• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍� ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Ruben Banerjee's Book
Ruben Banerjee's Book: ରୁବେନ୍ ବାନାର୍ଜୀଙ୍କ ପୁସ୍ତକକୁ ନେଇ ହଲଚଲ୍, ଖୋଲିଦେଲେ ପାଣ୍ଡିଆନ୍‌ଙ୍କ ଗୁମର

ରୁବେନ୍ ବାନାର୍ଜୀଙ୍କ 'ନବୀନ ପଟ୍ଟନାୟକ' ପୁସ୍ତକକୁ ନେଇ ସବୁଠି ହଲ୍‌ଚଲ୍ । କିପରି ପାଣ୍ଡିଆନ୍ ନବୀନଙ୍କୁ କବଜା କରି ରଖିଥିଲେ ଓ ବିଜେଡିରେ କେତେ ଶକ୍ତିଶାଳୀ ଥିଲେ ତାହା ବହିରେ ଉଲ୍ଲେଖ ଅଛି ।

Rain Expected Again in Odisha
Rain Expected Again in Odisha: ପୁଣି କାଚିବ ବର୍ଷା ! ୨୪ ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ପାଣିପାଗ ବିଭାଗ କହିଛି, ପୂର୍ବରୁ ଦକ୍ଷିଣ, ପଶ୍ଚିମରୁ ଆଭ୍ୟନ୍ତରୀଣ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତର ପ୍ରଭାବରେ ଆସନ୍ତାକାଲି ଯାଏଁ ବର୍ଷା ହେବ । ଏହା କ୍ରମେ ଦୁର୍ବଳ ହେବା ପରେ ବଦଳିବ ପାଣିପାଗର ମିଜାଜ ।

Puri Srimandir
Puri Srimandir: ନୂଆବର୍ଷରୁ ଦିଅଁ ଦର୍ଶନ ପାଇଁ ନୂଆ ପ୍ରଣାଳୀ, ସେବାୟତ ଉଠାଇଲେ ଆପତ୍ତି

ଡିସେମ୍ବର ୩୦-୩୧ ଦୁଇଦିନ ପରୀକ୍ଷାମୂଳକ ଭାବେ ଦର୍ଶନ ଚାଲିବ । ତେଣେ ପରିଚାଳନା କମିଟିରେ ବିନା ବିଚାରବିମର୍ଶ ଓ ଛତିଶା ନିଯୋଗର ମତାମତ ନିଆ ନଯାଇ ନୂଆ ବ୍ୟବସ୍ଥା ଲାଗୁ କରାଯାଉଥିବାରୁ ଆପତ୍ତି ଉଠାଇଛନ୍ତି ସେବାୟତ ।

Indian Space Station
Indian Space Station: ଆଉ ଏକ କୀର୍ତ୍ତିମାନ ରଚିବ ଭାରତ, ଅନ୍ତରୀକ୍ଷ ଷ୍ଟେସନ ସ୍ଥାପନ ପାଇଁ ପ୍ରଥମ ପଦକ୍ଷେପ

ମହାକାଶରେ ଆଉ ଏକ କୀର୍ତ୍ତିମାନ ରଚିବାକୁ ପ୍ରସ୍ତୁତ ହେଉଛି ଭାରତ । ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ ସ୍ଥାପନ ପାଇଁ ପ୍ରଥମ ପଦକ୍ଷେପ ।

PM Modi
PM Modi Kuwait Visit: ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବଶ୍ରେଷ୍ଠ ପୁରସ୍କାର

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତ୍‌ର ସର୍ବଶ୍ରେଷ୍ଠ ପୁରସ୍କାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୁଏତର ସର୍ବୋଚ୍ଚ ନାଗରିକ ସମ୍ମାନ, ସମ୍ମାନଜନକ 'ଅର୍ଡର ଅଫ୍ ମୁବାରକ ଅଲ-କବୀର' ପ୍ରଦାନ କରାଯାଇଛି ।

Prasanna Acharya
Pandian Responsible for BJD’s Debacle: ବିଜେଡି ପରାଜୟ ପଛରେ ପାଣ୍ଡିଆନ କାରଣ! ରୁବେନଙ୍କ ବହି, ମତ ରଖିଲେ ପ୍ରସନ୍ନ

ଓଡ଼ିଶାରେ ଦୀର୍ଘ ଦିନ ଧରି ସାମ୍ବାଦିକତା କରିଛନ୍ତି । ବିଜେଡି ଆରମ୍ଭରୁ ଦଳକୁ ଏବଂ ସଂଗଠନକୁ ଅତି ପାଖରୁ ସେ ନିରୀକ୍ଷଣ କରିଛନ୍ତି ।

Tigress Zeenat
Tigress Zeenat: ପଶ୍ଚିମବଙ୍ଗରୁ ଫେରିବ ବାଘୁଣୀ ଜିନ୍ନତ, ଟ୍ରାଙ୍କୁଲାଇଜ୍ କରି ଫେରାଇବାକୁ ଯୋଜନା

ବାଘୁଣୀକୁ ଫେରାଇ ଆଣିବା ଲାଗି ଟ୍ରାଙ୍କୁଲାଇଜ୍ କରିବାକୁ ଯୋଜନା ଚାଲିଥିବା ଆରସିସିଏଫ କହିଛନ୍ତି । ଶିମିଳିପାଳରୁ ଜିନ୍ନତ ଯିବାର ଦଶ ଦିନ ହେବାକୁ ବସିଲାଣି ହେଲେ ଜିନ୍ନତ ଶିମିଳିପାଳ ଫେରିବାର ନାଁ ଧରୁନାହିଁ ।

Former BJD MLA Bijay Mohanty
Former BJD MLA Bijay Mohanty: ଆଉ ନାହାନ୍ତି ପୂର୍ବତନ ବିଧାୟକ ବିଜୟ ମହାନ୍ତି, ୬୦ ବର୍ଷ ବୟସରେ ପରଲୋକ

ବିଜେଡିର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତି ଆଉ ନାହାନ୍ତି ।

Job Scam In Cuttack
Job Scam In Cuttack: ଠକେଇ ଗ୍ୟାଙ୍ଗରେ ପୂରା ପରିବାର, ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ମାରିନେଲେ

ଠକେଇ ରାକେଟରେ ମାଆ ମାଷ୍ଟର ମାଇଣ୍ଡ । ପୂରା ପରିବାରକୁ କରିଥିଲା ସାମିଲ୍ । ନିଜକୁ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ପରିଚୟ ଦେଇ ଠକେଇ କରୁଥିଲା । ଏହି ରାକେଟରେ ନିଜ ପୁଅ ଓ ଝିଅଙ୍କୁ ବି ସାମିଲ୍ କରିଥିବାର ପୋଲିସ୍ କହିଛି ।...

Odisha Man Flees Without Paying Bill
Odisha Man Defraud Taj Ganges Hotel: ହୋଟେଲ୍‌ରେ ଖାଇଲେ-ପିଇଲେ, ଅୟସ କଲେ; ଟଙ୍କା ନଦେଇ ଛୁ' ମାରିଲେ

ଅଭିଯୋଗ ଅନୁସାରେ ସାର୍ଥକ ସଞ୍ଜୟ ନାମକ ଓଡ଼ିଶାର ଜଣେ ବ୍ୟକ୍ତି ତାଙ୍କ ହୋଟେଲରେ ଅକ୍ଟୋବର ୧୪ରୁ ୧୮ ତାରିଖ ପର୍ଯ୍ୟନ୍ତ ରହିଥିଲେ । ୪ ଦିନ ପାଇଁ ରୁମ୍ ବାବଦକୁ ଲକ୍ଷେ ୭୦ ହଜାର ଟଙ୍କା ହୋଇଥିବା ବେଳେ ଖାଇବା ବାବଦ ଅର୍ଥ ୩୬ ହଜାର ଟଙ୍କା ।...

Sunita Williams Return Delayed
Sunita Williams Return Delayed: ବଢୁଛି ସଂକଟ, ଫେବୃଆରୀରେ ଫେରିବେନି ସୁନୀତା ଓ୍ୱିଲିୟମ୍ସ-ବୁଚ୍

ବଢୁଛି ସୁନୀତା ଓ୍ୱିଲିୟମ୍ସ ଓ ବୁଚ୍ ଓ୍ୱିଲମୋରଙ୍କ ସଂକଟ । ଉଭୟ ଆସନ୍ତା ଫେବୃଆରୀରେ ପୃଥିବୀକୁ ଫେରିବା ନେଇ ଅନିଶ୍ଚିତତା ଦେଖାଦେଇଛି ।

UK murder convict transferred to Surat
UK murder convict transferred to Surat: ବ୍ରିଟେନରେ ପ୍ରେମିକାକୁ ମାରିଲା, ଭାରତରେ ଭୋଗିବ ସଜା

ବ୍ରିଟେନରେ ପ୍ରେମିକାକୁ ହତ୍ୟା କଲା, ଏବେ ଭାରତରେ ଭୋଗିବ ସଜା ।

Frustrated Lover
Frustrated Lover Torches Girlfriend: ନିଆଁଲଗା ପ୍ରେମିକ, ଜାଳିଦେଲା ପ୍ରେମିକାର ଘର

ମତେ ବାହାହୋ, ନହେଲେ ମୁଁ ମରିଯିବି । ମୋ ଛାତିରେ ନିଆଁ ଲଗାନା, ନହେଲେ ସବୁ ଜାଳିଦେବି ।

BJD Leaders Meet Party Supremo
BJD Leaders Meet Party Supremo: ଗଞ୍ଜାମରେ ଘନଉଛି କି ବିଜେଡି କଳି ? ନବୀନ ନିବାସ ଦ୍ୱାରସ୍ଥ ହେଲେ ନେତା

ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ବସିଥିଲା ବୈଠକ । ତଥାପି ବିବାଦ ନତୁଟିବାରୁ ନବୀନ ନିବାସରେ ପହଞ୍ଚିଲେ ଉଭୟ ପକ୍ଷ । ସେଠାରେ ଗଂଜାମର ସମସ୍ତ ନେତାଙ୍କୁ ଭେଟି ଆଲୋଚନା କରିଥିଲେ ବିଜେଡି ସୁପ୍ରିମୋ ।

One Nation, One Poll
JPC on ‘One Nation, One Poll’ announced: ୱାନ୍ ନେସନ୍ ୱାନ୍ ଇଲେକ୍ସନ୍ ବିଲ୍; ଯୁଗ୍ମ ସଂସଦୀୟ କମିଟି ଗଠିତ

ୱାନ୍ ନେସନ୍, ୱାନ୍ ଇଲେକସନ୍ ବିଲ୍ ପାଇଁ ଯୁଗ୍ମ ସଂସଦୀୟ କମିଟି, JPC ଗଠିତ । ୩୧ ଜଣିଆ କମିଟିରେ ଲୋକସଭାରୁ ୨୧ ଜଣ ସାଂସଦ ଓ ରାଜ୍ୟସଭାରୁ ଅଛନ୍ତି ୧୦ ସଦସ୍ୟ ।

India-China Border Talks
India-China Border Talks: ସୀମା ପ୍ରସଙ୍ଗରେ ଭାରତ-ଚୀନ୍ ଆଲୋଚନା, ଶାନ୍ତି ଓ ସ୍ଥିରତା ବଜାୟ ଲକ୍ଷ୍ୟ

ସୀମା ପ୍ରସଙ୍ଗରେ ଭାରତ-ଚୀନ୍ ଆଲୋଚନା । ବେଜିଂରେ ଦୁଇ ଦେଶର ୨୩ତମ ସ୍ୱତନ୍ତ୍ର ପ୍ରତିନିଧିଙ୍କ ବୈଠକ ଅନୁଷ୍ଠିତ ହୋଇଛି ।

Tragedy Off Mumbai Coast
Tragedy Off Mumbai Coast: ମୁମ୍ବାଇ ବୋଟ୍ ବୁଡ଼ି ଘଟଣା, ଉଦ୍ଧାର ହେଲେଣି ୧୧୫; ୧୩ ମୃତ

ମୁମ୍ବାଇ ଉପକୂଳରେ ବଡ଼ ଧରଣର ଟ୍ରାଜେଡି । ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଡଙ୍ଗାକୁ ପିଟିଲା ନୌସେନାର ସ୍ପିଡ୍ ବୋଟ୍ ।

Coastal Security
Coastal Security: ଗାଁରେ ଛନକା, ଉପକୂଳରେ ଭୟ ବଢ଼ାଉଛି VHF; ଏସପି କହିଲେ ତଦନ୍ତ ପରେ ଆକ୍ସନ୍

ଓଡ଼ିଶା ଉପକୂଳରେ ଭୟ ବଢ଼ାଉଛି ଭିଏଚ୍ଏଫ୍ । ବ୍ୟକ୍ତିଗତ ଭାବେ ଘରେ ଘରେ ଲଗାଯାଇଥିବା ଭିଏଚଏଫ୍‌କୁ ନେଇ ବଢ଼ିଛି ଶଙ୍କା ।

Kashmir's Chenab Bridge
Kashmir's Chenab Bridge: ବିଶ୍ୱର ସବୁଠୁ ଉଚ୍ଚ ରେଲୱେ ବ୍ରିଜରେ ଓଟିଭି, ବ୍ରିଜର ନିର୍ମାଣ ବିସ୍ମୟ କ୍ୟାମେରାରେ କଏଦ୍

ଦୁନିଆର ସବୁଠୁ ଉଚ୍ଚ ରେଲୱେ ବ୍ରିଜ୍ । ଅଦ୍ଭୁତ...ଅକଳ୍ପନୀୟ...ଅବିଶ୍ୱସନୀୟ । ଆଖି ପାଉନି । ନଦେଖିଲେ ବିଶ୍ୱାସ ହେବନି ।

PM Awas Yojana
PM Awas Yojana: ୨ ମାସରେ ସରିବ ଆବାସ ସର୍ଭେ, ବାଦ୍ ପଡ଼ିବେନି ଯୋଗ୍ୟ ହିତାଧିକାରୀ

ଦୁଇ ମାସରେ ସରିବ ଆବାସ ସର୍ଭେ । ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଛି ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।