଧ୍ୟା ରାମ ମନ୍ଦିରକୁ ସକାଳୁ ସକାଳୁ ହନୁମାନ ଆସିଥିବାର ଚର୍ଚ୍ଚା ଚାଲିଛି ।
ବିବାହ ଉତ୍ସବ ଚାଲିଥିଲା । ଖୁସିରେ ମସଗୁଲ ଥିଲେ ସମସ୍ତେ । ନାଚ, ଗୀତରେ ମାତିଥିଲେ ଅତିଥି । ଠିକ ଏହି ସମୟରେ ଘଟିଲା ଅଘଟଣ । ଭୁଶୁଡ଼ିଗଲା ଷ୍ଟେଜ ।
କେବେ ରାସ୍ତ ରାସ୍ତା ନଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରେନି ତ କେବେ କେବେ ଚିକିତ୍ସା ଅଭାବ ବା ଭୁଲ ଇଞ୍ଜେକସନ ପାଇଁ ଯାଏଁ ରୋଗୀର ଜୀବନ । ଷ୍ଟ୍ରେଚରରେ ବୁହା ହୋଇ ନଦୀ, ବିଲ ପାର୍ କରି ଆମ୍ବୁଲାନ୍ସ ପାଖେ ପହଞ୍ଚିବାର ଘଟଣା ସବୁ ତ ନିତିଦିନିଆ କଥା...
ସିନ୍ଦୁରା ଫାଟିନଥିଲା.. ହାଡ଼ଥରା ଶୀତକୁ ବି ଖାତିର ନଥିଲା । ରାମଲାଲାଙ୍କୁ ଆଖି ପୂରେଇ ଟିକେ ଦେଖିବାକୁ ରାତିଅଧରୁ ରାମ ଦୁଆର ପାଲଟିଥିଲା ଭକ୍ତସମୁଦ୍ର ।
ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ ।
ବିବାହର ବିତି ଯାଇଥିଲା ୧୪ ବର୍ଷ । କୋଳକୁ ଦୁଇଟି ଛୁଆ ମଧ୍ୟ ଆସିଥିଲେ । କିନ୍ତୁ ସ୍ୱାମୀ ମନ ପୁରିନଥିଲା । ସନ୍ତାନର ଖୁସିକୁ ସେ ଗ୍ରହଣ କରିପାରୁ ନଥିଲା । ଦୁଇଟି ଯାକ ଝିଅ ହିଁ କଣ ପାଇଁ ହେଲା.. ଏନେଇ ପତ୍ନୀଙ୍କୁ ମାରଧର କରୁଥିଲା...
ସାରା ଦେଶରେ ଗୁଞ୍ଜରିତ ହେଉଛି ରାମ ରାମ ଧ୍ୱନି । କେବଳ ଅଯେୋଧ୍ୟା ନୁହେଁ ସାରା ଦେଶ ପାଲଟିଯାଇଛି ରାମମୟ।
ସଜା ହୋଇଛି ବାହା ବେଦୀ...ବାଜୁଛି ସାହାନାଇ । ବରଯାତ୍ରୀ ବସିଛନ୍ତି ଆଉ ଢୋଲ ମହୁରୀ ବି ଖଣ୍ଡମଣ୍ଡଳ ଦୁଲୁକାଉଛି ।
୫ ଶହ ବର୍ଷର ପ୍ରତୀକ୍ଷା ୮୪ ସେକେଣ୍ଡରେ ଶେଷ । ଏହେଉଛି ସେହି ଶ୍ରୀରାମ ଜନ୍ମଭୂମିର କାହାଣୀ । ଯେଉଁଠାରେ ପ୍ରତିଷ୍ଠିତ ହୋଇଛି ଭବ୍ୟ ରାମ ମନ୍ଦିର ।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶି
ରାମ ଭାରତର ଆଧାର, ବିଚାର ଓ ବିଧାନ । ରାମ ହିଁ ଚେତନା...ରାମ ହିଁ ଚିନ୍ତନ...ରାମ ହିଁ ପ୍ରତିଷ୍ଠା .. ରାମ ହିଁ ପ୍ରତାପ । ଭାରତର ପ୍ରଭାବ ଶ୍ରୀରାମ । ଭାରତର ପ୍ରବାହ ଶ୍ରୀରାମ । ରାମ ହିଁ ନୀତି.. ରାମ ହିଁ ନିତ୍ୟ.. ରାମ ହିଁ...
ରାହୁଲଙ୍କୁ ମନ୍ଦିର ପ୍ରବେଶକୁ ବାରଣ । ଏପରି ଅଭିଯୋଗ ଆଣିଛନ୍ତି ନିଜେ ରାହୁଲ ଗାନ୍ଧୀ । କଂଗ୍ରେସ ତରଫରୁ ଟ୍ୱିଟରରେ ଏକ ଭିଡ଼ିଓ ପୋଷ୍ଟ କରାଯାଇଛି । ଉକ୍ତ ଭିଡ଼ିଓରେ ରାହୁଲ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ମନ୍ଦିର ପ୍ରବେଶ ପ୍ରବେଶ କରିବାକୁ ଦିଆଗଲା ନାହିଁ ।
ଆଜିଠାରୁ ରାମରାଜ୍ୟ ଆରମ୍ଭ ହେବ । ସମାଜରୁ ସମସ୍ତ ପ୍ରକାର ଅସମାନତା ସମାପ୍ତ ହେବ । ସମସ୍ତେ ପ୍ରେମ ବାଣ୍ଟିବେ.. ପ୍ରେମର ସହ ବଞ୍ଚିବେ । ଅଯୋଧ୍ୟା ଠାରୁ ଏହି ପରିବର୍ତ୍ତନ ସମଗ୍ର ଦେଶରେ ଆରମ୍ଭ ହେବାକୁ ଯାଉଛି । ସମସ୍ତଙ୍କ ଭିତରେ ସୌହାର୍ଦ୍ଦ୍ୟ, ଶାନ୍ତି ରହିବ ।
ଆଜି ପ୍ରଭୁଙ୍କ ପ୍ରାଣ ପ୍ରତିଷ୍ଠାର ମହା ଉତ୍ସବ । ଏନେଇ ଗାଁରୁ ସହର .. ସବୁ ପ୍ରସ୍ତୁତ । ବିଶ୍ୱବାସୀ ଅପେକ୍ଷା କରି ରହିଛନ୍ତି ରାମଙ୍କ ଆଗମନକୁ । ଆଜି ପୁରା ହେବ ରାମଭକ୍ତଙ୍କ ତପସ୍ୟା । ଜୟ ଶ୍ରୀରାମ ନାରାରେ କମ୍ପୁଛି ଗଗନ ପବନ ।
ଯିଏ ମଧ୍ୟ ରାମନାମ ଜପ କରେ, ସେ ରାମଙ୍କ ଆତ୍ମା ମଧ୍ୟରେ ରୁହେ । ହଜାର ନାମ ସହ ସମାନ ଏହି ରାମନାମ .. ମର୍ଯ୍ୟାଦାପୁରୁଷୋତ୍ତମଙ୍କ ସ୍ୱାଗତ ପାଇଁ ଯେତେ ସବୁ ପ୍ରସ୍ତୁତି । ନବବଧୂ ଭଳି ସଜେଇ ହୋଇଛି ଭବ୍ୟ ରାମମନ୍ଦିର ।
ସବୁ ପ୍ରତିକ୍ଷାର ଘଟିବ ଅନ୍ତ, ସବୁ ସ୍ୱପ୍ନ ହେବ ସାକାର , ଯାହାକୁ ଦେଖିବ ଏହି ନେତ୍ର, ଯାହା ଚାହୁଁଥିଲା ଏହି ମନ ତାହା ପୂରଣ ହେବ । ଆଉ ଅପେକ୍ଷା ମାତ୍ର କିଛି ଘଣ୍ଟାର ଅପେକ୍ଷା, ରାମଲାଲା ନିଜ ଜନ୍ମସ୍ଥାନକୁ ଫେରିବେ ।
୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୋଲିସ ପଦକ ତାଲିକା । ୨ ଜଣ ଆଇଜିଙ୍କ ସମେତ ୨୦ଜଣ ପୋଲିସ ଅଧିକାରୀ ଏଥର ପାଇବେ ସମ୍ମାନଜନକ ରାଜ୍ୟପାଳ ପଦକ ।
ଗରିବ ଓ ଅସହାୟଙ୍କୁ ଘର ଖଣ୍ଡିଏ ଯୋଗାଇ ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରିଛନ୍ତି । ହେଲେ ତଳସ୍ତରରେ ଯୋଗ୍ୟ ହିତାଧିକାରୀ ରହିଛନ୍ତି ଯେଉଁମାନଙ୍କର ସମସ୍ତ ଯୋଗ୍ୟତା ଥାଇ ମଧ୍ୟ ଘର ଖଣ୍ଡିଏ ମିଳିନି ।
କୁହୁଡି ନେଉଛି ଜୀବନ। ପ୍ରତିଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ରରେ ମଧ୍ୟ ଘନ କୁହୁଡ଼ି ପାଇଁ ଦୁର୍ଘଟଣା ବଢ଼ି ଚାଲିଛି। ନାଗପୁରରେ ୩ଟି ସ୍ଥାନରେ ଦୁର୍ଘଟଣା ଯୋଗୁଁ ଦମ୍ପତିଙ୍କ ସମେତ ୫ଜଣଙ୍କ ମୃତ୍ୟୁ ଘଟିଛି।