• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Odisha Election
'ମୋ ବାପା ମୁଖ୍ୟମନ୍ତ୍ରୀ, ସାଙ୍ଗମାନେ ପାର୍ଟି ମାଗିଲେଣି କିନ୍ତୁ ସେ ବ୍ୟସ୍ତ'

ମୋ ବାପା ହେଲେ ମୁଖ୍ୟମନ୍ତ୍ରୀ । ସାଙ୍ଗମାନେ ପାର୍ଟି ମାଗିଲେଣି କିନ୍ତୁ ବାପା ବର୍ତ୍ତମାନ ବ୍ୟସ୍ତ ଥିବେ । ସେ ଆସିଲେ ତାଙ୍କୁ ପାର୍ଟି ମାଗିବି । ତାଙ୍କୁ ଶୁଭେଚ୍ଛା ଜଣାଇବି ।

Odisha Election
କନକବର୍ଦ୍ଧନ ଓ ପ୍ରଭାତୀ ପରିଡ଼ା ହେଲେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ; କେମିତି ଥିଲା ତାଙ୍କର ରାଜନୈତିକ ଯାତ୍ରା, ଜାଣନ୍ତୁ...

କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛି ଦଳ । ଆସନ୍ତୁ ଜାଣିବା ସେମାନଙ୍କ ରାଜନୈତିକ କ୍ୟାରିଅର ବିଷୟରେ ..

Odisha Election
୨୫ ବର୍ଷ ପରେ ଓଡ଼ିଶା ଦେଖିବ ଉପମୁଖ୍ୟମନ୍ତ୍ରୀ, କେଭି ଓ ପ୍ରଭାତୀଙ୍କୁ ଦାୟିତ୍ୱ

ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ଏହା ସହ ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ ।

Traffic
ଆସନ୍ତାକାଲି ଶପଥ ଗ୍ରହଣ ସମାରୋହ, କ'ଣ ରହିବ ଟ୍ରାଫିକ୍ କଟକଣା

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଓ ନବ ନିର୍ବାଚିତ ମନ୍ତ୍ରିମଣ୍ଡଳ ଶପଥ ସମାରୋହ ପାଇଁ ଭୁବନେଶ୍ୱରରେ କଡ଼ା ଟ୍ରାଫିକ କଟକଣା ରହିବ ।

Odisha Election
ଶପଥ ପୂର୍ବରୁ ବଡ଼ ନିଷ୍ପତ୍ତି, ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା

ଜୁନ୍‌ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ମିଳିଛି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି ହେଲା ।

Groom - Bride
ବିବାହ ବେଳେ କଲେ ଏମିତି କାରନାମା, ସ୍ତବ୍ଧ ହୋଇଗଲେ ସମସ୍ତେ

ଏହା ଏପରି ଏକ ଘଟଣା, ଯାହା ଆପଣଙ୍କୁ ଚିନ୍ତାରେ ପକାଇ ଦେବ । ନିଜର ଭାବୀ ପତ୍ନୀଙ୍କ ପାଇଁ ସେ ଏପରି ଏକ ସରପ୍ରାଇଜ୍ ରେଡୀ କରିଥିଲେ, ଯାହାକୁ ଦେଖୁ ସମସ୍ତେ ସ୍ତବ୍ଧ ହୋଇ ରହିଗଲେ ।

T20 World Cup
କ୍ୟାମେରା ସାମ୍ନାରେ ପତ୍ନୀଙ୍କ ସହ ଘର କଥା ଗପିଲେ ବୁମ୍‌ରା, ଭିଡିଓ ହେଲା ଭାଇରାଲ୍

ଗତ ରବିବାର ଦିନ ଭାରତ- ପାକିସ୍ତାନ ଖେଳ ହୋଇଥିଲା । ସେହି ମ୍ୟାଚ୍‌ରେ ଭାରତ ଦମଦାର ପ୍ରଦର୍ଶନ କରି ଜିତିନେଇଥିଲା । ଲୋ ସ୍କୋର ହେବା ସତ୍ତ୍ୱେ ବୋଲର୍‌ମାନଙ୍କ ଭଲ ପ୍ରଦର୍ଶନ ପାଇଁ ଉକ୍ତ ମ୍ୟାଚ୍‌କୁ ଭାରତ ଜିତିନେଇଥିଲା ।

Sri Mandir
ସାମ୍ନାକୁ ଆସୁନି ସତ, ବଢୁଛି ଚର୍ଚ୍ଚା; ଶ୍ରୀମନ୍ଦିରକୁ ଶ୍ରୀହୀନ ଉଦ୍ୟମ ପଛରେ ଅଦୃଶ୍ୟ ଶକ୍ତି କିଏ!

ସରକାର ବଦଳୁ ବଦଳୁ ଶ୍ରୀମନ୍ଦିରକୁ କିଏ ଶ୍ରୀହୀନ କରିବାକୁ ବସିଥିଲା? ବଡ଼ ଠାକୁରଙ୍କ ବଡ଼ ଦେଉଳକୁ ଆଲୋକଶୂନ୍ୟ କରିବାର ମନ୍ଦବୁଦ୍ଧି ପାଞ୍ଚିଥିଲା କିଏ? କାହା ନିର୍ଦ୍ଦେଶରେ ଖୋଲି ଦିଆଯାଉଥିଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଏବଂ ମ୍ୟୁଜିୟମ୍ ଲାଇଟ୍ ?

New MLA
ଉତ୍ସାହିତ ନବନିର୍ବାଚିତ, ପ୍ରଥମ ଥର ବିଧାନସଭା ଯିବେ ରାଜ୍ୟର ୮୨ ବିଧାୟକ

କିଏ ପ୍ରଥମଥର ନିର୍ବାଚିତ ହୋଇଛି ତ କାହାକୁ ବର୍ଷ ବର୍ଷର ସଂଘର୍ଷ ପରେ ମିଳିଛି ସଫଳତା । ବିଜେଡିର ହେଭିୱେଟ ନେତା, ମନ୍ତ୍ରୀ ଏବଂ ଟାଣୁଆ ସଂଗଠକଙ୍କୁ ଦେଇଛନ୍ତି ମାତ୍ । ପିଢ଼ି ପରେ ପିଢ଼ି ପରିବାରବାଦ ରାଜନୀତିକୁ ଧରାଶାୟୀ କରି, ଗଡ ଭାଙ୍ଗି ଦେଇଛନ୍ତି କିଛି ନବାଗତ...

Election
ମୋଦିଙ୍କ ମନ୍ତ୍ରୀ ମଣ୍ତଳରେ ତିନି ଓଡ଼ିଆ, କାହାକୁ ମିଳିଲା କେଉଁ ବିଭାଗ

ମୋଦି କ୍ୟାବିନେଟର ୩ ଓଡ଼ିଆ ମନ୍ତ୍ରୀଙ୍କୁ ମିଳିଲା ବଡ଼ ବିଭାଗ । ରେଳ ସହ ସୂଚନା ପ୍ରସାରଣ ମନ୍ତ୍ରାଳୟ ପାଇଲେ ଅଶ୍ବିନୀ ବୈଷ୍ଣବ । ଶିକ୍ଷା ବିଭାଗ ବଜାୟ ରଖିଲେ ଧର୍ମେନ୍ଦ୍ର ପ୍ରଧାନ ।

Central Ministers
ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ତଳ ତାଲିକା, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଜଣାପଡ଼ିଲା କେନ୍ଦ୍ର କ୍ୟାବିନେଟର ରୂପରେଖ । ସାମ୍ନାକୁ ଆସୁଛି ଗୋଟେ ପରେ ଗୋଟେ ମନ୍ତ୍ରୀ ପଦ । ଏନେଇ ଜାତୀୟ ଗଣମାଧ୍ୟମରୁ ସୂଚନା ମିଳୁଛି ।

Virat Kohli
କୋହଲିଙ୍କ ପ୍ରେମରେ ପଡ଼ିଲେ ପାକିସ୍ତାନୀ ମହିଳା, ଖେଳ ବେଳେ ବେକରେ ପକାଇଲେ ବିରାଟ ଲକେଟ୍

ପୂରା ବିଶ୍ୱରେ ବିରାଟ କୋହଲିଙ୍କୁ କିଏ ବା ନଜାଣେ । ସବୁଆଡ଼େ ତାଙ୍କର ଅସଂଖ୍ୟ ପ୍ରଶଂସକ । ବିଶ୍ୱ ତାଙ୍କୁ କିଙ୍ଗ୍ କୁହେ, କ୍ରିକେଟ୍‌ର କିଙ୍ଗ୍ । ନିଜ ଖେଳ ପାଇଁ ତାଙ୍କର ଅଧ୍ୟବସାୟ, ତାଙ୍କୁ ଏପରି ଗଢ଼ି ତୋଳିଛି ।

Oath Ceremony
ରାଷ୍ଟ୍ରପତି ଭବନରେ ଚିତାବାଘ ! ଶପଥ ବେଳର ରହସ୍ୟମୟ ପଶୁର ଭିଡିଓ ଭାଇରାଲ୍...

ରାଷ୍ଟ୍ରପତି ଭବନରେ ଶପଥ ପାଠ ବେଳେ ଅଜଣା ଜନ୍ତୁ । ଗତକାଲି ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ପାଠ ସମାରୋହ ଆୟୋଜନ ହୋଇଥିଲା । ମୋଦି ୩.O ସରକାରର ମନ୍ତ୍ରିମଣ୍ଡଳ ଶପଥ ଚାଲିଥିଲା ।

Weather
ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାର ସ୍ଥିତି ଅନୁକୂଳ ନାହିଁ, ଜାରି ରହିବ ଗୁଳୁଗୁଳି

ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇ ନପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇ ପାରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି ।

Odisha Election
'ମୋ ଜାଣିବାରେ ସେଭଳି କିଛି ନାହିଁ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି'

ଆସନ୍ତା ୧୨ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ତାପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ।

Dengue
ବର୍ଷା ଦିନ ଆସିନି, ଡରାଇଲାଣି ଡେଙ୍ଗୁ; ଚିହ୍ନଟ ହେଲେଣି ୨୩୫ ଜଣ ରୋଗୀ

ରାଜ୍ୟରେ ମୌସୁମୀ ନଆସୁଣୁ କାୟା ମେଲାଇଲାଣି ଡେଙ୍ଗୁ । ଚଳିତ ବର୍ଷ ଏବେ ସୁଦ୍ଧା ରାଜ୍ୟରେ ଚିହ୍ନଟ ହେଲେଣି ୨୩୫ ଜଣ ରୋଗୀ । ସେଥିମଧ୍ୟରୁ ଗତକାଲି ୩ଟି କେସ ଆସିଛି, ସେ ମଧ୍ୟରେ ପୁରୀରୁ ୨ଟି କେସ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି ।

Retired Officers
ଅବସର ପରେ ନିଯୁକ୍ତି, ତଥ୍ୟ ମାଗିଲା ଗୃହ ବିଭାଗ; ନିର୍ଦ୍ଦିଷ୍ଟ ଫର୍ମାଟ୍‌ରେ ଦେବାକୁ ନିର୍ଦ୍ଦେଶ

ରାଜ୍ୟର ଗୃହ ବିଭାଗର ବିଭିନ୍ନ ଡିପାର୍ଟମେଣ୍ଟରେ କେତେ କର୍ମଚାରୀ ଅବସର ପରେ ପୁନଃ ନିଯୁକ୍ତି ପାଇଛନ୍ତି ତଥ୍ୟ ଦେବାକୁ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶ । ଏକ ନିର୍ଦ୍ଦିଷ୍ଟ ଫର୍ମାଟରେ ଏହି ତଥ୍ୟ ଦେବାକୁ କୁହାଯାଇଛି ।

School Reopen
ସରିଲା ଖରାଛୁଟି... ଏହି ଦିନ ଖୋଲିବ ସ୍କୁଲ୍; ଜାଣନ୍ତୁ କେବେ

ଆସନ୍ତା ୧୭ରେ ଖୋଲିବ ସ୍କୁଲ୍, ସପ୍ତାହେ ପୂର୍ବରୁ ହେବ ପ୍ରସ୍ତୁତି । ଶ୍ରେଣୀ ଗୃହରୁ ନେଇ ଶୌଚାଳୟ ପରିଷ୍କାର କରିବାକୁ ନିର୍ଦ୍ଦେଶ । ସମସ୍ତ ଡିଇଓଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ।

Prashant Jagdev
'ମୁଖ୍ୟମନ୍ତ୍ରୀଙ୍କର ପାଣ୍ତିଆନଙ୍କ ପାଇଁ ପ୍ରେମ ଏବେ ବି ରହିଛି'

ନବୀନଙ୍କ ପାଣ୍ଡିଆନ୍ ପ୍ରେମ ସରିନି । ଜାମିନରେ ଜେଲରୁ ବାହାରିବା ପରେ ଏଭଳି ଟାର୍ଗେଟ କରିଛନ୍ତି ଖୋର୍ଦ୍ଧା ବିଜେପି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିସହ ସେ କହିଛନ୍ତି, ଲୋକଙ୍କ ଭଲ ପାଇବା ମୋ ପ୍ରତି ରହିଛି ।

Election 2024
ସମ୍ଭାବ୍ୟଙ୍କୁ ପିଏମ୍ଓରୁ ଆସୁଛି ଫୋନ୍ କଲ୍, ମିଳିପାରେ ମନ୍ତ୍ରୀ ପଦ!

ମିଳିଲା ବଡ଼ ଖବର । କେନ୍ଦ୍ର କ୍ୟାବିନେଟରେ ସାମିଲ୍ ପାଇଁ ସମ୍ଭାବ୍ୟ ମନ୍ତ୍ରୀଙ୍କୁ ଫୋନ୍ ଯାଇଥିବା ସୂଚନା ମିଳିଛି । ଜଣଙ୍କ ପରେ ଜଣେ ନେତାଙ୍କୁ ପିଏମ୍‌ଓରୁ ଯାଉଛି ଫୋନ୍ କଲ୍ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।