• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

Swadesi Megha Mallhar Prusty

Editor

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ ...more

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।

less

Posts by Swadesi Megha Mallhar Prusty

Sri ram Mandir
କବଜା କରିଥିଲେ ମାଓବାଦୀ, ୨୧ ବର୍ଷ ପରେ ଶ୍ରୀରାମ ମନ୍ଦିର ଖୋଲିଲେ ଯବାନ

ଛତିଶଗଡ଼ ସୁକମାରେ ୨୧ ବର୍ଷ ପରେ ଖୋଲିଲା ପ୍ରଭୁ ଶ୍ରୀରାମଙ୍କ ମନ୍ଦିର, ହେଲା ପୂଜାର୍ଚ୍ଚନା । ନକ୍ସଲ ହିଂସା ଭୟରେ ଗତ ୨୦୦୩ରୁ ଅର୍ଥାତ ୨୧ ବର୍ଷ ଧରି ବନ୍ଦ ଥିବା ଶ୍ରୀରାମ ମନ୍ଦିରକୁ ଖୋଲି ସେଠାର ପୂଜାର୍ଚ୍ଚନା କରିବା ସହ ସ୍ଥାନୀୟ ବାସିନ୍ଦାଙ୍କୁ ହସ୍ତାନ୍ତର କରିଛନ୍ତି CRPF...

BJP
ପ୍ରଧାନମନ୍ତ୍ରୀଙ୍କ ଉପରେ ବଢ଼ୁଛି ବିଶ୍ୱାସ, ଓଡ଼ିଶା-ପଶ୍ଚିମବଙ୍ଗରେ BJP ପାଲଟିବ ଏକ ନମ୍ବର ଦଳ

ଓଡ଼ିଶା ଓ ପଶ୍ଚିମବଙ୍ଗରେ ନମ୍ବର ୱାନ୍ ପାର୍ଟି ହେବାକୁ ଯାଉଛି ବିଜେପି । ଆଗାମୀ ଲୋକସଭା ନିର୍ବାଚନକୁ ନେଇ ଏହି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଜଣାଶୁଣା ରାଜନୀତି ରଣନୀତିକାର ପ୍ରଶାନ୍ତ କିଶୋର ।

BJP
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟିଲେ ଭିକେ ପାଣ୍ଡିଆନ, ରାଜ୍ୟ ବିଜେପି ଦେଲା ସୂଚନା

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ବାଦ ଦିଆଯାଇଛି । ନିର୍ବାଚନ କମିଶନର କାର୍ଯ୍ୟାଳୟର ହସ୍ତକ୍ଷେପ ପରେ ଏହି ପଦକ୍ଷେପ ନିଆଯାଇଥିବା ରାଜ୍ୟ ବିଜେପି ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କୁହାଯାଇଛି ।

Accident
ଡ୍ୟୁଟି କରୁଥିବା ବେଳେ ଧକ୍କା ଦେଲା ଗାଡ଼ି, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ତାମିଲନାଡୁରେ ଓଡ଼ିଆ ପୋଲିସ କନେଷ୍ଟବଳଙ୍କ ଅକାଳ ବିୟୋଗ । ଇଲେକ୍ସନ୍ ପାଇଁ ତ୍ରିଚୀକୁ ଯାଇଥିବା ବେଳେ ଓଡ଼ିଆ ପୋଲିସ କନେଷ୍ଟବଳ ପ୍ରମୋଦ କୁମାର ମାଝୀଙ୍କ ପରଲୋକ ଘଟିଛି ।

Weather Update
ଆସୁଛି ବର୍ଷା... ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ବଦଳିଛି ପାଗର ମିଜାଜ୍ । ତାତିରୁ ମିଳିଛି ସାମୟିକ ମୁକ୍ତି । ଏବେ ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି ।

Odisha Politics
ମୁଁ ଗୋଟାପଣେ କଂଗ୍ରେସର, କେବଳ ପୁଅକୁ ଭୋଟ ଦେବାକୁ କହିଛି: ସୁର ରାଉତ

ମୁଁ କୌଣସି ଅନ୍ୟ ଦଳ ପାଇଁ ପ୍ରଚାର କରିନି । କାରଣ ଦର୍ଶାଅ ନୋଟିସ୍ ପାଇବା ପରେ କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ ।

Odisha Politics
BJDରୁ ବରଗଡ଼ ପୂର୍ବତନ ସାଂସଦଙ୍କ ଇସ୍ତଫା, ଟିକେଟ ମିଳିଲାନି ବୋଲି ଛାଡ଼ିଲେ ଦଳ

ବିଜେଡିରୁ ଇସ୍ତଫା ଦେଇଛନ୍ତି ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ । ନବୀନ ନିବାସରେ ପହଞ୍ଚି ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ଜିଲ୍ଲା ସଭାପତି ପଦରୁ ତଥା ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରଭାସ ।

Water Problem
ଜୀବନ ନେଉଛି ଜଳ, ଗୋଳିଆ ପାଣି ପିଇ କିଡନୀ ରୋଗରେ ଆକ୍ରାନ୍ତ ପୂରା ଗାଁ

ଯନ୍ତ୍ରଣା ଦେଉଛି ଦୂଷିତ ପାନୀୟ ଜଳ । ଗାଁରେ ଥିବା ଦୁଇଟି ନଳକୂଅରୁ ବାହାରୁଛି ଗୋଳିଆ ପାଣି ।

Boat sinks off
ଗିଳିଦେଲା ସମୁଦ୍ର; ରୋଗରୁ ବଞ୍ଚିବା ପାଇଁ ଛାଡ଼ୁଥିଲେ ଦେଶ, କିନ୍ତୁ ସମାଧି ନେଲେ ୯୧ ଜଣ

ଜାହାଜ ବୁଡ଼ି ୯୦ ରୁ ଅଧିକ ମୃତ । ମୋଜାମ୍ବିକରେ ଘଟିଛି ଘଟଣା । ପ୍ରାୟ ୧୩୦ ଜଣ ମତ୍ସ୍ୟଜୀବୀଙ୍କୁ ନେଇ ଜାହାଜଟି ନାମ୍ପୁଲାରେ ଥିବା ଏକ ଦ୍ୱୀପକୁ ଯାଉଥିଲା । ଏହି ସମୟରେ ହିଁ ଜାହାଜଟି ବୁଡ଼ି ଯାଇଥିଲା ।

Accident
ଭାରସାମ୍ୟ ହରାଇ ଘାଟିରେ ପିଟିହେଲା ବସ୍ ; ୨୦ ଆହତ

ମୟୂରଭଂଜ ବାଙ୍ଗିରିପୋଷି ଘାଟିରେ ପୁଣି ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ବସ ଡ୍ରାଇଭର ଗୁରୁତର ଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ବସଟି ଭାରସାମ୍ୟ ହରାଇ ପାହାଡରେ ପିଟି ହୋଇଯାଇଛି ।

Politics
ଟିକଟ୍ ଅଙ୍କକଷା ଭିତରେ ଚାଲିଛି ଛକାଛକି ଖେଳ, ପାଦେ ପାଦେ ଜଗିଛନ୍ତି ବିଜେପି-ବିଜେଡି

ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ନାମାଙ୍କନ ତାରିଖକୁ ଆଉ ମାତ୍ର ୧୦ ଦିନ । ହେଲେ ଏଯାଏଁ ନା ଅଛି ପ୍ରଚାର ଘୋ ଘା, ନା ସରୁଛି ଯୋଦ୍ଧା ଘୋଷଣା । ରାଜ୍ୟର ତିନି ପ୍ରମୁଖ ଦଳରୁ କେହି ଗୋଟିଏ ଦଳ ବି ଏଯାଏଁ ସେମାନଙ୍କ ପୂର୍ଣ୍ଣାଙ୍ଗ ପ୍ରାର୍ଥୀ...

Water Scarcity
ପାଣି ଟୋପେ ପାଇଁ ଡହଳବିକଳ ଲୋକେ, ଶୁଖିଲା ପଡିଛି ଅମୃତ ଧାରା ପ୍ରକଳ୍ପ

ଗ୍ରୀଷ୍ମ ଆରମ୍ଭରୁ ବାଲେଶ୍ୱର ସହରର ଦେଖାଦେଲାଣି ପାନୀୟ ଜଳ ସମସ୍ୟା । ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ସହରର ବିଭିନ୍ନ ସ୍ଥାନରେ ନିର୍ମିତ ଅମୃତ ଧାରା ପ୍ରକଳ୍ପ ଶୁଖିଲା ପଡିଛି । ଏବେ ଖରାର ପ୍ରକୋପ ବଢିଥିବା ବେଳେ ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଲୋକ ।...

Weather
ଆଶ୍ୱସ୍ତି ଆଣିଲା ବର୍ଷା, ଆକାଶରୁ ଅଗ୍ନିବର୍ଷାରେ ଲାଗିଲା ବ୍ରେକ୍

ଆକାଶରୁ ଅଗ୍ନିବର୍ଷାରେ ଲାଗିଲା ବ୍ରେକ୍ । ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା । ଆଜି ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ । ଗତକାଲି ଅପେକ୍ଷା ଆଜି ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ...

Solar Eclipse
ଆଜି ଦିଶିବ ବିରଳ ଦୃଶ୍ୟ, ଭାରତ କିମ୍ବା ଓଡ଼ିଶାରେ ନାହିଁ ପ୍ରଭାବ

ଆଜି ସଂଗଠିତ ହେବ ଚଳିତ ବର୍ଷର ବିରଳ ପୂର୍ଣ୍ଣ ସୂର୍ଯ୍ୟୋପରାଗ । ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ଏହା ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ । ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ ।

Temple Loot
ମନ୍ଦିରରୁ କରୁଥିଲେ ଚୋରି, ଧରା ପଡ଼ିଲେ; ମୂଲ୍ୟବାନ ସାମଗ୍ରୀ ଜବତ

ମନ୍ଦିରରୁ ଚୋରି କରୁଥିବା ଏକ ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଧରିଛି ବାଲେଶ୍ୱର ପୋଲିସ । ସେମାନଙ୍କଠାରୁ ବିଭିନ୍ନ ପ୍ରକାର ସାମଗ୍ରୀ ଜବତ କରାଯାଇଛି ।

Kendrapada Water problem
ପାଣି ପାଇଁ ବିକଳ କେନ୍ଦ୍ରାପଡ଼ାବାସୀ, ଶୁଖିଲା ପଡ଼ିଛି ଲୁଣା ନଦୀ

ଶୁଖିଲା ପଡିଛି କେନ୍ଦ୍ରାପଡାର ଲୁଣା ନଦୀ । ପାଣି ଟୋପେ ପାଇଁ ନଦୀକୂଳିଆ ଲୋକେ ଏବେ ଡହଳ ବିକଳ ହେଉଛନ୍ତି ।

Politics
ବିଜେପି ଛାଡ଼ିଲେ ଲେଖାଶ୍ରୀ, ସୋସିଆଲ ମିଡିଆରେ ଦେଲେ ସୂଚନା

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର । ସୋସିଆଲ ମିଡିଆ ଜରିଆରେ ଦେଲେ ସୂଚନା । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଲେଖିଲେ । ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ ।

Olive Ridley
ବିଳମ୍ବ ହୋଇଛି ଅଲିଭ୍ ରିଡଲେ କଇଁଛଙ୍କ ଅଣ୍ଡାଦାନ, ଚିନ୍ତାରେ ପରିବେଶବିତ୍

ଜଳବାୟୁ ପରିବର୍ତ୍ତନର ପ୍ରଭାବ ପଡିଛି ସାମୁଦ୍ରିକ ଅଭୟାରଣ୍ୟ ଗହିରମଥାରେ । ବିଳମ୍ବ ହୋଇଛି ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସାମୁହିକ ଅଣ୍ଡାଦାନ ପ୍ରକିୟା । ଚଳିତ ମାସ ୨ ତାରିଖରୁ ଗହିରମଥାର ବାବୁବାଲି ଓ ନାଶୀ -୨ରେ ସମୁହ ଅଣ୍ଡା ଦାନ କରିଛନ୍ତି ।

Weather
ଖସିବ ତାପମାତ୍ରା, ତାତିରୁ ମିଳିବ ଆଶ୍ୱସ୍ତି; ଝଡବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି

ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

NIA
ବିସ୍ଫୋରଣ ଯାଞ୍ଚ କରିବାକୁ ଯାଇଥିଲେ, ଆକ୍ରମଣର ଶିକାର ହେଲେ NIA ଅଧିକାରୀ

ପଶ୍ଚିମବଙ୍ଗ NIA ଅଧିକାରୀଙ୍କୁ ଆକ୍ରମଣ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ବାନାର୍ଜୀ । ରାତି ଅଧରେ କାହିଁକି ଏନଆଇଏ ଅଧିକାରୀ ଚଢାଉ କଲେ ବୋଲି ମମତା ପ୍ରଶ୍ନ କରିଛନ୍ତି । ସେମାନେ ସ୍ଥାନୀୟ ପୋଲିସଠୁ କାହିଁକି ଅନୁମତି ନେଇନଥିଲେ ।

ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।