• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Moderate Rainfall
Odisha Likely to Receive Rainfall: ପୁଣି ଚାଷୀଙ୍କୁ ବର୍ଷା ଭୟ, ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ..

ବନ ବିଭାଗ ହାତୀପଲ ଘଉଡାଇବା ଦିଗରେ ପଦକ୍ଷେପ ନେଉ ନଥିବାରୁ ସେମାନଙ୍କ ଜୀବିକା ସହିତ ଜୀବନ ମଧ୍ୟ ବିପଦରେ ଥିବା ଚାଷୀ ଅଭିଯୋଗ କରିଛନ୍ତି ।

Manmohan Singh
Former PM Manmohan Singh: ସେ ଥିଲେ ଅପ୍ରତ୍ୟାଶିତ ପ୍ରଧାନମନ୍ତ୍ରୀ, ସେ ଥିଲେ ଅର୍ଥନୈତିକ ସଂସ୍କାରକ; ଆରପାରିରେ ମନମୋହନ ..

ଆଜି ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇବେ । ଗତକାଲି ରାତିରେ ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡଗେ, ପ୍ରିୟଙ୍କା ଗାନ୍ଧି ପ୍ରମୁଖ ମନମୋହନ ସିଂହଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଥିଲେ ।

Panchang Today 27th December 2024
Panchang Today 27th December 2024: ଆଜିର ପଞ୍ଚାଙ୍ଗ, ଶୁଭ ସମୟ ଦେଖି ଜମି କ୍ରୟ କରନ୍ତୁ ..

ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୧.୫୬ ଗତେ ବିଛା ତିଥି-୧୨ ଶୀ ରାତ୍ରି ୦୨.୨୬ ଗତେ ୧୩ ଶୀ  ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି -ଅନ୍ନ ଓ ତିଳକାଞ୍ଚନ...

TRAI new rule
TRAI new rule: ଟେଲିକମ୍ ଅପରେଟରଙ୍କୁ ଟ୍ରାଇ ଛାଟ ! ଆଣିବାକୁ ପଡ଼ିବ 'ଶସ୍ତା ରିଚାର୍ଜ'

ଟେଲିକମ୍ ଅପରେଟରଙ୍କୁ ଟ୍ରାଇ ଛାଟ ! ଏଣିକି ଆଣିବାକୁ ପଡ଼ିବ 'ଶସ୍ତା ରିଚାର୍ଜ' ।

Victim of chit fund scams
Victim of chit fund scams: ମୁଖ୍ୟମନ୍ତ୍ରୀ ବି ଚିଟ୍‌ଫଣ୍ଡ ଠକେଇର ଶିକାର; ତାଜା ହେଲା ପ୍ରସଙ୍ଗ , କେବେ ଫେରିବ ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ଚିଟ୍‌ଫଣ୍ଡ କାହାଣୀ ଫେରିବା ପରେ ରାଜ୍ୟରେ ପୁଣି ପ୍ରସଙ୍ଗକୁ ଫେରିଛି ଚିଟ୍‌ଫଣ୍ଡ । କାହିଁକି ନା ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତକୁ ଟଙ୍କା ଫେରସ୍ତ ଥିଲା ବିଜେପିର ନିର୍ବାଚନୀ ପ୍ରତିଶ୍ରୁତି ।

Odisha Paddy Production
Odisha Paddy Production: ଧାନର FAQ ମାନ କମ୍ ଥିଲେ ବି କିଣିବେ ସରକାର, କହିଲେ ମନ୍ତ୍ରୀ

FAQ ମାନ କମ ଥିଲେ ବି ଧାନ କିଣିବେ ରାଜ୍ୟ ସରକାର । ବର୍ଷା ପାଇଁ କ୍ୱାଲିଟି ଟିକେ କମ ଥିଲେ ବି କମ୍ପୋମାଇଜ୍ କରିବେ ସରକାର ।

Odisha CM Mohan Majhi
National Consumers Day: ମୁଁ ବି ଚିଟଫଣ୍ଡ୍ ଠକେଇର ଶିକାର - ମୋହନ ମାଝୀ

ମୁଁ ବି ଚିଟଫଣ୍ଡ୍ ଠକେଇର ଶିକାର ହୋଇଥିଲି । ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଆଜି ଏକଥା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Heavy Rainfall
Rainfall Alert In Odisha: ଡରାଇଲାଣି ବର୍ଷା, ଆଜିଠାରୁ ଏହି ସବୁ ଜିଲ୍ଲାରେ ବର୍ଷିବ ...

ଦୁଇ ଦିନ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୭ଟି ଜିଲ୍ଲା କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାକୁ ଆଲର୍ଟ କରାଯାଇଛି...

Amaresh Jena
BJD Corporator Amaresh Jena: ଶଙ୍ଖକୁ ବାଏ ବାଏ !! ପଦ୍ମ ଧରିବେ ବିଜେଡି କର୍ପୋରେଟର ଅମରେଶ !!

ବିଜେପି ଆଡ଼କୁ ଢଳୁଛନ୍ତି କି ବରିଷ୍ଠ ବିଜେଡି କର୍ପୋରେଟର୍ ଅମରେଶ ଜେନା ଓରଫ୍ ବାଇଁଆ ?

Allu Arjun
Allu Arjun Stampede Row: ତେଲେଙ୍ଗାନା ରାଜନୀତିରେ ଅଲ୍ଲୁ ଅର୍ଜୁନ ଝଡ, କଂଗ୍ରେସ ବିଜେପି ମୁହାଁମୁହିଁ

ସେ ଦିନ ଅଲ୍ଲୁ ଅର୍ଜୁନ ଜାଣିଥିଲେ ହଲ୍ ବାହାରେ ଦଳାଚକଟାରେ ଯାଇଛି ଜଣଙ୍କ ଜୀବନ । ଏହା ପରେ ବି କାର୍‌ରୁ ବାହାରି ହାତ ହଲେଇ ଲୋକଙ୍କୁ ଉସୁକାଇଥିଲେ ।

Allu Arjun
Pushpa 2 Screening Tragedy: ପୁଷ୍ପା-୨ ଦଳାଚକଟା ମାମଲା, ଅଲ୍ଲୁ ଅର୍ଜୁନଙ୍କୁ ପଚରାଉଚରା

ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ପୋଲିସର ପଚରାଉଚରା । ଥାନାକୁ ଡାକି ପଚରା ଉଚରା କରୁଛି ହାଇଦ୍ରାବାଦ ପୋଲିସ ।

Crop Loss
Crop Loss: ଦାଉ ସାଧିଲା ଅଦିନିଆ ବର୍ଷା, ଉଜୁଡ଼ା ଫସଲ ଦେଖି ଅଧା ଓଡ଼ିଶାର ଚାଷୀ ଆଖିରେ ଲୁହ

ଲଘୁଚାପ ବର୍ଷାରେ ଉଜୁଡ଼ିଯାଇଛି ଅଧା ଓଡ଼ିଶାର ଫସଲ । ଯେଉଁଠି ଦେଖିବେ ଅମଳ ବେଳକୁ ପାଣିରେ ବୁଡ଼ିଛି ହେକ୍ଟର ହେକ୍ଟର ଧାନ କ୍ଷେତ ।

Egg Price
Anganwadi Centers: ଅଙ୍ଗନବାଡିକୁ ଅଣ୍ଡା ଦର ବୃଦ୍ଧି ଚିନ୍ତା, ଡାଏଟ୍ ଚାଟ୍ ହିସାବରେ ଅଣ୍ଡା ପାଉନାହାନ୍ତି ଶିଶୁ-ଗର୍ଭବତୀ

ଅଙ୍ଗନବାଡ଼ି କେନ୍ଦ୍ରରେ ପଡ଼ିଛି ଅଣ୍ଡା ଦର ବୃଦ୍ଧି ପ୍ରଭାବ । ପିଲାଙ୍କୁ ଆଉ ମିଳୁନି ଆବଶ୍ୟକ ପରିମାଣ ଅଣ୍ଡା ।

BJD Files Formal Complaint
BJD Files Formal Complaint: ୨୪ ନିର୍ବାଚନରେ ଗଫଲତି!! ବିଜେଡି କହିଲା, ଭୋଟ୍-ଗଣତି ଭୋଟରେ ଅଛି ତାରତମ୍ୟ

ରେଜଲ୍ଟର ୬ ମାସ ପରେ ୨୪' ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା ବିଜେଡି । ଅଭିଯୋଗ ଆଣି ନିର୍ବାଚନ କମିଶନ୍‌ଙ୍କ ଦ୍ୱାରସ୍ଥ ହୋଇଛି ବିଜେଡି ପ୍ରତିନିଧି ମଣ୍ଡଳୀ ।

Odisha to Witness Light Rainfall
Odisha to Witness Light Rainfall: ପୁଣି କାଲିଠୁ ବର୍ଷା ! ହୋଇପାରେ ସ୍ୱଳ୍ପରୁ ମଧ୍ୟମ ଧରଣର

ପୁଣି ଆସୁଛି ବର୍ଷା । ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ।

New Education Policy
New Education Policy: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା.. ଏଥର ଫେଲ୍‌ ହେଲେ ଫେଲ୍‌

ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ୍‌ରୁ ବାହାର କରାଯାଇପାରିବନି । ଶିକ୍ଷାର ମାନ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଥିବା କହିଲେ କେନ୍ଦ୍ର ଶିକ୍ଷା ସଚିବ ।

Tigress Zeenat
Tigress Zeenat: ବନ ବିଭାଗକୁ ପାଣି ପିଆଇଲା ବାଘୁଣୀ, ଓଡ଼ିଶା ଫେରାଇ ଆଣିବାକୁ କସରତ

ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ କସରତ । ଜିନ୍ନତକୁ ନେଇ ଚିନ୍ତାରେ ବନ ବିଭାଗ ।

Sand Mafia
Mahanadi Falls Prey To Sand Mafia: ମାଫିଆଙ୍କ କବଜାରେ ମହାନଦୀ, ଜେସିବି ଲଗାଇ ଖୋଳା ଚାଲିଛି

ଶୁଖିଲା ପଡିଛି ମହାନଦୀ । ଜୁଆଡେ ଚାହିଁଲେ ବିସ୍ତୀର୍ଣ୍ଣ ବାଲି ଶଯ୍ୟା ।

Badamba Sugar Mill
Badamba Sugar Mill: ବନ୍ଦ କରିଥିଲେ ନବୀନ ସରକାର, ପୁନଃ ଖୋଲିବେ ମୋହନ ସରକାର

ଦିନେ ନବୀନ ସରକାର କରି ଦେଇଥିଲେ ବନ୍ଦ । ହେଲେ ଆଜି ଖୋଲିବାକୁ ଯାଉଛନ୍ତି ମୋହନ ସରକାର ।

Mentally Distressed Sister
Mentally Distressed Sister: ଭାଇ ଫେରିବା ବାଟକୁ ଅନାଇ ବସିଛି ମାନସିକ ବିକାରଗ୍ରସ୍ତ ଅସହାୟ ଭଉଣୀ

ବାପା ମାଆ ଚାଲିଯିବା ପରେ ସମସ୍ତ ଦାୟିତ୍ୱ ଭାଇ ସଞ୍ଜୀତଙ୍କ ଉପରେ ପଡିଲା । ସେ ଭଉଣୀକୁ ନେଇ ଖାଡାଗଳିରେ ଘରଭଡା ନେଇ ରହିଲେ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।