ଶାନ୍ତି ପାଇଁ ହେକଲା ଟାୱାର ଚଢ଼ିଲେ ସ୍ପାଇଡର ମ୍ୟାନ । ଗତକାଲି ଫ୍ରାନ୍ସ ପର୍ବତାରୋହୀ ପ୍ୟାରିସରେ ଥିବା ହେକଲା ଟାୱାରକୁ ଚଢ଼ିଛନ୍ତି । ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଶାନ୍ତିର ବାର୍ତ୍ତା ଦେବା ପାଇଁ ସେ ଟାୱାର ଚଢ଼ିଥିବା ଜଣା ପଡ଼ିଛି ।
ତେଲୁଗୁ ସଂପ୍ରଦାୟର ନବରାତ୍ରରେ କଣ୍ଢେଇ ମେଳା ଅନୁଷ୍ଠିତ ହୁଏ । ବ୍ରହ୍ନପୁରରେ ତେଲୁଗୁ ସମ୍ପ୍ରଦାୟ ପକ୍ଷରୁ ପାଳିତ ହୋଇ ଯାଇଛି କଣ୍ଢେଇ ମେଳା । ଦକ୍ଷିଣ ଭାରତର ଆନ୍ଧ୍ର ଓ ତେଲେଙ୍ଗାନା ଅଞ୍ଚଳରେ ବିଶେଷ କରି ଦଶହରା ଓ ଦୀପାବଳି ଅବସରରେ କଣ୍ଢେଇ ମେଳା ପାଳିତ ହୁଏ ।
ପ୍ରଫେସରଙ୍କ ଅଦ୍ଭୁତ କାରନାମା । ଜୟ ଶ୍ରୀରାମ କହିବାରୁ ମଞ୍ଚରୁ ଓହ୍ଲାଇ ଦେଲେ । ଏପରି ଏକ ଘଟଣା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି ।
ବୁର୍ଲା ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ଡାକ୍ତର ରାମ ଚନ୍ଦାନୀ ବର୍ତ୍ତମାନ ଜୟ କିଶାନ କ୍ଲିନିକ ଆରମ୍ଭ କରିଛନ୍ତି । ନିକଟରେ ପାରାକ୍ୟୁଇଟ କୀଟନାଶକ ଆନ୍ଦୋଳନ ପରେ ଚାଷୀଙ୍କର ଅନୁରୋଧ କ୍ରମେ ଜୟ କିଶାନ କ୍ଲିନିକ ଆରମ୍ଭ କରିଛନ୍ତି ଡାକ୍ତର ରାମ ଚନ୍ଦାନୀ ।
ଏନେଇ ପ୍ଲେ ଷ୍ଟୋରରେ ଉପଲବ୍ଧ ହୋଇଛି ଆପ୍ । ଗୁଗୁଲ ପ୍ଲେ ଷ୍ଟୋରରେ ଉପଲବ୍ଧ ଥିବା ଏମ୍ସ ଭୁବନେଶ୍ବର ସ୍ବାସ୍ଥ୍ୟ ଆପ ଜରିଆରେ ଏହି ସୁବିଧା ପାଇ ପାରିବେ ରୋଗୀ ଓ ତାଙ୍କ ସମ୍ପର୍କୀୟ ।
ପୁଅ ବୋହୁ ଘରୁ ବାହାର କରି ଦେଇଛନ୍ତି । ଜୀବନ ପ୍ରତି ଆଉ ମୋହ ନାହିଁ । ଆଗରେ କେହି ନାହିଁ କି ପଛରେ କେହି ନାହିଁ । ତଥାପି ସେ ହାରି ନାହାନ୍ତି, ବଞ୍ଚିବାକୁ ଲଢ଼ୁଛନ୍ତି । ଆଉ ନିଜ ଲଢ଼େଇରେ ଅସ୍ତ୍ର ସାଜିଛି ଦୁଇ ଖଣ୍ତ...
ସାପର ଚୋଟରେ ମଇଁଷିର ମୃତ୍ୟୁ ହେବାର ସମସ୍ତ ସମ୍ଭାବନା ଥିବା ସତ୍ତ୍ବେ ବ୍ୟକ୍ତିଙ୍କର ଏପରି ଉଦାସୀନତା ଗ୍ରହଣୀୟ ହୋଇ ପାରୁନାହିଁ । ବାରମ୍ବାର ସାପଟି ଚୋଟ ମାରିବାକୁ ପ୍ରୟାସ କରୁଛି, ଏହା ସତ୍ତ୍ବେ ମଇଁଷିଟି ନିଜକୁ ବଞ୍ଚାଇ ପାରିଛି । ଏହି ମୁକାବିଲାରେ କ୍ୟାମେରା ପଛରେ ଥିବା ବ୍ୟକ୍ତିଙ୍କ...
ସାଂସଦରେ ପ୍ରଶ୍ନ ପଚାରିବାକୁ ନେଇ ଉଠିଲା ପ୍ରଶ୍ନବାଚୀ । TMC ସାଂସଦଙ୍କ ବିରୋଧରେ ଅଭିଯୋଗ ଆଣିଲେ ଦର୍ଶନ ହୀରାନନ୍ଦାନୀ । କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଦନାମ କରିବାକୁ ହେଉଛି ଷଡ଼ଯନ୍ତ୍ର । ଏନେଇ ଦର୍ଶନଙ୍କ ବିସ୍ଫୋରକ ବୟାନ । କହିଲେ, ପ୍ରଧାନମନ୍ତ୍ରୀଙ୍କୁ ବଦନାମ କରିବାକୁ ଆଦାନୀଙ୍କୁ ନିଶାଣ...
ବିରାଟ କମାଲ କୋହଲି .. ବିରାଟ ମାଇଲଷ୍ଟୋନ ମ୍ୟାନ କୋହଲି .. ବିରାଟ ରେକର୍ଡ ବ୍ରେକର କୋହଲି ..
ଦୃଢ଼ ମନୋବଳ ଓ ନିଜର ଅଧ୍ୟବସାୟ ସଫଳତାର ପାଦ ଚୁମେ । ଗୁରୁଙ୍କ କ୍ଷେତ୍ରରେ ମଧ୍ୟ ତାହା ହିଁ ଘଟିଛି । ନିଜର ଏହି ସଫଳତା ପାଇଁ ସେ ମାଷ୍ଟର ମୁକେଶ କୁମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
କୁହାଯାଏ, ବିଶ୍ବାସେ ମିଳନ୍ତି ହରି, ତର୍କେ ବହୁ ଦୂର । ଇୟେ ସେମିତି ଏକ ବିଶ୍ବାସର କଥା । ଯୁଗ ଯୁଗରୁ ଏ ବିଶ୍ବାସରେ ଲୋକଙ୍କ ଆସ୍ଥା ରହି ଆସିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଇରାକରେ ଥିବା ଆମେରିକାର ଦୁଇ ଦୁଇଟି ଶିବିରରେ ଡ୍ରୋନ ମାଡ଼ ହୋଇଛି । ପଶ୍ଚିମ ଓ ଉତ୍ତର ଇରାକରେ ଥିବା ସାମରିକ ଶିବିର ଉପରେ ଡ୍ରୋନ ମାଡ଼ ହୋଇଥିବା ବେଳେ ଇରାକ ସେନାର ମଧ୍ୟ କିଛି ସୈନ୍ୟ ନିହତ ହୋଇଥିବା ଜଣା ପଡ଼ିଛି...
ଏଠି ମହିଷା ମର୍ଦ୍ଦିନୀ ରୂପରେ ନୁହେଁ, କୋଡ଼ିଏଟି ଭୁଜା ସହ ପୂଜା ପାଆନ୍ତି ମାଆ । କାହିଁ କେଉଁ କାଳରୁ ମାଆ ଏଠି ବିଂଶ ଭୁଜା ରୂପେ ପୂଜିତା । ବିଭିନ୍ନ ପ୍ରକାର ଅସ୍ତ୍ରଶସ୍ତ୍ର ଧାରଣ କରି ମାଆ ଏଠାରେ ବିଶ୍ଵରୂପା ଶକ୍ତି ସ୍ୱରୂପିଣୀ ଭାବରେ ଦର୍ଶନ ଦିଅନ୍ତି...
କାର୍ର ବେଗ ଥିଲା ଘଣ୍ଟା ପ୍ରତି ୨୧୫ କିଲୋମିଟର । ମୁମ୍ବାଇ-ପୁଣେ ଏକ୍ସପ୍ରେସ ହାଇୱେରେ ଗଡ଼ୁଥିଲା ଗାଡ଼ି । ଟିମ ଇଣ୍ତିଆ କ୍ୟାପଟେନ ରୋହିତ ଶର୍ମା ଚଳାଉଥିଲେ ଗାଡ଼ି । ଏନେଇ ପ୍ରକାଶ ପାଇଛି ରିପୋର୍ଟ ।
ବାଣ ଗୋଦାମରେ ବିସ୍ଫୋରଣରେ ଘଟି ୧୧ ମୃତ । ମୃତକଙ୍କ ମଧ୍ୟରେ ୯ ମହିଳା ଥିବା ସୂଚନା । ତାମିଲନାଡ଼ୁର ଶିବକାଶୀର ବିରୁଧୁନଗରର କମ୍ମାପଟ୍ଟିଗାଁରେ ଥିବା ଦୁଇଟି ବାଣ ଗୋଦାମରେ ବିସ୍ଫୋରଣ ଘଟିଛି ।
ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପ୍ରତୀକ୍ଷା ଚଳଚ୍ଚିତ୍ର ପୁରସ୍କାର ପାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ 'ପ୍ରତୀକ୍ଷା' ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ପ୍ରଯୋଜକ ଅନୁପମ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି ।
ମିଟିଂରେ ବସିଛନ୍ତି, ପୁଣି ବିନା ସାର୍ଟରେ । ଆଉ ତା ଉପରେ ମାଲିସ ମଧ୍ୟ ନେଉଛନ୍ତି । କମ୍ପାନୀ ପରିଚାଳନା ବୈଠକରେ ବସିବା ବେଳେ ଏପରି ବ୍ୟବହାର ପ୍ରଦର୍ଶନ କରିଛନ୍ତି ଏୟାର ଏସିଆ ସିଇଓ ।
ଚାଲିଛି ଯୁଦ୍ଧ, ଗର୍ଜୁଛି ଇସ୍ରାଏଲ ଓ ଗାଜା । ଧ୍ବଂସ ଉପତ୍ୟକାରେ ଧୂଳିର ହାହାକାର । ଜୀବନ ବିକଳରେ ଦେଶ ଛାଡ଼ୁଛନ୍ତି ଲୋକେ । ଚାରିଆଡେ ମୃତ୍ୟୁର ତାଣ୍ତବଲୀଳା । ଧ୍ବସ୍ତ ବିଧ୍ବସ୍ତ ହେଲାଣି ଗାଜା ଓ ଇସ୍ରାଏଲ । ଏହାରି ମଧ୍ୟରେ, ଇସ୍ରାଏଲ କମାଣ୍ତରଙ୍କ ଆହ୍ବାନ ।...
ସ୍ବପ୍ନ ଦେଖିବା ହେଉଛି ସବୁଠାରୁ ସାହସର କାମ । ତାକୁ ସଫଳ କରିବା ତା’ଠାରୁ କଠିନ । ନୂଆ ଭାରତ ସ୍ବପ୍ନ ଦେଖୁଛି ଓ ତାକୁ ସଫଳ କରିବାକୁ କାମ ମଧ୍ୟ କରୁଛି । ଏହାଠାରୁ ବଡ଼ ସଫଳତା ଆଉ କଣ ହୋଇ ପାରେ ବୋଲି ଇସ୍ରୋ ମୁଖ୍ୟ...
ଧନୀଙ୍କ ଆଇଫୋନ ବର୍ତ୍ତମାନ ଭିକାରି ହାତରେ । ଦୋକାନ ଗଲେ, ଟଙ୍କା ଦେଲେ ଆଉ ଆଇଫୋନ କିଣିଲେ । ମଧ୍ୟବିତ୍ତଙ୍କ ପାଇଁ ସ୍ବପ୍ନ ପରିଥିବା ଆଇଫୋନକୁ କିନ୍ତୁ ସହଜରେ କିଣି ନେଇଛି ଜଣେ ଭିକାରି ।