ନ୍ୟୁଜିଲାଣ୍ଡର ଅକଲାଣ୍ଡରେ ନୂଆବର୍ଷକୁ ସ୍ୱାଗତ । ୨୦୨୪କୁ ବିଦାୟ ଦେଇ ୨୦୨୫କୁ ସ୍ୱାଗତ କଲା ଅକଲାଣ୍ଡ ।
ଚନ୍ଦ୍ରବାବୁ ନାଇଡୁ କରିଛନ୍ତି ମାତ୍ର ୧୦ କୋଟି ଋଣ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହେଉଛନ୍ତି ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ । ତାଙ୍କର ମାତ୍ର ୧୫ ଲକ୍ଷ ଟଙ୍କା ସମ୍ପତ୍ତି ରହିଛି ।
ସାମ୍ନାକୁ ଆସିଲା ଓଡିଶା ଭିଜିଲାନ୍ସର ବାର୍ଷିକ ରିପୋର୍ଟ । ୨୦୨୪ ମସିହାରେ ମୋଟ ୨୦୦ ଅପରାଧିକ ମାମଲା ରୁଜୁ କରାଯାଇଛି ।
ନୂଆବର୍ଷରେ ଖସିବ ପାରଦ, ଆସିବ ଜାଡ଼ । ଥରାଇବ ତାଳୁରୁ ତଳିପା ।
ଆସନ୍ତା ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ଆଜି ବର୍ଷର ଶେଷଦିନ । ଆଉ କେଇ ଘଣ୍ଟାପରେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫ ।
ସନ୍ଦେହଜନକ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ୍ । ମୃତ୍ୟୁର କାରଣ ଏବେ ଯାଏଁ ଜଣାପଡ଼ିନି । ଏକ ଘରୋଇ କମ୍ପାନୀରେ ସଂପୃକ୍ତ ଯୁବତୀ କାମ କରୁଥିଲେ ।
ପାଖେଇ ଆସୁଛି ନୂଆବର୍ଷ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି ।
ଆଜି ଓ ଆସନ୍ତାକାଲି ସକାଳୁ ପ୍ରବଳ କୁହୁଡ଼ି ହେବା ସମ୍ଭାବନା ରହିଛି । ତେଣୁ ଯାତାୟାତ ବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ ପାରଦ ଆହୁରି ଖସିବ ।
ପୁଷ୍ପାଙ୍କୁ ଜେଲ୍ ନା ବେଲ୍ ? ହାଇଦ୍ରାବାଦ୍ ସଂଧ୍ୟା ଥିଏଟର୍ରେ ଦଳାଚକଟା ମାମଲାରେ ସୁପରଷ୍ଟାର୍ ଅଲ୍ଲୁ ଅର୍ଜୁନ ଜାମିନ ଆବେଦନର ଆଜି ହେବ ଶୁଣାଣି ।
ଆକାଶରେ ଦିଶିବ କଳା ଜହ୍ନ। ହଠାତ୍ ଜହ୍ନ ହେଇଯିବ କି କଳା ?
ଆଜିଠାରୁ ଦୁଇଦିନିଆ ଗସ୍ତରେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଯିବେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସେ ଗଞ୍ଜାମ ଚାଷୀଙ୍କୁ ଭେଟିବେ ।
ଯନ୍ତାରେ ଜିନତ୍ .. ୨୦ ଦିନର ଛକାପଞ୍ଝା ପରେ କାବୁରେ ଆସିଲା । ଟ୍ରାଙ୍କୁଲାଇଜ ହେଲା ମରାଠା ବାଘୁଣୀ ।
ବର୍ଷ ସରିବା ଆଗରୁ ମହାକାଶ ଗବେଷଣାରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ ଲକ୍ଷ୍ୟରେ ଭାରତ । ଆଜି ସ୍ପେଶ୍ ଡକିଂ ଏକ୍ସପେରିମେଣ୍ଟ ବା ସ୍ପେଡେକ୍ସ ମିଶନ୍ ଲଞ୍ଚ କରିବ ଇସ୍ରୋ ।
ପାଖେଇ ଆସୁଛି ନୂଆବର୍ଷ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି ।
ଝିପିଝିପି ବର୍ଷା ସହ କୋହଲା ପାଗରେ ବିଦାୟ ନେବ ପୁରୁଣାବର୍ଷ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା ।
ଆଜି ହେବ ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷକୃତ୍ୟ । ଦିନ ୧୧ଟା ୪୫ରେ ନୂଆଦିଲ୍ଲୀ ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯିବ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି-୧୩ଶୀ ରାତ୍ରି ୦୩.୩୨ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ବର୍ଷେ ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ।
ଠିକା ଚାକିରି, ପୋଷ୍ଟ କଂପ୍ୟୁଟର ଅପରେଟର୍, ଦରମା ମାତ୍ର ୧୩ ହଜାର । ହେଲେ ଜଣେ ଯୁବକ ନିଜେ ଚାକିରି କରିଥିବା ସଂସ୍ଥାରୁ କେତେ ଠକିଛନ୍ତି ଜାଣିଛନ୍ତି ?