ସ୍ୱର୍ଗଦ୍ୱାରରେ ଶବଦାହ କରିବା ଅନେକଙ୍କ ଧାର୍ମିକ ଭାବନା ଓ ବିଶ୍ୱାସ ସହ ଜଡ଼ିତ ଥିବା ଏବଂ ଏଠାରେ ଶବ ସଂସ୍କାର ପାଇଁ ସରକାରଙ୍କ ପକ୍ଷରୁ ସୁବ୍ୟବସ୍ଥା ଥିବାରୁ ଏବେ ଦୈନିକ ପାଖାପାଖି ୧୦୦ଟି ମୃତଦେହ, ଦାହସଂସ୍କାର ପାଇଁ ଆସୁଛି ।
ଚାରିଆଡ଼େ ସବୁଜିମାର ଆସର...ବିସ୍ତୀର୍ଣ୍ଣ ଜଳରାଶି ସାଙ୍ଗକୁ ମନମୋହୁଛି ବଣ ପାହାଡ଼ । କେଉଁଠି ପରିବା ବାଡ଼ି ତ ଆଉ କେଉଁଠି ମାଣ୍ଡିଆ ଚାଷ ମନମୋହୁଛି ।
ମଟନ, ଚିକେନ, ପନିର, ଛତୁ, ବୈଡ୍, ବିରିୟାନୀ... କୌଣସି ଖାଦ୍ୟ ବାଦ୍ ପଡିନି ବାସି ଲିଷ୍ଟରୁ ।
ଜଟଣୀ ବଜାରରେ କାହିଁକି ଘଟୁଛି ବାରମ୍ବାର ଅଗ୍ନିକାଣ୍ଡ? ଗତ ୫ ଦିନ ଭିତରେ ହେଲାଣି ଦୁଇ ଦୁଇଟି ଅଗ୍ନିକାଣ୍ଡ ।
ହତ୍ୟା ପାଇଁ ଅଢେଇ ଲକ୍ଷ ଟଙ୍କାର ସୁପାରି ଦେଇଥିଲା ଅଭିଯୁକ୍ତ ।
ବୈକୁଣ୍ଠ ଧାମ ଆଶ୍ରମ ଭିତରେ ଆସର ବସୁଥିଲା, ଲୋକେ ଦୂର ଦୂରାନ୍ତରୁ ଆସୁଥିଲେ । ବାବା ଗାଦିକୁ ଆସୁଥିଲେ ଆଉ ତାଙ୍କୁ ଦେଖିବାକୁ ଭିଡ଼ ଜମୁଥିଲା ।
ମହାନଦୀର ନୀଳ ଜଳରାଶିରେ ବିଭିନ୍ନ ପ୍ରକାର ଜଳକ୍ରୀଡ଼ାର ମଜା ନେଉଛନ୍ତି ଲୋକେ ।
ସମସ୍ତଙ୍କ ପାଇଁ ଡିଜିଟାଲ୍ ଶିକ୍ଷାକୁ ସୁଗମ କରିବା ପାଇଁ ଏକ ଅତ୍ୟାଧୁନିକ କମ୍ପୁଟର ଲ୍ୟାବ ରହିଛି ।
ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟକୁ ନେଇ ପୋଲିସ ଡିଜିଙ୍କ ବଡ଼ ସୂଚନା । ଛତିଶଗଡ଼ରୁ ନଦୀ ପାର ହୋଇ ଓଡ଼ିଶାରେ ପଶୁଥିଲେ ମାଓବାଦୀ ।
ଗତ କିଛିଦିନ ଧରି ବିଶ୍ୱ ବଜାରରେ ଅସ୍ଥିରତା ପାଇଁ ଭାରତୀୟ ସେୟାର ମାର୍କେଟ ଗୁରୁତର ଭାବେ ପ୍ରଭାବିତ ହୋଇଛି । ଆଜି ମଧ୍ୟ ଆଦାନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିବା ପରେ ସେୟାର ମାର୍କେଟରେ ଝଡ଼ ସୃଷ୍ଟି ହୋଇଛି ।
୨୯ ବର୍ଷ ଧରି ଏକାଠି ରହିବା ପରେ ଅଲଗା ହୋଇଛନ୍ତି ଓସ୍କାର ବିଜେତା ଏ.ଆର୍. ରହମାନ୍ ଓ ତାଙ୍କ ପତ୍ନୀ ।
୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । କଟକ ବାରଙ୍ଗ ଥାନା ଅଞ୍ଚଳରେ ଘଟିଛି ଲଜ୍ଜାଜନକ ଘଟଣା ।
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପୁରୀ ବେଳାଭୂମିରେ ବେଧଡ଼କ ଚାଲିଛି ନିର୍ମାଣ କାର୍ଯ୍ୟ । ପର୍ଯ୍ୟଟନ କ୍ଷେତ୍ର ପୁରୀର ହାର୍ଟ ଅଫ ବିଚ୍ରେ ନିର୍ମାଣ ଚାଲିଛି କନଷ୍ଟ୍ରକସନ୍ କାମ ।
ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।
ଅତିବଡ଼ି ପୀଠରେ ଝୁଲୁଛି ତାଲା । ବନ୍ଦ ରହିଛି ପୂଜା ଓ ଭାଗବତ ପାଠ।
ଦୁଲୁକିଲା ବାଲିଯାତ୍ରା ପଡ଼ିଆ, ନାଚିଲା କଟକ । ଏକାକାର ହେଲେ ପିଲାଙ୍କଠାରୁ ବୟସ୍କ ।
ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ପଡ଼ିବ ଭୋଟ । ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହେବ ଭୋଟିଂ ।
ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୋଲିସ୍ ଡିଜି କନଫରେନ୍ସ । ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ପ୍ରମୁଖ ।
ଜେଲରୁ MA ପଢିବେ କୁଖ୍ୟାତ ମାଓନେତା ସବ୍ୟସାଚୀ ପଣ୍ଡା । ଡିଗ୍ରୀ କରିବା ପରେ ମାଷ୍ଟର ଡିଗ୍ରୀ ହାସଲ ପାଇଁ ଚାଲିଛି ଉଦ୍ୟମ ।