• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

RCB
କାହିଁକି ହାରୁଛି RCB, କ'ଣ ଏହାର କାରଣ ...

ଚଳିତ ଆଇପିଏଲରେ ଲଗାତାର ଭାବେ ଖରାପ ପ୍ରଦର୍ଶନ ଦେଇ ଆସୁଛି ଆରିସିବି । କେବେ କେବେ ବୋଲର ମାନେ ଫେଲ୍ ହେଉଛନ୍ତି ତ କେବେ କେବେ ବ୍ୟାଟର୍ । ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହୱାଗ ଓ ମନୋଜ ତିୱାରୀ ଅନେକ କାରଣ ଉପରେ ଆଲୋକପାତ କରିଛନ୍ତି ।...

UPSC
IAS ଟପ୍ପରେ ହେବା ପରେ କେମିତି ଥିଲା ଆଦିତ୍ୟ ଶ୍ରୀବାସ୍ତବଙ୍କ ପ୍ରଥମ ପ୍ରତିକ୍ରିୟା, ଦେଖନ୍ତୁ ଭିଡିଓ

ଘୋଷଣା ହୋଇଛି ୟୁପିଏସସି ଫଳାଫଳ । ଏଥିରେ AIR ୧ ରାଙ୍କ ପାଇଛନ୍ତି ଆଦିତ୍ୟ ଶ୍ରୀବାସ୍ତବ । ଆଉ ଏହା ଜାଣିବା ପରେ ତାଙ୍କର ପ୍ରତିକ୍ରିୟା ଦେଖିବା ଭଳି ଥିଲା । ଏପରି ଏକ ଭିଡିଓ ବର୍ତ୍ତମାନ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି ।

Jagannath Puri
ମୁଣ୍ତ ଉପରେ ଚନ୍ଦନଯାତ୍ରା, ସରିନି ପୁଷ୍କରିଣୀ ପୁନଃଉଦ୍ଧାର କାମ

ମେ ୧୦ତାରିଖ, ପବିତ୍ର ଅକ୍ଷୟତୃତୀୟା ଦିନ ଆରମ୍ଭ ହେବ ଚନ୍ଦନ ଯାତ୍ରା । ଜଳକ୍ରୀଡା କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀଙ୍କ ସହ ରାମ କୃଷ୍ଣ ବେନୀଭାଇ ଓ ପଞ୍ଚୁପାଣ୍ଡବ ।

Accident
JCB ରେ ପିଟି ହେଲା ଅଟୋ, ଉଡିଗଲା ପୂରା ଛାତ, ଚାଲିଗଲା ୭ ଜୀବନ; ଦେଖନ୍ତୁ ଭିଡିଓ

ବିହାର ପାଟନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାରେ ସାତଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିହାରର ପାଟନାରେ ଏକ ଅଟୋରିକ୍ସା ବୁଲଡୋଜର ସହ ଧକ୍କା ହେବା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ଘଟିଛି ।

UPSC Result
ପ୍ରକାଶ ପାଇଲା UPSC ପରୀକ୍ଷା ଫଳ, ଓଡ଼ିଆ ପୁଅ ଅନିମେଶ ପାଇଲେ ଦ୍ୱିତୀୟ ରାଙ୍କ

ପ୍ରକାଶ ପାଇଛି UPSC ୨୦୨୩ ପରୀକ୍ଷା ଫଳ । ଓଡ଼ିଶା ପୁଅ ଅନିମେଶ ପ୍ରଧାନ ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଏହା ସହ ଆଦିତ୍ୟ ଶ୍ରୀବାସ୍ତବ ପୂରା ଦେଶରେ ଟପ୍ପର ହୋଇଛନ୍ତି ।

Baba Ramdev
ପୁଣି ରାମଦେବଙ୍କ ଉପରେ ବାଜିଲା ସୁପ୍ରିମକୋର୍ଟଙ୍କ ଛାଟ, କହିଲେ ଏ ଭୁଲ୍ ଅକ୍ଷମଣୀୟ

ବାବା ରାମଦେବଙ୍କ ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ । ଔଷଧୀୟ ଦ୍ରବ୍ୟର ବିଜ୍ଞାପନ ସଂପର୍କରେ ପତଞ୍ଜଳି ଆୟୁର୍ବେଦ ବିରୋଧରେ ହୋଇଥିବା ମାମଲାର ଶୁଣାଣି ବେଳେ ଯୋଗ ଗୁରୁଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ ।

Salman Khan
ସଲମାନ ଖାନଙ୍କ ଘର ଆଗରେ ଗୁଳିମାଡ଼

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ଆଗରେ ଗୁଳିମାଡ଼ ହୋଇଥିବା ସୂଚନା । ସଲମାନଙ୍କ ମୁମ୍ବାଇ ସ୍ଥିତ ଘର ବାହାରେ ଗୁଳି ମାଡ଼ର ଶବ୍ଦ ଶୁଣିବାକୁ ମିଳିଛି । ଖବର ମିଳିବା ପରେ ମୁମ୍ବାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତନାଘନା ଚଳାଇଛି ।

BJP
ବିଜେପିର ସଂକଳ୍ପ ପତ୍ର ଉନ୍ମୋଚନ

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ଆମର ଫୋକସ ଡିଗନିଟି ଅଫ୍ ଲାଇଫ୍ ଓ କ୍ବାଲିଟି ଅଫ୍ ଲାଇଫ୍। ଯୁବ ଭାରତର ଯୁବ ଆଙ୍କାକ୍ଷା ଆମ ସଂକଳ୍ପ ପତ୍ରରେ ପ୍ରତିଫଳିତ...

Panchang
Panchang Today 14th April 2024: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୧୧.୪୪ ଗତେ ୭ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ - ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୪ ଗତେ ୨...

Weather
ପୁଣି କଲବଲ କଲାଣି ତାତି, ବଢ଼ିଲାଣି ପାରଦ; ୪ରୁ ୫ ଡିଗ୍ରୀ ବୃଦ୍ଧି ସମ୍ଭାବନା

ପୁଣି ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଉଛି ତାତି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଜଗତସିଂହପୁର, ଗଞ୍ଜାମ ଭଳି ଜିଲ୍ଲାରେ ଗୁଳୁଗୁଳି ଅଧିକ ହେବ ।

BJD
ଚାହୁଁଥିଲେ ରେଢ଼ାଖୋଲ, ମିଳିଛି ସମ୍ବଲପୁର ଟିକେଟ୍; ଲଢିବାକୁ ଅନିଛୁକ କି ପ୍ରସନ୍ନ ?

ଆଗେ ଲୋକସଭା ପାଇଁ ଯାଜପୁରରୁ ନେତା ଆଣି ଥୋପିଲେ, ଆଉ ଏବେ ବିଧାନସଭା ପାଇଁ ଜଣେ ଅନିଚ୍ଛୁକ ପ୍ରାର୍ଥୀଙ୍କୁ ଟିକେଟ୍ ଦେଇଛି ବିଜେଡି । ସମ୍ବଲପୁର ସିଟ୍ ରେ ଭେଟେରାନ୍ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ସେ କୁଆଡ଼େ ଖୁସିନଥିବା ଚର୍ଚ୍ଚା ହେଉଛି ।

BJD
ଟିକେଟ ବିକ୍ରି-କୋଟିଏ ଟଙ୍କାର ଅଫର୍, ଶଙ୍ଖଦଳର ପୋଲ ଖୋଲିଦେଲେ କୁଲେସିକା

ବିଜେଡି ମୋତେ ଠକି ଦେଲା, ଟିକେଟ ଆଉ ଜଣଙ୍କୁ ବିକିଦେଲା । ମୋତେ କୋଟିଏ ଟଙ୍କା ଦେଇ ମ୍ୟାନେଜ କରିବାକୁ ଚେଷ୍ଟା କଲା । ଟିକେଟ ନମିଳିବା ପରେ ବିଜେଡି ବିରୋଧରେ ଏମିତି ସାଂଘାତିକ ଅଭିଯୋଗ ଆଣି ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି ଲକ୍ଷ୍ମୀପୁର ପୂର୍ବତନ ବିଧାୟକ...

PM Modi
ଖୁବଶୀଘ୍ର ପୂର୍ଣ୍ଣାଙ୍ଗ ରାଜ୍ୟ ମାନ୍ୟତା ପାଇବ ଜମ୍ମୁ କାଶ୍ମୀର, ପ୍ରଧାନମନ୍ତ୍ରୀ କଲେ ବଡ଼ ଘୋଷଣା

ଜମ୍ମୁ କଶ୍ମୀରରେ ଖୁବଶୀଘ୍ର ହେବେ ବିଧାନସଭା ନିର୍ବାଚନ ଏବଂ ଶୀଘ୍ର ଏହା ଫେରି ପାଇବ ପୂର୍ଣ୍ଣ ରାଜ୍ୟ ମାନ୍ୟତା । ଆଜି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

BJP Politics
କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କର ଜୟଜୟକାର, ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କଲେ କର୍ମୀ

କେନ୍ଦ୍ରାପଡ଼ା ମହାକାଳପଡ଼ା ନିର୍ବାଚନ ମଣ୍ଡଳୀରେ ପ୍ରଚାର ଅଭିଯାନରେ ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ପ୍ରଥମେ ରାମନଗର ପହଞ୍ଚିବା ପରେ, ଦଳୀୟ କର୍ମୀ ମାନେ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ୱାଗତ କରିଥିଲେ ।

NIA
ଧରା ପଡ଼ିଲା ରାମେଶ୍ୱରମ୍ କାଫେର ମାଷ୍ଟରମାଇଣ୍ତ, NIA ଦେଲା ସୂଚନା

ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଧରିଛି ଜାତୀୟ ଅନୁସନ୍ଧାନ ଏଜେନ୍ସି –NIA । ଏହି ଦୁଇ ଅଭିଯୁକ୍ତ ଅବଦୁଲ ମତିନ୍ ତାହା ଏବଂ ମୁସାବିର ସାଜେବ ବୋଲି ଚିହ୍ନଟ ହୋଇଛନ୍ତି ।

Cuttack BJD
ଲୁଚିଛି ନା ଗୋଡ଼ ଦିଟା ଦିଶୁଛି; କଟକରେ BJD ଫାଳ ଫାଳ

କଟକ ବିଜେଡିରେ ଗୋଷ୍ଠୀ କନ୍ଦଳ । ସମାନ୍ତରାଳ ଭାବେ ବିଜେଡିର ଦୁଇ ଦୁଇଟି କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା ଜୋର । ଗୋଟିଏ ପଟେ କଟକ ସାରଳା ଭବନରେ ମହିଳା ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଆୟୋଜନ କରାଯାଇଥିଲା ।

Police Siren
ସାଇରନକୁ ଅବିକଳ ନକଲ କଲା ପକ୍ଷୀ, ଯାନ୍ତ୍ରିକ ତ୍ରୁଟି ଭାବିଲା ପୋଲିସ

ପୋଲିସ ସାଇରନର ମିମିକ୍ରି କଲା ପକ୍ଷୀ । ଅବିକଳ ସାଇରନ ପରି ଶବ୍ଦ ବାହାର କଲା, ଫଳରେ ଅସୁବିଧାରେ ପଡ଼ିଲା ବ୍ରିଟେନ ପୋଲିସ । ଅନୁକରଣ ଏତେ ସଠିକ୍ ଥିଲା ଯେ ଏହା ଥେମସ୍ ଭ୍ୟାଲି ପୋଲିସ ଅଧିକାରୀମାନଙ୍କୁ ସତ ବୋଲି ଭାବିବାକୁ ବାଧ୍ୟ କଲା ।

Protein supplements
ପ୍ରୋଟିନ ପାଉଡରରେ ଆଉ ନାହିଁ ପ୍ରୋଟିନ, ଗବେଷଣାରେ ହେଲା ଖୁଲାସା

ବଜାରରେ ବିକ୍ରି ହେଉଥିବା ପ୍ରୋଟିନ ପାଉଡ଼ରର ଗୁଣବତ୍ତା ଉକୃଷ୍ଟମାନର ନୁହେଁ । ଏହା ବ୍ୟବସାୟିକ ଲକ୍ଷ୍ୟରେ ବିକ୍ରି ହେଉଥିବାରୁ କମ୍ପାନୀ ନିଜର ଗୁଣବତ୍ତା ରଖୁନଥିବା ଏକ ଗବେଷଣାରୁ ଜଣାପଡ଼ିଛି ।

Bhubaneswar
ସମସ୍ତେ ଶୋଇଥିଲେ... ବାହାରୁ ପଡ଼ିଲା ତାଲା, ଚୋର ଲୁଟିନେଲା ସୁନାଗହଣା

ରାଜଧାନୀରେ ମାତିଛନ୍ତି ଚୋର । କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରି କରୁଛନ୍ତି । ବାରମ୍ବାର ଚୋରି ହେଉଛି । କିନ୍ତୁ ନା ଚୋରକୁ ଧରି ପାରୁଛି କମିଶନରେଟ ପୋଲିସ ନା ଚୋରିରେ ବ୍ରେକ୍ ଲଗାଇ ପାରୁଛି ।

Writing 'HELP' On Beach
ନିର୍ଜନ ଦ୍ୱୀପରେ କାଟିଲେ ଗୋଟିଏ ରାତି; ଖଜୁରୀ ପତ୍ରରେ ଲେଖିଲେ HELP, ମିଳିଲା ପୁନର୍ଜନ୍ମ

ନିର୍ଜନ ଦ୍ୱୀପରେ ଫସି ରହିଥିଲେ । କେହି କୁଆଡ଼େ ନଥିଲେ । ନା ଖାଇବାକୁ ଥିଲା ନା ପିଇବାକୁ । ପରିସ୍ଥିତି ଆଣି ସେମାନଙ୍କୁ ମୃତ୍ୟୁମୁଖରେ ଛିଡ଼ା କରାଇଥିଲା । ଏହା ସତ୍ତ୍ୱେ ସେମାନେ ହାରିନଥିଲେ । ହାର ମାନିନଥିଲେ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।