• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Weather
ଆଜି ବି ଅସମ୍ଭାଳ-ଅସହ୍ୟ, ସକାଳ ସାଢ଼େ ୮ଟା ସୁଦ୍ଧା ୩୩ ଛୁଇଁଲା ପାରଦ

ଆଜି ବି କଲବଲ କରିବ ତାତି । କାରଣ ଆଜି ସାଢ଼େ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ଉପରମୁହାଁ ହେଲାଣି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ପ୍ରାୟ ୭ଟି ସହରରେ ପାରଦ ୩୩ ଡିଗ୍ରୀ...

Boat Tragedy
ମହାନଦୀ ଡଙ୍ଗା ବୁଡ଼ି: ଉଦ୍ଧାର ହେଲା ସମସ୍ତ ମୃତ ଦେହ, ଏବେ ବି ଜଣେ ନିଖୋଜ

ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ୭ ଜଣଙ୍କ ମୃତ୍ୟୁ । ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ୍ ପରେ ୬ ଜଣଙ୍କ ମୃତଦେହ ମିଳିଛି ।

Power Cut
ଗୁଳୁଗୁଳି ଭିତରେ ପାୱାର୍ କଟ୍, ଓଟିଭିରେ ଖବର ପ୍ରସାରଣ ପରେ ତତ୍ପର ରାଜ୍ୟ ସରକାର

ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍ କଟ୍ କୁ ନେଇ ଖବର ପ୍ରସାରଣ ପରେ ତତ୍ପର ରାଜ୍ୟ ସରକାର । ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

 New York courthouse
କୋର୍ଟ ବାହାରେ ଦେହରେ ନିଆଁ ଲଗାଇଲେ ଯୁବକ, ଭିତରେ ଚାଲିଥିଲା ଟ୍ରମ୍ପଙ୍କ ଶୁଣାଣି!

ଆମେରିକାରେ ଘଟିଲା ଅଭାବନୀୟ ଘଟଣା । ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଣାଣି ପୂର୍ବରୁ କୋର୍ଟ ବାହାରେ ନିଜ ଶରୀରରେ ନିଆଁ ଲଗାଇ ଦେଇଛନ୍ତି ଜନୈକ ବ୍ୟକ୍ତି । ଏପରି ଅଭାବନୀୟ ଘଟଣା ଘଟିଛି ଠିକ କୋର୍ଟ ସାମ୍ନାରେ ।

 Rath Yatra coordination committee
ଆଜି ରଥଯାତ୍ରା ସମନ୍ୱୟ କମିଟି ବୈଠକ, ସୁରୁଖୁରୁରେ ସାରିବା ଉପରେ ବିଚାର ବିମର୍ଶ

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ।

Lightning strike victims
ବଜ୍ରପାତରେ ମୃତକଙ୍କ ପରିବାରକୁ ଭେଟିଲେ ବୈଜୟନ୍ତ, ଜଣାଇଲେ ସମବେଦନା

କାଳବୈଶାଖୀ ଜନିତ ଝଡ଼ ବର୍ଷା ଓ ବଜ୍ରପାତରେ କାହା ପୁଅ ଚାଲିଗଲା ତ ଆଉ କାହାର ବାପା । ଗୋଟିଏ ଗାଁର ତିନି ତିନି ଜଣଙ୍କ ମୃତ୍ୟୁ ସ୍ତବ୍ଧ କରିଦେଇଛି ସମସ୍ତଙ୍କୁ । ସେହି ଶୋକ ସନ୍ତପ୍ତ ପରିବାର ପାଖରେ ପହଞ୍ଚି ସମବେଦନା ଜଣାଇବା ସହ ସାନ୍ତ୍ୱନା ଦେଇଛନ୍ତି...

Weather Update
ପାଣିପାଗ ବିଭାଗର ଭୟଙ୍କର ତଥ୍ୟ, ମେ’ରେ ଆହୁରି ଜଳିବ ରାଜ୍ୟ

ଆହୁରି ବଢ଼ିବ ଗ୍ରୀଷ୍ମ ପ୍ରବାହ, ଜଳିବ ମେ ମାସ । ସ୍ୱାଭାବିକଠାରୁ ଅଧିକ ତାପମାତ୍ରା ରହିବ ଏହି ମାସରେ । ସୋସିଆଲ୍ ମିଡ଼ିଆ Xରେ ଏହି ତଥ୍ୟ ଦେଇଛି ପାଣିପାଗ ବିଭାଗ ।

Mahanadi Boat Tragedy
ମହାନଦୀରେ ଡଙ୍ଗା ବୁଡ଼ି ଘଟଣା; ଜଣେ ମୃତ, ୭ ନିଖୋଜ

ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡିରେ ନିଖୋଜ ୭ ଜଣଙ୍କର ଏଯାଏଁ ପତ୍ତା ମିଳୁନି । ୨ଟି ସର୍ଚ୍ଚ କ୍ୟାମେରା ସହାୟତାରେ ନିଖୋଜ ୭ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି ।

BJD-Congress Politics
ଭାଗ ହେବ କି କଂଗ୍ରେସ ଭୋଟ୍, ୟାସିର ଆସିବା ପରେ ବିପଦରେ ମନ୍ମଥ!

ଭୁବନେଶ୍ୱର ଲୋକସଭା କ୍ଷେତ୍ରରେ ବଦଳୁଥିବା ରାଜନୈତିକ ସମୀକରଣ କାହାକୁ ଦେବ ଫାଇଦା । ଗତଥର ମଇଦାନରେ କଂଗ୍ରେସରୁ କେହି ନଥିଲେ। ଏଥର କିନ୍ତୁ ଜଣେ ଯୁବ ଚେହେରାଙ୍କୁ ଟିକେଟ୍ ଦେଇଛି ଦଳ ।

Election
ସରିଲା ପ୍ରଥମ ଲଢ଼େଇ; ୧୦୨ ଆସନ ସହ ୧,୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍

ସରିଲା ୨୪ ମହାସଂଗ୍ରାମର ପ୍ରଥମ ଲଢ଼େଇ । ପଶ୍ଚିମବଙ୍ଗ ଓ ମଣିପୁରର କିଛି ଛୋଟମୋଟ ହିଂସାକୁ ଛାଡ଼ି ମୋଟାମୋଟି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହୋଇଛି ୨୪ ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ।

Dubai Flood
ଦୁବାଇ ଯାତ୍ରୀଙ୍କ ପାଇଁ ନୂଆ ଗାଇଡଲାଇନ୍, ନିହାତି ଜରୁରୀ ନଥିଲେ ନଯିବାକୁ ନିର୍ଦ୍ଦେଶ

ୟୁଏଇ ଯାଉଥିବା ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଦୁବାଇରେ ଥିବା ଭାରତର ଦୂତାବାସ । ଅତି ଆବଶ୍ୟକ ନଥିଲେ ବର୍ତ୍ତମାନ ୟୁଏଇ ନଯିବାକୁ କୁହାଯାଇଛି । ଦୁବାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ମାଧ୍ୟମରେ କୌଣସି ଯାତାୟତ କରନ୍ତୁ ନାହିଁ ।

Election
ଘରେ ବସି କିପରି ବାହାର କରିବେ ଭୋଟର୍ ଚିରୁକୁଟି, ଜାଣନ୍ତୁ ପ୍ରଣାଳୀ...

ଆଜିଠାରୁ ଆରମ୍ଭ ହୋଇଛି ମତଦାନ । ଯେଉଁମାନଙ୍କର ମତଦାନ ତାଲିକାରେ ନାଁ ରହିଛି, ସେମାନଙ୍କ ନିକଟକୁ ନିର୍ବାଚନ ଆୟୋଗଙ୍କ ତରଫରୁ ଏକ ସ୍ଲିପ ଯାଇଛି । ଯାହା ଦ୍ୱାରା ସେମାନେ ନିଜ ନିଜ ମତଦାନ କେନ୍ଦ୍ରର ଠିକଣା ଜାଣିପାରିବେ । ଏହାକୁ ଭୋଟର୍ ସୂଚନା ସ୍ଲିପ ବା ଚିରୁକୁଟି...

Nagaland Election
୬ ଟି ଜିଲ୍ଲାରେ ମିଳିଲାନି ଗୋଟିଏ ବି ଭୋଟ୍, ଅଲଗା ରାଜ୍ୟ ଦାବିରେ ଅଟଳ ସ୍ଥାନୀୟ ଜନତା

ନାଗାଲାଣ୍ତର ପ୍ରାୟ ୬ ଟି ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ଜିରୋ ଭୋଟ କାଉଣ୍ଟ ହୋଇଛି । ଆର୍ଥିକ ସ୍ୱାଧୀନତା ସହ ପୃଥକ ପ୍ରଶାସନ ଦାବି କରି ଜିରୋ ଭୋଟ ମିଳିଥିବା ଜଣା ପଡ଼ିଛି ।

Election
ଭୋଟ୍ ଆଗ ତା’ପରେ ବିବାହ, ବିବାହ ପୂର୍ବରୁ ମତଦାନ କଲେ ଯୁବତୀ

ଭୋଟ୍ ଆଗ ତା’ପରେ ବିବାହ । କିଛି ଏଭଳି ଭାବି ଭୋଟ୍ ଦେବାକୁ ପହଞ୍ଚିଛନ୍ତି ଦୀପା । ଉତ୍ତରପ୍ରଦେଶ ମୁଜାଫରନଗରରେ ଭୋଟ୍ ଦେବାକୁ ଯାଇଛନ୍ତି ଏହି କନ୍ୟା । ଆଜି ତାଙ୍କ ବିବାହ ରହିଛି କିନ୍ତୁ ଆଗ ଭୋଟ୍ ଦେବାକୁ ନିଷ୍ପତ୍ତି ନେଇଛନ୍ତି ଦୀପା ।

Weather
ଜାରି ରହିବ ଖରାକର୍ଫ୍ୟୁ, ଝାରସୁଗୁଡା ପାଲଟିଲା ହିଟୱେଭ୍ ହଟସ୍ପଟ୍

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ । ଦିନ ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ପାର କରିଛି ୮ ସହରର ତାପମାତ୍ରା । ତେବେ ୪୧.୨ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ରାଜଧାନୀ ଭୁବନେଶ୍ୱର ଓ କେନ୍ଦୁଝରରେ ୩୯.୮ ଡିଗ୍ରୀ...

Woman in Bus
ବସ୍‌ରେ ଚଢ଼ିଲେ ବିକିନି ପିନ୍ଧା ମହିଳା, ଭାଇରାଲ ହେଲା ଭିଡିଓ...

ଜନଗହଳି ବସ୍‌ରେ ବିକିନି ପିନ୍ଧି ପଶିଲେ ମହିଳା । ରାଜଧାନୀ ଦିଲ୍ଲୀରେ ଘଟିଛି ଅଭାବନୀୟ ଘଟଣା ।

Crime
ରାଜଧାନୀରେ ବ୍ୟବସାୟୀଙ୍କୁ ହତ୍ୟା; ମିଟିଂ ପାଇଁ ଆସିଥିଲେ, ଶବ ପାଲଟିଲେ

ଗେଷ୍ଟ ହାଉସରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ମୈତ୍ରିବିହାର ଥାନା ଅନ୍ତର୍ଗତ ଏକ ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

Politics
ଅଢ଼େଇ ଦଶନ୍ଧି ଧରି ଶାସନର ମଙ୍ଗ ମୁଖ୍ୟମନ୍ତ୍ରୀଙ୍କ ହାତରେ, ତଥାପି ବଦଳିନି ହିଞ୍ଜିଳି; କଣ୍ଟାବାଞ୍ଜିକୁ ନେଇ ପ୍ରଶ୍ନ

ନବୀନଙ୍କ ୨୪ ବର୍ଷର ଶାସନ ପରେ ବି ଭୋକର ଭୂଗୋଳ ଭିତରେ ଦି’ମୁଠା ଦାନା ପାଇଁ ଦାଦନ ଯାଉଛି ଗରିବ ଖଟିଖିଆ ମଣିଷ । ସେ ଗଞ୍ଜାମ ହେଉ ଅବା ବଲାଙ୍ଗିର । ଆଜି ବି ଦାଦନ ଦହନରେ ଜଡ଼ସଡ଼ ।

BJD Politics
ଟିକେଟ୍ କୁ ନେଇ ବିଜେଡିରେ ଅସନ୍ତୋଷ ଅସମ୍ଭାଳ, ତାତିଲେଣି ସମୀର-କିଶୋର-ପୂର୍ଣ୍ଣଚନ୍ଦ୍ରଙ୍କ ସମର୍ଥକ

ବିଦ୍ରୋହ ଏତେ ଯେ, ବିବାଦ ଥାଇ ବି ବିଧାୟକଙ୍କ ଟିକଟ୍ କାଟିପାରୁନି ବିଜେଡି । ଆଉ ଯେଉଁ କାଁ ଭାଁ କଟୁଛି ସେମାନଙ୍କୁ ବି ମ୍ୟାନେଜ୍ କରିବାରେ ଅସମର୍ଥ । ଯେମିତି ଗତକାଲି ଟିକେଟ କଟିବା ପରେ ତାତିଛନ୍ତି ସମୀର ଦାଶଙ୍କ ସମର୍ଥକ ।

Election
ପ୍ରସ୍ତୁତି ଶେଷ...ରାତି ପାହିଲେ ଗଣତନ୍ତ୍ରର ମହାପର୍ବ, ସାମିଲ ହେବ ପୂରା ଦେଶ

ରାତି ପାହିଲେ ଗଣତନ୍ତ୍ରର ମହାପର୍ବରେ ସାମିଲ ହେବ ସାରା ଦେଶ । ଭୋଟିଂ ପୂର୍ବରୁ ପ୍ରସ୍ତୁତି ଜୋର, ସୁରକ୍ଷା ବ୍ୟବସ୍ଥା ବ୍ୟାପକ ଓ କଡାକଡି । ଅରୁଣାଚଳ ପ୍ରଦେଶରେ ପୋଲିଂ ଟିମ୍ ପାହାଡ ଚଢି ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚୁଛନ୍ତି ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।