ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ରାତ୍ରି ୦୩.୪୧ ଗତେ ମିଥୁନ
ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ 'ସୁଭଦ୍ରା' ଗାଇଡ୍ଲାଇନ୍ ଜାରି । ୨୧ରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସ୍କ ମହିଳା ଆବେଦନ କରିପାରିବେ ।
ବେଲୁଚିସ୍ତାନର ମୁସାଖେଲ ଜିଲ୍ଲାରେ ଏହି ଘଟଣା ଘଟିଛି । ଜଣେ ଅଧିକାରୀଙ୍କ କହିବା ଅନୁସାରେ, ଆତଙ୍କବାଦୀମାନେ ଯାତ୍ରୀମାନଙ୍କୁ ବସ୍ରୁ ଓହ୍ଲାଇବାକୁ ବାଧ୍ୟ କରିଥିଲେ ।
କାର୍ ଭିତରେ ହେଲମେଟ୍ ନପିନ୍ଧିବାରୁ ମିଳିଲା ଜରିମାନା ଦଣ୍ଡ। ଏପରି ଏକ ବିଚିତ୍ର ଘଟଣା ଘଟିଛି ଉତ୍ତରପ୍ରଦେଶର ଜଣେ ସାମ୍ବାଦିକଙ୍କ ସହ ।
ଭୁବନେଶ୍ୱର ସାଲିଆସାହି ପାଲଟିଛି ଦେଶୀ ମଦର ହବ୍ । ଯେତେ ଚଢ଼ାଉ ହେଉଛି ସେତିକି ମଦ ଫ୍ୟାକ୍ଟ୍ରି ଠାବ ହେଉଛି ।
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି, ପବିତ୍ର କୃଷ୍ଣ ଜନ୍ମାଷ୍ଟମୀ । ପୌରାଣିକ ଆଖ୍ୟାନ ଅନୁସାରେ, ଦ୍ୱାପର ଯୁଗରେ ଭଗବାନ ଶ୍ରୀକୃଷ୍ଣ ଏହି ଦିନ ଜନ୍ମ ନେଇଥିଲେ ।
ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡକୁ ପୂରିଛି ୧୬ ବର୍ଷ । ଆଜି କନ୍ଧମାଳ ଜିଲ୍ଲା ଜଲେଶପଟ୍ଟା ଆଶ୍ରମରେ ପାଳିତ ହେବ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରଦ୍ଧାଞ୍ଜଳି ସଭା ।
କୋଲକାତା ଅଭୟା କାଣ୍ଡ ମାମଲାରେ ଆଜି ଚଢ଼ାଉକୁ ଆହୁରି ଜୋରଦାର କରିବ କି ସିବିଆଇ ? ଗତକାଲି RG କର୍ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଘର ସମେତ ୧୫ଟି ସ୍ଥାନରେ ସିବିଆଇ ରେଡ୍ ହୋଇଥିଲା ।
ଗତକାଲି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ, ଆଜି ୪୦ ରୁ ୫୦ ଆସନ ପାଇଁ ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ଦଳ ।
ପୁଣି ଜିଲ୍ଲା ବୁଲିବେ ସମସ୍ତ ସଚିବ । ସରକାରୀ ଯୋଜନା ଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚୁଛି କି ନାହିଁ, ତାର ତଦାରଖ କରିବାକୁ ଜିଲ୍ଲା ଗସ୍ତରେ ଯିବେ ସମସ୍ତ ସଚିବ ।
ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ହତ୍ୟାକାଣ୍ଡକୁ ନେଇ ଉତ୍ତେଜନା ପରେ ବଳବତ୍ତର ରହିଛି BNSS-୧୬୩ ଧାରା ।
କୋଲକାତାରେ ଅଭୟା କାଣ୍ଡକୁ ନେଇ ଜୋରଦାର ପ୍ରତିବାଦ ଭିତରେ, ଉଗ୍ର ରୂପ ନେଲାଣି ମମତା ସରକାର ବିରୋଧୀ ସ୍ୱର । ବଢିଲାଣି ଦିଦିଙ୍କ ଉପରେ ଇସ୍ତଫା ଚାପ । ନାରଦା-ସାରଦା ସ୍କାମ ଠାରୁ ବି ବର୍ତ୍ତମାନ ବଡ଼ ହରଡଘଣାରେ ପଡିଛନ୍ତି ଦିଦି ।
ଲୋକଙ୍କ ଆସ୍ଥା ହରାଇବା ପରେ ଏବେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ବି ଆସ୍ଥା ହରାଉଛି ବିଜେଡି । ବିଜେଡି ଛାଡି ବିଜେପିକୁ ଯାଉଥିବା ନେତାଙ୍କ ସଂଖ୍ୟା ଧିରେ ଧିରେ ବଢ଼ିବାରେ ଲାଗିଛି ।
ଭିତ୍ତିଭୂମି ସୁଧାରିଦେଲେ ସ୍ୱାସ୍ଥ୍ୟସେବାରେ ସୁଧାର ଆସେନି । ବ୍ୟବସ୍ଥାରେ ସୁଧାର ଆସିବାକୁ ସଠିକ ଭିତ୍ତିଭୂମିର ଆବଶ୍ୟକତା ରହିଛି ।
ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟା ଘଟଣା ପରେ ଉତ୍ତେଜନା । ପୋଡ଼ାସାହିରେ ଉତ୍ତ୍ୟକ୍ତ ଲୋକ ଗାଡ଼ି ଭଙ୍ଗାରୁଜା କରିଛନ୍ତି ।
ତୃଣମୂଳ ସ୍ତରରେ ବିଜେପିର ସଂଗଠନ ସୁଦୃଢ଼ ପାଇଁ ବିଜେପି ଆପଣାଇବ ନୂଆ ରଣନୀତି । ଏଥିପାଇଁ ରାଜ୍ୟ ମୁଖ୍ୟାଳୟରେ ଚାଲିଛି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ।
ବାର୍ଡ ଫ୍ଲୁ ପରେ ପିପିଲିରେ ଆରମ୍ଭ ହୋଇଛି କୁକୁଡ଼ା ମରା ଅଭିଯାନ । ୪୭ ଫାର୍ମରୁ ମରାଯିବ ୨୦ ହଜାରରୁ ଅଧିକ କୁକୁଡ଼ା ।
କୋଲକାତା ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ ପାପର ପାପୀ ସଞ୍ଜୟ ରାୟର ଚାଲିଛି ପଲିଗ୍ରାଫ୍ ଟେଷ୍ଟ । ଅଭିଯୁକ୍ତ ସଂଞ୍ଜୟ ରାୟର ପଲିଗ୍ରାଫ୍ ଟେଷ୍ଟ ପୂର୍ବରୁ ଗତକାଲି ୬ ଜଣଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିଲା ।
ପକ୍କା ସୈତାନ ସନ୍ଦୀପ ଘୋଷ ! ଅପରାଧର ପୃଷ୍ଠ ଭୂମିରେ କରିଥିଲା ଘର । ଡେଲି ଡେଲି ସୁନ୍ଦରୀଙ୍କ କରୁଥିଲା ସଉଦା । ହେଲେ କିଏ ଏ ସନ୍ଦୀପ ଘୋଷ ? କେମିତି କଲା ଏତେ ବଡ଼ ଅପରାଧର ସାମ୍ରାଜ୍ୟ ?
ସ୍ୱାସ୍ଥ୍ୟ ସେବା ନାଁରେ ଚାଲିଥିଲା ଦେହବେପାର । ମେଡିକାଲକୁ ଆସୁଥିଲେ ସୁନ୍ଦରୀ ସୁନ୍ଦରୀ ଦେହଜୀବୀ ।