• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Narendra Modi
ବିବେକାନନ୍ଦ ରକ୍‌କୁ ଆସି ମୋତେ ଅଦ୍ଭୁତ-ଅଲୌକିକ ଉର୍ଜାର ଅନୁଭବ ହେଲା: ପ୍ରଧାନମନ୍ତ୍ରୀ ମୋଦି

କନ୍ୟାକୁମାରୀ ବିବେକାନନ୍ଦ ରକ୍ ରେ ଧ୍ୟାନ ସଂପୂର୍ଣ୍ଣ ହେବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ଲିଖିତ ବାର୍ତ୍ତାକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

Odisha Politics
ରାଜ୍ୟ ସାରା ମାଳ ମାଳ ହିଂସା! କେନ୍ଦ୍ରାପଡ଼ାରେ ରକ୍ତପାତ, ବିଜେପି କର୍ମୀଙ୍କ ବାପାଙ୍କୁ ହତ୍ୟା

ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ନିର୍ବାଚନ ପରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହିଂସା ଅଭିଯୋଗ । କେନ୍ଦ୍ରାପଡ଼ାରେ ବିଜେଡିର ରକ୍ତପାତ ରାଜନୀତି ଅଭିଯୋଗ । ଗତକାଲି ରାତିରେ ପାଟକୁରାରେ ଜଣେ ବିଜେପି କର୍ମୀଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

World Cup
ୱାର୍ମଅପ୍‌ରେ ଚମକିଲେ ପାଣ୍ତ୍ୟା-ପନ୍ତ, ଆରମ୍ଭ ହେଲା ପୁରୁଷ ଟି-୨୦ ବିଶ୍ୱକପ୍

ଆରମ୍ଭ ହୋଇଛି ପୁରୁଷ ଟି-୨୦ ବିଶ୍ୱ କପ୍ । ଉଦ୍‌ଘାଟନୀ ମୁକାବିଲାରେ ଆଜି ଆମେରିକା ଓ କାନାଡା ମଧ୍ୟରେ ଟକ୍କର । ଟସ୍ ଜିତି ଆମେରିକାର ବୋଲିଂ ନିଷ୍ପତ୍ତି ନେଇଛି । ଏହି ମ୍ୟାଚ୍‌ଟି ଆମେରିକାର ଡଲାସ ଗ୍ରାଣ୍ଡ ପ୍ରାରୀ ଷ୍ଟାଡିୟମରେ ଖେଳାଯାଉଛି ।

Weather
ଖରା ପାଇଁ ଯାଉଛି ଜୀବନ, ଥମୁନି ମୃତ୍ୟୁ; ପିକ୍ ଆୱାର୍ ରେ ନବାହାରିବାକୁ ପରାମର୍ଶ

ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ । ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି ।

Election
ସରିଲା ନିର୍ବାଚନ; ନଡ୍ଡା-ଖଡ଼ଗେ କଥା କଟାକଟି, ଆମେ ଜିତିବୁ ଏତିକି ସିଟ୍...

ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ ସରିବା ପରେ ନଡ୍ଡାଙ୍କ ବଡ଼ ଦାବି । NDA ୪ଶହ ପାର୍ ସହ ବିଜେପି ଏକାକୀ ୩୭୦ ସିଟ୍ ଅତିକ୍ରମ କରିଯିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

Odisha Election
ସରିଲା ନିର୍ବାଚନ, ମାଳ ମାଳ ଅଭିଯୋଗ; କେଉଁଠି EVM ଅଚଳ ତ କେଉଁଠି ବାହାରିଲାନି ସ୍ଲିପ୍

ରାଜ୍ୟରେ ଶେଷ ପାଳି ଭୋଟିଂ ବେଳେ ବି ଅବ୍ୟବସ୍ଥାର ମାଳ ମାଳ ଅଭିଯୋଗ । ଅଧିକାଂଶ ଅଭିଯୋଗ, ଇଭିଏମର ଅଚଳାବସ୍ଥା ।

Odisha Election
ଚାରିଆଡ଼େ ମାଳ ମାଳ ବୁଥ୍ ହିଂସା, BJD କର୍ମୀଙ୍କ ରକ୍ତାକ୍ତ ଆକ୍ରମଣ ଦେଖିଲା ସାରା ରାଜ୍ୟ

ଶେଷ ପର୍ଯ୍ୟାୟରେ ବି ସାଂଘାତିକ ଭୋଟ୍ ହିଂସା । କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର ଆଦି ସ୍ଥାନରୁ ଆସିଛି ବିଜେଡି କର୍ମୀଙ୍କ ଦାଦାଗିରି, ବୁଥ୍ ରିଗିଂ ଓ ମରଣାନ୍ତକ ଆକ୍ରମଣର ମାଳ ମାଳ ଅଭିଯୋଗ ।

Election
ଭୋଟ୍ ଦେବା ନିଶା... ଆଗେ ଦେଲେ ଭୋଟ୍, ପଛରେ ପଡ଼ିଲା ମାଆଙ୍କ ଶବ ସତ୍କାର

ନିଜ ମାଆଙ୍କର ଦେହାନ୍ତ ହେବା ସତ୍ତ୍ୱେ ସେ ପ୍ରଥମେ ଦେଶ ପାଇଁ କର୍ତ୍ତବ୍ୟ ପାଳନ କରିବାକୁ ଉଚିତ୍ ମଣିଛନ୍ତି । ଗୋଟେ ମାଆର ପୁଅ ହେବା ଠାରୁ ଅଧିକ ସେ ଭାରତ ମାଆର ପୁଅ ହେବାକୁ ପସନ୍ଦ କରିଛନ୍ତି ।

Exit Poll 2024
Exit Poll 2024 Live Updates: ୨୪ ନିର୍ବାଚନରେ କିଏ ମାରିବ ବାଜି ?

ସାଧାରଣ ନିର୍ବାଚନରେ ଭୋଟିଂ ପର୍ବ ଶେଷ ହୋଇଥିବା ବେଳେ ଏବେ ଅପେକ୍ଷା ଫଳାଫଳକୁ।

Narendra Modi
ଶେଷ ହେଲା ତପସ୍ୟା, ୪୫ ଘଣ୍ଟା ପରେ ଧ୍ୟାନରୁ ଉଠିଲେ ପ୍ରଧାନମନ୍ତ୍ରୀ

ସମାପ୍ତ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତପସ୍ୟା । ଆଜି ତାମିଲନାଡ଼ୁର କନ୍ୟାକୁମାରୀର ଶାନ୍ତ ଉପକୂଳରେ ୪୫ ଘଣ୍ଟା ପରେ ଧ୍ୟାନ ସମାପ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ।

PM Modi
ଧ୍ୟାନ ମୁଦ୍ରାରେ ନରେନ୍ଦ୍ର; କରୁଛନ୍ତି ତପସ୍ୟା, ପିଉଛନ୍ତି ତରଳ ପଦାର୍ଥ

କନ୍ୟାକୁମାରୀ ବିବେକାନନ୍ଦ ରକ୍ ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଧ୍ୟାନକୁ ପ୍ରାୟ ୨୪ ଘଣ୍ଟା ପୂରିବ । ମୋଟ ୪୫ ଘଣ୍ଟା ବିନା କୌଣସି ଆହାରରେ ମୌନବ୍ରତ ଧାରଣ କରି ଧ୍ୟାନରେ ବିତାଇବେ ମୋଦି । ଆସନ୍ତାକାଲି ଏହା ସଂପୂର୍ଣ୍ଣ ହେବ ।

Sun Stroke
ଜଳୁଛି ଜୀବନ, ମୃତ୍ୟୁର ଖେଳ ଖେଳୁଛି ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ; ଗଲାଣି ୨୦ ଜୀବନ

ରାଜ୍ୟରେ ଏବେ ମୃତ୍ୟୁର ଖେଳ ଖେଳୁଛି ଗ୍ରୀଷ୍ମ ପ୍ରବାହ । ଘରୁ ଗୋଡ଼ କାଢ଼ିଲେ ସତେଯେମିତି ଭିଡ଼ି ନେଉଛି ମରଣର କୋରଡ଼କୁ ।

Delhi Police
ଦିଲ୍ଲୀ ପୋଲିସକୁ ମିଳିଲା ବଡ଼ କାମ! ନିଜ ପାଇଁ ଗାର୍ଲଫ୍ରେଣ୍ତ୍ ଖୋଜିବାକୁ ଯୁବକ କଲେ ଅନୁରୋଧ

ମୋର ଗାର୍ଲଫ୍ରେଣ୍ତ୍ କେବେ ଖୋଜି ଦେବ । ଜଣେ X ୟୁଜର୍ସକାରୀ ଅତି ମଜାଳିଆ ଢଙ୍ଗରେ ଦିଲ୍ଲୀ ପୋଲିସକୁ X ରେ ଟ୍ୟାଗ୍ କରି ପଚାରିଛନ୍ତି ମୋ ପାଇଁ ଗାର୍ଲଫ୍ରେଣ୍ତ୍ କେବେ ଖୋଜି ଦେବ ।

Weather Update
ତାତିରୁ ନାହିଁ ନିସ୍ତାର, ଆକାଶରୁ ବର୍ଷୁଛି ଅଗ୍ନି ! ହେ ପ୍ରଭୁ, ରକ୍ଷା କର ...

ଜଳୁଛି ପଶ୍ଚିମ ଓଡ଼ିଶା । ଆକାଶରୁ ଅଗ୍ନି ବର୍ଷା ହେଉଛି । ଦିନ ସାଢ଼େ ୨ଟା ସୁଦ୍ଧା ୪୫ ଡିଗ୍ରୀ ତାତିରେ ସିଝିଲା ସମ୍ବଲପୁର । ସେଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।

Puri Blast
ପୁରୀ ବାଣ ବିସ୍ଫୋରଣ ଘଟଣା; ଚିକିତ୍ସାଧୀନ ଆଉ ୨ ଜଣଙ୍କ ମୃତ୍ୟୁ, ସଂଖ୍ୟା ୬କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Crime
ଟଙ୍କା କଲା ସାତ ପର; ଇହକାଳ ପରକାଳର ସାଥି… ପଠାଇଲା ଯମପୁର

କୁନି ପୁଅ ସାମ୍ନାରେ ପିଟି ପିଟି ମାରିଦେଲେ ମାଆକୁ । ପାରିବାରିକ କଳହର କରୁଣ ପରିଣତି । ଟଙ୍କା ପାଇଁ ବୋହୁକୁ ପିଟି ପିଟି ମାରିଦେଲେ ଶାଶୁ ଘର ଲୋକେ । ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଚମ୍ପତିପୁର ଗାଁରେ ଏଭଳି ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି...

Heat Wave
ବଢ଼ୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା, ୧୮ ଜଣଙ୍କ ଜୀବନ ନେଲାଣି ଖରା !

ବଢ଼ିବାରେ ଲାଗିଛି ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଉରକେଲା RGHରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି ।

Odisha Election
ପ୍ରଶାନ୍ତ ଜଗଦ୍ଦେବଙ୍କୁ ଥାନାରେ ତଳେ ବସାଇଥିଲେ, ପାଣି ବି ଦେଇନଥିଲେ: ପୀତାମ୍ବର ଆଚାର୍ଯ୍ୟ

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ସହ ଅପରାଧୀ ଭଳି ବ୍ୟବହାର କରିଛି ପୋଲିସ୍ । ଗିରଫ ପରେ ଥାନାରେ ତଳେ ବସାଇଥିଲା, ଖାଇବାକୁ ବି ଦେଇନଥିଲା । ଏଭଳି କିଛି ସାଂଘାତିକ ଅଭିଯୋଗ କରିଛନ୍ତି ପ୍ରଶାନ୍ତ ଜଗଦ୍ଦେବଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ।

Weather
ତାତିରୁ ନାହିଁ ତ୍ରାହି; ପଶ୍ଚିମରେ ଅଗ୍ନି, ଉପକୂଳରେ ଗୁଳୁଗୁଳି କରୁଛି ନୟାନ୍ତ

ପଶ୍ଚିମ ଆକାଶରୁ ଅଗ୍ନିବର୍ଷା । ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା । ଆହୁରି ତିନି ଦିନ ତାତିରୁ ତ୍ରାହି ନାହିଁ । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବ ।

Provide water to birds
ପକ୍ଷୀଙ୍କ ପାଇଁ ଦେବଦୂତ ସାଜିଛନ୍ତି ସୁକାନ୍ତ, ଗଛରେ ବୋତଲ ବାନ୍ଧି ପିଆଉଛନ୍ତି ପାଣି

ତାତିର ତାଉରେ ଆଉଟୁପାଉଟୁ ହେଉଛନ୍ତି ସମସ୍ତେ । ଚଳିତ ବର୍ଷର ତାତି ରେକର୍ଡ ଭାଙ୍ଗିଛି । ଏପରି ପରିସ୍ଥିତିରେ ନିରୀହ ପକ୍ଷୀଙ୍କର ଶୋଷ ମେଣ୍ଟାଇ ପ୍ରଶଂସା ସାଉଁଟିଛନ୍ତି ସୁକାନ୍ତ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।