କିଏ ଏହି ଅରୁଣ ଯୋଗୀରାଜ । ରାତାରାତି ଷ୍ଟାର ପାଲଟିଥିବା ଏହି ସ୍ଥପତିଜଣକ କିଏ .. ପ୍ରଭୁଙ୍କ ବିଗ୍ରହ ନିର୍ମାଣ କରିଥିବା ସେ ହାତ କାହାର .. ଏପରି ଅନେକ ପ୍ରଶ୍ନ ବର୍ତ୍ତମାନ ସମସ୍ତଙ୍କ ମନରେ ।
ପ୍ରଳୟଙ୍କରୀ ଭୂମିକମ୍ପ ପରେ ଜାପାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ହୁ ହୁ ହୋଇ ମାଡ଼ି ଆସିଛି ସମୁଦ୍ର । ବଡ଼ ବଡ଼ କୋଠା, ରାସ୍ତା, କାର୍ -ସବୁ ଯାନବାହାନକୁ ଭସାଇ ନେଇଛି ।
ପୁଣି ଜଣେ ଶିଶୁ ନିଖୋଜ । ମିଳୁନି ବାଲେଶ୍ୱର ଜିଲ୍ଲା ସୋର ଥାନା ରାଇପୁର ଗାଁରେ ୩ ବର୍ଷୀୟ ଶିଶୁପୁତ୍ରର ପତ୍ତା । ନୂଆବର୍ଷର ପ୍ରଥମ ଦିନରେ ଏଭଳି ଅଘଟଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ପୁଣି ଜଳିଲା ହିଂସା ଓ ଅଶାନ୍ତିର ନିଆଁ । ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ପରେ ଦେଖାଦେଇଛି ଉତ୍ତେଜନା ।
ଚୂଡ଼ାନ୍ତ ହୋଇଛି ରାମଲାଲାଙ୍କ ଦିବ୍ୟ ବିଗ୍ରହ । କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରୀ ମୂର୍ତ୍ତି ଲାଗିବ ଶ୍ରୀରାମଙ୍କ ମନ୍ଦିରର ଗର୍ଭ ଗୃହରେ ।
ପିକନିକ ଋତୁରେ ମାତ୍ରାଧିକ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା । ଦୁର୍ଘଟଣା ଏଡ଼ାଇବାକୁ ପରିବହନ ବିଭାଗ ପକ୍ଷରୁ SOP ଜାରି ହୋଇଛି ।
ରାଜ୍ୟରେ ଦେଖବାକୁ ମିଳିଲା ଶୀତ ସାଙ୍ଗକୁ ଘନ କୁହୁଡ଼ି । ରାତି ତାପମାତ୍ରା ସାମାନ୍ୟ କମିଥିଲେ ବି କୁହୁଡ଼ିର ପରିମାଣ କିନ୍ତୁ ବଢ଼ିଛି ।
ଜାପାନ ଭୂମିକଂପରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ କୋଠା ଭୁଶୁଡ଼ିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।
ସ୍ବାମୀଙ୍କ ଅକାଳ ବିୟୋଗକୁ ସହ୍ୟ ନକରିପାରି ସ୍ତ୍ରୀର ଆତ୍ମହତ୍ୟା । ଖବର ଆସିଛି ଜଟଣୀ ଥାନା ଅଞ୍ଚଳରୁ ।
ପରିବା ବିକୁଛନ୍ତି.. କିନ୍ତୁ ପାଖରେ ଚାରୋଟି ମାଷ୍ଟର ଡିଗ୍ରୀ ଏବଂ ଗୋଟେ ପିଏଚଡି ଡିଗ୍ରୀ । କଥାଟି ବିଶ୍ୱାସ ନହେଲେ ବି ସତ ।
ପ୍ରଥମେ ପୋଲ ପରେ ଟ୍ରେନ ଚୋରି ହେଲା । ପରେ ପରେ ପୋଖରୀ ମଧ୍ୟ ଅଦୃଶ୍ୟ ହୋଇଗଲା । ଆଉ ପୋଖରୀ ଥିବା ଜାଗାରେ ନିର୍ମାଣ କରା ଯାଇଥିଲା ଘର ।
ନୂଆ ବର୍ଷ ଆଣିଦେଲା ଦୁଃଖ । ବର୍ଷର ପ୍ରଥମ ଦିନରେ ଛକି ରହିଥିଲା ମୃତ୍ୟୁ । ଖୁସି ମନରେ ପିକନିକ କରିବାକୁ ଯାଉଥିଲେ । କିନ୍ତୁ ଶବ ହୋଇ ଫେରିଲେ ।
ଦୁଇ ଜିଲ୍ଲାର ଜୀବନରେଖା ପାଲଟିଥିବା ରାଜ୍ୟ ରାଜପଥ ଏବେ ଜୀବନ ନେବାର ପଥ ପାଲଟି ଯାଇଛି । ଅନିମିୟତା ଆଣି ପୂର୍ତ୍ତ ବିଭାଗର କାମକୁ ଅଟକାଇ ଦେଇଛି ବନ ବିଭାଗ ।
ଗଛମୂଳେ ଗଢା ଚାଲିଛି ଦେଶର ସୁନେଲି ଭବିଷ୍ୟତ । ନାହିଁ ନାହିଁରେ ଚାଲିଛି ଅଙ୍ଗନବାଡି ଶିକ୍ଷା । ଅଙ୍ଗନବାଡି ଘର ନଥିବାରୁ କେଉଁଠି ଗଛମୂଳେ ତ ଆଉ କେଉଁଠି ଝାଟିମାଟି ଘରେ ଚାଲିଛି ଶିକ୍ଷାଦାନ ।
ନୂଆବର୍ଷରେ ଦେଶକୁ ନୂଆ ଉପହାର ଦେବ ଇସ୍ରୋ । ଆରମ୍ଭ ହେବ ଆଉ ଏକ ଐତିହାସିକ ଅଭିଯାନ ତଥା ୨୦୨୪ର ପ୍ରଥମ ମିଶନ । ଆଜି ସକାଳ ୯ଟା ୧୦ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟର ୧ନମ୍ବର ଲଞ୍ଚ ପ୍ୟାଡରୁ ଉତକ୍ଷେପଣ ହେବ ଭାରତର ପ୍ରଥମ ପୋଲାରିମେଟ୍ରି...
ନୂଆବର୍ଷକୁ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରର ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଭୁବନେଶ୍ୱରର ବିଭିନ୍ନ ଛକ ଗୁଡ଼ିକରେ ପୋଲିସ ଚେକିଂ କଡ଼ାକଡ଼ି କରା ଯାଇଥିଲା ।
ନୂଆବର୍ଷ ପାଇଁ ସାରା ବିଶ୍ୱରେ ଜିରୋ ନାଇଟ୍ ସେଲିବ୍ରେସନ କରାଯାଇଛି । ବିଶ୍ବର ପ୍ରଥମ ଦେଶ ଭାବେ ନ୍ୟୁଜିଲାଣ୍ଡରେ ବାଣ ରୋଷଣୀ ସହ ସେଲିବ୍ରେସନ୍ ହୋଇଥିଲା ଜିରୋ ନାଇଟ୍ ।
ବଦଳି ଯାଇଛି କ୍ୟାଲେଣ୍ଡର । ସବୁଠି ଖୁସି । ସବୁଠି ଉତ୍ସାହ । ୨୦୨୩କୁ ବିଦାୟ ଦେଇ ୨୦୨୪କୁ ସମସ୍ତେ ସ୍ୱାଗତ କରିଛନ୍ତି । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ସମସ୍ତେ ଖୁସିରେ ସ୍ୱାଗତ କରିଛନ୍ତି ୨୦୨୪କୁ ।
ମନରେଗାରେ କାମ କରିଛନ୍ତି ମଲାଲୋକ । ଆଉ ଟଙ୍କା ବି ପାଇଛନ୍ତି । ମନରେଗା କାମରେ ମହାଘୋଟାଲା ।
ମାମୁଁ ଘର ଗାଁକୁ ଯାଇଥିଲେ । ହିଡ଼ରେ ଚାଲୁଚାଲୁ କଷ୍ଟ ହେଲା । ତାପରେ ଲାଗିପଡ଼ିଲେ ସ୍ମାର୍ଟ ସଲ୍ୟୁସନ ପାଇଁ । ଏହି ସ୍ମାର୍ଟ ସଲ୍ୟୁସନ ପାଇଁ ସେ ପାଇଲେ ସମ୍ମାନ ଓ ପୁରସ୍କାର ।