• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

9 Children Dead in 10 Days
କାହିଁକି ଯାଉଛି ଶିଶୁଙ୍କ ଜୀବନ, କ'ଣ ଏହାର କାରଣ? ୧୦ଦିନରେ ୯ ଶିଶୁ ମୃତ

କୋରାପୁଟ ବନ୍ଧୁଗାଁ ଓ ନାରାୟଣପାଟଣାରେ ୧୦ ଦିନରେ ୯ ଜଣଙ୍କ ମୃତ୍ୟୁ ଘଟିଛି । ସମସ୍ତ ମୃତକ ହେଉଛନ୍ତି ୧୦ ବର୍ଷ ଓ ତାଠୁ କମ ବୟସର ଶିଶୁ ।

Accident
ଜିଲ୍ଲାପାଳଙ୍କ ନିର୍ଦ୍ଦେଶର ଉଡ଼ିଲା ଧଜ୍ଜିଆ, ଟାଉନ ଭିତରେ ଏବେ ବି ଚାଲୁଛି ଭାରିଯାନ

ଜିଲ୍ଲାପାଳଙ୍କ ନିର୍ଦ୍ଦେଶକୁ ଫୁ । ବାଇପାସ ବଦଳରେ ଟାଉନ ଭିତରେ ଚାଲିଛି ଭାରିଯାନ ।

Subhadra Yojana
ଆଇନ ମନ୍ତ୍ରୀ କହିଲେ, ଖୁବ୍ ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା

ଖୁବ୍ ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ କୁହାଯାଇଥିଲା ତାକୁ ଗ୍ରାଉଣ୍ଡରେ କରି ଦେଖାଇବେ ସରକାର ।

Dharmasala MLA
ଆଟାକିଂ ମୁଡରେ ଧର୍ମଶାଳା ବିଧାୟକ, ପ୍ରଣବ ବଳବନ୍ତରାୟଙ୍କୁ କଲେ ସିଧା ଆଟାକ୍

ଆଟାକିଂ ମୁଡ୍ ରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ । ନବୀନ ସରକାର ଓ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ।

Delhi Weather
ଚାରିଆଡ଼େ ପାଣି... ପାଣି... ଆଉ ପାଣି, ୮୮ ବର୍ଷର ରେକର୍ଡ ଭାଙ୍ଗିଛି ଦିଲ୍ଲୀ ବର୍ଷା

୮୮ ବର୍ଷର ରେକର୍ଡ ଭାଙ୍ଗିଲା ଦିଲ୍ଲୀ ବର୍ଷା । ପ୍ରବଳ ବର୍ଷା ପରେ ପାଣିରେ ଭାସୁଛି ରାଜଧାନୀ ଦିଲ୍ଲୀ ।

Pitha
ହଜି ଗଲାଣି ଓଡ଼ିଆ ପିଠା, ଯୁବପିଢ଼ିର ପସନ୍ଦ ବର୍ଗର ପିଜା

କେମିତି ଲୋକପ୍ରିୟ ହୋଇପାରିବ ଓଡ଼ିଆ ପିଠା ଜାଣନ୍ତୁ ଏହାର ୯ଟି ଉପାୟ ।

Job Scam
ବଡ଼ବଡ଼ିଆଙ୍କୁ ହାତରେ ରଖି ପିଲାଙ୍କୁ ଠକୁଥିଲା ! ଚାକିରି ପାଇଁ ଟଙ୍କା ନେଇ ଛୁ’ ମାରୁଥିଲା

ଖୋଲିବାରେ ଲାଗିଛି ‘କମ୍ପ ଭାଇ’ର ସ୍କାମ୍ । କେମିତି ପିଲାଙ୍କଠୁ ଟଙ୍କା ଆଦାୟ କରୁଥିଲା, ଆଉ ତାକୁ ଚଳୁ କରୁଥିଲା ।

Baripada Jagannath Temple
ଦ୍ୱିତୀୟ ଶ୍ରୀକ୍ଷେତ୍ର...ଜ୍ୱରରେ ପଡ଼ିଛନ୍ତି ପ୍ରଭୁ, ଖାଁ ଖାଁ ସିଂହଦ୍ୱାର

ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦା । ଅଣସରରେ ତିନି ଠାକୁର, ସିଂହଦ୍ୱାରରେ ଏବେ ପଡିଛି ତାଲା । ଖାଁ ଖାଁ ଲାଗୁଛି ମନ୍ଦିର । ଭକ୍ତଙ୍କ ଗହଳି ନାହିଁ । ଜ୍ୱରରେ ପଡ଼ିଛନ୍ତି ତିନି ଠାକୁର, ଚାଲିଛି ଗୁପ୍ତ ସେବା ।

NEET Exam
ପ୍ରଶ୍ନ ପତ୍ର ଲିକ୍ ମାମଲାରେ ଧରା ପଡ଼ିଲେ ଦୁଇ ଅଭିଯୁକ୍ତ, ପାଟନାରୁ ହେଲେ ଗିରଫ

ବହୁ ଚର୍ଚ୍ଚିତ ନିଟ୍ ପେପର ଲିକ୍ ମାମଲା । ଗିରଫ ହେଲେ ଦୁଇଜଣ ଅଭିଯୁକ୍ତ ।

Phuluri oil
ମହାପ୍ରଭୁଙ୍କ ଦେହ ଖରାପ... ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ । ବଡ ଓଡିଆ ମଠ ପକ୍ଷରୁ ଯୋଗାଇ ଦିଆଯାଇଥାଏ ଏହି ଫୁଲୁରୀ ତେଲ ।

Duplicate doctor
ସରକାରୀ ଡାକ୍ତରଖାନାରେ ନକଲି ଡାକ୍ତର ! ନିଧଡ଼କ ଦେଖୁଛନ୍ତି ରୋଗୀ

ପୁଣି ସରକାରୀ ଡାକ୍ତରଖାନାରେ ନକଲି ଡାକ୍ତର ଅଭିଯୋଗ । ରାଉରକେଲା ସରକାରୀ ଡାକ୍ତରଖାନାରେ ପଦ୍ମନାଭନ୍ ମୁଖି ନାମକ ଜଣେ ବ୍ୟକ୍ତିଙ୍କୁ ନକଲି ଡାକ୍ତର ଆଶଙ୍କା କରି ନିଜ ହେପାଜତକୁ ନେଇ ଖୋଳତାଡ଼ କରୁଛି ପୋଲିସ ।

AFG vs SA
ସେମିରେ ହାରିଲା ଆଫଗାନିସ୍ତାନ; ଭାରତକୁ ଦାୟୀ କଲେ ପୂର୍ବତନ କ୍ରିକେଟର, କହିଲେ...

ଫାଇନାଲରେ ପହଞ୍ଚିଛି ଦକ୍ଷିଣ ଆଫ୍ରିକା । ଅତି ଦୟନୀୟ ପ୍ରଦର୍ଶନ କରି ସେମି ଫାଇନାଲରୁ ବିଦା ହୋଇଛି ଆଫଗାନିସ୍ତାନ ।

Hotel Raid
ଲୁଟେରାଙ୍କ ଉପରେ ନଜର, ରାଜଧାନୀର ବିଭିନ୍ନ ଅଞ୍ଚଳରେ କଡ଼ା ଚେକିଂ

ରାଜଧାନୀର ବିଭିନ୍ନ ଥାନା ଅଂଚଳରେ ଥିବା ହୋଟେଲ ଓ ଲଜ୍‌ରେ କମିସନରେଟ ପୋଲିସ ପକ୍ଷରୁ କଡା ଚେକିଂ ଚାଲିଛି ।

RAIN
ଆଷାଢରେ ବୈଶାଖର ତାତି, ବଲାଙ୍ଗିରରେ ଗଜା ମରୁଡି !!

ଗତ ମାର୍ଚ୍ଚ ମାସରୁ ବଲାଙ୍ଗିର ଜିଲ୍ଳାରେ ଦାଉ ସାଧିଛି ଖରା । ପାରଦ ୪୮ ଛୁଇଁଛି । ବୈଶାଖ, ଜ୍ୟୋଷ୍ଠ ଯାଇ ଆଷାଢ଼ ଆସିଲାଣି, ତଥାପି ଦାଉ ଦାଉ ସାଧୁଛି ଖରା ।

Subhadra Yojana
ଅପେକ୍ଷା କର, ‘ସୁଭଦ୍ରା’ ଯୋଜନାକୁ ନେଇ ଭ୍ରମିତ କର ନାହିଁ: ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ସଂପର୍କରେ କୌଣସି ଭ୍ରମିତ ଖବର ଦେଖାନ୍ତୁ ନାହିଁ । କିଛି ପ୍ରମୁଖ ଗଣମାଧ୍ୟମରେ ମିଛ ଖବର ବୁଲୁଛି । ତାହା ଠିକ ନୁହେଁ ।

Weather
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।

Lok Sabha
ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର, ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ଶପଥ ନେଇଛନ୍ତି ଓଡ଼ିଆ ସାଂସଦ । ଲୋକସଭା ସଦସ୍ୟ ଭାବେ ଆଜି ଓଡ଼ିଶାର ୧୯ ଜଣ ସାଂସଦ ଶପଥ ନେଇଛନ୍ତି ।

Bobby Das
ଘର ଭାଙ୍ଗିବା ପରେ ମୁହଁ ଖୋଲିଲେ ବବି: ‘ସେଠି ସେଭଳି କୌଣସି ବିରାଟ ନିର୍ମାଣ କାର୍ଯ୍ୟ ହୋଇନି’

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ ଘର ।

Odisha Politics
ବବିଙ୍କ ସରକାରୀ ଘରେ ଭଙ୍ଗାରୁଜା, ଅଣ୍ତରଗ୍ରାଉଣ୍ତରେ ଚାଲିଥିଲା କ'ଣ ?

ବିଜେଡି ନେତା ବବି ଦାସଙ୍କ ସରକାରୀ ଘରେ ଭଙ୍ଗାରୁଜା ଚାଲିଛି । ତେବେ କାହିଁକି ଭଙ୍ଗାରୁଜା ଚାଲିଛି ଏବଂ ଅଣ୍ଡରଗ୍ରାଉଣ୍ଡରେ କ’ଣ ଚାଲିଥିଲା, ସେ ନେଇ ଖୋଳତାଡ଼ ଚାଲିଛି।

T20 World Cup
ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ ! ବାଦ ପଡ଼ିଲା ଅଷ୍ଟ୍ରେଲିଆ, ସେମିରେ ଅଫଗାନିସ୍ତାନ

ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ । ବାଂଲାଦେଶକୁ ହରାଇ ସେମି ଫାଇନାଲରେ ପହଞ୍ଚିଲା ଆଫଗାନିସ୍ତାନ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।