ଶ୍ରଦ୍ଧାଳୁଙ୍କ ପାଇଁ କେତେ ସହାୟକ ହେବ ଏସି ଟନେଲ ? ଏସି ଟନେଲରେ ବରିଷ୍ଠ ନାଗରିକଙ୍କ ପାଇଁ କଣ ରହିବ ସୁବିଧା ? ନୂଆ ବର୍ଷ ପୂର୍ବରୁ ଏବେ ଏସି ଟନେଲ କାମ ଜୋରସୋରରେ ଚାଲିଥିବା ବେଳେ କେତେଦୂର ଫଳପ୍ରଦ ହେବ ଉଠିଛି ପ୍ରଶ୍ନ ।
ଚାଷ ଆରମ୍ଭରୁ ବର୍ଷା ବିଳମ୍ବ କଲା, ଅମଳ ସମୟରେ ବର୍ଷା କାଳ ସାଜିଲା । ଆଉ ଏବେ ଅମଳ ଧାନ ବିକିବା ବେଳେ ବି ସମସ୍ୟା ପିଛା ଛାଡୁନି । ଭୁଲ ସାଟେଲାଇଟ୍ ସର୍ଭେ ଯୋଗୁ କୋରାପୁଟ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଚାଷୀ ହନ୍ତସନ୍ତ ହେଉଥିବା ଅଭିଯୋଗ ଆସିଛି...
ସଂସଦରେ ସ୍ମୋକ୍ ଆଟାକ୍ ଘଟଣାର ତନାଘନା କରୁଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ଦ୍ବାରା ଗଠିତ କମିଟି । ଘଟଣାରେ କର୍ଣ୍ଣାଟକର ଜଣେ ପୂର୍ବତନ ପୋଲିସ ଅଧିକାରୀଙ୍କ ପୁଅଙ୍କୁ ଅଟକ ରଖିଛି ଦିଲ୍ଲୀ ପୋଲିସ ।
ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ତୃତୀୟ ତଥା ଶେଷ ଦିନିକିଆ ମ୍ୟାଚ୍ । ଦକ୍ଷିଣ ଆଫ୍ରିକାର ବୋଲାଣ୍ଡ ପାର୍କ ଠାରେ ଭାରତୀୟ ସମୟ ଦିନ ୪ଟା ୩୦ରେ ଖେଳାଯିବ ଏହି ମ୍ୟାଚ୍ । ଏବେ ସୁଦ୍ଧା ସିରିଜରେ ଉଭୟ ଦଳ ଗୋଟିଏ ଲେଖାଏଁ ମ୍ୟାଚ୍ ଜିତି ବରାବର...
ଆଜି ମାଣବସା ଶେଷ ଗୁରୁବାର । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି ।
ଖୋର୍ଦ୍ଧା ଜଟଣୀ ପୌରପରିଷଦରେ ଉଚ୍ଛେଦ କରାଯାଇଥିବା ଦୋକାନୀମାନଙ୍କୁ କେବେ କରାଯିବ ଥଇଥାନ ? ଦୋକାନୀଙ୍କୁ କେବେ ମିଳିବ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଭେଣ୍ଡିଂଜୋନ ?
ଶୀତରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳ ମୁହାଁ ହେଉଥିବାରୁ ଥଣ୍ତାରେ ଥରୁଛି ପୁରା ରାଜ୍ୟ । ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି । ୧୦ ଡିଗ୍ରୀ ତଳେ ରାଜ୍ୟର ପ୍ରାୟ ୧୪ ଟି ସହରର ତାପମାତ୍ରା...
ରିଲିଜ୍ ହୋଇଛି ବଲିଉଡର ବାଦଶାହ ଶାହରୁଖ ଖାନଙ୍କ ଏବର୍ଷର ବହୁ ପ୍ରତୀକ୍ଷିତ ଫିଲ୍ମ ଡଙ୍କି । ଥ୍ରୀ-ଇଡିୟଟ୍ସ ଓ ପିକେ ପରେ ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବକ୍ସ ଅଫିସରେ ଧମାଲ କରିବ ବୋଲି କୁହାଯାଉଛି ।
ଆଜି ରାଜ୍ୟସଭାରେ ଆଗତ ହେବ ୩ ସଂଶୋଧିତ ନୂଆ ଆଇନ ବିଲ୍ । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା, ଭାରତୀୟ ସାକ୍ଷ୍ୟ ଆଇନ ।
ଇସ୍ପାତ ନଗରୀ ରାଉରକେଲାରେ ବୋଲ ମାନୁନି ହଇଜା । ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଥିବା ବେଳେ, ଆକ୍ରାନ୍ତ ହେଲେଣି ୧୪ ଶହରୁ ଅଧିକ । ସରକାରୀ ଭାବେ ମୃତ୍ୟୁସଂଖ୍ୟା ୬ କୁହା ଯାଉଥିଲେ ବି ପ୍ରକୃତ ସଂଖ୍ୟା ୧୩ ବୋଲି ସୂଚନା ରହିଛି ।
ଆଃ କି ସୁନ୍ଦର ଏଇ ପ୍ରକୃତି.. ଆଉ ଜଙ୍ଗଲିଆ ଚଢେଇଙ୍କ କିଚିରି ମିଚିରି ଶବ୍ଦ ମନକୁ ଯେମିତି ବାନ୍ଧି ନେଉଛି..ଆମମାନଙ୍କର ବ୍ୟସ୍ତବହୁଳ ଜୀବନରୁ ଦୂରେଇ, ସ୍ମାର୍ଟଫୋନ୍ ଆଉ ସୋସିଆଲ ମିଡିଆକୁ ବାଏ କହିଦେଇ, ବିଲକୁଲ ନେଟୱର୍କ ନଥିବା ଏଇ ଜାଗାରେ କେଇ କ୍ଷଣ ପାଇଁ ହେଉ ପଛେ...
ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି- ୮ମୀ ଦିବା ୧୧.୧୪ ଗତେ ୯ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର
ଗୋଟିଏ ପଖାଳ କଂସାକୁ ଦୁଇ ଭଉଣୀଙ୍କ ଆଖି । କିନ୍ତୁ ବଡ଼ ଭଉଣୀ ପେଟ ପାଟିକୁ ଜାକି ସାନକୁ ଗୁଣ୍ଡା ଗୁଣ୍ଡା କରି ଖୁଆଇ ଦେଉଛି । ଲୁଣ ଲଙ୍କାକୁ ଦଳି ମଝିରେ ମଝିରେ ଚଟେଇ ଦେଉଛି । ବେଳେ ବେଳେ ଏତକ ମଧ୍ୟ ଏମାନଙ୍କୁ ସାତ ସପନ...
ଆମକୁ ଠକିଦେଲେ ସରକାର...ସ୍କୁଲରେ ପାଠ ପଢ଼ାଇବାକୁ ସାର୍ ନାହାନ୍ତି । ସ୍କୁଲ ସ୍ମାର୍ଟ ହେଲା ହେଲେ ପାଠ ପଢ଼ିପାରୁନୁ । ତୁମ ଚେୟାର ଟେବୁଲ ନେଇଯାଅ, ଆମକୁ ଶିକ୍ଷକ ଦିଅ । ଏମିତି କହି ରାଜ୍ୟରେ ଚାଲିଥିବା ନିଅଣ୍ଟିଆ ଶିକ୍ଷା ବ୍ୟବସ୍ଥାର ଗୁମର ଖୋଲିଦେଲେ ଦଶମ ଶ୍ରେଣୀର ଛାତ୍ରୀ...
ଜରିପାଲ ଭିତରେ ବିତୁଛି ଜୀବନ । ଚାଲିବାକୁ ପାଦରେ ବଳ ନାହିଁ... ଅଣ୍ଟା ଭାଙ୍ଗି ପଡ଼ିଲାଣି । ସରକାରଙ୍କ ମାଳମାଳ ଯୋଜନା ହେଲେ, ଯେମିତି ଏହି ବୁଢ଼ୀ ମା’ଟି ପାଇଁ କିଛି ନାହିଁ ।
ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତର ପ୍ରକୋପ । ଆଉ ଶୀତଲହରୀକୁ ନଜରରେ ରଖି କଟକରେ ଖୋଲିଲାଣି ଶୀତବସ୍ତ୍ର ବଜାର । ତିବ୍ଦତିଆନ୍ ରିଫ୍ୟୁଜି ଓ ରାଜସ୍ଥାନ ବ୍ୟବସାୟୀ ମାନେ କଟକ ହାଡିଆପଠାରେ ଶୀତବସ୍ତ୍ର ବଜାର ଖୋଲିଥିବା ବେଳେ, କିଣାକିଣି କରିବାକୁ ଜମୁଛି ଗ୍ରାହକଙ୍କ ଭିଡ଼ ।
ଖୋର୍ଦ୍ଧା ପୌରପରିଷଦରେ ନିର୍ମିତ ଅନେକ ପ୍ରକଳ୍ପ ଏବେ ବ୍ୟବହାର ଅନୁପଯୋଗୀ । କିଛି ଅବହେଳିତ ଅବସ୍ଥାରେ ରହିଛି, ଆଉ କିଛି ଭାଙ୍ଗିରୁଜି ଗଲାଣି ।
ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଦିନିକିଆ । ଦକ୍ଷିଣ ଆଫ୍ରିକାର ଜେବରାହଠାରେ ଭାରତୀୟ ସମୟ ଅପରାହ୍ଣ ସାଢ଼େ ୪ଟାରେ ମ୍ୟାଚ୍ ଖେଳାଯିବ ।
ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥ- ୭ମୀ ଦିବା ୦୧.୦୭ ଗତେ ୮ମୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ସନ୍ଧ୍ୟା ୦୬.୨୦ ଗତେ ଧନୁ ରାଶିର ଘାତବାର- ମକର...
ଆଇପିଏଲ ୨୦୨୪ ପାଇଁ ଆଜି ନିଲାମୀ । ପ୍ରଥମଥର ପାଇଁ ଦୁବାଇରେ ନିଲାମୀ କରିବାର ବ୍ୟବସ୍ଥା କରାଯାଇଛି ।