କୋଲକାତା ଜୁନିୟର ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଞ୍ଜୟ ରାୟର ବଡ଼ ବୟାନ ।
ଭାରତର ଏକ ଛୋଟ ଗାଁର ପଡ଼ିଆରେ କ୍ରିକେଟ ଖେଳୁଥିବା ଯେକୌଣସି ପିଲାକୁ ପଚାରିବେ ଯଦି ତାର ଆଇଡଲ୍ କିଏ, ତେବେ ପ୍ରାୟ ୯୯ ପ୍ରତିଶତ ଉତ୍ତର ବିରାଟ କୋହଲି ହିଁ ମିଳିବ ।
ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶ ମୁହାଁ ହୋଇଥିବା ନେଇ ବିଜେଡିର ଆରୋପ ପରେ କଡ଼ା କାଉଣ୍ଟର କରିଛନ୍ତି ରାଜ୍ୟ ସରକାର ।
ଗଂଜେଇ ଚୋରା ଚାଲାଣର ହବ୍ ପାଲଟିଛି କି ଓଡିଶା ? ଗତକାଲି ଗଂଜାମରୁ ଗିରଫ ନିଲୁ ପ୍ରଧାନ ହେଉ ଅବା ପାଣ୍ଡି ବ୍ରଦର୍ସ ।
କେତେ ବିରୋଧ, କେତେ ଆପତ୍ତି । ତଥାପି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ ।
କାହାର ହେବ ହ୍ୱାଇଟ୍ ହାଉସ । ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶର ନେତା ବାଛିବାକୁ କାଲି ଭୋଟ୍ ଦେବ ଆମେରିକା ।
ଆଜିକାଲି ଦୁନିଆରେ ଅନଲାଇନ୍ ସ୍କାମ୍ ବଢ଼ିଯାଇଛି । ଏନେଇ ବ୍ୟାଙ୍କ ଓ ସରକାରଙ୍କ ତରଫରୁ ବାରମ୍ବାର ସଚେତନ କରାଗଲେ ମଧ୍ୟ ସାଧାରଣ ଲୋକେ ଚେତୁ ନାହାନ୍ତି ।
ବର୍ତ୍ତମାନର ସମୟରେ କୌଣସି ଏକ ରେଷ୍ଟୁରାଣ୍ଟକୁ ଗଲେ ସେମାନଙ୍କର ମେନୁରେ ଉଭୟ ନିରାମିଷ ଓ ଆମିଷ ଖାଦ୍ୟ ରହିଥିବା ଦେଖିବାକୁ ମିଳୁଛି । ଏହା ସହ ଏପରି ମଧ୍ୟ କେତେକ ରେଷ୍ଟୁରାଣ୍ଟ ଅଛି, ଯେଉଁଥିରେ କେବଳ ନିରାମିଷ କିମ୍ବା କେବଳ ଆମିଷ ମିଳେ ।
ଆସିଲା ବାତ୍ୟା ଦାନାର କ୍ଷୟକ୍ଷତି ରିପୋର୍ଟ । ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିବା ପରେ ଜଣା ପଡ଼ିଲା ବାତ୍ୟାର ପ୍ରକୋପ ।
ମନ୍ତ୍ରୀଙ୍କ ମୁହଁରେ ସିଂଘମ ଡାଏଲାଗ । ଯୋଗାଣ ସହାୟକ ବୈଠକରେ ସହାୟକ ମାନଙ୍କୁ ସିଙ୍ଘମ ଫିଲ୍ମ ଡାଇଲଗ ଶୁଣାଇ ଉପଦେଶ ଦେଲେ ଯୋଗାଣ ମନ୍ତ୍ରୀ ।
ମହାନଦୀ ଜଳ ବିବାଦକୁ ନେଇ ପୁଣି ଥରେ ତେଜିଛି ରାଜନୀତି । ବିଜେଡି ଓ କଂଗ୍ରେସ କେନ୍ଦ୍ର ସରକାର ଓ ବିଜେପି ଆଡ଼କୁ ବଲ୍ ଫିଙ୍ଗିଛନ୍ତି ।
କେନ୍ଦୁଝରରେ JSW ସହ ମିଶି ପୋସ୍କୋ ପ୍ରତିଷ୍ଠା କରିବ ଷ୍ଟିଲ ପ୍ଲାଣ୍ଟ । ସମ୍ଭାବ୍ୟ ନିବେଶକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୋହର ପରେ ୟାକୁ ନେଇ ଏବେ ନାନା ଚର୍ଚ୍ଚା ।
ପୁଣି ଚର୍ଚ୍ଚାରେ ମୁନା ଖାଁଙ୍କ ବୟାନ । ୫ ବର୍ଷ ନୁହେଁ ତାପୂର୍ବରୁ ଶାସନ କ୍ଷମତାକୁ ଫେରିପାରେ ବିଜେଡି ।
ଲକ୍ଷ୍ମୀ ବସ୍ ଡ୍ରାଇଭର ଓ କଣ୍ଡକ୍ଟରକୁ ନିସ୍ତୁକ ମାଡ଼ । ଦୁର୍ଘଟଣାକୁ ନେଇ ବିଚ୍ ରାସ୍ତାରେ ଆକ୍ରମଣ ।
ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଖୁବଶୀଘ୍ର ହେବ ମେଘନାଦ ପାଚେରୀରେ ଫାଟ ମରାମତି । ଏହାକୁ ଗୁରୁତ୍ୱର ସହ ନେଇଛି ଶ୍ରୀମନ୍ଦିର ପ୍ରଶାସନ ।
ପାଠ ପଢ଼ିବାକୁ ବାଧକ ହୋଇପାରେ ଅର୍ଥ ନା ବ୍ୟବସ୍ଥା । ଯଦି, ଇଚ୍ଛା ଶକ୍ତି ରହିଛି, ତାହେଲେ କିଛି ପ୍ରତିବନ୍ଧକ ହୋଇପାରିବନି ।
ଜଗନ୍ନାଥଙ୍କ ଭଜନ ଶୁଣିଲେ, ମନେ ପଡ଼ନ୍ତି ସିଏ । ଭାବ, ଭକ୍ତିର କଣ୍ଠସ୍ୱର କାନକୁ ମହାପ୍ରଭୁଙ୍କ ଭାବନାରେ ବୁଡ଼ାଇ ଦିଏ ।
ପାରାଦୀପ ସମୁଦ୍ରରୁ ଧରା ହେଉଥିବା ମାଛ ଏଣିକି ‘ପାରାଦୀପ ବ୍ରାଣ୍ଡ’ରେ ବିକ୍ରି ହୋଇପାରେ ବିଦେଶରେ ।
ପୁଣି ଓଡ଼ିଶା ଫେରୁଛି ପୋସ୍କୋ । ଏଥର ପାରାଦୀପ ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା କେନ୍ଦୁଝରରେ ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ୍ ।