• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Cricket
ଆଜି ଭାରତ-ପାକିସ୍ତାନ ମହାମୁକାବିଲା, କମ୍ପୁଛି କ୍ରିକେଟ ଜଗତ

ସୁପର ସଣ୍ଡେରେ ସୁପର ମୁକାବିଲା । ବହୁ ପ୍ରତୀକ୍ଷାର ଅନ୍ତ ପରେ ଆଉ ମାତ୍ର କିଛି ଘଣ୍ଟାରେ ଆରମ୍ଭ ହେବାକୁ ଯାଉଛି ଭାରତ-ପାକିସ୍ତାନ ମହାଟକ୍କର । ଟିଟ୍ୱେଣ୍ଟି ବିଶ୍ୱକପରେ ନ୍ୟୁୟର୍କରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ହେବ ଟକ୍କର ।

Weather
ମୌସୁମୀ ଆସିଲା ସତ, କିନ୍ତୁ ଗୁଳୁଗୁଳିରୁ ନାହିଁ ତ୍ରାହି; ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି

ରାଜ୍ୟରେ ଗରମ ଗୁଳୁଗୁଳିରୁ ତ୍ରାହି ମିଳୁନି । ଆସନ୍ତା ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

Odisha Election
BJPର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ? ସାମିଲ ହେବେ କେଉଁ କେଉଁ ବିଧାୟକ?

ରାଜ୍ୟରେ ବିଜେପିର ପ୍ରଥମ ସରକାରରେ କିଏ ହେବ ମୁଖ୍ୟମନ୍ତ୍ରୀ ? ମନ୍ତ୍ରିମଣ୍ଡଳରେ ସାମିଲ ହେବେ କେଉଁ କେଉଁ ବିଧାୟକ ? ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସସ୍ପେନ୍ସ ଲାଗି ରହିଥିବା ବେଳେ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ନେତାଙ୍କ ବାୟୋଡାଟା ଯାଞ୍ଚ ଆରମ୍ଭ ହୋଇଛି ।

Narendra Modi
ଶପଥ ନେବେ ମୋଦି, ନୂଆ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସ୍ଥାନ?

ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ । ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Sri Mandir
ଲାଇଟ୍ କାଢ଼ି ନେଇ ଅନ୍ଧାର କରିବା ଚିନ୍ତାଜନକ ବିଷୟ, କାର୍ଯ୍ୟାନୁଷ୍ଠାନ ନିଆଯାଉ: ବିଜେପି

ଶ୍ରୀମନ୍ଦିର ଚାରି ପାଖ ଲାଇଟ୍ ଖୋଲାଯିବା ପଛରେ ରହିଛି ଷଡ଼ଯନ୍ତ୍ର । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଲାଇଟ୍ କାଢ଼ି ନେଇ ଅନ୍ଧାର କରାଯିବା ଚିନ୍ତାଜନକ ବିଷୟ ବୋଲି କହିଛି ବିଜେପି ।

Sri Mandir
ଶ୍ରୀମନ୍ଦିର ଲାଇଟ୍ ଖୋଲାଯିବା ଘଟଣା; ତଦନ୍ତ ନିର୍ଦ୍ଦେଶ ପରେ ୪ ଅଟକ

ରାଜ୍ୟରେ ନୂଆ ସରକାର ଆସିବା ପୂର୍ବରୁ କାହିଁକି ଶ୍ରୀମନ୍ଦିର ପରିସରରେ ଲାଗିଥିବା ଆଲୋକୀକରଣ ବ୍ୟବସ୍ଥାକୁ ହଠାତ୍ ବନ୍ଦ କରିଦିଆଗଲା? କିଏ ଏବଂ କାହା ନିର୍ଦ୍ଦେଶରେ ଖୋଲି ଦିଆଗଲା ଲାଇଟ୍ ସବୁକୁ ?

Narendra Modi
ଏହି ଦିନ ଶପଥ ନେବେ ପ୍ରଧାନମନ୍ତ୍ରୀ, ଦେଶ ବିଦେଶରୁ ଅନେକ ଅତିଥିଙ୍କୁ ନିମନ୍ତ୍ରଣ...

ସର୍ବସମ୍ମତିକ୍ରମେ ଏନଡିଏର ନେତା ନିର୍ବାଚିତ ହେବା ପରେ ରାଷ୍ଟ୍ରପତିଙ୍କୁ ଭେଟି ପାଇଁ ସରକାର ଗଠନ କରିବାକୁ ଦାବି ଉପସ୍ଥାପନ କରଛନ୍ତି ମୋଦି । ତା’ସହ ଆସନ୍ତା ୯ ତାରିଖ ସଂଧ୍ୟା ୭ଟା ୧୫ରେ ଶପଥ ପାଇଁ ରାଷ୍ଟ୍ରପତି ତାଙ୍କୁ ଆମନ୍ତ୍ରଣ ଜଣାଇଥିବା ମୋଦି କହିଛନ୍ତି ।

Weather Update
ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ସହ ଝଡ଼ ତୋଫାନ ସତର୍କତା, ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା । ଆଗାମୀ ୩ ଦିନ ଯାଏ ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା । ଗରମ ସହ ଗୁଳୁଗୁଳିରେ ବି ସନ୍ତୁଳି ହେବେ ରାଜ୍ୟବାସୀ ।

Naxals
ଲାଲବାହିନୀ ଉପରେ ପୁଣି ହମଲା, ଏନକାଉଣ୍ଟରରେ ଟଳିଲେ ୫ ନକ୍ସଲ

ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ଲାଲବାହିନୀ ଉପରେ ପୁଣି ହମଲା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୫ ଜଣ ନକ୍ସଲ । ଘଟଣା ଘଟିଛି, ଛତିଶଗଡ଼ ଦନ୍ତେୱାଡ଼ା-ନାରାୟଣପୁର ସୀମାନ୍ତରେ ।

Panchang
Panchang Today 8th June 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଘରେ କରନ୍ତୁ ଶୁଭ କାର୍ଯ୍ୟ

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ଶନିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୩.୫୫ ଗତେ ୩ୟା ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ...

Odisha Election
ମୁଖ୍ୟମନ୍ତ୍ରୀ ରେସ୍‌ରେ ଆଗରେ କିଏ ? କିଏ ସମ୍ଭାଳିବ ଓଡ଼ିଶାର ଶାସନ ଭାର?

କିଏ ହେବେ ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଦିଲ୍ଲୀ ବୈଠକ ଉପରେ ସାରା ଓଡିଶାର ନଜର । ଏନେଇ ଦିଲ୍ଲୀରେ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିବ। ଏହା ସହ ମୁଖ୍ୟମନ୍ତ୍ରୀ ଚୟନ ପାଇଁ କେନ୍ଦ୍ର ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିବ ଦଳ ।

Accident
ଯାଜପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ଦୁଇ ଜୀବନ

ଯାଜପୁର ବଡ଼ଚଣା ଥାନା କଡେଇଛକରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗସ୍ତ । ଏକ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେବା ଫଳରେ ବସର କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି ।

Odisha Election
କିଏ ସମ୍ଭାଳିବେ ଓଡ଼ିଶା ଶାସନ ଭାର ? ନୂଆ ନା ଅଭିଜ୍ଞ, ବଢୁଛି ଚର୍ଚ୍ଚା

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଜୋରଦାର, ହେଲେ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଏବେ ବି ସସପେନ୍ସ । ରେସରେ ଆଗରେ କିଏ । ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବସିବାକୁ ଥିବା ବେଳେ ଅପେକ୍ଷା ପର୍ଯ୍ୟବେକ୍ଷକଙ୍କୁ ।

Narendra Modi
କେନ୍ଦ୍ରରେ ମୋଦି ୩.୦, ରାଷ୍ଟ୍ରପତିଙ୍କୁ ଭେଟି ଦାବି ଜଣାଇଲେ ପ୍ରଧାନମନ୍ତ୍ରୀ

ନାଁ ଆମେ ହାରିଥିଲୁ ନା ହାରିବୁ, ଏନଡିଏ ଥିଲା ଓ ରହିବ । ଆଜି ନୂଆଦିଲ୍ଲୀର ସମ୍ବିଧାନ ସଦନରେ ଅନୁଷ୍ଠିତ ଏନଡିଏର ସଂସଦୀୟ ଦଳ ବୈଠକରେ ଏନଡିଏର ନେତା ନିର୍ବାଚିତ ହେବା ପରେ ଏଭଳି କହିଛନ୍ତି ମୋଦି ।

Odisha Election
ଏକମାତ୍ର କମ୍ୟୁନିଷ୍ଟ ବିଧାୟକ, ଓଡ଼ିଶା ମାଟିରେ ଗୋଟିଏ ସ୍ଥାନରେ ଲାଲ୍ ପତାକା

ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ରେ ପୂରା ଓଡ଼ିଶାର ମାନଚିତ୍ର ଗେରୁଆ, ବାଇଗଣୀ ଏବଂ ଆକାଶୀ ରଙ୍ଗରେ ଭରପୂର । ହେଲେ ମାତ୍ର ଗୋଟିଏ ସ୍ଥାନରେ ଉଡୁଛି ଲାଲ ପତାକା ।

Jagannath Pradhan
ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ କାଣ୍ଟେ କି ଟକ୍କର, ୩୭ ଭୋଟ୍‌ରେ ହାରିଲେ BJP ପ୍ରାର୍ଥୀ

ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ କାଣ୍ଟେ କି ଟକ୍କର । ସଭିଙ୍କ ହୋସ୍ ଉଡ଼ାଇଲା ନିର୍ବାଚନ ଫଳ । ହାରୁ ହାରୁ ଜିତିଗଲା ବିଜେଡି, ଜିତୁ ଜିତୁ ହାରିଗଲା ବିଜେପି । ସଜ ସଜ ସରିଛି ୨୦୨୪ ସାଧାରଣ ନିର୍ବାଚନ ।

Prashant Jagadev
ଜଗଦ୍ଦେବଙ୍କୁ ମିଳିଲା ଜାମିନ୍, ବୁଥ୍‌ ଭଙ୍ଗାରୁଜା ଅଭିଯୋଗରେ ହୋଇଥିଲେ ଗିରଫ

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍ । ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଏଡିଜେ-୧ ।

Narendra Modi
ଓଡ଼ିଶାକୁ ନେଇ ସ୍ୱପ୍ନ ଦେଖାଇଲେ ପ୍ରଧାନମନ୍ତ୍ରୀ, ବିକଶିତ ଭାରତର ନୂଆ ଇଞ୍ଜିନ ବୋଲି କହିଲେ

ଏନ୍‌ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ଓଡ଼ିଶାରେ ନିର୍ବାଚନ ଫଳାଫଳକୁ ନେଇ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ । ଦେଶର ବିକାଶରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ ବୋଲି କହିଛନ୍ତି ମୋଦି ।

PM Modi
୧୦ ବର୍ଷ ଟ୍ରେଲର୍ ଥିଲା, ଫିଲ୍ମ ଏବେ ବି ବାକି ଅଛି: ପ୍ରଧାନମନ୍ତ୍ରୀ

ଏନ୍‌ଡିଏ ନେତା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ସର୍ବସମ୍ମତି କ୍ରମେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି । ଏଥିପାଇଁ କୃତଜ୍ଞ ବୋଲି କହିଲେ ମୋଦି । ଏନ୍‌ଡିଏ ଆଜି ୨୨ ରାଜ୍ୟରେ ସରକାର କରିବାର ମୌକା ପାଇଛି ।

Dad to be found dead hours before daughter's birth
ପାଇପାରିଲେନି ଖୁସି, ଝିଅ ଜନ୍ମ ହେବାର କିଛି ସମୟ ପୂର୍ବରୁ ଚାଲିଗଲା ବାପାର ଜୀବନ

ଝିଅକୁ ହେଲାଣି ଆସି ଏକ ବର୍ଷ । କିନ୍ତୁ ପାଇନାହିଁ ବାପାର ସ୍ନେହ । ଆଜି ବି ଝୁରିଛନ୍ତି ମାଆ ଓ ଝିଅ । ଭୁଲ ଚିକିତ୍ସା ପାଇଁ ଚାଲିଗଲା ବାପାଙ୍କ ଜୀବନ । କିନ୍ତୁ ତଥାପି ମାନୁନି ମନ । ମନେ ପଡ଼ୁଛି ସେହି ଦିନର କାହାଣୀ...

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।