ଔଷଧର ଅପବ୍ୟବହାରକୁ ରୋକିବା ପାଇଁ ସରକାରଙ୍କ ନୂଆ ନିର୍ଦ୍ଦେଶ । ବର୍ତ୍ତମାନ ଡାକ୍ତରମାନେ ଯେକୌଣସି ଆଣ୍ଟିବାୟୋଟିକ୍ ଲେଖିବା ବେଳେ ତାହା କେଉଁଥି ପାଇଁ ବ୍ୟବହାରଯୋଗ୍ୟ ତାହା ମଧ୍ୟ ଲେଖିବେ ବୋଲି ଜଣା ପଡ଼ିଛି ।
ବିବାହର ୧୭ ବର୍ଷ ପରେ ଖୁସି ଫେରିଥିଲା ଘରକୁ । କୁଳନନ୍ଦନକୁ ଦେଖି ସବୁ ଦୁଃଖ କଷ୍ଟ ଭୁଲି ଯାଉଥିଲେ । କିନ୍ତୁ କାଳର କରାଳ ନଜର ଯେମିତି ହସଖୁସିର ପରିବାର ଉପରେ ପଡ଼ିଗଲା । କୋଳକୁ ଆସିଥିବା ଦୁଇଟି କୁନି କୁନି ଛୁଆକୁ ଛଡ଼ାଇ ନେଲା ଦଇବ...
ରିଟାୟର୍ଡମେଣ୍ଟ ସାଧାରଣତଃ ପ୍ରୌଢ଼ତାର ପ୍ରଥମ ଅଧ୍ୟାୟରେ ନିଆ ଯାଇଥାଏ । ମାତ୍ର ଖେଳାଳିମାନେ ଆଉ ଟିକେ ଶୀଘ୍ର ଅବସର ନେଇ ଥାଆନ୍ତି । କିନ୍ତୁ ଯଦି ଆପଣଙ୍କୁ କୁହାଯିବ ମାତ୍ର ୨୯ ବର୍ଷ ବୟସରେ ଅବସର ନେବାକୁ
ଶେଷ ବଲରେ ମାତ୍ର ୨ ରନର ଆବଶ୍ୟକ ଥିବା ବେଳେ ରୋହିତ ପାଭିଲିୟନ ଫେରି ଯାଇଥିଲେ । ରୋହିତଙ୍କ ସ୍ଥାନରେ ରିଙ୍କୁ ସିଂଙ୍କୁ ପଠା ଯାଇଥିଲା । ସେବେ ସେ ସେପରି କାହିଁକି କରିଥିଲେ ତାହାର କିଛି ସ୍ପଷ୍ଟ ଉତ୍ତର ମିଳିପାରିନଥିଲା ।
ଜିମକୁ ଆସୁଥିବା ଲୋକଙ୍କ ନିକଟରୁ ଚୋରି । ଆଉ ସେହି ଚୋରି ପଇସାରେ ବଞ୍ଚୁଥିଲେ ଲକଜୁରିୟସ ଲାଇଫ୍ । ପ୍ରେମୀ ଯୁଗଳ, ଜିମ ଲକରରୁ ଚୋରି କରି ଲକଜୁରୀ ଲାଇଫ ବଞ୍ଚୁଥିଲେ ।
ସେ ଘର ହେଉ କିମ୍ବା ରାଷ୍ଟ୍ର .. ପ୍ରତ୍ୟେକ କ୍ଷେତ୍ରରେ ସୁନା ଏକ ଆସେଟ୍ ଭଳି କାର୍ଯ୍ୟ କରିଥାଏ । ରାଷ୍ଟ୍ରର ଆର୍ଥିକ ସ୍ଥିରତା ସୁନିଶ୍ଚିତ କରିବାରେ ସୁନା ପ୍ରମୁଖ ଭୂମିକା ଗ୍ରହଣ କରିଥାଏ ।
ଅନଲାଇନରେ ମିଳୁନି ଶ୍ରୀରାମଙ୍କ ପ୍ରସାଦ । ଗତ କିଛିଦିନ ତଳେ ଅନଲାଇନରେ ରାମଙ୍କ ପ୍ରସାଦ ଉପଲବ୍ଧ ହେବ ବୋଲି ଖବର ପ୍ରକାଶ ପାଇଥିଲା । କିନ୍ତୁ ଏହାକୁ ଖଣ୍ତନ କରିଛନ୍ତି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ।
ନାବାଳକ ଛାତ୍ର ସହ ଶାରୀରିକ ସମ୍ପର୍କ ପଡ଼ିଲା ମହଙ୍ଗା । ଶିକ୍ଷାଦାନରୁ ବିରତ କଲେ ବ୍ରିଟେନ ସରକାର । ବ୍ରିଟେନର ଜଣେ ମହିଳା ଶିକ୍ଷକ .. ନିଜର ୧୫ ବର୍ଷର ଛାତ୍ର ସହ ଶାରୀରିକ ସମ୍ପର୍କ ରଖିଥିଲେ । ଏହାର ଭୟଙ୍କର ଦଣ୍ତ ଭାବେ ତାଙ୍କୁ ସାରା ଜୀବନ...
ଗତକାଲି ପାକିସ୍ତାନର ବେଲୁଚିସ୍ତାନରେ ଆକ୍ରମଣ କରିଥିଲା ଇରାନ । ଆତଙ୍କବାଦୀ ଗୋଷ୍ଠୀ ଜୈଶ ଅଲ ଆଦିଲର ଦୁଇଟି ବେସକୁ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରି ଉଡ଼ାଇ ଦେଇଥିଲା ଇରାନ । ଇରାକ ଏବଂ ସିରିଆରେ ହୋଇଥିବା ଆକ୍ରମଣର ମାତ୍ର ଗୋଟାଏ ଦିନ ପରେ ଏହି ଆକ୍ରମଣ ହୋଇଛି ।
ସବୁ ପ୍ରତୀକ୍ଷାର ଅନ୍ତ ହୋଇଛି । ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଗଜପତି ମହାରାଜାଙ୍କ ଉପସ୍ଥିତିରେ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଦେଶ ରାମମୟ .. ଦେଶବାସୀ ରାମମୟ .. ତନ, ମନ, ପ୍ରାଣ ମଧ୍ୟ ରାମମୟ । ରାମଭକ୍ତିରେ ଭିଜୁଛି ପୁରା ଅଯୋଧ୍ୟା । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ଭାବୁକ ହୋଇ ପଡ଼ିଛି ପୁରା ଭାରତ । ଏହି ମହତ୍ ହିନ୍ଦୁ ସମାରୋହକୁ ଆଗେଇ ନେବା ପାଇଁ କିଛି...
ବିମାନରେ ଫସିଲେ ଯାତ୍ରୀ, ତାହା ପୁଣି ବିମାନ ଶୌଚାଳୟରେ । ଏପରି ଅଭାବନୀୟ ଘଟଣା ଘଟିଛି ମୁମ୍ବାଇରୁ ବେଙ୍ଗାଲୁରୁ ଯାଉଥିବା ଏକ ବିମାନରେ । ପ୍ରାୟ ଏକ ଘଣ୍ଟା ଧରି ବିମାନର ଶୌଚାଳୟରେ ଫସି ରହିଥିଲେ ଯାତ୍ରୀ ଜଣକ ।
ପ୍ରଭୁଙ୍କ ଅପାର କରୁଣାରୁ ୭ମ ଗର୍ଭ ହରଣ ପରେ ଅଷ୍ଟମ ଗର୍ଭରେ ପ୍ରଭୁଙ୍କର ଆବିର୍ଭାବ ଘଟିଥିଲା । ନବଜାତ କୃଷ୍ଣଙ୍କୁ ନେଇ ଗୋପପୁରରେ ଛାଡ଼ି ଆସିଛନ୍ତି ବାସୁଦେବ । ଏକ ଅଲୌକିକ ପ୍ରକ୍ରିୟାରେ ସପ୍ତମ ଗର୍ଭ ଦେବକୀଙ୍କ ପାଖରୁ ହରଣ ହୋଇ ବସୁଦେବଙ୍କର ଦ୍ୱିତୀୟ ପତ୍ନୀ ରୋହିଣୀଙ୍କ ଗର୍ଭରେ...
ଗଜପତି ଜିଲ୍ଲା ରାମଗିରିରେ ନିର୍ମାଣ ଚାଲିଛି ଭଗବାନ ଶ୍ରୀ ରାମ ଓ ଦେବୀ ସୀତାଙ୍କ ପ୍ରତିମୂର୍ତ୍ତି । ଅଯୋଧ୍ୟାରେ ରାମଲାଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା ଦିନ ଅର୍ଥାତ୍ ୨୨ ତାରିଖରେ ଏହି ମୂର୍ତ୍ତିର ମଧ୍ୟ ପ୍ରତିଷ୍ଠା ଉତ୍ସବ ହେବ । ଏଥିପାଇଁ ଜୋରସୋରରେ ଚାଲିଛି କାର୍ଯ୍ୟ ।
ଆଜି ବେଙ୍ଗଲୁରୁରେ ଖେଳାଯିବ ଭାରତ- ଆଫଗାନିସ୍ଥାନ ଟି-ଟ୍ୱେଣ୍ଟି ସିରିଜର ଅନ୍ତିମ ମ୍ୟାଚ । ସିରିଜର ପ୍ରଥମ ଦୁଇଟି ମ୍ୟାଚ ଜିତି ଭାରତ ୨-୦ ରେ ଆଗୁଆ ରହିଛି । ଟି-ଟ୍ୱେଣ୍ଟି ବିଶ୍ବକପ ପୂର୍ବରୁ ଭାରତ ଆଜିର ମ୍ୟାଚ ଜିତି ସିରିଜ କ୍ଲିନ ସ୍ୱିପ କରିବାକୁ ଲକ୍ଷ୍ୟ ରଖିଛି ।
ସ୍ଥପତି ଅରୁଣ ଯୋଗୀରାଜ .. ରାତାରାତି ପ୍ରସିଦ୍ଧି ପାଇଥିଲେ .. ଯେବେ ତାଙ୍କ ନିର୍ମିତ ମୂର୍ତ୍ତି ରାମ ମନ୍ଦିରରେ ସ୍ଥାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲା । କୁହାଯାଏ, କିଛି ପାଇବାକୁ ହେଲେ ବହୁତ କିଛି ହରାଇବାକୁ ପଡ଼ିଥାଏ । ଆଉ ଇୟେ ତ ପ୍ରଭୁ ଶ୍ରୀରାମଙ୍କର ମୂର୍ତ୍ତି...
ରାମ ମନ୍ଦିରରେ ଶ୍ରୀରାମଙ୍କ ବିଗ୍ରହ ସ୍ଥାପନ ଓ ପ୍ରାଣ ପ୍ରତିଷ୍ଠାକୁ ନେଇ ସାରା ଦେଶରେ ଉତ୍କଣ୍ଠା । ଉତ୍ସବ ମୁଖର ହୋଇ ଉଠିଛି ରାମ ଜନ୍ମଭୂମି ଅଯୋଧ୍ୟା ନଗରୀ । ପ୍ରାଣପ୍ରତିଷ୍ଠାର ଆଦ୍ୟପର୍ବ ଆରମ୍ଭ ହୋଇ ଯାଇଛି ।
ଆଜି ସେଇ ମାହେନ୍ଦ୍ର ବେଳା । ଆଜି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।
ଯାତ୍ରା ପାଇଁ ପ୍ରସିଦ୍ଧି ପାଇଛି ଶୁଲିଆ ଅଞ୍ଚଳ । ହେଲେ ସଦର ମହକୁମାଠାରୁ ମାତ୍ର ୩୦ କିଲୋମିଟର ଦୂରରେ ଥିବା ଶୁଲିଆ ଅଂଚଳରେ ବିକାଶ ଶୂନ୍ । ଖଇରଗୁରା ଗାଁ ସ୍କୁଲରେ କ୍ଲାସଘର ନଥିବାରୁ ପ୍ରଥମରୁ ପଞ୍ଚମ କ୍ଲାସ୍ ପିଲା ଗୋଟିଏ କ୍ଲାସରୁମ୍ ରେ ପାଠପଢୁଛନ୍ତି...
ଯାଜପୁରରେ ଆୟୋଜିତ ହୋଇଛି ଇଣ୍ଟରନେସନାଲ୍ କ୍ରାଫ୍ଟ ସମ୍ମିଟ୍ ବା ଆନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ । ହସ୍ତଶିଳ୍ପରେ ଓଡ଼ିଶାକୁ ଗ୍ଲୋବାଲ ବ୍ରାଣ୍ଡ ଭାବରେ ସ୍ଥାନିତ କରିବାପାଇଁ ଏଭଳି ସମ୍ମିଳନୀର ଅୟୋଜନ କରାଯାଇଛି...