ଆକାଶରୁ ବିଡ଼ା ବିଡ଼ା ନୋଟର ବର୍ଷା । ନକଲି ନୁହେଁ, ପୁଣି ସବୁଗୁଡ଼ା ଅସଲି । ହେଲିକପ୍ଟରରୁ ଉଡ଼ୁଛି ଟଙ୍କା । ସେ ବି ୧୦୦ କି ୨୦୦ ନୁହେଁ, ୧୦ ଲକ୍ଷ ଡଲାର । ଅର୍ଥାତ ଭାରତୀୟ ମୁଦ୍ରାରେ ପ୍ରାୟ ୮ କୋଟି ଟଙ୍କା । ବିଶ୍ବାସ...
ଦୁଇ ଦିନ ହେଲା ଡାକ୍ତର ଆସୁନାହାନ୍ତି । ଶେଷରେ ବାଧ୍ୟହୋଇ ରୋଗୀ ଦେଖିଲେ ବିଧାୟକ । ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବିଧାୟକ ଜଣେ ଡାକ୍ତର, ଏଣୁ ସେ ରୋଗୀ ଦେଖୁଥିଲେ ବୋଲି ଜଣା ପଡ଼ିଛି ।
ଅପରାଧୀଙ୍କ ଚରାଭୂଇଁ ପାଲଟି ଗଲାଣି ରାଜଧାନୀ ଭୁବନେଶ୍ବର । ଦେହ ବେପାରଠାରୁ ଆରମ୍ଭ କରି, ଛିନତାଇ ପର୍ଯ୍ୟନ୍ତ, ରାଜ୍ୟରେ ରାଜଧାନୀର ନାମ ସର୍ବାଗ୍ରେ ଆସିବ । ଖବର କାଗଜ ପୃଷ୍ଠା ଲେଉଟାଇଲେ ଚୋରୀ, ହତ୍ୟା, ଦୁଷ୍କର୍ମ ଭଳି ଅପରାଧରେ ରାଜଧାନୀର ନାମ ରହିବା ନିଶ୍ଚିନ୍ତ ।
ଏସିଆନ ପାରା ଗେମ୍ସ ବ୍ୟାଡମିଣ୍ଟନରେ ଭାରତକୁ ପ୍ରଥମ ପଦକ । ମିଶ୍ରିତ ଯୁଗଳରେ କାଂସ୍ୟ ପଦକ ଜିତିଲେ ପ୍ରମୋଦ ଓ ମନୀଷା ଯୋଡ଼ି । ମିକ୍ସ ଡବଲ୍ସ କ୍ବାର୍ଟର ଫାଇନାଲରେ ଓଡ଼ିଆ ପାରା ଆଥଲେଟ୍ ପ୍ରମୋଦ ଭଗତ ଏବଂ ମନିଷା ରାମଦାସ ଯୋଡ଼ି ଜାପାନର ତାଇଓ ଇମାଇ ଓ...
ଗୋଆ ନ୍ୟାସନାଲ ଗେମ୍ସରେ ଓଡ଼ିଶାକୁ ତିନି ତିନିଟି ପଦକ । ୩ଟି ପଦକ ଜିଣିଲେ ୩ ଓଡ଼ିଆ ଝିଅ । ଓଡ଼ିଶା ପାଇଁ ଗୋଲ୍ଡ ଆଣି ଚମକିଛନ୍ତି ଜିମ୍ନାଷ୍ଟ ପ୍ରଣତି ନାୟକ । ୱିମେନ୍ସ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ-ଅଲ୍ ରାଉଣ୍ଡ ଇଭେଣ୍ଟରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ।
ବିଶ୍ବକପର ଆଗାମୀ ଦୁଇଟି ମ୍ୟାଚରୁ ବାଦ ପଡ଼ି ପାରନ୍ତି ହାର୍ଦ୍ଦିକ । ଏନେଇ ଜୋର ଧରିଛି ଚର୍ଚ୍ଚା । ଗତ ଅକ୍ଟୋବର ୧୯ ରେ ବାଂଲାଦେଶ ବିପକ୍ଷ ମ୍ୟାଚରେ ଆହତ ହୋଇଥିଲେ ହାର୍ଦ୍ଦିକ । ଗୋଇଠିରେ ଆଘାତ କାରଣରୁ ସେ ନିଜର ଓଭର ମଧ୍ୟ ଶେଷ କରି ପାରି...
ବାତ୍ୟାଟି ଦୁର୍ବଳ ହୋଇ ବାଂଲାଦେଶ ଉପକୂଳ ଅତିକ୍ରମ କରିଛି । ଏହା ଆସନ୍ତା ୬ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ପରବର୍ତ୍ତୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫ ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨
ବର୍ତ୍ତମାନ ପର୍ଯ୍ୟନ୍ତ ମାତ୍ର ୨ ଜଣଙ୍କୁ ପୋଲିସ ଧରି ପଚରାଉଚରା ଜାରି ରଖିଛି । ଆହୁରି ୩ ଜଣ ଅଭିଯୁକ୍ତଙ୍କୁ ଏଯାବତ୍ ଧରି ପାରିନାହିଁ ପୋଲିସ । ଏଭଳି ଏକ ସମ୍ବେଦନଶୀଳ ଓ ଚାଞ୍ଚଲ୍ୟକର ଖବର ପୁରା ଓଡ଼ିଶାକୁ ଦୋହଲାଇ ଦେଇଥିବା ବେଳେ ପୋଲିସର ଏପରି ଶିଥିଳତା, ଅନେକ...
ପୋକମାଛି ପରି ମରୁଛନ୍ତି ସାଧାରଣ ଲୋକେ । ଗତ ୨୪ ଘଣ୍ଟାରେ ଗାଜା ଉପରେ ଇସ୍ରାଏଲ ୪୦୦ ରକେଟ୍ ମାଡ କରିଛି । ଏଥିରେ ୭୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେପଟେ ପଣବନ୍ଦୀଙ୍କ ଉଦ୍ଧାର ପାଇଁ ଇସ୍ରାଏଲ ନୂଆ ଷ୍ଟ୍ରାଟେଜି କରିଛି ।
ଆଜି ହେଉଛି ବିଜୟା ଦଶମୀ । ଆଜିର ଦିନରେ ଅଧର୍ମ ଉପରେ ଧର୍ମ ଓ ପାପର ଉପରେ ପୁଣ୍ୟର ବିଜୟ ହୋଇଥିଲା ।
ଆସନ୍ତାକାଲି ଭସାଣୀ । ମାଆଙ୍କୁ ଦିଆଯିବ ମେଲାଣି । ପୁଣି ଗୋଟିଏ ବର୍ଷ ପରେ ଭକ୍ତଙ୍କୁ ଦର୍ଶନ ଦେବେ ଦୁର୍ଗତିନାଶିନୀ । ଏନେଇ ଆଜିଠାରୁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ ପୋଲିସ ।
ସ୍ବାମୀଙ୍କୁ ମାଡ଼ ମାରିଲେ, ସ୍ତ୍ରୀକୁ ଗଣଦୁଷ୍କର୍ମ କଲେ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଦଶହରା ଛୁଟିରେ ସ୍ବାମୀଙ୍କ ସହ ବାଇକରେ ଘରକୁ ଫେରୁଥିଲେ ।
ବାହାସ୍ଫୋଟ ମାରୁଥିଲେ । ଭାରତରେ ଭାରତକୁ ହରାଇବେ ପୁଣି ବିଶ୍ବକପ ଜିତିବେ । କିନ୍ତୁ ସବୁ ଫସର ଫାଟିଗଲା ।
ପିଶାଚ ପାଲଟିଲା ବାପା । ନିଜ ଜନ୍ମ କଲା ଝିଅକୁ କଲା ହତ୍ୟା । ବୟଫ୍ରେଣ୍ତ ସହ ନାବାଳିକା ଜଣକ ଫେରାର ହୋଇ ଯିବାରୁ ହତ୍ୟା ।
ପୂର୍ବତନ କ୍ରିକେଟ ଅଧିନାୟକ ତଥା କିମ୍ବଦନ୍ତୀ ବାମହାତୀ ସ୍ପିନର ବିଶନ ସିଂ ବେଦିଙ୍କ ପରଲୋକ । ୭୭ ବର୍ଷରେ ପରଲୋକ ଗମନ କରିଛନ୍ତି ବିଶନ ।
ଲଦାଖ ନିକଟ ସିଆଚେନରେ ଡ୍ୟୁଟି କରୁଥିବା ବେଳେ ଦେହାନ୍ତ ହୋଇଥିବା ସୂଚନା । ସେନାର ଲେହର 'ଫାୟାର ଆଣ୍ଡ ଫ୍ୟୁରି କର୍ପସ' ପକ୍ଷରୁ ସୂଚନା ଜାରି କରାଯାଇଛି ।
ଲଗାତାର ଭାବେ ବିଶ୍ବକପରେ ଖରାପ ପ୍ରଦର୍ଶନ, ପାକିସ୍ତାନକୁ କର ଅବା ମର ସ୍ଥିତିରେ ଆଣି ଛିଡ଼ା କରିଛି । ଆଜିର ମ୍ୟାଚରେ ପାକିସ୍ତାନ ପାଇଁ ଅଫଗାନିସ୍ତାନର ସ୍ପିନ ବୋଲିଂ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି ।
ଶାନ୍ତି ପାଇଁ ହେକଲା ଟାୱାର ଚଢ଼ିଲେ ସ୍ପାଇଡର ମ୍ୟାନ । ଗତକାଲି ଫ୍ରାନ୍ସ ପର୍ବତାରୋହୀ ପ୍ୟାରିସରେ ଥିବା ହେକଲା ଟାୱାରକୁ ଚଢ଼ିଛନ୍ତି । ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଶାନ୍ତିର ବାର୍ତ୍ତା ଦେବା ପାଇଁ ସେ ଟାୱାର ଚଢ଼ିଥିବା ଜଣା ପଡ଼ିଛି ।
ତେଲୁଗୁ ସଂପ୍ରଦାୟର ନବରାତ୍ରରେ କଣ୍ଢେଇ ମେଳା ଅନୁଷ୍ଠିତ ହୁଏ । ବ୍ରହ୍ନପୁରରେ ତେଲୁଗୁ ସମ୍ପ୍ରଦାୟ ପକ୍ଷରୁ ପାଳିତ ହୋଇ ଯାଇଛି କଣ୍ଢେଇ ମେଳା । ଦକ୍ଷିଣ ଭାରତର ଆନ୍ଧ୍ର ଓ ତେଲେଙ୍ଗାନା ଅଞ୍ଚଳରେ ବିଶେଷ କରି ଦଶହରା ଓ ଦୀପାବଳି ଅବସରରେ କଣ୍ଢେଇ ମେଳା ପାଳିତ ହୁଏ ।