• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Jeevan Reddy
ଫୁଲରେ ଭୋଟ୍ ଦେବାକୁ କହିବାରୁ ମହିଳା ଚାଷୀଙ୍କୁ ଚାପୁଡ଼ା ମାରିଲେ, ଭିଡିଓ ଭାଇରାଲ୍...

ଲୋକସଭା ପ୍ରାର୍ଥୀ ମାରିଲେ ଚାପୁଡ଼ା । ତେଲେଙ୍ଗାନାର ନିଜାମାବାଦ ଲୋକସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଜୀବନ ରେଡ୍ଡୀ ଜଣେ କୃଷକ ମହିଳାଙ୍କୁ ଚାପୁଡ଼ା ମାରିଥିବା ଜଣାପଡିଛି ।

Dr S Jaishankar
ବୈଦେଶିକ ନୀତିରେ ଆସିବ ବଡ଼ ସଂସ୍କାର, ପଲିଟିକାଲ୍ ଗେମ୍ ରୁ ଉପରକୁ ଉଠିବ ଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିରେ ବୈଦେଶିକ ନୀତିରେ ବଡ଼ ସଂସ୍କାର ଆସିବ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ଏଡିଟର୍ସ ମିଟରେ ଏକଥା କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।

ADR report
ADR-ଓଡ଼ିଶା ଇଲେକ୍ସନ୍ ୱାଚ୍‌ର ରିପୋର୍ଟ, ୭ ପ୍ରାର୍ଥୀଙ୍କ ନାଁରେ ଅପରାଧିକ ମାମଲା

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀଙ୍କ ଭିତରୁ ୧୯ ପ୍ରତିଶତଙ୍କ ନାଁରେ ରହିଛି ଅପରାଧିକା ମାମଲା । ଅର୍ଥାତ ୭ ପ୍ରାର୍ଥୀଙ୍କ ନାଁରେ ବିଭିନ୍ନ ଅପରାଧ ମାମଲା ରହିଛି ।

Weather
କମିପାରେ ତାପମାତ୍ରା, ଆଗାମୀ ଦୁଇଦିନରେ କାଳବୈଶାଖୀ

ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ଦୁଇଦିନ ପରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା କମିବା ସଂଭାବନା ରହିଛି । ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଯୋଗୁଁ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।...

PM Modi
କଂଗ୍ରେସ ବିରୋଧରେ ଗର୍ଜିଲେ ମୋଦି, କହିଲେ 'ନୟା ଭାରତ... ଘର୍ ମେଁ ଘୁସ୍ କେ ମାରତା ହୈ'

ଗତ କିଛିଦିନ ଧରି ରାହୁଲ ଗାନ୍ଧି ଓ ପ୍ରଧାନମନ୍ତ୍ର ନରେନ୍ଦ୍ର ମୋଦିଙ୍କ ମଧ୍ୟରେ କଥା କଟାକଟି ଲାଗି ରହିଛି । ଉଭୟେ ପରସ୍ପରକୁ ଆକ୍ଷେପ କରିବାକୁ ପଠାଉ ନାହାନ୍ତି । ଗତକାଲି ଏକ ନିର୍ବାଚନ ସଭାରେ ରାହୁଲଙ୍କର ରାୟବରେଲିରୁ ନିର୍ବାଚନ ଲଢ଼ିବାକୁ ନେଇ ମଇଦାନରୁ ପଳାୟନ ନକରିବାକୁ କହିଥିଲେ...

Water Problem
ଦେବଦୂତ ସାଜିଲେ ଦାଦନ ଶ୍ରମିକ, ସରକାର ଯାହା କଲେନି କରି ଦେଖାଇଲେ

ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମରେ ଦୀର୍ଘ ୨୪ ବର୍ଷରେ ଯାହା ହୋଇପାରିଲା ନାହିଁ, ତାହା କରି ଦେଖାଇଛନ୍ତି ଜଣେ ଦାଦନ ଶ୍ରମିକ । ଦାଦନ ଖଟି ନିଜ ଗାଁକୁ ଯୋଗାଇଛନ୍ତି ପିଇବା ପାଣି ।

Nomination
ପ୍ରାର୍ଥିପତ୍ର ଦାଖଲ ଆଳରେ ପାୱାର ଶୋ', ମୈଦାନକୁ ଓହ୍ଲାଇଲେ ମହାଯୋଦ୍ଧା

ମହାଲଢ଼େଇ ପୂର୍ବରୁ ମୈଦାନକୁ ଓହ୍ଲାଇଲେ ମହାଯୋଦ୍ଧା । ଗୋଟିଏ ଦିନରେ ଦେଖିବାକୁ ମିଳିଲା ରାଜ୍ୟର ପୁଳା ପୁଳା ହେଭିୱେଟଙ୍କ ପାୱାର ଶୋ' । ମୁଖ୍ୟମନ୍ତ୍ରୀ ନବୀନଙ୍କଠୁ ଆରମ୍ଭ କରି ବିଜେପିର ଅନେକ ବରିଷ୍ଠ ନେତା ଆଜି ଭରିଛନ୍ତି ନାମାଙ୍କନ । ଏଇଠୁ ବାଜିଛି ଯୁଦ୍ଧାରମ୍ଭର ବିଗୁଲ୍ ।

Weather
୭ ବର୍ଷ ପରେ ଗ୍ରୀଷ୍ମ ପ୍ରବାହରେ ରେକର୍ଡ, ସର୍ବାଧିକ ୧୬ ଦିନ ଅନୁଭୂତ

ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ । ଜଳୁଛି ଓଡ଼ିଶା । ଖରା ଆରମ୍ଭରୁ ହିଁ ଅସ୍ତବ୍ୟସ୍ତ କରୁଛି ଗରମ ଏବଂ ଗୁଳୁଗୁଳି । ସେପଟେ ପାଣିପାଗ ବିଭାଗ କହୁଛି, ୨୦୧୬ ମସିହା ପରେ ଚଳିତବର୍ଷ ଏପ୍ରିଲ ମାସରେ ଲଗାତାର ସର୍ବାଧିକ ୧୬ ଦିନ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଛି ।

Run On Treadmill
ଫିଟନେସ୍ ପାଇଁ ପୁଅକୁ ଦୌଡ଼ାଇ ଦୌଡ଼ାଇ ମାରିଲା ବାପା, ଭିଡିଓ ଦେଖି କୋର୍ଟରେ କାନ୍ଦିଲେ ମାଆ

ପୁଅ, ଭାଇ, ସ୍ୱାମୀର ପରିଚୟରୁ ଉପରକୁ ଉଠି ସେ ପିତାର ସମ୍ମାନ ଲାଭ କରେ । ନିଜ ଜୀବନର ଚରମ ସୁଖ ସେ ସନ୍ତାନ ଜନ୍ମ ପରେ ପ୍ରାପ୍ତ କରେ । କିନ୍ତୁ ସେହି ପିତା ଯେତେବେଳେ ନିଜ ସନ୍ତାନ ପାଇଁ କାଳ ପାଲଟେ, ସେତେବେଳେ ସ୍ୱଂୟ ଭଗବାନ...

America University
ଆମେରିକାରେ ବ୍ୟାପୁଛି ଇସ୍ରାଏଲ୍ ବିରୋଧୀ ନିଆଁ, ୩ ଶହରୁ ଅଧିକ ଛାତ୍ରଛାତ୍ରୀ ଗିରଫ

ଇସ୍ରାଏଲ ବିରୋଧରେ ସାରା ଆମେରିକାରେ ତେଜୁଛି ଅସନ୍ତୋଷ । ବିଭିନ୍ନ ୟୁନିଭର୍ସିଟିରେ ଜୋରଦାର ଆନ୍ଦୋଳନ କରୁଛନ୍ତି ଛାତ୍ରଛାତ୍ରୀ । ହଜାର ହଜାର ଛାତ୍ରଛାତ୍ରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୩ ଶହରୁ ଅଧିକ ଗିରଫ ହେଲେଣି ।

Rahul-Priyanka
ରାଏବରେଲୀ ଓ ଆମେଥିରୁ କିଏ ? ପ୍ରିୟଙ୍କା କି ରାହୁଲ ଗାନ୍ଧି ?

ରାଏବରେଲୀ ଓ ଆମେଥିରୁ କିଏ ହେବେ କଂଗ୍ରେସ ପ୍ରାର୍ଥୀ ? ରାହୁଲ ଓ ପ୍ରିୟଙ୍କା ଲଢ଼ିବେ କି ? ସସପେନ୍ସ ଉପରୁ ଆଜି ହଟିପାରେ ପରଦା ।

Job Application
ଏମିତି କଲେ ଆବେଦନ, CEO କହିଲେ ଇଣ୍ଟରଭିୟୁ ନିଶ୍ଚିତ...

ପ୍ରତିଯୋଗିତାମୂଳକ ବଜାରରେ, ଲୋକମାନେ କ୍ରମାଗତ ଭାବରେ ଭିଡ଼ରୁ ଅଲଗା ହେବା ପାଇଁ ନୂଆ ନୂଆ ଉପାୟ ଖୋଜୁଛନ୍ତି । ବିଭିନ୍ନ ପ୍ରକାର କୌଶଳ ଆପଣେଇ ଭିଡ଼ରୁ ଅଲଗା ହେବାକୁ ଚେଷ୍ଟା କରୁଛନ୍ତି । ଚାକିରି କ୍ଷେତ୍ରରେ ମଧ୍ୟ ଏପରି କାର୍ଯ୍ୟ କମ୍ପାନୀମାନଙ୍କର ମନ କିଣିପାରୁଛି ।

Congress
ରାହୁଲଙ୍କୁ ପାକିସ୍ତାନର ପ୍ରଶଂସା, ମୋଦି ଦେଲେ କଡ଼ା ଜବାବ

ନିର୍ବାଚନ ଋତୁରେ ଜାରି ରହିଛି ରାଜନୈତିକ ଉଷ୍ମତା । ଏହା ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ରାଜକୁମାର ରାହୁଲ ଗାନ୍ଧିଙ୍କ ମଧ୍ୟରେ କଥା କଟାକଟି ଚରମ ସୀମାରେ ପହଞ୍ଚିଛି । ଏ ସବୁ ମଧ୍ୟରେ ନିଆଁରେ ଘିଅ ଢାଳିବା ସଦୃଶ କାର୍ଯ୍ୟ କରିଛନ୍ତି ପାକିସ୍ତାନର ପୂର୍ବତନ...

Ram Mandir
ଧାରଣା ନଥାଇ ରାହୁଲ ଦେଇଥିବା ବୟାନ ବିଭେଦ ସୃଷ୍ଟିକାରୀ: ଚମ୍ପତ୍ତ ରାୟ

ଆଦିବାସୀ ସଂପ୍ରଦାୟର ହୋଇଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବକୁ ନିମନ୍ତ୍ରଣ କରାଯାଇନଥିଲା ।

Nomination
ବିଭିନ୍ନ ଦଳର ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ, ପଟୁଆରରେ ଆସି ଦାଖଲ କରୁଛନ୍ତି ହେଭିୱେଟ୍

ଓଡ଼ିଶାରେ ହେବାକୁ ଥିବା ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସର ପ୍ରାର୍ଥୀ ମାନେ ପଟୁଆରରେ ଆସି ନାମାଙ୍କନ ଦାଖଲ କରୁଛନ୍ତି ।

Banks to remain close
ମେ' ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କେଉଁ କେଉଁ ଦିନ ...

କିଛି ଗୁରୁତ୍ୱପୂର୍ଣ୍ଣ ବ୍ୟାଙ୍କ କାମ ରହିଛି କି? ତେବେ ତୁରନ୍ତ ସେଗୁଡ଼ିକ ଶେଷ କରିବାକୁ ଚେଷ୍ଟା କରନ୍ତୁ । କାରଣ ମେ ମାସରେ ୧୪ ଦିନ ପାଇଁ ବନ୍ଦ ରହିବ ବ୍ୟାଙ୍କ ଓ ଆପଣମାନେ ହୋଇପାରନ୍ତି ହଇରାଣ ।

Aparajita Sarangi
'ଏଥର ଅନ୍ଧାରି ବିଜେ ୬୦୦ରୁ ୧୦୦୦ ଟଙ୍କା ହେବା ଅନୁମାନ': ଅପରାଜିତା ଷଡ଼ଙ୍ଗୀ

ସାନ ବାବୁ ଓ ବଡ ବାବୁ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାର ଓ ବିଜେଡି ଉପରେ ପ୍ରବଲ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ନା ନନେଇ ସାନବାବୁ କହି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ଅପରାଜିତା ।

Delhi School
୧୦୦ ରୁ ଅଧିକା ସ୍କୁଲରେ ବୋମା ଆତଙ୍କ! ମିଳିଲା ଧମକପୂର୍ଣ୍ଣ ଇମେଲ୍

ଦିଲ୍ଲୀ NCR ର ଏକାଧିକ ସ୍କୁଲକୁ ଆସିଲା ଧମକପୂର୍ଣ୍ଣ ଇମେଲ୍ । ସ୍କୁଲରେ ବୋମା ଥିବା ନେଇ ଇମେଲ ଆସିବା ପରେ ବିଭିନ୍ନ ସ୍କୁଲରେ ଆତଙ୍କ ଖେଳି ଯାଇଛି ।

Srimandir
ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ମଧ୍ୟାହ୍ନ ଧୂପ ପରେ ରାତିରେ ହେବ ନୀତି

ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ ।

Neet Exam
'ମୋତେ କ୍ଷମା କରିଦେବ ବାପା, ମୁଁ ତୁମ ସ୍ୱପ୍ନ ପୂରା କରିପାରିଲିନି; ମୁଁ ପାରୁନି'

କୋଟାରେ ପୁଣି ଆଉ ଏକ ଛାତ୍ରଙ୍କ ଆତ୍ମହତ୍ୟା । ପରୀକ୍ଷାରେ ବିଫଳତା ପରେ ଝୁଲି ପଡ଼ିଲେ ଛାତ୍ରଜଣକ । ମେଡିକାଲ ପାଇଁ ଆୟୋଜିତ NEET ପ୍ରବେଶିକା ପରୀକ୍ଷା ପାଇଁ ସେ ପ୍ରସ୍ତୁତି କରୁଥିଲେ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।