ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଗ୍ରାଉଣ୍ଡ ଜିରୋରେ ବଡ଼ ତୟାରୀ । କେନ୍ଦ୍ରାପଡ଼ାରୁ ଭଦ୍ରକ, ବାଲେଶ୍ୱରରୁ ଜଗତସିଂହପୁର ।
ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’ । କେତେବେଳେ କରିବ ଲ୍ୟାଣ୍ଡଫଲ୍ ? ଆଜି ରାତି ଘଡିସନ୍ଧି ।
ବାତ୍ୟା 'ଦାନା' ପାଇଁ ପ୍ରଭାବିତ ହେବ ୪୦ ବିମାନ ସେବା । ଅନ୍ତର୍ଜାତୀୟ ବିମାନ ଭାବେ ଆଜି କୁଆଲାମପୁର ବିମାନ ସେବା ବନ୍ଦ ରହିବ ।
ଅପରାଧୀଙ୍କ ଔକାତ୍ କେତେ .. ଏହା ସୂଚାଇବାକୁ ଯାଇ ପୋଲିସ ନେଇଛି ଅଭିନବ ପଦକ୍ଷେପ । ତିନି ଜଣ ଅପରାଧୀଙ୍କୁ ଧରାଇବାକୁ ପୋଲିସ ଘୋଷଣା କରିଛି ପୁରସ୍କାର ରାଶି ।
୧୮ ବର୍ଷ ନହେବା ଯାଏଁ କୌଣସି ନାବାଳକ କିମ୍ବା ନାବାଳିକାଙ୍କୁ ଗାଡ଼ି ଚଳାଇବାକୁ ଅନୁମତି ନାହିଁ । ତେବେ ଅନେକ ସମୟରେ ଏହାର ବ୍ୟତିକ୍ରମ ହେଉଥିବା ପରିଲକ୍ଷିତ ହୁଏ ।
ଚାକିରି ହରାଇଲେ କଂସ ମହାରାଜ । ବିବାଦ ପରେ ଚାକିରି ହରାଇଲେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ।
ସେଇ ଅନୁମାନ, ସମାନ ଆକଳନ .. ଗଭୀର ସମୁଦ୍ରରେ ବଳୁଆ ହେଉଛି ସାଇକ୍ଲୋନ୍ ପାରାଦୀପଠୁ ପ୍ରାୟ ୭ ଶହ କିମି ଦୂର କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଶକ୍ତିଶାଳୀ ହେବାରେ ଲାଗିଛି ସାମୁଦ୍ରିକ ଝଡ଼ ଦାନା ।
କେତେ ସୁରକ୍ଷିତ ଉପକୂଳ ଓଡ଼ିଶାର ବିଭିନ୍ନ ପୁରୁଣା ବାତ୍ୟା ଆଶ୍ରୟସ୍ଥଳୀ? ବାତ୍ୟା ପ୍ରକୋପରୁ ବର୍ତ୍ତିବାକୁ ଠିକ୍ ଅଛି ତ ଆଶ୍ରୟସ୍ଥଳୀର ଅବସ୍ଥା?
ସମୁଦ୍ରରୁ ମାଡ଼ି ମାଡ଼ି ଆସୁଛି ବାତ୍ୟା, ସରି ସରି ଆସୁଛି ପ୍ରସ୍ତୁତି ସମୟ । ବିପର୍ଯ୍ୟୟ ମୁକାବିଲା ତୟାରି ପାଇଁ ହାତରେ ଆଉ ମାତ୍ର ଗୋଟିଏ ଦିନ ।
ବାତ୍ୟା ‘ଦାନା’ ଆସିବା ପୂର୍ବରୁ ହାଟ ବଜାରରେ ତାଣ୍ଡବ ରଚୁଛି ଦରବୃଦ୍ଧିର ଝଡ଼ । ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ କଥା ଛାଡ଼ନ୍ତୁ, ମାର୍କେଟରୁ ଏକ ପ୍ରକାର ଉଭାନ୍ ହୋଇଗଲାଣି ଆଳୁ, ପିଆଜ ।
କଏଦୀଙ୍କ ହାତରେ ମାରଣାସ୍ତ୍ର । ଜେଲର ସେଲ୍ ଭିତରେ ଭାଇଗିରି ।
ଖୋର୍ଦ୍ଧା କାଇପଦର ଟାଙ୍ଗିଣି ମୁଣ୍ଡିଆ ପଥର ଖଣିରୁ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାସ ।
ଇଣ୍ଟରନେଟ୍ ଦୁନିଆ ବଡ ଅଦ୍ଭୁତ । ଏଠାରେ କେତେବେଳେ କ’ଣ ହେଇଯିବ ତାହା କହିପାରିବେ ନାହିଁ ।
ହଜାର ହଜାର ସଂଖ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଉଠା ଦୋକାନୀ ମାନଙ୍କୁ ସେମାନଙ୍କ ଅଞ୍ଚଳକୁ ପଠାଇ ଦିଆଯିବ । ରାଜ୍ୟ ବାହାରୁ ଆସିଥିବା ଉଠା ଦୋକାନୀଙ୍କୁ ଅର୍ବାନ ସେଣ୍ଟର ହୋମରେ ରଖାଯିବ ।
ସମ୍ଭାବ୍ୟ ବାତ୍ୟାରେ ଅଧିକ ପ୍ରଭାବିତ ହୋଇପାରେ ଉତ୍ତର ଓଡ଼ିଶା । ପୁରୀରୁ ପଶ୍ଚିମବଙ୍ଗର ଚବିଶ ପ୍ରଗଣା ଜିଲ୍ଲାରେ ବେଶୀ ପ୍ରଭାବ ଦେଖାଇପାରେ ସାମୁଦ୍ରିକ ଝଡ଼ ।
ବାତ୍ୟା ନହେଉଣୁ ପରିବା ବଜାରରେ ପଡ଼ିଛି ଚଡ଼କ । ଦୁଇ ଦିନ ଭିତରେ ବଢିଗଲାଣି ପନିପରିବା ଦର ।
ଚିତ୍ର ସ୍ପଷ୍ଟ ହେଲା । ୨୪ ରାତି କିମ୍ବା ୨୫ ତାରିଖ ଭୋରରୁ ଓଡ଼ିଶାରେ ମାଡ଼ ହୋଇପାରେ ଭୀଷଣ ବାତ୍ୟା- ଦାନା ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା । ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର ।
ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା ବୈଠକ ଚାଲିଛି ।
ରାଜଧାନୀରେ ମାତିଛନ୍ତି ମ୍ୟାରେଜ୍ ରାକେଟ୍ । ବୁଲୁଛନ୍ତି ମିଛ କନିଆଁ । ଫେକ୍ ବାପା ମାଆ ଓ ଭାଇ ଭଉଣୀ ।