ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଆଜିକାଲି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି । କିଛି ଦିନ ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ଘୋଷଣା କରିଥିଲେ ।
ନୂଆ ସରକାର, ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ ।
ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ରାଜଧାନୀରେ ମହିଳା ସାମ୍ବାଦିକାଙ୍କ ମତ୍ୟୁକୁ ନେଇ ଆସିଲା ସାଂଘାତିକ ଅଭିଯୋଗ ।
ନୟାଗଡ଼ରେ ଚାଞ୍ଚଲ୍ୟକର ଘଟଣା । ଦେବୋତ୍ତର ଲେନ୍ ୪ରେ ଘଟିଛି କିଛି ହୃଦୟବିଦାରକ ଘଟଣା ।
ପ୍ରତିବର୍ଷ ଦ୍ରୁତ ଗତିରେ ଗାଡ଼ି ଚଳାଇବା ପାଇଁ ଯାଉଛି ଲକ୍ଷାଧିକ ଜୀବନ । ୨୦୧୮ରୁ ୫ ବର୍ଷ ମଧ୍ୟରେ ଦେଶରେ ସବୁଠୁ ଅଧିକ ଦୁର୍ଘଟଣା ୨୦୨୨ରେ ଘଟିଛି ।
ଆଜି ସୁପ୍ରିମକୋର୍ଟରେ NEET-UG ସମ୍ବନ୍ଧୀୟ ଆବେଦନର ଶୁଣାଣି ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଥିଲା ।
କିଛିଦିନ ତଳେ ଲଗାତାର ହୁ ହୁ ହୋଇ ବଢ଼ୁଥିଲା ସୁନାଦର । ଗହଣା ପ୍ରିୟ ଭାରତୀୟଙ୍କର ଜୀବନ ନେଇ ଯାଇଥିଲା ସୁନାଦର ।
ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା । ଓଡ଼ିଶା ଉପରେ ଦୁଇଟି କଥା କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଲୋକସଭାରେ ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍ । ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍-୨୦୨୪-୨୫ ।
କିଚିରିମିଚିରି ଶବ୍ଦରେ ଫାଟିପଡ଼ୁଛି ପୂରା ପରିବେଶ । ଗଛସାରା ବସା ବାନ୍ଧିଛନ୍ତି ଧଳାଧଳା ପକ୍ଷୀ ।
ବାପାଙ୍କ ଛାତିରେ ମୁହଁ ମାଡି କାନ୍ଦୁଛି ସୁନା ଝିଅର । ଯାହାକୁ ବର୍ଣ୍ଣନା କରିବାକୁ ଆମ ପାଖେ ଶବ୍ଦର ଅଭାବ ।
ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ବିଧାନସଭାରେ ଏନେଇ ଅଭିଭାଷଣ ଦେଉଛନ୍ତି ରାଜ୍ୟପାଳ ରଘୁବର ଦାସ ।
ଆଜି ଆରମ୍ଭ ହେଉଛି ସଂସଦର ବଜେଟ୍ ଅଧିବେଶନ । ସଂସଦ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ୍ ।
ବଙ୍ଗୋପସାଗରରେ ଅବପାତ ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ।
୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ।
ଗତ ମାସ ୨୭ ତାରିଖରେ ଅନୁଷ୍ଠିତ ଲାଇଭ୍ ଡିବେଟରେ ଟ୍ରମ୍ପଙ୍କ ଠାରୁ ବାଇଡେନ୍ ଅତି ଦୁର୍ବଳ ପ୍ରଦର୍ଶନ କରିଥିଲେ । ଏହାପରେ ତାଙ୍କୁ ସମାଲୋଚନାର ଶିକାର ହେବାକୁ ପଡିଥିଲା ।
ଆସନ୍ତା ୨୫ ତାରିଖରେ ଗୃହରେ ଉପସ୍ଥାପନ ହେବ ୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ଅଧିବେଶନ ପାଇଁ ବିଜେପି ଓ ବିଜେଡି ବିଧାୟକ ଦଳ ବୈଠକ କରି ରଣନୀତି ପ୍ରସ୍ତୁତ କରିସାରିଥିବା ବେଳେ ଆଜି ବସିବ କଂଗ୍ରେସ ବିଧାୟକ ଦଳ ବୈଠକ ।
ତନ୍ତ୍ରମନ୍ତ୍ରରେ ବିଶ୍ୱାସ କରୁଛନ୍ତି ଆଧୁନିକ ମଣିଷ । ଗତ କିଛିଦିନ ତଳେ ବଲାଙ୍ଗିର ଜିଲ୍ଲାରେ ଘଟିଥିବା ଏକ ତାନ୍ତ୍ରିକର କାରନାମାକୁ ନେଇ ଏବେ ସବୁଠି ଚର୍ଚ୍ଚା ।